|
| 1 |
|
| "ହେ ପରମେଶ୍ବର, ହରିଣଟି ୟପରେି ପାଣି ପାଇଁ ସୋର୍ତ ଆଡ଼କୁ ଧାଏଁ ସପରେି ମାରେ ପ୍ରାଣ ତୁମ୍ଭ ଆଡ଼କୁ ଆକାଂକ୍ଷା କରେ।" |
|
| 2 |
|
| "ମାରେ ପ୍ରାଣ ଜୀବନ୍ତ ପରମେଶ୍ବରଙ୍କ ନିମନ୍ତେ ତୃଷିତ। ମୁଁ କବେେ ପ୍ରଭୁଙ୍କ ଦର୍ଶନ ପାଇବି?" |
|
| 3 |
|
| "ମାରେ ଶତ୍ରୁମାନେ ନିରନ୍ତର ମାେ ପ୍ରତି ପରିହାସ କରୁଛନ୍ତି। ସମାନେେ କହନ୍ତି, ତୁମ୍ଭର ପରମେଶ୍ବର କାହାନ୍ତି? ସେ କବେେ ତୁମ୍ଭକୁ ଉଦ୍ଧାର କରିବାକୁ ଆସିଛନ୍ତି କି? ଭୋଜନ କରିବା ପରିବର୍ତେ କବଳେ ମୁଁ କାନ୍ଦେ।" |
|
| 4 |
|
| "ଯେତବେେଳେ ମୁଁ ମନେ ପକାଏ, ମାରେ ହୃଦଯ ବିଦୀର୍ଣ୍ଣ ହାଇୟୋଏ। ସହେି ସୁଦିନ ଗୁଡ଼ିକୁ ୟାହା ମୁଁ ତୁମ୍ଭ ମନ୍ଦିରରେ କଟାଇଥିଲି। ଯେତବେେଳେ ଲୋକଭିଡ଼ ମଧ୍ୟରେ ମୁଁ ପରମେଶ୍ବରଙ୍କ ମନ୍ଦିରକୁ ଚାଲିଲି, ମୁଁ ମନେ ପକାଏ ସହେିସବୁ ଖୁସିର ଦିନଗୁଡ଼ିକ ଓ ପ୍ରଶଂସାର ଗୀତ ସବୁ ୟାହାକି ଲୋକମାନେ ପର୍ବପର୍ବାଣି ବେଳେ ଗାନ କରନ୍ତି।" |
|
| 5 |
|
| "ହେ ମାରେ ପ୍ରାଣ କାହିଁକି ମୁଁ ଏତେ ବ୍ଯାକୁଳ? ମୁଁ ପରମେଶ୍ବରଙ୍କ ସହାୟତା ପାଇଁ ଅପେକ୍ଷା କରିବି। ମୁଁ ତାଙ୍କୁ ପ୍ରଶଂସା କରିବାକୁ ସୁଯୋଗ ପାଇବି। ସେ ମାେତେ ରକ୍ଷା କରିବେ।" |
|
| 6 |
|
| "ହେ ମାରେ ପରମେଶ୍ବର, ମାରେ ପ୍ରାଣ ଆଜି ଦୁଃଖିତ କାରଣ ଏହି ସ୍ଥାନରୁ ଏହି େଛାଟିଆ ପାହାଡ଼ରୁ ତୁମ୍ଭକୁ ମନେ ପକାଉଛି। ଯେଉଁଠାରେ ହର୍ମୋଣ ପର୍ବତ ଓ ୟର୍ଦ୍ଦନ ନଦୀ ପରସ୍ପରକୁ ଭଟେନ୍ତି।" |
|
| 7 |
|
| "ପୃଥିବୀର ଗଭୀରରୁ ଆସୁଥିବା ପାଣିର ଗର୍ଜନ ମୁଁ ଶୁଣେ। ଯେତବେେଳେ ଜଳପ୍ରପାତ ଓଲଟ ପାଲଟ ହାଇୟୋଏ, ନିମ୍ନଭାଗର ଜଳ ସୋର୍ତ ଶବ୍ଦ କରେ। ସଦାପ୍ରଭୁ, ତୁମ୍ଭର ଢ଼େଉଗୁଡ଼ିକ ଗୋଟିଏ ପରେ ଗୋଟିଏ ଆସେ, ମାରେ ଚତୁଃପାଶର୍ବରେ ଚୂର୍ଣ୍ଣ ହାଇୟୋଏ ଓ ମାେତେ ଟପିୟାଏ।" |
|
| 8 |
|
| "ରାତି ହେଉକି ଦିନ ସଦାପ୍ରଭୁ ତାଙ୍କର ପ୍ରକୃତ ପ୍ରମେ ଢ଼ାଳି ଦିଅନ୍ତି। ସହେି ଜୀବନ୍ତ ପରମେଶ୍ବରଙ୍କ ପାଇଁ ମାେ ନିକଟରେ ଏକ ଗୀତ ଅଛି।" |
|
| 9 |
|
| "ମୁଁ ପରମେଶ୍ବରଙ୍କୁ କହିଲି, ତୁମ୍ଭେ ମାରେ ଦୃଢ଼ତାର ପଥର। ମୁଁ କ ହେ, ହେ ସଦାପ୍ରଭୁ କାହିଁକି ତୁମ୍ଭେ ମାେତେ ଭୁଲି ୟାଇଛ? କାହିଁକି ମୁଁ ମାରେ ଶତ୍ରୁମାନଙ୍କ ପାଇଁ ଏତେ ଦୁଃଖିତ?" |
|
| 10 |
|
| "ମାରେ ଶତ୍ରୁମାନେ ନିରନ୍ତର ମାେତେ ଅପମାନିତ କରନ୍ତି ଓ ଏକ ଶକ୍ତ ଚାପୁଡ଼ା ଦିଅନ୍ତି, ଯେତବେେଳେ ସମାନେେ ମାେତେ ପଚାରନ୍ତି, ତୁମ୍ଭର ପରମେଶ୍ବର କେଉଁଠାରେ ଅଛନ୍ତି? ସେ କ'ଣ ତୁମ୍ଭକୁ ଉଦ୍ଧାର କରିବାକୁ ଆସୁଛନ୍ତି?" |
|
| 11 |
|
| "ହେ ମାରେ ପ୍ରାଣ ତୁମ୍ଭେ କାହିଁକି ଦୁଃଖିତ ହେଉଅଛ? କାହିଁକି ମୁଁ ଏତେ ଅସ୍ଥିର ହେଉଅଛି? ମୁଁ ପରମେଶ୍ବରଙ୍କ ସାହାୟ୍ଯ ପାଇଁ ଅପେକ୍ଷା କରିବି। ମୁଁ ପରମେଶ୍ବରଙ୍କୁ ପ୍ରଶଂସା କରିବାକୁ ସୁଯୋଗ ପାଇବି ଓ ସେ ମାେତେ ଉଦ୍ଧାର କରିବେ।" |
|
|
|
|