[ପବିତ୍ର ବାଇବେଲ] Odia Bible 1840
|
| 1 |
| "ଏହାପରେ ଶୂହୀଯ ବିଲ୍ଦଦ୍ ଉତ୍ତର କରି କହିଲା," |
| 2 |
| "ପରମେଶ୍ବର ରାଜ୍ଯ କରନ୍ତି। ସେ ଲୋକଙ୍କୁ ଭୟାଳୁ କରନ୍ତି ଓ ତାକୁ ସମ୍ମାନ କରନ୍ତି। ସେ ସ୍ବର୍ଗ ରାଜ୍ଯ ରେ ଶାନ୍ତି ସ୍ଥାପନ କରନ୍ତି।" |
| 3 |
| "କହେି ବ୍ଯକ୍ତି ତାଙ୍କର ତାରାଗଣର ସଂଖ୍ଯା ଗଣନା କରିପାରିବେ ନାହିଁ। ସେ ସମସ୍ତଙ୍କୁ ସମାନ ଭାବରେ ସୂର୍ୟ୍ଯକିରଣ ପ୍ରଦାନ କରନ୍ତି।" |
| 4 |
| "ପରମେଶ୍ବରଙ୍କ ସହିତ ବିବାଦ କରି, କହେି ମନୁଷ୍ଯ କିପରି ଭଲ ହାଇପୋରିବ? କିମ୍ବା ସ୍ତ୍ରୀ ଲୋକ ପାଖରୁ ଜନ୍ମ ହାଇେ ଜଣେ ମନୁଷ୍ଯ କିପରି ନିରୀହ ହାଇେ ପାରିବ।" |
| 5 |
| "ପରମେଶ୍ବରଙ୍କ ଦୃଷ୍ଟି ରେ ଚନ୍ଦ୍ର ମଧ୍ଯ ପବିତ୍ର ଓ ଦୀପ୍ତିମାନ ନୁହେଁ। ଏପରିକି ନକ୍ଷତ୍ର ସମୂହ ମଧ୍ଯ ନିର୍ମଳ ନୁହଁନ୍ତି।" |
| 6 |
| "ଲୋକମାନେ ବହୁତ କମ ନିର୍ମଳ। ଲୋକମାନେ କୀଟାଣୁ ପରି ମୂଲ୍ଯହୀନ ଜୀବାଣୁ।" |
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odia/job/025.mp3
42
25