|
| 1 |
|
| "ହେ ସଦାପ୍ରଭୁ, ତୁମ୍ଭର ଶକ୍ତି ହିଁ ରାଜାକୁ ସୁଖୀ କରାଏ। ତୁମ୍ଭେ ଯେତବେେଳେ ତା'କୁ ଉଦ୍ଧାର କର, ସେ ଅତି ଆନନ୍ଦିତ ହୁଏ।" |
|
| 2 |
|
| "ତୁମ୍ଭେ ସହେି ରାଜାକୁ ୟାହା ସେ ଚା ହେଁ ପ୍ରଦାନ କର। ହେ ସଦାପ୍ରଭୁ ସହେି ରାଜା ତୁମ୍ଭ ନିକଟରୁ କିଛି ଚାହିଁଥିଲା ଓ ତୁମ୍ଭେ ତା'ର ସକଳ ଇଚ୍ଛା ପୂରଣ କଲ।" |
|
| 3 |
|
| "ହେ ସଦାପ୍ରଭୁ, ତୁମ୍ଭେ ପ୍ରକୃତରେ ରାଜାଙ୍କୁ ଆଶୀର୍ବାଦ କରିଛ। ତୁମ୍ଭେ ତା'ର ମସ୍ତକରେ ସୁବର୍ଣ୍ଣ ମୁକୁଟ ପିନ୍ଧାଇ ଦଇେଛ।" |
|
| 4 |
|
| "ହେ ପରମେଶ୍ବର, ରାଜା ତୁମ୍ଭକୁ ଜୀବନ ପ୍ରାର୍ଥନା କଲେ ଓ ତୁମ୍ଭେ ତାକୁ ତାହା ପ୍ରଦାନ କରିଛ। ତୁମ୍ଭେ ତାକୁ ଅନନ୍ତ ଜୀବନଦାନ କରିଛ, ୟାହା ଅନନ୍ତକାଳସ୍ଥାଯୀ।" |
|
| 5 |
|
| "ସହେି ରାଜାଙ୍କୁ ତୁମ୍ଭେ ବିଜଯ ପ୍ରଦାନ କରିଛ ଓ ତାକୁ ଗୌରବରେ ମଣ୍ଡିତ କରିଛ। ତୁମ୍ଭେ ତାଙ୍କୁ ସମ୍ମାନ ଓ ପ୍ରଶଂସା ପ୍ରଦାନ କରିଛ?" |
|
| 6 |
|
| "ହେ ପରମେଶ୍ବର, ତୁମ୍ଭେ ପ୍ରକୃତରେ ସହେି ରାଜାଙ୍କୁ ଚିରଦିନ ଲାଗି ଆଶୀର୍ବାଦ କରିଛ। ଯେତବେେଳେ ସେ ତୁମ୍ଭର ମୁଖ ଦର୍ଶନ କରେ ତା'ର ଆନନ୍ଦ ଆହୁରି ବଢ଼ିୟାଏ।" |
|
| 7 |
|
| "ରାଜା ସଦାପ୍ରଭୁଙ୍କ ଉପରେ ନିର୍ଭର କରେ। ସର୍ବୋପରିସ୍ଥ ପରମେଶ୍ବରଙ୍କ ସ୍ନହପେୂର୍ଣ୍ଣ କରୁଣା କବେେ ହେଲେ ତା'କୁ ପଡ଼ିବା ପାଇଁ ଦବେେ ନାହିଁ।" |
|
| 8 |
|
| "ହେ ପରମେଶ୍ବର ତୁମ୍ଭେ ଆପଣା ଶତ୍ରୁମାନଙ୍କୁ ଦଖାଇେ ଦିଅ ୟେ ତୁମ୍ଭେ ସବୁଠାରୁ ଶକ୍ତିଶାଳୀ। ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି। ତୁମ୍ଭର ଶକ୍ତି ସେ ସମସ୍ତଙ୍କୁ ପରାଜିତ କରିବ।" |
|
| 9 |
|
| "ତୁମ୍ଭେ ଆପଣା ରାଜାଙ୍କୁ ଏକ ଜଳନ୍ତ ଚୁଲ୍ଲୀ ତୁଲ୍ଯ କରିବ, ଯେତବେେଳେ ତୁମ୍ଭେ ତାଙ୍କୁ ସାହାୟ୍ଯ କରିବା ପାଇଁ ଆସ, ଏବଂ ତାଙ୍କ କୋର୍ଧରେ ସେ ସମ୍ପୂର୍ଣ୍ଣ ଭାବରେ ସମାନଙ୍କେୁ ଧ୍ବଂସ କରିବେ।" |
|
| 10 |
|
| "ଏ ପୃଥିବୀରୁ ସମାନଙ୍କେର ଫଳ ଓ ମନୁଷ୍ଯ ସନ୍ତାନଗଣ ମଧ୍ଯରୁ ସମାନଙ୍କେର ବଂଶ ଲୋପ କରିବ।" |
|
| 11 |
|
| "କାହିଁକି? କାରଣ ସହେି ଦୁଷ୍ଟ ଲୋକମାନେ ତୁମ୍ଭ ବିରୁଦ୍ଧରେ ମନ୍ତ୍ରଣା କରୁଥିଲେ। ହେ ସଦାପ୍ରଭୁ, ସମାନେେ ମନ୍ଦ କାର୍ୟ୍ଯ କରିବାକୁ ଯୋଜନା କରୁଥଲେ କିନ୍ତୁ ସମାନେେ ସହେି କାର୍ୟ୍ଯରେ ସଫଳ ହେଲେ ନାହିଁ।" |
|
| 12 |
|
| "ହେ ସଦାପ୍ରଭୁ, ତୁମ୍ଭେ ସହେି ଲୋକମାନଙ୍କୁ ତୁମ୍ଭର ଦାସ କରିଛ। ସମାନଙ୍କେୁ ତୁମ୍ଭେ ରଶିରେ ବାନ୍ଧି ପକାଇଛ। ତୁମ୍ଭେ ରଶିରେ ସମାନଙ୍କେର ବକେକୁ ଫାଶ କରି ବସାଇ ଦଇେଛ। ତୁମ୍ଭେ ସମାନଙ୍କେୁ ଦାସ କରି ରଖିବାକୁ ବାଧ୍ଯ କରିଛ।" |
|
| 13 |
|
| "ହେ ସଦାପ୍ରଭୁ ତୁମ୍ଭର ଶକ୍ତିର ବିଜଯ ଗୀତ ଚାରିଆଡ଼େ ଗୁଞ୍ଜରିତ ହେଉ। ଆମ୍ଭେ ସହେି ଗୀତ ଗାନ କରି ଓ ତୁମ୍ଭର ସଙ୍ଗୀତର ତାଳେ ତାଳେ ନୃତ୍ଯ କରି ତୁମ୍ଭର ପରାକ୍ରମ ସମ୍ପର୍କରେ ଚାରିଆଡ଼େ ପ୍ରଚାର କରିବୁ।" |
|
|
|
|