ପବିତ୍ର ବାଇବଲ (OROV) 2014
|
| 1 |
| ଆରୋହଣ-ଗୀତ; ଦାଉଦଙ୍କ ରଚିତ । ହେ ସଦାପ୍ରଭୋ, ମୋʼ ଅନ୍ତଃକରଣ ଅହଙ୍କାରୀ ନୁହେଁ, ଅବା ମୋʼ ଦୁଷ୍ଟି ଉଚ୍ଚ ନୁହେଁ; କିଅବା ମୁଁ ମହତ୍ ମହତ୍ ବ୍ୟାପାରରେ, ଅଥବା ମୋʼ ପ୍ରତି ବୋଧାତୀତ ଆଶ୍ଚର୍ଯ୍ୟ ବିଷୟମାନଙ୍କରେ ପ୍ରୟାସ କରୁ ନାହିଁ । |
| 2 |
| ନିଶ୍ଚୟ ମୁଁ ଆପଣା ପ୍ରାଣକୁ ଶା; ଓ କ୍ଷା; କରିଅଛି, ସ୍ତନ୍ୟତ୍ୟାଗୀ ଶିଶୁ ଆପଣା ମାତା ସଙ୍ଗେ ଥିବା ପରି; ମୋʼ ପ୍ରାଣ ମୋʼ ସଙ୍ଗରେ ସ୍ତନ୍ୟତ୍ୟାଗୀ ଶିଶୁ ପରି ଅଛି । |
| 3 |
| ହେ ଇସ୍ରାଏଲ, ଆଜିଠାରୁ ଅନନ୍ତକାଳ ସଦାପ୍ରଭୁଙ୍କ ଠାରେ ଭରସା ରଖ । |
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odiaorov/psalms/131.mp3
150
131