×

[ପବିତ୍ର ବାଇବେଲ] Odia Bible 1840

ଗୀତସଂହିତା ୧୧୪

1
"ଯେତବେେଳେ ଇଶ୍ରାୟେଲ ମିଶରରୁ ପରିତ୍ଯାଗ କଲେ, ୟାକୁବ ବଂଶ ବିଦେଶୀ ଲୋକଙ୍କଠାରୁ ବାହାରିଲେ।"
2
"ସହେି ସମଯରେ ଯିହୁଦା ପରମେଶ୍ବରଙ୍କର ବିଶଷେ ଲୋକ ହେଲେ। ଇଶ୍ରାୟେଲ ତାଙ୍କର ରାଜ୍ଯ ହେଲା।"
3
"ସୁଫ ସମୁଦ୍ର ତାହା ଦେଖି ଘୁଞ୍ଚି ଗଲା। ୟର୍ଦ୍ଦନ ନଦୀ ଉଜାଣି ବହିଲା।"
4
"ପର୍ବତଗଣ ମଷେପରି ଡ଼ଇେଁଲେ। ମଷେ ଛୁଆପରି ଉପପର୍ବତଗଣ ଡ଼ିଆଁ ମାରିଲେ।"
5
"ହେ ସୁଫ ସମୁଦ୍ର, ତୁମ୍ଭେ କାହିଁକି ଘୁଞ୍ଚିଗଲ? ହେ ୟର୍ଦ୍ଦନ ତୁମ୍ଭେ କାହିଁକି ଉଜାଣି ବହୁଛ?"
6
"ହେ ପର୍ବତଗଣ, ତୁମ୍ଭେ କାହିଁକି ମଷେମାନଙ୍କ ପରି ଡଇେଁଲ? ହେ ଉପପର୍ବତଗଣ, ତୁମ୍ଭେ କାହିଁକି ମଷେ ଶାବକଙ୍କ ପରି ଡ଼ଇେଁଲ?"
7
"ହେ ପୃଥିବୀ, ୟାକୁବର ପରମେଶ୍ବରଙ୍କ ସମ୍ମୁଖରେ କମ୍ପିତ ହୁଅ।"
8
"ପରମେଶ୍ବର ହେଉଛନ୍ତି ସହେି ୟାହାଙ୍କ ୟୋଗୁ ପର୍ବତରୁ ଝରଣା ବୁହାଇଲେ ଓ ପରମେଶ୍ବର ଚକ୍ମକି ପଥରକୁ ନିର୍ଝର ବୁହାଇଲେ।"
Odia Bible 1840
Public Domain: Odia 1840
:
ସଞ୍ଚୟ ଟିପ୍ପଣୀ