[ପବିତ୍ର ବାଇବେଲ] Odia Bible 1840
|
| 1 |
| "ସଦାପ୍ରଭୁଙ୍କର ପ୍ରଶଂସା କର! ହେ ସଦାପ୍ରଭୁଙ୍କ ଦାସଗଣ, ତାଙ୍କର ପ୍ରଶଂସା କର। ସଦାପ୍ରଭୁଙ୍କ ନାମର ପ୍ରଶଂସା କର।" |
| 2 |
| "ଅଦ୍ଯାବଧି ଚିରକାଳ ସଦାପ୍ରଭୁଙ୍କର ନାମ ଧନ୍ଯ ହେଉ।" |
| 3 |
| "ସୂର୍ୟ୍ଯର ଉଦଯ ସ୍ଥାନଠାରୁ ତା'ର ଅସ୍ତ ସ୍ଥାନ ପର୍ୟ୍ଯନ୍ତ ସଦାପ୍ରଭୁଙ୍କର ନାମ ପ୍ରଶଂସନୀଯ।" |
| 4 |
| "ସଦାପ୍ରଭୁ ସମୁଦାଯ ବହୁ ଜାତିଗଣ ଉପରେ ଓ ତାଙ୍କର ଗୌରବ ଆକାଶମଣ୍ଡଳଠାରୁ ଉଚ୍ଚ।" |
| 5 |
| "କୌଣସ ଲୋକ ଆମ୍ଭର ସଦାପ୍ରଭୁ ପରମେଶ୍ବରଙ୍କ ତୁଲ୍ଯ ନୁହେଁ। ପରମେଶ୍ବର ଆକାଶର ଉର୍ଦ୍ଧ୍ବରେ ବିଦ୍ଯମାନ।" |
| 6 |
| "ତଣେୁ ପରମେଶ୍ବର ଆକାଶ ଓ ପୃଥିବୀକୁ ଦେଖିବାକୁ ଦେଖିବାକୁ ତଳକୁ ଚାହିଁଲେ।" |
| 7 |
| "ପରମେଶ୍ବର ଗରିବମାନଙ୍କୁ ଧୂଳିରୁ ଉଠାନ୍ତି। ସେ ଦୀନହୀନ ଏବଂ ଅସହାୟମାନଙ୍କୁ ଅଳିଆ ଗଦାରୁ ଉଠାନ୍ତି।" |
| 8 |
| "ଏବଂ ପରମେଶ୍ବର ସହେି ଲୋକମାନଙ୍କୁ ଗୁରୁତ୍ବ ଦିଅନ୍ତି। ପରମେଶ୍ବର ସହେି ଲୋକମାନଙ୍କୁ ତାଙ୍କ ଅଧିପତି କରାନ୍ତି।" |
| 9 |
| "ଜଣେ ସ୍ତ୍ରୀ ବନ୍ଧ୍ଯା ହାଇପୋରେ । କିନ୍ତୁ ପରମେଶ୍ବର ତା' କୋଳରେ ସନ୍ତାନ ଦଇେ ତାକୁ ଖୁସି କରାନ୍ତି। ସଦାପ୍ରଭୁଙ୍କର ପ୍ରଶଂସା କର!" |
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odia/psalms/113.mp3
150
113