[ପବିତ୍ର ବାଇବେଲ] Odia Bible 1840
|
| 1 |
| "ପରମେଶ୍ବର, ସାହାୟ୍ଯ ପାଇଁ ମାରେ କ୍ରନ୍ଦନ ଶୁଣ। ମାରେ ପ୍ରାର୍ଥନାରେ ମନୋୟୋଗ କର।" |
| 2 |
| "ମୁଁ ଯେତବେେଳେ ଭୟଭୀତ ହୁଏ, ପୃଥିବୀର ଶଷେ ପ୍ରାନ୍ତରୁ ମୁଁ ତୁମ୍ଭକୁ ଡାକେ। ତୁମ୍ଭେ ମାେତେ ଉଚ୍ଚସ୍ଥାନରେ ଥିବା ନିରାପଦ ସ୍ଥାନକୁ ନଇୟୋଅ।" |
| 3 |
| "ତୁମ୍ଭେ ମାରେ ନିରାପଦ ଆଶ୍ରଯସ୍ଥଳୀ! ମାରେ ଶତ୍ରୁମାନଙ୍କ କବଳରୁ ରକ୍ଷା କରୁଥିବା ତୁମ୍ଭେ ହିଁ ମାରେ ଉଚ୍ଚ ଦୁର୍ଗ।" |
| 4 |
| "ମୁଁ ଚିରଦିନ ତୁମ୍ଭ ତମ୍ବୁରେ ବାସ କରିବାକୁ ଚା ହେଁ। ମୁଁ ତୁମ୍ଭ ପକ୍ଷର ଛାଯାରେ ଆଶ୍ରଯ ନବେି।" |
| 5 |
| "ହେ ପରମେଶ୍ବର, ତୁମ୍ଭେ ଶୁଣିଛ ମୁଁ ତୁମ୍ଭକୁ କ'ଣ ଦବୋପାଇଁ ପ୍ରତିଜ୍ଞା କରିଛି। ଯେଉଁମାନେ ତୁମ୍ଭକୁ ସମ୍ମାନ କରନ୍ତି, ସମାନଙ୍କେୁ ସର୍ବଦା ତୁମ୍ଭେ ୟାହା ଦିଅ, ତାହା ତୁମ୍ଭେ ମାେତେ ଦଲେ।" |
| 6 |
| "ତୁମ୍ଭେ ରାଜାଙ୍କୁ ଦୀର୍ଘ ଜୀବନ ପ୍ରଦାନ କର। ତାଙ୍କୁ ଚିରଦିନ ପାଇଁ ବଞ୍ଚିବାକୁ ଦିଅ।" |
| 7 |
| "ସେ ପରମେଶ୍ବରଙ୍କ ଆଶୀର୍ବାଦରେ ଚିରଦିନ ବାସ କରିବେ। ଆପଣାର ସତ୍ଯତା ଓ ସ୍ନହପେୂର୍ଣ୍ଣ କରୁଣାନୁସାରେ ତାଙ୍କୁ ରକ୍ଷା କର।" |
| 8 |
| "ଏବଂ ମୁଁ ସର୍ବଦା ତୁମ୍ଭ ନାମର ପ୍ରଶଂସା ଗାନ କରିବି ଓ ପ୍ରେତ୍ୟକକ ଦିନ, ମୁଁ ମାରେ ପ୍ରତିଜ୍ଞା ପାଳନ କରିବି।" |
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odia/psalms/061.mp3
150
61