|
| 1 |
|
| "ହେ ସଦାପ୍ରଭୁ ପରମେଶ୍ବର, ତୁମ୍ଭେ ମାରେ ପରିତ୍ରାଣକର୍ତ୍ତା। ମୁଁ ଦିନ ଓ ରାତ୍ରି ତୁମ୍ଭ ନିକଟରେ ପ୍ରାର୍ଥନା କରିଅଛି।" |
|
| 2 |
|
| "ମାରେ ପ୍ରାର୍ଥନା ପ୍ରତି ଟିକେ ଧ୍ଯାନ ଦିଅ। ମାେ ପ୍ରତି ଦୟାକରି, ମାରେ ପ୍ରାର୍ଥନାରେ କର୍ଣ୍ଣପାତ କର।" |
|
| 3 |
|
| "ମାରେ ପ୍ରାଣ ଦୁଃଖରେ ଭରପୁର। ମୁଁ ଶୀଘ୍ର ମରିୟିବି।" |
|
| 4 |
|
| "ମୁଁ ଜଣେ ଶକ୍ତି ହରାଇଥିବା ପ୍ରାଯ ମୃତ ଲୋକପରି ହାଇେଅଛି।" |
|
| 5 |
|
| "ମୃତଲୋକମାନଙ୍କ ମଧ୍ୟରେ ମାେତେ ଖାଜେ। ମୁଁ କବରରେ ଶାଇେଥିବା ମୃତ ବ୍ଯକ୍ତିପରି ଏବଂ ଲୋକମାନେ ଏ ବିଷଯରେ ସବୁ ଭୁଲିଗଲେ ଓ ସହାୟ ନାହିଁ।" |
|
| 6 |
|
| "ତୁମ୍ଭେ ମାେତେ ପୃଥିବୀର ଗାଢ଼ ଅନ୍ଧକାରର ଗଭୀର ସ୍ଥାନରେ ରଖିଅଛ।" |
|
| 7 |
|
| "ତୁମ୍ଭ କୋର୍ଧରେ ମୁଁ ବୋଝ ଅନୁଭବ କଲି। ତୁମ୍ଭର ସମସ୍ତ ଢ଼େଉ ମାେତେ ଓଲଟ ପାଲଟ କରି ପକାଏ।" |
|
| 8 |
|
| "ମାରେ ବନ୍ଧୁମାନେ ମାେତେ ଛାଡ଼ିଗଲେ, ମୁଁ ଅଛୁଆଁ ପରି ସମାନେେ ମାଠାରୁେ ଦୂରଇେ ଗଲେ। ମୁଁ ଏକ ଗୃହରେ ବନ୍ଦୀ ଅଛି, ମୁଁ ବାହାରକୁ ୟାଇପାରିବି ନାହିଁ।" |
|
| 9 |
|
| "କ୍ଲେଶ ସକାଶୁ ମାରେ ଚକ୍ଷୁ କ୍ଷୀଣ ହାଇେଅଛି। ହେ ସଦାପ୍ରଭୁ, ମୁଁ ପ୍ରତିଦିନ ତୁମ୍ଭ ନିକଟରେ ପ୍ରାର୍ଥନା କରୁଅଛି। ତୁମ୍ଭଠାରେ ମୁଁ ହାତ ପାତୁ ଅଛି।" |
|
| 10 |
|
| "ତୁମ୍ଭେ କ'ଣ ମୃତ ଲୋକମାନଙ୍କ ପାଇଁ ଆଶ୍ଚର୍ୟ୍ଯ କ୍ରିଯା କର? ମୃତ ଲୋକମାନେ କ'ଣ ଉଠି ଓ ତୁମ୍ଭର ପ୍ରଶଂସା କରିବେ?" |
|
| 11 |
|
| "ମୃତ କବରରେ ଲୋକମାନେ ତୁମ୍ଭର ବିଶ୍ବସ୍ତତା ବିଷଯରେ କଥା ହାଇପୋରିବେ ନାହିଁ। ମୃତ ଲୋକମାନେ ତୁମ୍ଭର ସ୍ନହପେୂର୍ଣ୍ଣ କରୁଣା ବିଷଯରେ ପ୍ରଚାର କରିପାରିବେ ନାହିଁ।" |
|
| 12 |
|
| "ଅନ୍ଧାରରେ ଥିବା ମୃତ ଲୋକମାନେ ତୁମ୍ଭର ଆଶ୍ଚର୍ୟ୍ଯ କ୍ରିଯା ଦେଖି ପାରିବେ ନାହିଁ। ପୃଥିବୀରେ ମୃତ ଲୋକମାନେ ଭୁଲିୟାଇ ତୁମ୍ଭ ସୁଗୁଣ ପ୍ରଶଂସା କରିପାରିବେ ନାହିଁ।" |
|
| 13 |
|
| "ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ ଗୁହାରି କରୁଅଛି। ମାେତେ ସାହାରା ଦିଅ। ପ୍ରେତ୍ୟକକ ପ୍ରଭାତରେ ମୁଁ ତୁମ୍ଭ ନିକଟରେ ପ୍ରାର୍ଥନା କରିଅଛି।" |
|
| 14 |
|
| "ହେ ସଦାପ୍ରଭୁ, ତୁମ୍ଭେ କାହିଁକି ମାେତେ ପରିତ୍ଯାଗ କରୁଛ? ତୁମ୍ଭେ କାହିଁକି ମାେ କଥା ଶୁଣୁ ନାହଁ?" |
|
| 15 |
|
| "ମୁଁ ବାଲ୍ଯକାଳରୁ ଦୁଃଖ ଭୋଗ କରି ମୃତ୍ଯୁର ଶଷେ ଆଡ଼କୁ ଆସିଅଛି। ମୁଁ ଭୀଷଣ ଦୁଃଖ ପାଉଅଛି, ୟାହା ତୁମ୍ଭେ କରିଅଛ।" |
|
| 16 |
|
| "ତୁମ୍ଭର କୋପ ମାେ ଉପରେ ବର୍ତ୍ତିଅଛି, ତୁମ୍ଭ ବିଷଯକ ଭୟ ମାେତେ ଉଚ୍ଛିନ୍ନ କରିଅଛି।" |
|
| 17 |
|
| "ଏକ ବନ୍ଯାପରି ତୁମ୍ଭର ଆକ୍ରମଣ ମାେତେ ଦିନସାରା ଘରେି ରହିଥିଲା। ସମାନେେ ସବୁଆଡ଼ୁ ମାେତେ ବନ୍ଦ କଲେ।" |
|
| 18 |
|
| "ତୁମ୍ଭେ ମାରେ ପ୍ରିଯ ଲୋକମାନଙ୍କୁ ମାଠାରୁେ ଦୂରଇେ ରଖିଅଛ। ମାେ ପରିଚିତ ଲୋକମାନେ ଅନ୍ଧକାରରେ ରହିଅଛନ୍ତି।" |
|
|
|
|