|
| 1 |
|
| "ମାରେ ଆତ୍ମା ଭାଙ୍ଗି ୟାଇଛି। ମୁଁ ସବୁ ତ୍ଯାଗ କରିବାକୁ ପ୍ରସ୍ତୁତ ଅଛି। ମାରଜେୀବନ ପ୍ରାଯ ନଷ୍ଟ ହାଇୟୋଇଛି। ମାେ ପାଇଁ କବର ଅପେକ୍ଷା କରିଛି।" |
|
| 2 |
|
| "ଲୋକମାନେ ମାେ ଚାରିପାଖ ରେ ଛିଡ଼ା ହାଇେ ହସୁଛନ୍ତି। ମୁଁ ସମାନଙ୍କେୁ ଦେଖୁଛି ସମାନେେ ଯେତବେେଳେ ମାେତେ ପରିହାସ ଏବଂ ଅପମାନ କରୁଛନ୍ତି।" |
|
| 3 |
|
| "ହେ ପରମେଶ୍ବର ତୁମ୍ଭେ ମାେତେ ଦଖାଇେ ଦିଅ ଯେ ତୁମ୍ଭେ ପ୍ରକୃତ ରେ ମାେତେ ସମର୍ଥନ କର। ଅନ୍ୟ କହେି ମାେତେ ସମର୍ଥନ ଦବେେ ନାହିଁ।" |
|
| 4 |
|
| "ତୁମ୍ଭେ ମାରେ ବନ୍ଧୁମାନଙ୍କ ମନକୁ ବୁଝିବାକୁ ବାରଣ କରିଛ। ସେଥିପାଇଁ ସମାନେେ ଠିକ୍ ବୋଲି ତୁମ୍ଭେ ସମାନଙ୍କେୁ ଚିନ୍ତା କରିବାକୁ ଦବେ ନାହିଁ।" |
|
| 5 |
|
| "ଯଦି କହେି ଗୋଟିଏ ପୁରସ୍କାର ପାଇଁ ସାଙ୍ଗ ବିରୁଦ୍ଧ ରେ କ ହେ, 'ତା'ର ପିଲାମାନଙ୍କର ଚକ୍ଷୁ ଫୁଟିଯାଉ।' କିନ୍ତୁ ମାରେ ବନ୍ଧୁଗଣ ମାେ ବିରୁଦ୍ଧ ରେ ଗଲେ।" |
|
| 6 |
|
| "ପରମେଶ୍ବର ମାରେ ନାମକୁ ସମସ୍ତଙ୍କ ପାଇଁ ଏକ ଖରାପ ବାକ୍ଯ କରିଛନ୍ତି। ଲୋକେ ମାେ ମୁହଁ ରେ ଛପେ ପକାଉଛନ୍ତି।" |
|
| 7 |
|
| "କାରଣ ମାରଦେୁଃଖ ଯୋଗୁଁ ମାରେ ଚକ୍ଷୁ ଅନ୍ଧ ପ୍ରାଯ ହାଇଗେଲାଣି। ମାରେଶରୀର ଛାଇପରି କ୍ଷୀଣ ହାଇଗେଲାଣି।" |
|
| 8 |
|
| "ଭାଇ ଲୋକମାନେ ଏ ବିଷଯ ରେ ସ୍ତମ୍ଭିତ ହାଇେଛନ୍ତି। ନିରୀହ ଲୋକମାନେ ସହେିମାନଙ୍କ ଉପରେ କ୍ଷୁବ୍ଧ ହୁଅନ୍ତି, ଯେଉଁମାନେ ପରମେଶ୍ବରଙ୍କୁ ଖାତିର୍ କରନ୍ତି ନାହିଁ।" |
|
| 9 |
|
| "କିନ୍ତୁ ଧାର୍ମିକ ଲୋକମାନେ କ୍ରମାଗତ ଭାବରେ ସତ୍ଯପଥରେ ରହିବେ। ନିରୀହ ଲୋକମାନେ ଆହୁରି ଶକ୍ତିଶାଳୀ ହବେେ।" |
|
| 10 |
|
| "ବର୍ତ୍ତମାନ ତୁମ୍ଭମାନେେ ସମସ୍ତେ ଫରେିଆସ। ତୁମ୍ଭମାନଙ୍କ ଭିତରୁ କହେି ଜଣେ ଜ୍ଞାନୀ ଲୋକ ମୁଁ ପାଇ ପାରିବି ନାହିଁ।" |
|
| 11 |
|
| "ମାରେ ଜୀବନ ସରିସରି ଆସୁଛି। ମାରେ ସମସ୍ତ ଯୋଜନା ପଣ୍ଡ ହାଇଗେଲା। ମାରେ ସବୁ ଆଶା ଧୂଳିସାତ ହେଲା।" |
|
| 12 |
|
| "ମାରେ ମିତ୍ରଗଣ ସବୁ ସନ୍ଦହେ ରେ ଅଛନ୍ତି। ସମାନେେ ରାତିକୁ ଦିନ ବୋଲି ଭାବନ୍ତି। ସମାନେେ କହନ୍ତି, ଏହା ଶୀଘ୍ର ଆଲୋକିତ ହବେ, ଯେତବେେଳେ ଏହା ଅନ୍ଧକାର ହେଉଛି।" |
|
| 13 |
|
| "ମୁଁ ହୁଏତ କବରକୁ ମାରେ ନୂଆ ଘର ବୋଲି ଆଶା କରିବି। ମୁଁ ଆଶା କରୁଛି, ମାରେ ବିଛଣା ଅନ୍ଧକାର ବିବରଣ କରିବି।" |
|
| 14 |
|
| "ମୁଁ ସହେି କବର ସ୍ଥାନକୁ ' ମାରେ ପିତା ବୋଲି ସମ୍ ବୋଧନ କରିବି।' ସହେି ଜିଆପୋକ 'ମାେ ମା' ଓ 'ମାେ ଭଉଣୀ' ଭାବିବି।" |
|
| 15 |
|
| "ଯଦି ତାହାହିଁ ମାରେ ଗୋଟିଏ ଆଶା, ତବେେ ମାରେ କୌଣସି ଆଶା ନାହିଁ। ଯଦି ତାହା ମାରେ ଆଶା ତବେେ ଲୋକ ମାେ'ଠା ରେ କୌଣସି ଭରସା ପାଇବେ ନାହିଁ।" |
|
| 16 |
|
| "ମାରେ ଆଶା କ'ଣ ମାେ ସହିତ ମରିୟିବ? ଏହା ମଧ୍ଯ କ'ଣ ମୃତ୍ଯୁ ତଳକୁ ୟିବ? ଆମ୍ଭେ ମଧ୍ଯ କ'ଣ ମାଟି ତଳକୁ ଏକତ୍ରିତ ୟିବୁ?" |
|
|
|
|