[ପବିତ୍ର ବାଇବେଲ] Odia Bible 1840
|
| 1 |
| "ପରମେଶ୍ବର, ତୁମ୍ଭେ ଆମ୍ଭମାନଙ୍କୁ ପ୍ରତ୍ଯାଖ୍ଯାନ କରି ପରାଜିତ କରିଅଛ। ତୁମ୍ଭେ ଆମ୍ଭମାନଙ୍କ ସହିତ ରାଗିଛ। କିନ୍ତୁ ଦୟାକରି ତୁମ୍ଭେ ଆମ୍ଭମାନଙ୍କୁ ପୁନଃସ୍ଥାପନ କର।" |
| 2 |
| "ତୁମ୍ଭେ ଧରଣୀକୁ କମ୍ପିତ କରିଅଛ ଏବଂ ତାକୁ ଦୁଇ ଭାଗରେ ବିଦୀର୍ଣ୍ଣ କରିଛ। ଏହାର ଫାଟକକୁ ମରାମତି କର, କାରଣ ଏହାର ପତନ ହେଉଅଛି।" |
| 3 |
| "ତୁମ୍ଭେ ଆପଣା ଲୋକମାନଙ୍କୁ ବହୁତ ସମସ୍ଯା ଦଇେଛ। ଆମ୍ଭେ ମଦ୍ଯପ ପରି ଟଳମଳ ହେଉଛୁ ଓ ପଡ଼ୁଛୁ।" |
| 4 |
| "ତୁମ୍ଭକୁ ଉପାସନା କରୁଥିବା ଲୋକଙ୍କୁ ତୁମ୍ଭେ ସତର୍କ କରିବା ପାଇଁ ପତାକା ଉଠାଇଲ। ୟାହାଫଳରେ ସମାନେେ ନିଜକୁ ତାଙ୍କର ଶତ୍ରୁମାନଙ୍କଠାରୁ ରକ୍ଷା କରିପାରିବେ।" |
| 5 |
| "ୟପରେି ତୁମ୍ଭର ମହାଶକ୍ତି ବଳରେ ଆମ୍ଭକୁ ଉଦ୍ଧାର କର! ମାରେ ପ୍ରାର୍ଥନାର ଉତ୍ତର ଦିଅ। ତୁମ୍ଭେ ଶ୍ରଦ୍ଧା କରୁଥିବା ଆପଣାର ଲୋକଙ୍କୁ ରକ୍ଷାକର।" |
| 6 |
| "ପରମେଶ୍ବର ତାଙ୍କ ମନ୍ଦିରରେ କହିଲେ, ମୁଁ ୟୁଦ୍ଧରେ ଜିତିବି ଏବଂ ଜଯଲାଭ ବିଷଯରେ ବହୁତ ଖୁସି ହବେି। ତା'ପରେ ମୁଁ ଏହି ଭୂମିକୁ ମାରେ ଲୋକମାନଙ୍କ ମଧ୍ୟରେ ବାଣ୍ଟିଦବେି। ମୁଁ ଶିଖିମ ଓ ସୁକ୍କୋଥ ଉପତ୍ୟକାକୁ ସମାନଙ୍କେୁ ଦଇଦେବେି।" |
| 7 |
| "ଗିଲିଯଦ ଓ ମନଃଶି ମାରେ ହବେେ। ଇଫ୍ରଯିମ ମାରେ ଶିରସ୍ତ୍ରାଣ ହବେ। ଯିହୁଦା ମାରେ ରାଜଦଣ୍ଡ ହବେ।" |
| 8 |
| "ମାୟୋବ ମାରେ ପାଦ ଧୋଇବା ପାଇଁ ପ୍ରକ୍ଷାଳନ ପାତ୍ର। ଇଦୋମ ମାରେ ପାଦୁକା ବହନ କରିବ। ମୁଁ ପଲେଷ୍ଟୀୟମାନଙ୍କୁ ପରାସ୍ତ କରିବି। ତୁମ୍ଭେ ବିଜଯ ସକାଶେ ଜଯଧ୍ବନି କର।" |
| 9 |
| "କିଏ ମାେତେ ସହେି ଦୃଢ଼ ନଗର ଭିତରକୁ ଆଣିବ? କିଏ ମାେତେ ଇଦୋମ ବିରୁଦ୍ଧରେ ୟୁଦ୍ଧ କରିବା ପାଇଁ ଆଗଇେ ନବେ? ପରମେଶ୍ବର, ତୁମ୍ଭେ ନୁହଁ କି?" |
| 10 |
| "କିନ୍ତୁ ତୁମ୍ଭେ ଆମ୍ଭକୁ ପ୍ରତ୍ଯାଖ୍ଯାନ କରିଛ। ପରମେଶ୍ବର, ତୁମ୍ଭେ ଆଉ ଦିନ ତମାମ ଆମ୍ଭର ଶତ୍ରୁମାନଙ୍କ ସହିତ ୟାଅ ନାହିଁ।" |
| 11 |
| "ହେ ପରମେଶ୍ବର, ଶତ୍ରୁମାନଙ୍କୁ ପରାସ୍ତ କରିବାରେ ଆମ୍ଭକୁ ସହାୟ ହୁଅ। ଲୋକମାନେ ଆମ୍ଭମାନଙ୍କୁ ସାହାୟ୍ଯ କରିପାରିବେ ନାହିଁ।" |
| 12 |
| "ପରମେଶ୍ବର ହିଁ ଆମ୍ଭକୁ ଶକ୍ତିଶାଳୀ କରିପାରିବେ। କବଳେ ସେ ଆମ୍ଭର ଶତ୍ରୁମାନଙ୍କୁ ପଦଦଳନ କରିପାରିବେ।" |
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odia/psalms/060.mp3
150
60