[ପବିତ୍ର ବାଇବେଲ] Odia Bible 1840
|
| 1 |
| "ହେ ସମସ୍ତ ଜାତିଗଣ, ସଦାପ୍ରଭୁଙ୍କର ପ୍ରଶଂସା କର। ହେ ସମସ୍ତ ଲୋକ, ସଦାପ୍ରଭୁଙ୍କର ପ୍ରଶଂସା କର।" |
| 2 |
| "କାରଣ ପରମେଶ୍ବର ଆମ୍ଭମାନଙ୍କୁ ବହୁତ ପ୍ରମେ କରନ୍ତି!ସେ ଚିରକାଳ ଆମ୍ଭମାନଙ୍କ ପାଇଁ ସତ୍ଯ ରହିବେ। ତୁମ୍ଭମାନେେ ସଦାପ୍ରଭୁଙ୍କର ପ୍ରଶଂସା କର।" |
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odia/psalms/117.mp3
150
117