[ପବିତ୍ର ବାଇବେଲ] Odia Bible 1840
|
| 1 |
| "ହେ ସଦାପ୍ରଭୁ, ଦୁଷ୍ଟ ଲୋକମାନଙ୍କଠାରୁ ମାେତେ ଉଦ୍ଧାର କର। ଦୌରାତ୍ମ୍ଯକାରୀ ଲୋକମାନଙ୍କଠାରୁ ମାେତେ ରକ୍ଷା କର।" |
| 2 |
| "ଯେଉଁ ଦୁର୍ଜ୍ଜନମାନେ, ଦୁଷ୍ଟ ଯୋଜନା କରନ୍ତି। ସମାନେେ ପ୍ରେତ୍ୟକକ ଦିନ ୟୁଦ୍ଧ କରିବା ପାଇଁ ପ୍ରସ୍ତୁତ ହୁଅନ୍ତି।" |
| 3 |
| "ସମାନଙ୍କେର ଜିହ୍ବା ବିଷଧର ସର୍ପପରି, ୟପରେି ସମାନଙ୍କେର ଜିହ୍ବାତଳେ ନାଗର ଗରଳ ରହିଛି।" |
| 4 |
| "ହେ ସଦାପ୍ରଭୁ ଦୁଷ୍ଟ ଲୋକମାନଙ୍କଠାରୁ ମାେତେ ରକ୍ଷା କର। ଦୌରାତ୍ମ୍ଯକାରୀମାନଙ୍କଠାରୁ ମାେତେ ସୁରକ୍ଷା ଦିଅ। ଯେଉଁମାନେ ମାେ ପଛରେ ପଡ଼ିଛନ୍ତି ଏବଂ ଦୁଃଖ ଦବୋପାଇଁ ଯୋଜନା କରୁଛନ୍ତି।" |
| 5 |
| "ସହେି ଗର୍ବୀ ଲୋକମାନେ ମାେ ପାଇଁ ଫାନ୍ଦ ବିଛାଇଛନ୍ତି। ସମାନେେ ମାେତେ ଧରିବା ପାଇଁ ଜାଲ ବିଛାଇଛନ୍ତି। ସମାନେେ ମାେ ପଥରେ ୟନ୍ତା ବିଛାଇଛନ୍ତି।" |
| 6 |
| "ମୁଁ ସଦାପ୍ରଭୁଙ୍କୁ କହିଲି, ତୁମ୍ଭେ ମାରେ ପରମେଶ୍ବର। ହେ ସଦାପ୍ରଭୁ, ମାରେ ପ୍ରାର୍ଥନାକୁ ଗ୍ରହଣ କର।" |
| 7 |
| "ହେ ସଦାପ୍ରଭୁ, ମାରେ ପ୍ରଭୁ, ତୁମ୍ଭେ ହେଉଛ ଶକ୍ତିଶାଳୀ, ୟିଏକି ମାେତେ ରକ୍ଷା କଲେ। ତୁମ୍ଭେ ମାରେ ମସ୍ତକର ରକ୍ଷାକବଚ, ୟାହା ମାରେ ୟୁବ ସମଯରେ ମସ୍ତକ ଆଚ୍ଛାଦନ କରି ସୁରକ୍ଷା ଦିଅ।" |
| 8 |
| "ହେ ସଦାପ୍ରଭୁ, ସହେି ଲୋକମାନେ ଦୁଷ୍ଟ ପ୍ରକୃତିର। ସମାନଙ୍କେର ଇଚ୍ଛା ପୂର୍ଣ୍ଣ ହବୋକୁ ଦିଅ ନାହିଁ। ସମାନଙ୍କେର ଯୋଜନାକୁ ସଫଳ ହବୋକୁ ଦିଅ ନାହିଁ।" |
| 9 |
| "ହେ ସଦାପ୍ରଭୁ, ମାରେ ଶତ୍ରୁମାନଙ୍କୁ ବିଜଯ କରାଅ ନାହିଁ। ସହେି ଦୁଷ୍ଟ ଲୋକମାନଙ୍କର ଯୋଜନା ମନ୍ଦ ଅଟେ। ସମାନଙ୍କେ ମନ୍ଦ ଯୋଜନା ତୁମ୍ଭେ ସହେିଠାରେ ଶଷେ କର।" |
| 10 |
| "ସମାନଙ୍କେ ମୁଣ୍ଡରେ ଜଳନ୍ତା କୋଇଲା ପଡ଼ୁ। ମାରେ ଶତ୍ରୁମାନଙ୍କୁ ଅଗ୍ନିରେ ନିକ୍ଷପେ କର। ସମାନେେ ୟପରେି ଉଠିପାରିବେ ନାହିଁ ଏଥିପାଇଁ ତାଙ୍କୁ ଗଭୀର ଗର୍ଭରେ ନିକ୍ଷପେ କର।" |
| 11 |
| "ସଦାପ୍ରଭୁ ସହେି ମିଥ୍ଯାବାଦୀ ଲୋକମାନଙ୍କୁ ସୁଖ ସମୃଦ୍ଧି ଦିଅ ନାହିଁ। ସମାନଙ୍କେୁ ଆକସ୍ମିକ ବିପତ୍ତି ଶିକାର କରିନେଉ।" |
| 12 |
| "ମୁଁ ଜାଣେ ୟେ, ସଦାପ୍ରଭୁ ଗରିବ ଲୋକମାନଙ୍କୁ ଉଚିତ୍ ନ୍ଯାଯ ପ୍ରଦାନ କରିବେ ଏବଂ ସେ ନିଃସହାୟ ଲୋକମାନଙ୍କୁ ଆକ୍ରମଣରୁ ରକ୍ଷା କରିବେ।" |
| 13 |
| "ହେ ସଦାପ୍ରଭୁ, ଧାର୍ମିକ ଲୋକମାନେ ତୁମ୍ଭ ନାମର ପ୍ରଶଂସା କରିବେ। ଧାର୍ମିକ ଲୋକମାନେ ତୁମ୍ଭର ଉପସ୍ଥିତିରେ ବଞ୍ଚିବେ।" |
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odia/psalms/140.mp3
150
140