|
| 1 |
|
| "ମନଃଶି ବାରବର୍ଷ ବଯସ ରେ ରାଜ୍ଯ ଶାସନ କରିବା ଆରମ୍ଭ କଲେ। ସେ ୟିରୁଶାଲମ୍ ରେ ପଞ୍ଚାବନ ବର୍ଷ ରାଜତ୍ବ କଲେ। ତାଙ୍କର ମାତାଙ୍କ ନାମ ହୀଫ୍ସୀବା ଥିଲା।" |
|
| 2 |
|
| "ମନଃଶି ସଦାପ୍ରଭୁଙ୍କ ଦୃଷ୍ଟି ରେ କୁକର୍ମ କଲେ। ପୁଣି ସଦାପ୍ରଭୁ ଯେଉଁ ଅନ୍ୟ ଦେଶୀଯମାନଙ୍କୁ ଇଶ୍ରାୟେଲୀୟମାନଙ୍କ ସମ୍ମୁଖରୁ ତଡି ଦଇେଥିଲେ। ସହେିମାନଙ୍କର ଘୃଣ୍ଯକର୍ମ ସେ କଲେ।" |
|
| 3 |
|
| "ତାଙ୍କର ପିତା ହିଜକିଯ ଯେଉଁ ଉଚ୍ଚସ୍ଥଳୀଗୁଡିକୁ ଧ୍ବଂସ କରିଥିଲେ, ସେ ପୁନର୍ବାର ସଗେୁଡିକୁ ନିର୍ମାଣ କଲେ। ଇଶ୍ରାୟେଲର ଆହାବ୍ ରାଜାଙ୍କ ପରି ସେ ବାଲ୍ ନିମନ୍ତେ ୟଜ୍ଞବଦେି ପ୍ରସ୍ତୁତ କଲେ ଓ ଆଶରୋ ମୂର୍ତ୍ତୀ ନିର୍ମାଣ କଲେ। ଆଉ ମଧ୍ଯ ସେ ସ୍ବର୍ଗସ୍ଥ ସମସ୍ତ ନକ୍ଷତ୍ରଙ୍କୁ ପୂଜା କରି ସମାନଙ୍କେର ସବୋ କଲେ।" |
|
| 4 |
|
| "ପୁଣି ଆମ୍ଭେ ୟିରୁଶାଲମ୍ ରେ ଆପଣା ନାମ ସ୍ଥାପନ କରିବା ବୋଲି ସଦାପ୍ରଭୁ ଯେଉଁ ମନ୍ଦିର ବିଷଯ ରେ କହିଥିଲେ। ସଦାପ୍ରଭୁଙ୍କ ସହେି ମନ୍ଦିର ରେ ସେ ୟଜ୍ଞବଦେି ନିର୍ମାଣ କଲେ।" |
|
| 5 |
|
| "ଆହୁରି ସେ ସଦାପ୍ରଭୁଙ୍କ ଦୁଇ ପ୍ରାଙ୍ଗଣ ରେ ଆକାଶସ୍ଥ ସକଳ ବାହିନୀ ନିମନ୍ତେ ୟଜ୍ଞବଦେି ନିର୍ମାଣ କଲେ।" |
|
| 6 |
|
| "ମନଃଶି ଆପଣା ପୁତ୍ରକୁ ଅଗ୍ନି ରେ ଉତ୍ସର୍ଗ କଲେ। ସେ ଶୁଭଶୁଭ କହିବାର ବିଦ୍ଯା, ଗଣକତା, ୟାଦୁବିଦ୍ଯା, ଭୂତପ୍ ରତେ ଓ ଗୂଣୀଗା ରଡେି କାର୍ୟ୍ଯ ରେ ଅଭ୍ଯସ୍ତ ହେଲେ।" |
|
| 7 |
|
| "ପୁଣି ମନଃଶି ଆଶରୋ ରେ ଏକ ଖାଦେିତ ମୂର୍ତ୍ତୀ ନିର୍ମାଣ କରାଇ ସଦାପ୍ରଭୁଙ୍କ ମନ୍ଦିର ରେ ସ୍ଥାପନ କଲେ। କିନ୍ତୁ ସହେି ମନ୍ଦିର ବିଷଯ ରେ ସଦାପ୍ରଭୁ ଦାଉଦଙ୍କୁ ଓ ତାଙ୍କର ପୁତ୍ର ଶଲୋମନ୍କୁ କହିଥିଲେ, ମୁଁ ସମଗ୍ର ଇଶ୍ରାୟେଲର ସମସ୍ତ ନଗରଠାରୁ ୟିରୁଶାଲମ୍କୁ ମନୋନୀତ କରିଛି। ୟିରୁଶାଲମ୍ର ଏହି ମନ୍ଦିର ରେ ଆମ୍ଭର ନାମ ଚିରକାଳ ସ୍ଥାପନ କରିବୁ।" |
|
| 8 |
|
| "ମୁଁ କବେେ ଇଶ୍ରାୟେଲୀୟମାନଙ୍କୁ ସମାନଙ୍କେ ଦେଶ ପରିତ୍ଯାଗ କରିବାର କାରଣ ହବେି ନାହିଁ, ଯାହା ମୁଁ ସମାନଙ୍କେର ପୂର୍ବପୁରୁଷଙ୍କୁ ଦଇେଅଛି। ମୁଁ ସମାନଙ୍କେୁ ସଠାେରେ ରହିବାକୁ ଦବେି, କବଳେ ଯଦି ସମାନେେ ମାରେ ଆଜ୍ଞା ମାନନ୍ତି ଓ ମାରେ ସବେକ ମାଶାେ ସମାନଙ୍କେୁ କହିଥିବା ନିତି ନିଯମସବୁ ସମାନେେ ଅନୁସରଣ କରନ୍ତି।" |
|
| 9 |
|
| "ମାତ୍ର ସମାନେେ ପରମେଶ୍ବରଙ୍କ ବାକ୍ଯ ଶୁଣିଲେ ନାହିଁ। କିଣାନର ଦେଶଠାରୁ ଅଧିକ ମନ୍ଦ କର୍ମ କରିବାକୁ ମନଃଶି ସମାନଙ୍କେୁ ମାର୍ଗ ଦର୍ଶନ କରୁଥିଲେ। ସେଥିପାଇଁ ସଦାପ୍ରଭୁଙ୍କ ଦ୍ବାରା ସମାନଙ୍କେୁ ବିନଷ୍ଟ କରାଗଲା। ଯେତବେେଳେ ଇଶ୍ରାୟେଲୀୟମାନେ ଦେଶକୁ ଆସିଲେ।" |
|
| 10 |
|
| "ସଦାପ୍ରଭୁ ଆପଣା ସବେକ ଓ ଭବିଷ୍ଯଦ୍ବକ୍ତାମାନଙ୍କ ଦ୍ବାରା ଏହିକଥା କହିଲେ।" |
|
| 11 |
|
| "ଯିହୁଦାର ରାଜା ମନଃଶି ଏହି ସମସ୍ତ ଘୃଣା ଯୋଗ୍ଯ କର୍ମ କରିଅଛ। ତାଙ୍କ ପୂର୍ବରୁ ଯେଉଁ ଇ ମାରେୀଯମାନେ ଥିଲେ ସମାନଙ୍କେ ଅପେକ୍ଷା ଅଧିକ କୁକର୍ମ କରିଅଛ। ତାଙ୍କର ପ୍ରତିମା ଆରାଧନା ଦ୍ବାରା ସେ ଯିହୁଦାକୁ ପାପ କରାଇଛି।" |
|
| 12 |
|
| "ଏଣୁ ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଏହିକଥା କହନ୍ତି, ' ଦେଖ ଆମ୍ଭେ ୟିରୁଶାଲମ ଓ ଯିହୁଦା ପାଇଁ ଏପରି ଅମଙ୍ଗଳ ଆଣିବୁ ୟିଏ ଏହି ବିଷଯ ରେ ଶୁଣିା ଆଶ୍ଚର୍ୟ୍ଯ ହବେ।" |
|
| 13 |
|
| "ପୁଣି ଆମ୍ଭେ ୟିରୁଶାଲମ୍ ଉପରେ ଶମରିଯାର ମାପ କରି ରଖାେ ଟାଣିବୁ ଓ ଆହାବ୍ ପରିବାରର ଓଳମ୍ ଟାଣିବା। ପୁଣି ମଣିଷ ଯେପରି ଥାଳି ପୋଛେ ଆଉ ପୋଛୁ ପୋଛୁ ଓଲଟ ପାଲଟ କରେ ସହେିପରି ମୁଁ ୟିରୁଶାଲମ୍କୁ ପୋଛି ପକାଇବା।" |
|
| 14 |
|
| "ମୁଁ ମାରେଅବଶିଷ୍ଟ ନିଜ ଲୋକମାନଙ୍କୁ ପରିତ୍ଯାଗ କରିବ। ମୁଁ ସମାନଙ୍କେୁ ସମାନଙ୍କେର ଶତୃ ହସ୍ତ ରେ ସମର୍ପଣ କରିବି। ସମାନଙ୍କେର ଶତୃଗଣ ସମାନଙ୍କେୁ ଲୁଟ୍ କରିବେ ଏବଂ ସମାନେେ ସମାନଙ୍କେୁ ବନ୍ଦୀରୂପେ ନଇେଯିବେ।" |
|
| 15 |
|
| "କାରଣ ସମାନେେ ଆମ୍ଭ ଦୃଷ୍ଟି ରେ କୁକର୍ମ କରି ଅଛନ୍ତି। ପୁଣି ସମାନେେ ସମାନଙ୍କେର ପୂର୍ବପୁରୁଷଗଣ ମିଶରରୁ ଆସିବା ଦିନଠାରୁ ଆଜି ପର୍ୟ୍ଯନ୍ତ ମାେତେ କୋରଧ ଜନ୍ମାଇଛନ୍ତି।" |
|
| 16 |
|
| "ପୁଣି ମନଃଶି ବହୁ ନିର୍ଦ୍ଦୋଶ ଲୋକଙ୍କୁ ହତ୍ଯା କରି ୟିରୁଶାଲମ୍ ରେ ଏକ ପ୍ରାନ୍ତରୁ ଅନ୍ୟ ପ୍ରାନ୍ତ ପର୍ୟ୍ଯନ୍ତ ରକ୍ତ ରେ ପରିପୂର୍ଣ୍ଣ କଲେ। ଏହା ସହିତ ସେ ଯିହୁଦାକୁ ପାପରେ ଅଶିଂକୃତ କରାଇଲେ ଓ ସଦାପ୍ରଭୁଙ୍କ ଦୃଷ୍ଟି ରେ ଦୁଷ୍କର୍ମ କଲେ।'" |
|
| 17 |
|
| "ମନଃଶିଙ୍କର ଏ ସମସ୍ତ ବୃତ୍ତାନ୍ତ, ତାଙ୍କର ସମସ୍ତ କାର୍ୟ୍ଯ ତାଙ୍କର କୃତ ପାପ ଯିହୁଦା ରାଜାମାନଙ୍କର ଇତିହାସ ପୁସ୍ତକରେ ଲିଖିତ ହାଇେଛି।" |
|
| 18 |
|
| "ଅନନ୍ତର ମନଃଶି ମୃତ୍ଯୁବରଣ କଲେ ଓ ଆପଣା ପୂର୍ବପୁରୁଷ ଲୋକଙ୍କ ସହିତ ଆପଣା ଗୃହର ଉଦ୍ୟାନ ରେ, ଅର୍ଥାତ ଉଷର ଉଦ୍ୟାନ ରେ କବର ପ୍ରାପ୍ତ ହେଲେ। ତାଙ୍କ ପଦ ରେ ତାଙ୍କର ପୁତ୍ର ଆମାେନ୍ ରାଜା ହେଲେ।" |
|
| 19 |
|
| "ଆମାେନ୍ ବାଇଶ ବର୍ଷ ବଯସ ରେ ରାଜ୍ଯ ଶାସନ ଆରମ୍ଭ କଲେ। ସେ ୟିରୁଶାଲମ୍ ରେ ଦୁଇ ବର୍ଷ ଶାସନ କଲେ। ତାଙ୍କର ମାତାଙ୍କ ନାମ ମଶୁଲ୍ଲମତ୍ ଓ ସେ ୟଟବା ନିବାସୀ ହାରୁଷଙ୍କ କନ୍ଯା ଥିଲେ।" |
|
| 20 |
|
| "ଆମାେନ୍ ତାଙ୍କ ପିତା ମନଃଶିଙ୍କ ପରି ସଦାପ୍ରଭୁଙ୍କ ଦୃଷ୍ଟି ରେ କୁକର୍ମ କଲେ।" |
|
| 21 |
|
| "ତାଙ୍କ ପିତାଙ୍କ ପରି ବାସ କଲେ। ସେ ସହେି ପ୍ରତିମାମାନ ପୂଜା କଲେ, ଯାହା ମନଃଶି, ତାଙ୍କର ପିତା ପୂଜା କରି ଆସୁଥିଲେ।" |
|
| 22 |
|
| "ଆଉ ସେ ସଦାପ୍ରଭୁ ତାଙ୍କର ପୂର୍ବପୁରୁଷଗଣର ପରମେଶ୍ବରଙ୍କୁ ତ୍ଯାଗ କଲେ ଓ ପରମେଶ୍ବର ଯାହା ଗ୍ଭହୁଁଥିଲେ ସେ ସପରେି ବାସ କଲେ ନାହିଁ।" |
|
| 23 |
|
| "ଆମାେନ୍ଙ୍କର ଦାସମାନେ ତାଙ୍କ ବିରୁଦ୍ଧ ରେ ଚକ୍ରାନ୍ତ କଲେ ଓ ତାଙ୍କ ନିଜ ଗୃହ ରେ ତାଙ୍କୁ ବଧ କଲେ।" |
|
| 24 |
|
| "ମାତ୍ର ଜନ ସାଧାରଣ ସହେି ହତ୍ଯାକାରୀଙ୍କୁ, ସମସ୍ତ ଯେଉଁମାନେ ଆମାେନ୍ ରାଜାଙ୍କ ବିରୁଦ୍ଧ ରେ ଷଡୟନ୍ତ୍ର କରୁଥିଲେ ତାଙ୍କୁ ବଧ କଲେ। ତା'ପରେ ସମାନେେ ତାଙ୍କର ପୁତ୍ର ଯୋଶିୟଯଙ୍କୁ ତାଙ୍କ ପଦ ରେ ରାଜା କରାଇଲେ।" |
|
| 25 |
|
| "ଏହି ଆମାେନ୍ଙ୍କ ଅବଶିଷ୍ଟ ବୃତ୍ତାନ୍ତ ଓ ସମସ୍ତ କାର୍ୟ୍ଯ ଯିହୁଦା ରାଜବଂଶ ଇତିହାସ ପୁସ୍ତକରେ ଲିଖିତ ହାଇେଛି।" |
|
| 26 |
|
| "ଆମାେନ୍ ନିଜ ବଗିଗ୍ଭ ଉଷର ରେ କବର ନେଲେ ଓ ତାଙ୍କ ପଦ ରେ ତାଙ୍କର ପୁତ୍ର ଯୋଶିୟଯ ରାଜା ହେଲେ।" |
|
|
|
|