|
| 1 |
|
| ଆଦମ, ଶେଥ, ଈନୋଶ; |
|
| 2 |
|
| କୟିନାନ, ମହଲଲେଲ, ଯେରଦ; |
|
| 3 |
|
| ହନୋକ, ମଥୁଶେଲହ, ଲେମକ; |
|
| 4 |
|
| ନୋହ, ଶେମ, ହାମ ଓ ଯେଫତ୍ । |
|
| 5 |
|
| ଯେଫତ୍ର ସନ୍ତାନ ଗୋମର ଓ ମାଗୋଗ ଓ ମାଦୟ ଓ ଯବନ ଓ ତୂବଲ ଓ ମେଶକ୍ ଓ ତୀରସ୍, |
|
| 6 |
|
| ପୁଣି, ଗୋମରର ସନ୍ତାନ ଅସ୍କିନସ୍ ଓ ଦୀଫତ୍ ଓ ତୋଗର୍ମ । |
|
| 7 |
|
| ଆଉ, ଯବନର ସନ୍ତାନ ଇଲୀଶା ଓ ତର୍ଶୀଶ୍ ଓ କିତ୍ତୀମ୍ ଓ ରୋଦାନିମ୍। |
|
| 8 |
|
| ହାମର ସନ୍ତାନ କୂଶ୍ ଓ ମିସର, ପୂଟ୍ ଓ କିଣାନ । |
|
| 9 |
|
| ପୁଣି, କୂଶ୍ର ସନ୍ତାନ ସବା ଓ ହବୀଲା ଓ ସପ୍ତା ଓ ରୟମା ଓ ସପ୍ତକା । ରୟମାର ସନ୍ତାନ ଶିବା ଓ ଦଦାନ୍ । |
|
| 10 |
|
| ଆଉ, କୂଶ୍ ନିମ୍ରୋଦକୁ ଜାତ କଲା; ସେ ପୃଥିବୀରେ ପରାକ୍ରମୀ ହେବାକୁ ଲାଗିଲା । |
|
| 11 |
|
| ମିସର ଲୂଦୀୟ ଓ ଅନାମୀୟ ଓ ଲହାବୀୟ ଓ ନପ୍ତୂହୀୟ |
|
| 12 |
|
| ଓ ପଥ୍ରୋଷୀୟ ଓ ପଲେଷ୍ଟୀୟମାନଙ୍କ ଆଦିପୁରୁଷ କସ୍ଲୁହୀୟ ଓ କପ୍ତୋରୀୟ, ଏମାନଙ୍କୁ ଜାତ କଲା । |
|
| 13 |
|
| ପୁଣି, କିଣାନ ଆପଣା ପ୍ରଥମଜାତ ସୀଦୋନକୁ, ତହୁଁ ହେତକୁ ଜାତ କଲା; |
|
| 14 |
|
| ପୁଣି, ଯିବୂଷୀୟ ଓ ଇମୋରୀୟ ଓ ଗିର୍ଗାଶୀୟ |
|
| 15 |
|
| ଓ ହିବ୍ବୀୟ ଓ ଅର୍କୀୟ ଓ ସୀନୀୟ |
|
| 16 |
|
| ଓ ଅର୍ବଦୀୟ ଓ ସମାରୀୟ ଓ ହମାତୀୟମାନଙ୍କୁ ଜାତ କଲା । |
|
| 17 |
|
| ଶେମର ସନ୍ତାନଗଣ; ଏଲମ୍ ଓ ଅଶୂର ଓ ଅର୍ଫକ୍ଷଦ ଓ ଲୁଦ୍ ଓ ଅରାମ ଓ ଊସ୍ ଓ ହୂଲ ଓ ଗେଥର ଓ ମେଶକ୍ । |
|
| 18 |
|
| ପୁଣି, ଅର୍ଫକ୍ଷଦ ଶେଲହକୁ ଜାତ କଲା ଓ ଶେଲହ ଏବରକୁ ଜାତ କଲା । |
|
| 19 |
|
| ପୁଣି, ଏବରର ଦୁଇ ପୁତ୍ର ଜାତ ହେଲେ; ଏକର ନାମ ପେଲଗ୍; କାରଣ ତାହାର ସମୟରେ ପୃଥିବୀ ବିଭକ୍ତ ହେଲା ଓ ତାହାର ଭ୍ରାତାର ନାମ ଯକ୍ତନ୍ । |
|
| 20 |
|
| ପୁଣି, ଯକ୍ତନ୍ ଅଲ୍ମୋଦଦ ଓ ଶେଲଫ୍ ଓ ହତ୍ସର୍ମାବତ୍ ଓ ଯେରହ |
|
| 21 |
|
| ଓ ହଦୋରାମ ଓ ଉସଲ ଓ ଦିକ୍ଲା |
|
| 22 |
|
| ଓ ଓବଲ ଓ ଅବୀମାୟେଲ ଓ ଶିବା |
|
| 23 |
|
| ଓ ଓଫୀର ଓ ହବୀଲା ଓ ଯୋବବକୁ ଜାତ କଲା । ଏମାନେ ଯକ୍ତନର ସନ୍ତାନ । |
|
| 24 |
|
| ଶେମ, ଅର୍ଫକ୍ଷଦ, ଶେଲହ; |
|
| 25 |
|
| ଏବର, ପେଲଗ୍, ରୀୟ; |
|
| 26 |
|
| ସରୁଗ୍, ନାହୋର, ତେରହ |
|
| 27 |
|
| ଅବ୍ରାମ୍, ଅର୍ଥାତ୍ ଅବ୍ରହାମ । |
|
| 28 |
|
| ଅବ୍ରହାମଙ୍କର ପୁତ୍ର ଇସ୍ହାକ ଓ ଇଶ୍ମାଏଲ । |
|
| 29 |
|
| ଏମାନଙ୍କର ବଂଶାବଳୀ ଏହି; ଇଶ୍ମାଏଲର ପ୍ରଥମଜାତ ନବାୟୋତ୍; ତହିଁ ଉତ୍ତାରେ କେଦାର ଓ ଅଦ୍ବେଲ୍ ଓ ମିବ୍ସମ୍, ମିଶ୍ମ ଓ ଦୁମା, ମସା; |
|
| 30 |
|
| ହଦଦ୍ ଓ ତେମା, ଯିଟୂର, ନାଫୀଶ୍ ଓ କେଦମା; |
|
| 31 |
|
| ଏମାନେ ଇଶ୍ମାଏଲର ସନ୍ତାନ । |
|
| 32 |
|
| ଅବ୍ରହାମଙ୍କର ଉପପନିୀ କଟୂରାର ସନ୍ତାନଗଣ ଏହି; ସେ ସିମ୍ରନ୍ ଓ ଯକ୍ଷନ୍ ଓ ମଦାନ୍ ଓ ମିଦୀୟନ୍ ଓ ଯିଶ୍ବକ୍ ଓ ଶୂହକୁ ଜାତ କଲା । ଆଉ ଯକ୍ଷନ୍ର ସନ୍ତାନ ଶିବା ଓ ଦଦାନ୍ । |
|
| 33 |
|
| ଆଉ ମିଦୀୟନର ସନ୍ତାନ ଐଫା ଓ ଏଫର ଓ ହନୋକ ଓ ଅବୀଦ ଓ ଇଲଦାୟା, ଏସମସ୍ତେ କଟୂରାର ସନ୍ତାନ । |
|
| 34 |
|
| ପୁଣି ଅବ୍ରହାମ ଇସ୍ହାକକୁ ଜାତ କଲେ । ସେହି ଇସ୍ହାକର ପୁତ୍ର ଏଷୌ ଓ ଇସ୍ରାଏଲ । |
|
| 35 |
|
| ଏଷୌର ସନ୍ତାନ ଇଲୀଫସ୍, ରୁୟେଲ ଓ ଯୀୟସ୍ ଓ ଯାଲମ୍ ଓ କୋରହ । |
|
| 36 |
|
| ଇଲୀଫସ୍ର ପୁତ୍ର ତୈମନ ଓ ଓମାର, ସଫୀ ଓ ଗୟିତମ୍, କନସ୍ ଓ ତିମ୍ନ ଓ ଅମାଲେକ । |
|
| 37 |
|
| ରୁୟେଲର ସନ୍ତାନ ନହତ୍, ସେରହ, ଶମ୍ମ ଓ ମିସା । |
|
| 38 |
|
| ଆଉ ସେୟିରର ସନ୍ତାନ ଲୋଟନ୍ ଓ ଶୋବଲ୍ ଓ ସିବୀୟୋନ୍ ଓ ଅନା ଓ ଦିଶୋନ୍ ଓ ଏତ୍ସର ଓ ଦୀଶନ୍ । |
|
| 39 |
|
| ଲୋଟନ୍ର ସନ୍ତାନ ହୋରି ଓ ହୋମମ୍ ଓ ତିମ୍ନା ଲୋଟନ୍ର ଭଗିନୀ ଥିଲା । |
|
| 40 |
|
| ଶୋବଲର ସନ୍ତାନ ଅଲୀୟନ୍ ଓ ମାନହତ୍ ଓ ଏବଲ, ଶଫୀ ଓ ଓନମ୍ । ଆଉ ସିବୀୟୋନର ପୁତ୍ର ଅୟା ଓ ଅନା । |
|
| 41 |
|
| ଅନାର ପୁତ୍ର ଦିଶୋନ୍ । ଆଉ ଦିଶୋନ୍ର ପୁତ୍ର ହମ୍ରଣ ଓ ଇଶ୍ବନ୍ ଓ ଯିତ୍ରନ୍ ଓ କରାଣ । |
|
| 42 |
|
| ଏତ୍ସରର ପୁତ୍ର ବିଲ୍ହନ୍ ଓ ସାବନ୍, ଯାକନ୍ । ଦୀଶନର ପୁତ୍ର ଊସ୍ ଓ ଅରାଣ । |
|
| 43 |
|
| ଇସ୍ରାଏଲ-ସନ୍ତାନଗଣ ଉପରେ କୌଣସି ରାଜା ରାଜତ୍ଵ କରିବା ପୂର୍ବେ ଏହିସବୁ ରାଜା ଇଦୋମ ଦେଶରେ ରାଜତ୍ଵ କରିଥିଲେ; ବୀୟୋରର ପୁତ୍ର ବେଲା; ତାଙ୍କର ନଗରର ନାମ ଦିନ୍ହାବା । |
|
| 44 |
|
| ଆଉ ବେଲା ମଲେ, ତହୁଁ ବସ୍ରା ନିବାସୀ ସେରହର ପୁତ୍ର ଯୋବବ୍ ତାଙ୍କର ପଦରେ ରାଜ୍ୟ କଲେ । |
|
| 45 |
|
| ଆଉ ଯୋବବ୍ ମରନ୍ତେ, ତୈମନ୍ ଦେଶୀୟ ହୂଶମ୍ ତାଙ୍କର ପଦରେ ରାଜ୍ୟ କଲେ । |
|
| 46 |
|
| ପୁଣି ହୂଶମ୍ ମଲା ଉତ୍ତାରେ ବଦଦର ପୁତ୍ର ଯେଉଁ ହଦଦ୍ ମୋୟାବ-ପଦାରେ ମିଦୀୟନକୁ ପରାସ୍ତ କରିଥିଲେ, ସେ ତାଙ୍କ ପଦରେ ରାଜ୍ୟ କଲେ; ତାଙ୍କର ନଗରର ନାମ ଅବୀତ୍ ଥିଲା । |
|
| 47 |
|
| ଆଉ ହଦଦ୍ ମରନ୍ତେ, ମସ୍ରେକା ନିବାସୀ ସମ୍ଳ ତାଙ୍କର ପଦରେ ରାଜ୍ୟ କଲେ । |
|
| 48 |
|
| ପୁଣି ସମ୍ଳ ମରନ୍ତେ, (ଫରାତ୍) ନଦୀ ନିକଟସ୍ଥ ରହୋବତ୍ ନିବାସୀ ଶୌଲ୍ ତାଙ୍କର ପଦରେ ରାଜ୍ୟ କଲେ । |
|
| 49 |
|
| ପୁଣି ଶୌଲ୍ ମଲା ଉତ୍ତାରେ ଅକ୍ବୋରର ପୁତ୍ର ବାଲ୍ହାନନ୍ ତାଙ୍କର ପଦରେ ରାଜ୍ୟ କଲେ । |
|
| 50 |
|
| ଆଉ ବାଲ୍ହାନନ୍ ମରନ୍ତେ, ହଦଦ୍ ତାଙ୍କର ପଦରେ ରାଜ୍ୟ କଲେ; ତାଙ୍କର ନଗରର ନାମ ପାୟୀ ଓ ତାଙ୍କର ଭାର୍ଯ୍ୟାଙ୍କ ନାମ ମହେଟବେଲ୍, ସେ ମେଷାହବର ପୌତ୍ରୀ ମଟ୍ରେଦର କନ୍ୟା ଥିଲେ । |
|
| 51 |
|
| ଅନନ୍ତର ହଦଦ୍ ମଲେ । ଏମାନେ ଇଦୋମର ରାଜା ଥିଲେ, ଯଥା, ରାଜା ତିମ୍ନ, ରାଜା ଅଲୀୟା, ରାଜା ଯିଥେତ୍, |
|
| 52 |
|
| ରାଜା ଅହଲୀବାମା, ରାଜା ଏଲା, ରାଜା ପୀନୋନ୍; |
|
| 53 |
|
| ରାଜା କନସ୍, ରାଜା ତୈମନ୍, ରାଜା ମିବ୍ସର୍; |
|
| 54 |
|
| ରାଜା ମଗ୍ଦୀୟେଲ, ରାଜା ଈରମ୍ । ଏମାନେ ଇଦୋମର ରାଜା ଥିଲେ । |
|
|
|
|