|
| 1 |
|
| "ଗରିବ ହେଲେ ମଧ୍ଯ ସେ ସାଧୁତା, ସେ ମୂର୍ଖ, ମିଛୁଆ, ଠକଠାରୁ ନିଶ୍ଚିତ ଭଲ।" |
|
| 2 |
|
| "ଜ୍ଞାନହୀନ ଜୀଜ୍ଞାଷୁ ହବୋର ଭଲ ନୁହେଁ। ଯେଉଁମାନେ ହଠାତ୍ ପ୍ରବେଶ କରନ୍ତି ଭୁଲ କରିବସନ୍ତି।" |
|
| 3 |
|
| "ମନୁଷ୍ଯର ଅଜ୍ଞାନତା ନିଜର ଜୀବନକୁ ଧ୍ବଂସ କରେ। କିନ୍ତୁ ତା'ପ ରେ ସେ ସଦାପ୍ରଭୁଙ୍କୁ ବଦନାମ କରେ।" |
|
| 4 |
|
| "ଧନ ବହୁମିତ୍ର ଲାଭ କରେ, ମାତ୍ର ଦରିଦ୍ରତା ବନ୍ଧୁ ନାଶ କରେ।" |
|
| 5 |
|
| "ଯେଉଁ ଲୋକ ଅନ୍ୟ ବିରୁଦ୍ଧ ରେ ମିଥ୍ଯା ରଚନା କରେ, ସେ ଦଣ୍ଡ ପାଇବ। ଯେ ମିଛ କ ହେ ସେ ଶାସ୍ତିରୁ ରକ୍ଷା ପାଇବ ନାହିଁ।" |
|
| 6 |
|
| "ଅନକେ ଲୋକ ବଦାନ୍ଯ ଲୋକର ଅନୁଗ୍ରହ ପ୍ରାର୍ଥନା କରନ୍ତି। ପୁଣି ପ୍ରେତ୍ୟକକ ଲୋକ ସହେି ଲୋକର ବନ୍ଧୁ ହୁଅନ୍ତି ୟିଏ ଉପହାର ଦିଏ।" |
|
| 7 |
|
| "ଦରିଦ୍ର ଲୋକଙ୍କୁ ତା'ର ପରିବାର ମଧ୍ଯ ଭଲ ପାଏ ନାହିଁ। ତା'ର ମିତ୍ରମାନେ ତାଠାରୁ ଅଧିକ ଦୂରତା ରକ୍ଷା କରନ୍ତି। ସେ ସମାନଙ୍କେର ସାହାୟ୍ଯ ପାଇଁ ଭିକ୍ଷା କରେ, କିନ୍ତୁ ସମାନେେ ତା'ର ନିକଟକୁ ୟାଆନ୍ତି ନାହିଁ।" |
|
| 8 |
|
| "ଯଦି ଜଣେ ଲୋକ ତା ନିଜକୁ ଅଧିକ ଭଲ ପାଏ, ସେ କଠିନ ପରିଶ୍ରମ କରି ଜ୍ଞାନୀ ହବେ। ଯେ ବିବଚେନା ପାଇଁ କଠିନ ପରିଶ୍ରମ କରେ, ସେ ପୁରସ୍କାର ପାଇବ।" |
|
| 9 |
|
| "ମିଥ୍ଯା ସାକ୍ଷୀ ଦଣ୍ଡିତ ହବେ। ମିଥ୍ଯାବାଦୀ ଧ୍ବଂସ ପାଇବ।" |
|
| 10 |
|
| "ମୂର୍ଖ ଲୋକ କବେେ ହେଲେ ଧନୀ ହାଇପୋରିବ ନାହିଁ। ଯେପରି ଅଧିପତି ଉପ ରେ ଦାସର କତ୍ତୃର୍ତ୍ବ।" |
|
| 11 |
|
| "ମନୁଷ୍ଯର ସୁବୁଦ୍ଧି ତାହାକୁ କୋର୍ଧକୁ କ୍ଷାନ୍ତ କରେ। ଏବଂ ଏହା ହେଉଛି ଆଶ୍ଚର୍ୟ୍ଯ ସେ ଦୋଷୀମାନଙ୍କୁ କ୍ଷମା କରି ଦିଏ।" |
|
| 12 |
|
| "ରାଜାର କୋର୍ଧ ସିଂହର ଗର୍ଜ୍ଜନ ସଦୃଶ। କିନ୍ତୁ ତା'ର ଅନୁଗ୍ରହ ତୃଣ ଉପ ରେ ଥିବା କାକର ତୁଲ୍ଯ।" |
|
| 13 |
|
| "ମୂର୍ଖ ପୁତ୍ର ତା'ର ପିତାର ଦୁଃଖର କାରଣ ହବେ। ଏବଂ କଳିହୁଡ଼ି ସ୍ତ୍ରୀ ଅବିରତ ବିନ୍ଦୁପାତ ପରି।" |
|
| 14 |
|
| "ଗୃହ ଓ ଧନ ପିତୃ ଲୋକଙ୍କଠାରୁ ପ୍ରାପ୍ତ ଅଧିକାର। ମାତ୍ର ବୁଦ୍ଧିମତା ସ୍ତ୍ରୀ ସଦାପ୍ରଭୁଙ୍କଠାରୁ ପ୍ରାପ୍ତ ହୁଏ।" |
|
| 15 |
|
| "ଆଳସ୍ଯ ନିଦ୍ରା ଆଣେ। ଅଳସ ପ୍ରାଣୀ କ୍ଷୁଧାଭୋଗ କରେ।" |
|
| 16 |
|
| "ଆଜ୍ଞା ପାଳନକାରୀ ଆପଣା ପ୍ରାଣ ରକ୍ଷା କରେ। ମାତ୍ର ଆପଣା ପଥ ବିଷଯ ରେ ଯେ ଅସାବଧାନ ହୁଏ, ସେ ମରିବ।" |
|
| 17 |
|
| "ଯେ ଦରିଦ୍ରକୁ ଦୟା କରେ, ସେ ସଦାପ୍ରଭୁଙ୍କୁ ଋଣ ଦିଏ। ସେ ତାହାର ଉତ୍ତମ କର୍ମର ପରିଶାଧେ କରିବେ।" |
|
| 18 |
|
| "ଅପାଣା ପୁତ୍ରକୁ ଶାସନ କର, କାରଣ ଭରସା ଅଛି। ଯଦି ତୁମ୍ଭେ ଏହା କରିବ ନାହିଁ, ତୁମ୍ଭେ ତା'ର ବିନାଶର କାରଣ ହବେ।" |
|
| 19 |
|
| "ଅତି ରାଗୀ ଲୋକ ଶାସ୍ତି ଭୋଗ କରିବ। ଯେ ହତେୁ ତୁମ୍ଭେ ତାକୁ ଥରେ ଉଦ୍ଧାର କଲେ ତାହା ତୁମ୍ଭକୁ ପୁନର୍ବାର କରିବାକୁ ହବେ।" |
|
| 20 |
|
| "ଶଷୋବସ୍ଥା ରେ ତୁମ୍ଭେ ଯେପରି ଜ୍ଞାନବାନ ହୁଅ, ଏଥିପାଇଁ ମନ୍ତ୍ରଣା ଶୁଣ ଓ ଉପଦେଶ ଗ୍ରହଣ କର।" |
|
| 21 |
|
| "ମନୁଷ୍ଯର ମନ ରେ ନାନାପ୍ରକାର ଯୋଜନା ଥାଏ। ମାତ୍ର ସଦାପ୍ରଭୁଙ୍କର ଇଚ୍ଛା ପ୍ରକାଶ ହବେ।" |
|
| 22 |
|
| "ଜଣେ ଲୋକ ତାଙ୍କର ବିଶ୍ବାସ ଜରିଆ ରେ ଗୋଟିଏ ଭଲ ପ୍ରସିଦ୍ଧ ପାଇବାକୁ ଦରକାର କରେ। ଏବଂ ମିଥ୍ଯାବାଦୀ ଅପେକ୍ଷା ଦରିଦ୍ର ଲୋକ ଶ୍ ରେଷ୍ଠ। ୟିଏ ଯାହାକୁ ବିଶ୍ବାସ କରାୟାଇପା ରେ ନାହିଁ।" |
|
| 23 |
|
| "ସଦାପ୍ରଭୁ ବିଷଯକ ଭୟ ଜୀବନଦାୟକ, ତାହା ଯେଉଁ ଲୋକଠା ରେ ଥାଏ, ସେ ଶାନ୍ତି ରେ ବାସ କରିପାରିବ। ବିପଦ ତା'ର ନିକଟରେ ୟାଇ ପାରିବ ନାହିଁ।" |
|
| 24 |
|
| "ଅଳସୁଆ ଆପଣା ଥାଳି ରେ ହାତ ବୁଡ଼ାଇଲେ ଆଉଥରେ ତା'ର ମୁହଁକୁ ନବୋକୁ ଇଚ୍ଛା କରେ ନାହିଁ।" |
|
| 25 |
|
| "ନିନ୍ଦକକୁ ପ୍ରହାର କଲେ, ନିର୍ବୋଧ ଲୋକ ସତର୍କତା ଶିକ୍ଷା କରିବ। ଯଦି ତୁମ୍ଭେ ବୁଦ୍ଧିମାନ୍ ବ୍ଯକ୍ତିକୁ ଭର୍ତ୍ସନା କରିବ, ସେ ଅଧିକ ଶିକ୍ଷା ଲାଭ କରିବ।" |
|
| 26 |
|
| "ଯେଉଁ ପୁତ୍ର ଆପଣା ପିତାର ଧନ ଚେୀରୀ କରେ ଏବଂ ଆପଣା ମାତାକୁ ତଡ଼ିଦିଏ ଗୋଟିଏ ଲଜ୍ଜ୍ଯାକର ଓ ଅପମାନ ଜନକ ପୁତ୍ର ଅଟେ।" |
|
| 27 |
|
| "ହେ ଆମ୍ଭର ପୁତ୍ର, ଯେଉଁ ଉପଦେଶ ଜ୍ଞାନର କଥାରୁ ତୁମ୍ଭକୁ ବିଚ୍ଯୁତ କରେ, ତାହା ଶୁଣିବାରୁ ନିବୃତ୍ତ ହୁଅ।" |
|
| 28 |
|
| "ପାଷାଣ୍ଡ ସାକ୍ଷୀ ନ୍ଯାଯ ବିଚାରକୁ ନିନ୍ଦା କରେ ଏବଂ ଦୁଷ୍ଟ ଲୋକର ମୁଖମଣ୍ଡଳ ଅନିଷ୍ଟ ରେ ପରିପୂର୍ଣ୍ଣ।" |
|
| 29 |
|
| "ନିନ୍ଦୁକମାନଙ୍କ ପାଇଁ ଦଣ୍ଡାଜ୍ଞା ଓ ମୂର୍ଖମାନଙ୍କ ପିଠି ପାଇଁ ପ୍ରହାର ପ୍ରସ୍ତୁତ କରେ।" |
|
|
|
|