|
| 1 |
|
| "ଜ୍ଞାନୀ ପୁତ୍ର ପିତାଙ୍କର ଉପଦେଶ ଯତ୍ନ ସହକା ରେ ଶୁଣେ। କିନ୍ତୁ ଗର୍ବୀ ମୂର୍ଖ ଲୋକ କାହାରି ଉପଦେଶ ଶୁଣେ ନାହିଁ।" |
|
| 2 |
|
| "ଉତ୍ତମ ଲୋକମାନେ ସମାନଙ୍କେର ଶବ୍ଦଗୁଡ଼ିକର ଉତ୍ତମ ଫଳ ଭୋଗ କରନ୍ତି। ମାତ୍ର ବିଶ୍ବାସଘାତକ ଲୋକମାନେ ହିଂସାରୁ ଭୋଗ କରୋ" |
|
| 3 |
|
| "ଯେଉଁ ଲୋକ ଆପଣା ମୁଖର କଥାକୁ ଜଗେ ସେ ତା'ର ଜୀବନ ରକ୍ଷା କରେ। ଯେ ଚିନ୍ତା ନ କରି କ ହେ ସେ ବିନାଶ ପ୍ରାପ୍ତ ହୁଏ।" |
|
| 4 |
|
| "ଅଳସୁଆ ଯାହା ଇଚ୍ଛା କରେ, ତାହା ପାଏ ନାହିଁ। ମାତ୍ର କର୍ମଶୀଳ ଲୋକ ବା ପରିଶ୍ରମୀ ଲୋକ ତା'ର ଇଚ୍ଛାନୁସା ରେ ଫଳ ଭୋଗ କରେ।" |
|
| 5 |
|
| "ଧାର୍ମିକ ଲୋକ ମିଥ୍ଯାକୁ ଘୃଣା କରେ। ମାତ୍ର ଦୁଷ୍ଟ ଲୋକ ଲଜ୍ଜା ଭୋଗ କରେ।" |
|
| 6 |
|
| "ଧାର୍ମିକତା ସରଳ ପଥଗାମୀକୁ ରକ୍ଷା କରେ। ମାତ୍ର ଦୁଷ୍ଟତା ପାପୀକୁ ପରାସ୍ତ କରେ।" |
|
| 7 |
|
| "କହେି କହେି ଆପଣାକୁ ଧନୀ ବୋଲି ପରିଚଯ ଦିଅନ୍ତି। କିନ୍ତୁ ତା'ର କିଛି ନ ଥାଏ। ମାତ୍ର କେତକଙ୍କେର ଧନ ଥାଇ ମଧ୍ଯ ସମାନେେ ଦରିତ୍ର ପରି ଆଚରଣ କରନ୍ତି।" |
|
| 8 |
|
| "ମନୁଷ୍ଯର ଧନ ତାହାର ପ୍ରାଣର ପ୍ରାଯଶ୍ଚିତ ସ୍ବରୂପ। ମାତ୍ର ଦରିଦ୍ ରେଲାକ ଧମକ ଶୁଣେ ନାହିଁ।" |
|
| 9 |
|
| "ଧାର୍ମିକ ଲୋକେ ଆଲୋକବର୍ତ୍ତିକା ପରି, ଯାହାକି ଉଜ୍ଜ୍ବଳ ପରି ଆଲୋକ ଦିଏ।" |
|
| 10 |
|
| "ଅହଙ୍କାରରୁ କବଳେ କଳି ଉତ୍ପନ୍ନ ହୁଏ। ମାତ୍ର ସୁପରାମର୍ଶ ଗ୍ରାହକଠା ରେ ଜ୍ଞାନ ଅଛି।" |
|
| 11 |
|
| "ଅସତ୍ଯ ଉପାଯ ରେ ଅର୍ଜିଥିବା ଧନ ଧ୍ବଂସ ପାଇବ। ମାତ୍ର ସତ୍ଯ ଅର୍ଜିତ ଧନ ବୃଦ୍ଧି ପାଇବ।" |
|
| 12 |
|
| "ଆଶା ସିଦ୍ଧିର ବିଳମ୍ବ ମନର ପୀଡ଼ାଜନକ। ମାତ୍ର ବାଞ୍ଛାର ସିଦ୍ଧିଜୀବନ ବୃକ୍ଷ ସ୍ବରୂପ।" |
|
| 13 |
|
| "ଯେଉଁ ଲୋକ ପରମେଶ୍ବରଙ୍କ ବାକ୍ଯକୁ ତୁଚ୍ଛ ମନେ କରେ, ସେ ନିଜର ବିନାଶ କରେ। ମାତ୍ର ଯେ ଆଜ୍ଞାକୁ ଭୟ କରେ, ସେ ପୁରସ୍କାର ପ୍ରାପ୍ତ ହବେ।" |
|
| 14 |
|
| "ଜ୍ଞାନୀ ଲୋକର ଶିକ୍ଷା ଜୀବନ ରେ ଝର ସ୍ବରୂପ ଅଟେ, ସେ ମୃତ୍ଯୁ ଫାନ୍ଦରୁ ଅନ୍ୟକୁ ରକ୍ଷା କରେ।" |
|
| 15 |
|
| "ଜଣେ ମନୁଷ୍ଯ ୟିଏ ଭଲ ଉପଦେଶ ଦିଏ, ଅନୁଗ୍ରହ ଲାଭ କରେ କିନ୍ତୁ ପ୍ରତାରକଗଣ ସମାନଙ୍କେୁ ବିପର୍ୟ୍ଯଯକୁ ଆଗଇେ ନିଅନ୍ତି।" |
|
| 16 |
|
| "ପ୍ରେତ୍ୟକକ ଚତୁର ଲୋକ ବୁଦ୍ଧି ରେ କର୍ମ କରେ। ମାତ୍ର ମୂର୍ଖ ଅଜ୍ଞାନତା ବିସ୍ତାର କରେ।" |
|
| 17 |
|
| "ଦୁଷ୍ଟ ବାର୍ତ୍ତାବାହକ ଆପଦ ରେ ପଡ଼େ, ମାତ୍ର ବିଶ୍ବସ୍ତ ଦୃଢ଼ ସ୍ବାସ୍ଥ୍ଯଜନକ।" |
|
| 18 |
|
| "ଯେଉଁ ଜନ ଶାସନ ଅଗ୍ରାହ୍ଯ କରେ, ସେ ଦରିଦ୍ରତା ଓ ଲଜ୍ଜ୍ଯା ପାଏ। ମାତ୍ର ଯେ ଅନୁୟୋଗ ଗ୍ରହଣ କରେ, ସେ ମର୍ୟ୍ଯାଦା ପାଏ।" |
|
| 19 |
|
| "ବାଞ୍ଛା ସିଦ୍ଧି ପ୍ରାଣକୁ ଆନନ୍ଦ ଦିଏ। ଏବଂ ମନ୍ଦ ତ୍ଯାଗ କରିବା ମୂର୍ଖ ଲୋକ ପାଇଁ ଘୃଣାର ବିଷଯ।" |
|
| 20 |
|
| "ଜ୍ଞାନୀର ସଙ୍ଗୀ ହୁଅ, ତହିଁରେ ତୁମ୍ଭେ ଜ୍ଞାନୀ ହବେ। ମାତ୍ର ମୂର୍ଖମାନଙ୍କର ସଙ୍ଗୀ କଷ୍ଟଦାୟକ।" |
|
| 21 |
|
| "ପାପୀମାନଙ୍କ ପଛ ରେ ମନ୍ଦ ଅନୁସରଣ କରେ। ମାତ୍ର ଧାର୍ମିକମାନଙ୍କୁ ମଙ୍ଗଳରୂପ ପୁରସ୍କାର ଦତ୍ତ ହବେ।" |
|
| 22 |
|
| "ଉତ୍ତମ ଲୋକ ଆପଣା ଆପଣା ପୌତ୍ରମାନଙ୍କ ପାଇଁ ଅଧିକାର ଛାଡ଼ିୟାଏ। ମାତ୍ର ପାପୀର ଧନ ଧାର୍ମିକମାନଙ୍କ ପାଇଁ ସଞ୍ଚିତ ହୁଏ।" |
|
| 23 |
|
| "ଯଭେଳି ଗରୀବ ଲୋକ ତା'ର ଜମି ଚାଷ କରେ, ସେ ପ୍ରଚୁର ଶସ୍ଯ ପାଇପା ରେ କିନ୍ତୁ ଅନ୍ଯାଯ କାରଣରୁ ଏହା ବିନାଶ ହୁଏ।" |
|
| 24 |
|
| "ଯେ ବାଡ଼ି ବ୍ଯବହାର କରିବାକୁ ତ୍ରୁଟି କରେ, ସେ ଆପଣା ପୁତ୍ରକୁ ଘୃଣା କରେ। ଯେ ତାହାକୁ ପ୍ ରମେ କରେ, ସେ ଯଥା ସମୟରେ ଶାସ୍ତି ପାଏ।" |
|
| 25 |
|
| "ଧାର୍ମିକ ଆପଣା ପ୍ରାଣର ତୃପ୍ତି ପର୍ୟ୍ଯନ୍ତ ଖାଏ। ମାତ୍ର ପାପୀର ଉଦର ଅତୃପ୍ତ ଥାଏ।" |
|
|
|
|