ପବିତ୍ର ବାଇବଲ (OROV) 2014
|
| 1 |
| ଆରୋହଣ-ଗୀତ । ହେ ସଦାପ୍ରଭୋ, ମୁଁ ଗଭୀର ଜଳରେ ଥାଇ ତୁମ୍ଭ ନିକଟରେ ଡାକ ପକାଇଅଛି । |
| 2 |
| ହେ ପ୍ରଭୋ, ମୋʼ ରବ ଶୁଣ; ତୁମ୍ଭ କର୍ଣ୍ଣ ମୋʼ ବିନତି-ରବରେ ମନୋଯୋଗ କରୁ । |
| 3 |
| ହେ ସଦାପ୍ରଭୋ, ତୁମ୍ଭେ ଯେବେ ଅପରାଧସବୁ ଧରିବ, ତେବେ ହେ ପ୍ରଭୋ, କିଏ ଠିଆ ହେବ? |
| 4 |
| ମାତ୍ର ତୁମ୍ଭଙ୍କୁ ଯେପରି ଭୟ କରାଯାଏ, ଏଥିପାଇଁ ତୁମ୍ଭଠାରେ କ୍ଷମା ଅଛି । |
| 5 |
| ମୁଁ ସଦାପ୍ରଭୁଙ୍କର ଅପେକ୍ଷା କରୁଅଛି, ମୋʼ ପ୍ରାଣ ଅପେକ୍ଷା କରୁଅଛି, |
| 6 |
| ପ୍ରହରୀମାନେ ପ୍ରଭାତ ପାଇଁ ଚାହିଁ ରହିବା ଅପେକ୍ଷା ମୋʼ ପ୍ରାଣ ପ୍ରଭୁଙ୍କ ପାଇଁ ଅଧିକ ଚାହିଁ ରହେ; |
| 7 |
| ହେ ଇସ୍ରାଏଲ, ସଦାପ୍ରଭୁଙ୍କଠାରେ ଭରସା ରଖ; |
| 8 |
| ପୁଣି, ସେ ଇସ୍ରାଏଲକୁ ତାହାର ସମସ୍ତ ଅପରାଧରୁ ମୁକ୍ତ କରିବେ । |
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odiaorov/psalms/130.mp3
150
130