|
| 1 |
|
| ଦାଉଦଙ୍କର ଏହି ପୁତ୍ରମାନେ ହିବ୍ରୋଣରେ ଜାତ ହୋଇଥିଲେ; ଜ୍ୟେଷ୍ଠ ପୁତ୍ର ଅମ୍ନୋନ୍, ସେ ଯିଷ୍ରିୟେଲୀୟା ଅହୀନୋୟମଠାରୁ ଜାତ; ଦ୍ଵିତୀୟ ଦାନିୟେଲ, ସେ କର୍ମିଲୀୟା ଅବୀଗଲଠାରୁ ଜାତ; |
|
| 2 |
|
| ତୃତୀୟ ଅବଶାଲୋମ୍, ସେ ଗଶୂରର ରାଜା ତଲ୍ମୟର କନ୍ୟା ମାଖାର ପୁତ୍ର; ଚତୁର୍ଥ ଅଦୋନୀୟ, ସେ ହଗୀତର ପୁତ୍ର; |
|
| 3 |
|
| ପଞ୍ଚମ ଶଫଟୀୟ, ସେ ଅବିଟଲଠାରୁ ଜାତ; ଷଷ୍ଠ ଯିତ୍ରୀୟମ, ସେ ଦାଉଦଙ୍କର ଭାର୍ଯ୍ୟା ଇଗ୍ଲାଠାରୁ ଜାତ । |
|
| 4 |
|
| ହିବ୍ରୋଣରେ ଦାଉଦଙ୍କର ଛଅ ପୁତ୍ର ଜାତ ହେଲେ ଓ ସେଠାରେ ସେ ସାତ ବର୍ଷ ଛଅ ମାସ ରାଜ୍ୟ କଲେ; ପୁଣି ସେ ଯିରୂଶାଲମରେ ତେତିଶ ବର୍ଷ ରାଜ୍ୟ କଲେ । |
|
| 5 |
|
| ଯିରୂଶାଲମରେ ତାଙ୍କର ଏହି ପୁତ୍ରମାନେ ଜାତ ହୋଇଥିଲେ, ଯଥା, ଶିମୀୟ ଓ ଶୋବବ୍ ଓ ନାଥନ୍ ଓ ଶଲୋମନ, ଏହି ଚାରି ଜଣ ଅମ୍ମୀୟେଲର କନ୍ୟା ବତ୍ଶୂୟାଠାରୁ ଜାତ; |
|
| 6 |
|
| ଆହୁରି ଯିଭର ଓ ଇଲୀଶାମା ଓ ଇଲୀଫେଲଟ୍; |
|
| 7 |
|
| ନୋଗହ ଓ ନେଫଗ୍ ଓ ଯାଫୀୟ; |
|
| 8 |
|
| ଇଲୀଶାମା ଓ ଇଲୀୟାଦା ଓ ଇଲୀଫେଲଟ୍, ଏହି ନଅ ଜଣ । |
|
| 9 |
|
| ଏସମସ୍ତେ ଦାଉଦଙ୍କର ପୁତ୍ର; ଏମାନେ ଉପପନିୀଗଣର ସନ୍ତାନମାନଙ୍କଠାରୁ ଭିନ୍ନ; ଆଉ ତାମର ଏମାନଙ୍କର ଭଗିନୀ ଥିଲା । |
|
| 10 |
|
| ପୁଣି ଶଲୋମନଙ୍କର ପୁତ୍ର ରିହବୀୟାମ୍, ତାଙ୍କର ପୁତ୍ର ଅବୀୟ, ତାହାର ପୁତ୍ର ଆସା, ତାହାର ପୁତ୍ର ଯିହୋଶାଫଟ; |
|
| 11 |
|
| ତାହାର ପୁତ୍ର ଯୋରାମ୍, ତାହାର ପୁତ୍ର ଅହସୀୟ, ତାହାର ପୁତ୍ର ଯୋୟାଶ୍; |
|
| 12 |
|
| ତାହାର ପୁତ୍ର ଅମତ୍ସୀୟ, ତାହାର ପୁତ୍ର ଅସରୀୟ, ତାହାର ପୁତ୍ର ଯୋଥମ୍; |
|
| 13 |
|
| ତାହାର ପୁତ୍ର ଆହସ୍, ତାହାର ପୁତ୍ର ହିଜକୀୟ, ତାହାର ପୁତ୍ର ମନଃଶି; |
|
| 14 |
|
| ତାହାର ପୁତ୍ର ଅମୋନ୍, ତାହାର ପୁତ୍ର ଯୋଶୀୟ । |
|
| 15 |
|
| ଯୋଶୀୟର ପୁତ୍ରଗଣ, ଯଥା, ପ୍ରଥମଜାତ ଯୋହାନନ୍, ଦ୍ଵିତୀୟ ଯିହୋୟାକୀମ୍, ତୃତୀୟ ସିଦିକୀୟ, ଚତୁର୍ଥ ଶଲ୍ଲୁମ୍ । |
|
| 16 |
|
| ପୁଣି ଯିହୋୟାକୀମ୍ର ସନ୍ତାନଗଣନ୍ତତାହାର ପୁତ୍ର ଯିକନୀୟ, ତାହାର ପୁତ୍ର ସିଦିକୀୟ । |
|
| 17 |
|
| ବନ୍ଦୀ ଯିକନୀୟର ସନ୍ତାନଗଣ; |
|
| 18 |
|
| ତାହାର ପୁତ୍ର ଶଲ୍ଟୀୟେଲ ଓ ମଲ୍କୀରାମ୍ ଓ ପଦାୟ ଓ ଶିନତ୍ସର, ଯିକମୀୟ, ହୋଶାମା ଓ ନଦବୀୟ । |
|
| 19 |
|
| ପଦାୟର ପୁତ୍ର ସରୁବ୍ବାବିଲ୍ ଓ ଶିମୀୟି; ପୁଣି ସରୁବ୍ବାବିଲର ସନ୍ତାନ ମଶୁଲ୍ଲମ୍ ଓ ହନାନୀୟ ଓ ଶଲୋମୀତ୍ ସେମାନଙ୍କର ଭଗିନୀ ଥିଲା । |
|
| 20 |
|
| ଆଉ ହଶୂବା ଓ ଓହେଲ୍ ଓ ବେରିଖୀୟ ଓ ହସଦୀୟ ଓ ଯୁଶବ-ହେଷଦ୍, ଏହି ପାଞ୍ଚ ଜଣ । |
|
| 21 |
|
| ଆଉ ହନାନୀୟର ସନ୍ତାନ ପ୍ଲଟୀୟ ଓ ଯିଶାୟାହ; ରଫାୟର ପୁତ୍ରଗଣ, ଅର୍ଣ୍ଣନର ପୁତ୍ରଗଣ, ଓବଦୀୟର ପୁତ୍ରଗଣ, ଶଖନୀୟର ପୁତ୍ରଗଣ । |
|
| 22 |
|
| ଶଖନୀୟର ପୁତ୍ରଗଣ; ଶମୟୀୟ; ଶମୟୀୟର ପୁତ୍ରଗଣ; ହଟୂଶ, ଯିଗାଲ ଓ ବାରୀହ ଓ ନିୟରୀୟ ଓ ଶାଫଟ୍, ଛଅ ଜଣ । |
|
| 23 |
|
| ନିୟରୀୟର ସନ୍ତାନ ଇଲୀୟୋ-ଐନୟ ଓ ହିଜକୀୟ ଓ ଅସ୍ରୀକାମ, ଏହି ତିନି ଜଣ । |
|
| 24 |
|
| ପୁଣି ଇଲୀୟୋ-ଐନୟର ପୁତ୍ର ହୋଦବୀୟ ଓ ଇଲୀୟାଶୀବ ଓ ପ୍ଲାୟ ଓ ଅକ୍କବ ଓ ଯୋହାନନ୍ ଓ ଦଳାୟ ଓ ଅନାନି, ଏହି ସାତ ଜଣ । |
|
|
|
|