[ପବିତ୍ର ବାଇବେଲ] Odia Bible 1840
|
| 1 |
| "ସଦାପ୍ରଭୁ ରାଜା ଅଟନ୍ତି। ସେ ମହିମା ଓ ଶକ୍ତି ରୂପକ ବସ୍ତ୍ର ପରିଧାନ କରନ୍ତି। ସେ ନିଜ କଟିରେ ସମଗ୍ର ବିଶା୍ବସକୁ ଧରିଛନ୍ତି। ଏହା ୟପରେି ଟଳମଳ ହାଇେ ନ ୟାଏ।" |
| 2 |
| "ହେ ପରମେଶ୍ବର, ତୁମ୍ଭର ସିଂହାସନ ଅନନ୍ତକାଳରୁ ରହିଥିଲା, ତୁମ୍ଭେ ସର୍ବଦା ଜୀବିତ ଏବଂ ସର୍ବଦା ଶାସନ କରିବ।" |
| 3 |
| "ସଦାପ୍ରଭୁ, ସମୁଦ୍ରସବୁ ଘଡ଼ଘଡ଼ି ଭଳି ଧ୍ବନି ବାହାର କଲେ। ସମୁଦ୍ରସବୁ ସମାନଙ୍କେର ଢ଼େଉ ଭାଙ୍ଗି ଗର୍ଜ୍ଜନ କଲେ।" |
| 4 |
| "ଜଳରାଶିର ଧ୍ବନି ଓ ସମୁଦ୍ରର ପ୍ରବଳ ତରଙ୍ଗ ଅପେକ୍ଷା ଉର୍ଦ୍ଧ୍ବସ୍ଥ ସଦାପ୍ରଭୁ ବଳବାନ।" |
| 5 |
| "ହେ ସଦାପ୍ରଭୁ, ତୁମ୍ଭର ବ୍ଯବସ୍ଥା ସର୍ବଦା ରହିବ। ତୁମ୍ଭର ପବିତ୍ର ମନ୍ଦିର ଚିରସ୍ଥାଯୀ ରହିବ।" |
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odia/psalms/093.mp3
150
93