ପବିତ୍ର ବାଇବଲ (OROV) 2014
|
| 1 |
| ସେହି ଅକ୍ଷଶ୍ଵେରଶ ରାଜା ଦେଶ ଓ ସମୁଦ୍ରସ୍ଥ ଉପଦ୍ଵୀପସମୂହରେ କର ବସାଇଲା । |
| 2 |
| ପୁଣି, ତାହାର ପରାକ୍ରମ ଓ ପ୍ରଭାବର ସବୁ କଥା, ଆଉ ରାଜା ମର୍ଦ୍ଦଖୟକୁ ଯେଉଁ ମହତ୍ତ୍ଵ ଦେଇ ଉଚ୍ଚପଦରେ ନିଯୁକ୍ତ କଲା, ତହିଁର ସମ୍ପୂର୍ଣ୍ଣ ବିବରଣ କି ମାଦୀୟା ଓ ପାରସ୍ୟ ଦେଶର ରାଜାମାନଙ୍କ ଇତିହାସ-ପୁସ୍ତକରେ ଲିଖିତ ନାହିଁ? |
| 3 |
| କାରଣ ଯିହୁଦୀୟ ମର୍ଦ୍ଦଖୟ ଅକ୍ଷଶ୍ଵେରଶ ରାଜାର ପ୍ରଧାନମନ୍ତ୍ରୀ ହୋଇ ଯିହୁଦୀୟ ଲୋକମାନଙ୍କ ମଧ୍ୟରେ ମହାନ ଓ ଆପଣା ଭାତ୍ରୁସମୂହ ମଧ୍ୟରେ ପ୍ରିୟପାତ୍ର ଓ ଆପଣା ଲୋକଙ୍କର ମଙ୍ଗଳାନ୍ଵେଷୀ, ପୁଣି ଆପଣା ସମସ୍ତ ବଂଶ ପ୍ରତି ଶାନ୍ତିବାଦୀ ଥିଲା । |
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odiaorov/esther/010.mp3
10
10