|
| 1 |
|
| "ହେ ପୃଥିବୀର ସକଳ ବସ୍ତୁ। ପରମେଶ୍ବରଙ୍କ ଉଦ୍ଦେଶ୍ଯରେ ଆନନ୍ଦ ଧ୍ବନି କର!" |
|
| 2 |
|
| "ତାହାଙ୍କ ନାମର ମହିମା ଗାନ କର। ସ୍ତୁତି ଗାନ କରି ଗୌରବାନ୍ବିତ କର।" |
|
| 3 |
|
| "ପରମେଶ୍ବରଙ୍କୁ କୁହ, ତୁମ୍ଭର କାର୍ୟ୍ଯ ଆଶ୍ଚର୍ୟ୍ଯଜନକ ଅଟେ। ପରମେଶ୍ବର ତୁମ୍ଭର ଶକ୍ତି ମହାନ୍! ତୁମ୍ଭର ଶତ୍ରୁମାନେ ତୁମ୍ଭ ସମ୍ମୁଖରେ ନତମସ୍ତକ ହୁଅନ୍ତି। ସମାନେେ ତୁମ୍ଭକୁ ଭୟ କରନ୍ତି!" |
|
| 4 |
|
| "ସମୁଦାଯ ପୃଥିବୀ ତୁମ୍ଭର ପ୍ରଣାମ କରୁ ଏବଂ ସମୁଦାଯ ଲୋକ ତୁମ୍ଭର ନାମ ପ୍ରଶଂସା ଗାନ କରନ୍ତୁ। ପ୍ରେତ୍ୟକକ ବ୍ଯକ୍ତି ଗୀତ ଦ୍ବାରା ତୁମ୍ଭର ନାମକୁ ପ୍ରଶଂସା କରନ୍ତୁ।" |
|
| 5 |
|
| "ଦେଖ, ଯେଉଁ ସବୁ କାର୍ୟ୍ଯ ପରମେଶ୍ବର କରିଛନ୍ତି। ସେ ସମସ୍ତ କାର୍ୟ୍ଯ ଆମ୍ଭମାନଙ୍କୁ ଆଶ୍ଚର୍ୟ୍ଯ କରେ।" |
|
| 6 |
|
| "ପରମେଶ୍ବର ପର୍ୟ୍ଯାଯକ୍ରମେ ସମୁଦ୍ରକୁ ଶୁଖାଇ ଥିଲେ। ତାଙ୍କର ଲୋକ ନଦୀକୁ ଅତିକ୍ରମ କରି ଚାଲିଲେ।" |
|
| 7 |
|
| "ପରମେଶ୍ବର ତାଙ୍କର ମହାନ୍ ଶକ୍ତିରେ ପୃଥିବୀରେ ଶାସନ କରନ୍ତି। ପରମେଶ୍ବର ଜାତିଗଣକୁ ନିରୀକ୍ଷଣ କରନ୍ତି। ତାଙ୍କ ବିପକ୍ଷରେ ଜିଦ୍ଖୋର ହାଇେ ବିଦ୍ରୋହୀ ଭାବେ ଛିଡ଼ା ହବୋ ଉଚିତ୍ ନୁହେଁ।" |
|
| 8 |
|
| "ହେ ମାନବ ସମାଜ, ଆମ୍ଭ ପରମେଶ୍ବରଙ୍କର ପ୍ରଶଂସାଗାନ କର। ଉଚ୍ଚ ସ୍ବରରେ ତାଙ୍କର ମହିମା ଗାନ କର।" |
|
| 9 |
|
| "ପରମେଶ୍ବର ଆମ୍ଭମାନଙ୍କୁ ଜୀବନ ଦେଲେ ଏବଂ ଆମ୍ଭକୁ ଖସିୟିବାକୁ ଅନୁମତି ଦଇେ ନାହାନ୍ତି।" |
|
| 10 |
|
| "ହେ ପରମେଶ୍ବର, ତୁମ୍ଭେ ଆମ୍ଭକୁ ଲୋକ ବୋଲି ପରୀକ୍ଷା କରିଅଛ। ୟପରେି ଅଗ୍ନିରେ ଲୋକମାନେ ରୂପକୁ ପରୀକ୍ଷା କରନ୍ତି।" |
|
| 11 |
|
| "ପରମେଶ୍ବର ତୁମ୍ଭେ ଆମ୍ଭମାନଙ୍କୁ ଜାଲରେ ପକାଇଅଛ। ତୁମ୍ଭେ ଆମ୍ଭକୁ ଭାଗୀ ବୋଝ ଦଇେଅଛ।" |
|
| 12 |
|
| "ତୁମ୍ଭେ ଆମ୍ଭର ଶତ୍ରୁମାନଙ୍କୁ ସମାନଙ୍କେର ଘୋଡ଼ାରେ ଚଢ଼ି ଆମ୍ଭମାନଙ୍କ ମସ୍ତକ ଉପରେ ୟିବାକୁ ଦଇେଛ। ତୁମ୍ଭେ ଅଗ୍ନି ଓ ଜଳ ମଧ୍ଯ ଦଇେ ଚାଲିବାକୁ କହିଛ। କିନ୍ତୁ ତୁମ୍ଭେ ଆମ୍ଭମାନଙ୍କୁ ସୁରକ୍ଷିତ ସ୍ଥାନକୁ ନଇେ ଆସିଛ।" |
|
| 13 |
|
| "ତଣେୁ, ମୁଁ ତୁମ୍ଭ ପବିତ୍ର ମନ୍ଦିରକୁ ହାମବେଳି ନଇେ ଆସିବି। ଯେତବେେଳେ ମୁଁ ସଂଙ୍କଟରେ ଥିଲି, ମୁଁ ତୁମ୍ଭର ସାହାୟ୍ଯ ପାଇଁ ଅନୁ ରୋଧ କରିଥିଲି।" |
|
| 14 |
|
| "ମୁଁ ତୁମ୍ଭ ଆଗରେ ଶପଥ କରିଛି। ବର୍ତ୍ତମାନ ମୁଁ କରିଥିବା ଶପଥ ତୁମ୍ଭକୁ ସମର୍ପଣ କରୁଛି।" |
|
| 15 |
|
| "ମୁଁ ତୁମ୍ଭକୁ ମାଂସାଳ ପଶୁମାନଙ୍କୁ ପାପାର୍ଥକବଳି ଆକାରରେ ପ୍ରଦାନ କରିବି। ମୁଁ ମଷେ ସହିତ ସମାନଙ୍କେର ସୁଗନ୍ଧି ପ୍ରଦାନ କରିବି। ମୁଁ ଛାଗ ସଙ୍ଗେ ବୃଷ ବଳିଦାନ କରିବି।" |
|
| 16 |
|
| "ହେ ସମସ୍ତ ଲୋକ ଯେଉଁମାନେ ପରମେଶ୍ବରଙ୍କୁ ଉପାସନା କର, ଆସ ଏବଂ ମୁଁ ତୁମ୍ଭମାନଙ୍କୁ କହିବି ପରମେଶ୍ବର ମାେ ପାଇଁ କ'ଣ ସବୁ କରିଛନ୍ତି।" |
|
| 17 |
|
| "ମୁଁ ତାଙ୍କୁ ପ୍ରାର୍ଥନା କରିଥିଲି। ମୁଁ ତାଙ୍କର ପ୍ରଶଂସା କରିଥିଲି।" |
|
| 18 |
|
| "ମୁଁ ୟବେେ ମାରେ ମନ ମଧ୍ୟରେ ଅଧର୍ମକୁ ଆଦର କରେ। ତବେେ ମାରେ ପ୍ରଭୁ ମାରେ କଥା ଶୁଣିବେ ନାହିଁ।" |
|
| 19 |
|
| "ପରମେଶ୍ବର ମାରେ କଥା ଶୁଣିଅଛନ୍ତି। ପରମେଶ୍ବର ମାରେ ପ୍ରାର୍ଥନା ଗ୍ରହଣ କରିଛନ୍ତି।" |
|
| 20 |
|
| "ପରମେଶ୍ବରଙ୍କର ପ୍ରଶଂସା କର!ପରମେଶ୍ବର ମାେ ପାଖରୁ ମୁହଁ ଫରୋଇ ନାହାନ୍ତି। ସେ ମାରେ ପ୍ରାର୍ଥନା ଶୁଣିଛନ୍ତି। ପରମେଶ୍ବର ତାଙ୍କର ପ୍ରମେ ମାେତେ ଦଖାଇେଛନ୍ତି।" |
|
|
|
|