[ପବିତ୍ର ବାଇବେଲ] Odia Bible 1840
|
| 1 |
| "ମୁଁ ସର୍ବଦା ସଦାପ୍ରଭୁଙ୍କ ଆଶ୍ରଯ ନିଏ। ତଣେୁ କାହିଁକି ମାେତେ ଲୁଚିବାକୁ କହୁଅଛ, ପକ୍ଷୀ ପରି ଆପଣା ପର୍ବତକୁ ଉଡ଼ିୟାଅ?" |
| 2 |
| "ଦୁଷ୍ଟ ଲୋକମାନେ ଶିକାରୀ ଅଟନ୍ତି। ସମାନେେ ଅନ୍ଧାରରେ ଲୁଚି ରହନ୍ତି। ସମାନେେ ଧନୁରେ ଗୁଣ ଚଢ଼ାନ୍ତି। ସମାନେେ ତୀର ଦ୍ବାରା ଲକ୍ଷ୍ଯ ସ୍ଥିର କରନ୍ତି ଏବଂ ସମାନେେ ସିଧା ସାଧୁ ଓ ଉତ୍ତମ ବ୍ଯକ୍ତିର ହୃଦଯକୁ ଶରବିଦ୍ଧ କରନ୍ତି।" |
| 3 |
| "ୟଦି ସମାନେେ ସବୁ ଉତ୍ତମ କାର୍ୟ୍ଯକୁ ନଷ୍ଟ କରନ୍ତି। ତବେେ କ'ଣ ଘଟିବ? ତା'ପରେ ସବୁ ଧର୍ମାତ୍ମାମାନେ କ'ଣ କରିପାରିବେ।" |
| 4 |
| "ସଦାପ୍ରଭୁ ତାଙ୍କର ପବିତ୍ର ମନ୍ଦିରରେ ବାସ କରନ୍ତି। ସଦାପ୍ରଭୁଙ୍କ ସିଂହାସନ ସ୍ବର୍ଗରେ, ସେ ସହେିଠାରୁ ୟାହାସବୁ ଘଟୁଛି ସମସ୍ତ ବିଷଯ ଦେଖନ୍ତି। ସଦାପ୍ରଭୁ ମନୁଷ୍ଯକୁ ଯତ୍ନ ସହକାରେ ଅତି ନିକଟରୁ ଭଲ କି ମନ୍ଦ ତାହା ବିଚାର କରନ୍ତି।" |
| 5 |
| "ସଦାପ୍ରଭୁ ସବୁବେଳେ ଧାର୍ମିକମାନଙ୍କୁ ପରୀକ୍ଷା କରନ୍ତି। କିନ୍ତୁ ସେ ନିଷ୍ଠୁର ତଥା ଖରାପ ଲୋକମାନଙ୍କୁ ପ୍ରତ୍ଯାଖ୍ଯାନ କରନ୍ତି।" |
| 6 |
| "ସେ ଉତ୍ତପ୍ତ ଅଙ୍ଗାର ଓ ଜଳନ୍ତା ଗନ୍ଧକର ବର୍ଷା ଦୁଷ୍ଟମାନଙ୍କ ଉପରେ ବର୍ଷାନ୍ତି। ସହେି ଦୁଷ୍ଟ ଲୋକମାନେ ଶଷେରେ କିଛି ପାଇବେ ନାହିଁ, କିନ୍ତୁ ଉତ୍ତପ୍ତ ଓ ଜ୍ବଳନ୍ତ ଝାଞ୍ଜି ପବନ ଅନୁଭବ କରିବେ।" |
| 7 |
| "କିନ୍ତୁ ସଦାପ୍ରଭୁ ସବୁବେଳେ ଧର୍ମର ପଥ ଅନୁସରଣ କରନ୍ତି ଏବଂ ଯେଉଁମାନେ ଧର୍ମର ପଥରେ ଚାଲନ୍ତି ଓ ପ୍ରମେ କରନ୍ତି। ସହେିମାନେ ହିଁ ତାଙ୍କର ମୁଖ ଦର୍ଶନ କରିପାରିବେ।" |
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odia/psalms/011.mp3
150
11