|
| 1 |
|
| "ଆମ୍ଭମାନଙ୍କ ବଳସ୍ବରୂପ ପରମେଶ୍ବରଙ୍କର ଉଦ୍ଦେଶ୍ଯରେ ଉଚ୍ଚ ସ୍ବରରେ ଜଯଗାନ କର। ୟାକୁବର ପରମେଶ୍ବରଙ୍କ ଉଦ୍ଦେଶ୍ଯରେ ଜଯଧ୍ବନି କର।" |
|
| 2 |
|
| "ଗୀତ ଆରମ୍ଭ କର ଓ ଦାରା ବଜାଅ, ନବେଲ ସହିତ ସୁମଧୁର ବୀଣାରେ ସ୍ବର ବାହାର କର।" |
|
| 3 |
|
| "ଅମାବାସ୍ଯା ଦିନରେ ମେଣ୍ଢା ଶିଙ୍ଗା ବଜାଅ। ଆମ୍ଭର ପର୍ବଦିନରେ, ପୂର୍ଣ୍ଣିମାରେ ଏହାକୁ ବଜାଅ।" |
|
| 4 |
|
| "କାରଣ ଏହା ଇଶ୍ରାୟେଲ ପାଇଁ ନିଯମ। ଏହା ୟାକୁବର ପରମେଶ୍ବରଙ୍କର ଆଦେଶ ଅଟେ।" |
|
| 5 |
|
| "ପରମେଶ୍ବର ୟୋଷଫଙ୍କେ ଲୋକମାନଙ୍କ ପାଇଁ ଏହି ନିଯମ କରିଥିଲେ। ଯେତବେେଳେ ପରମେଶ୍ବର ମିଶର ଭୂମି ବିରୁଦ୍ଧରେ ଗଲେ, ଯେଉଁଠାରେ ମୁଁ ଏକ ଭାଷା ଶୁଣିଲି ୟାହା ମୁଁ ବୁଝିପାରିଲି ନାହିଁ।" |
|
| 6 |
|
| "ପରମେଶ୍ବର କହିଲେ, ଆମ୍ଭେ ତୁମ୍ଭ କାନ୍ଧରୁ ଭାର ଉତ୍ତାରି ଦଲେୁ। ତାହାର ହସ୍ତ ଟୋକଇରେୁ ମୁକ୍ତ ହେଲା।" |
|
| 7 |
|
| "ତୁମ୍ଭମାନେେ ଯେତବେେଳେ ସଙ୍କଟରେ ଥିଲ, ତୁମ୍ଭେ ସାହାୟ୍ଯ ମାଗିଲ, ଏବଂ ଆମ୍ଭେ ତୁମ୍ଭକୁ ମୁକ୍ତ କଲୁ। ଆମ୍ଭେ ଘନ ଅନ୍ଧାର ବାଦଲରୁ ତୁମ୍ଭକୁ ଉତ୍ତର ଦଲେୁ। ଆମେ ମରୀବାଃ ପାଣି ନିକଟରେ ତୁମ୍ଭକୁ ପରୀକ୍ଷା କଲୁ।" |
|
| 8 |
|
| " ହେ ଆମ୍ଭର ଲୋକମାନେ, ଆମ୍ଭର କଥା ଶୁଣ। ଆମ୍ଭେ ତୁମ୍ଭକୁ ସତର୍କ କରୁଛୁ। ହେ ଇଶ୍ରାୟେଲ, ଆମ୍ଭର କଥା ଶୁଣ!" |
|
| 9 |
|
| "ତୁମ୍ଭମାନେେ ଅନ୍ୟ କୌଣସି ଦବେତାକୁ ପୂଜା କରିବ ନାହିଁ। ୟାହାକୁ ବିଦେଶୀମାନେ ପୂଜା କରୁଛନ୍ତି।" |
|
| 10 |
|
| "ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ବର, ଆମ୍ଭେ ତୁମ୍ଭକୁ ମିଶର ଦେଶରୁ ବାହାର କରି ଆଣିଲୁ। ତୁମ୍ଭର ମୁଖ ବଡ଼ କରି ଖାେଲ, ଆମ୍ଭେ ଖୁଆଇ ଦବୋ।" |
|
| 11 |
|
| "କିନ୍ତୁ ଆମ୍ଭର ଲୋକମାନେ ଆମ୍ଭର କଥାକୁ ଶୁଣିଲେ ନାହିଁ। ଇଶ୍ରାୟେଲବାସୀ ଆମ୍ଭର କଥା ମାନିଲେ ନାହିଁ।" |
|
| 12 |
|
| "ତଣେୁ ଆମ୍ଭେ ସମାନଙ୍କେୁ ସମାନଙ୍କେର ଇଚ୍ଛାନୁସାରେ କାର୍ୟ୍ଯ କରିବାକୁ ଦଲେୁ। ଇଶ୍ରାୟେଲୀୟମାନେ ସମାନଙ୍କେର ଇଚ୍ଛାନୁସାରେ କାର୍ୟ୍ଯମାନ କଲେ।" |
|
| 13 |
|
| "ଭଲହୁଅନ୍ତା, ୟଦି ଆମ୍ଭର ଲୋକମାନେ ଆମ୍ଭର କଥା ଶୁଣିଥାନ୍ତେ ଓ ଇଶ୍ରାୟେଲବାସୀ ଆମ୍ଭେ ଚାହିଁଥିବା ଅନୁସାରେ ରହିଥାନ୍ତେ କି?" |
|
| 14 |
|
| "ତବେେ, ଆମ୍ଭେ ସମାନଙ୍କେର ଶତ୍ରୁମାନଙ୍କୁ ପରାସ୍ତ କରିବା। ଆମ୍ଭେ ସମାନଙ୍କେର ଶତ୍ରୁଗଣକୁ ଦଣ୍ଡିତ କରିବା।" |
|
| 15 |
|
| "ସଦାପ୍ରଭୁଙ୍କ ଘୃଣାକାରୀମାନେ ଭୟରେ ଥରିବେ। ସମାନଙ୍କେର ଦଣ୍ଡ ଚିରଦିନ ଧରି ରହିବ ସର୍ବଦା ଦଣ୍ଡ ପାଇବେ।" |
|
| 16 |
|
| "ଆମ୍ଭେ ତୁମ୍ଭମାନଙ୍କୁ ଉତ୍ତମ ଗହମ ସହ ଖୁଆଇବା। ଆମ୍ଭେ ତୁମ୍ଭମାନଙ୍କୁ ଶୈଳରୁ ମଧୁ ଦଇେ ସନ୍ତୁଷ୍ଟ କରିବା।ଗ୍ଦଗ୍ଦ" |
|
|
|
|