[ପବିତ୍ର ବାଇବେଲ] Odia Bible 1840
|
| 1 |
| "ହେ ପରମେଶ୍ବର, ଆମ୍ଭମାନେେ ତୁମ୍ଭଙ୍କୁ ପ୍ରଶଂସା କରୁଛୁ। ଆମ୍ଭମାନେେ ତୁମ୍ଭଙ୍କୁ ଧନ୍ଯବାଦ କରୁଛ! କାରଣ ତୁମ୍ଭେ ଅତି ନିକଟବର୍ତ୍ତୀ ଲୋକମାନେ ତୁମ୍ଭର ଆଶ୍ଚର୍ୟ୍ଯ କ୍ରିଯା ସକଳ ବର୍ଣ୍ଣନା କରନ୍ତି।" |
| 2 |
| "ପରମେଶ୍ବର କହିଲେ, ମୁଁ ବିଚାର ଦିନ ନିରୂପିତ କଲେ। ମୁଁ ନିରପେକ୍ଷଭାବେ ବିଚାର କରିବି।" |
| 3 |
| "ପୃଥିବୀ ଓ ତହିଁରେ ବାସ କରୁଥିବା ସମସ୍ତ ଜୀବନ ଟଳମଳ ହାଇେ ପତନ ହବୋକୁ ଯାଉଛନ୍ତି। କିନ୍ତୁ ମୁଁ ତାକୁ ସ୍ଥିର କରିବି।" |
| 4 |
| "କିଛି ଲୋକ ବହୁତ ଗର୍ବୀ, ସମାନେେ ଭାବନ୍ତି ସମାନେେ ବହୁତ ଶକ୍ତିଶାଳୀ। ଏବଂ ନିଜକୁ ବହୁତ ମୁଖ୍ଯବ୍ଯକ୍ତି ବୋଲି ଭାବନ୍ତି।" |
| 5 |
| "କିନ୍ତୁ ମୁଁ ସହେି ଲୋକମାନଙ୍କୁ କ ହେ, ଆତ୍ମଶ୍ଲାଘା ହୁଅ ନାହିଁ' ଗର୍ବ କର ନାହିଁ।'" |
| 6 |
| "କୌଣସି ବ୍ଯକ୍ତିକୁ ମହତ୍ବପୂର୍ଣ୍ଣ କରିବାରେ ପୃଥିବୀର କୌଣସି ଶକ୍ତି ନାହିଁ।" |
| 7 |
| "ପରମେଶ୍ବର ବିଚାରକର୍ତ୍ତା ଅଟନ୍ତି ଏବଂ ପରମେଶ୍ବର ନିଷ୍ପତ୍ତି ନବେେ କିଏ ୟେ ମହାନ୍ ହବେ। ପରମେଶ୍ବର ହିଁ ୟେ କୌଣସି ବ୍ଯକ୍ତିକୁ ମହତ୍ବପୂର୍ଣ୍ଣ ସ୍ଥାନରେ ସ୍ଥାପନ କରିପାରନ୍ତି।" |
| 8 |
| "ସଦାପ୍ରଭୁଙ୍କ ହସ୍ତରେ ଏକ ପିଆଲା ଅଛି, ୟାହାକି ବିଷାକ୍ତ ଦ୍ରାକ୍ଷାରସରେ ପରିପୂର୍ଣ୍ଣ। ତାହା ମିଶ୍ରିତ ଦ୍ରବ୍ଯରେ ପୂର୍ଣ୍ଣ ଓ ସେ ତହିଁରୁ ଢ଼ାଳିବେ ଏବଂ ପୃଥିବୀର ଦୁଷ୍ଟ ଲୋକ ସମସ୍ତେ ତହିଁର ପାନୀଯ ନିଗାଡ଼ି ପିଇବେ।" |
| 9 |
| "ମୁଁ ଏହିସବୁ ବିଷଯରେ ସଦାକାଳ ପ୍ରଚାର କରିବି। ମୁଁ ଇଶ୍ରାୟେଲ ପରମେଶ୍ବରଙ୍କର ପ୍ରଶଂସା କରିବି।" |
| 10 |
| "ପରମେଶ୍ବର କହନ୍ତି, ମୁଁ ଦୁଷ୍ଟ ଲୋକମାନଙ୍କର ଶକ୍ତିସବୁ ପୋଛି ଦବେି ଏବଂ ଧାର୍ମିକ ଲୋକମାନଙ୍କର ଶକ୍ତି ଉଚ୍ଚ କରିବି।" |
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odia/psalms/075.mp3
150
75