|
| 1 |
|
| "ଏଗୁଡ଼ିକ ହେଉଛି ଶଲୋମନଙ୍କ ରଚିତ ହିତାପଦେେଶ। ଏହି ହିତାପଦେେଶ ଗୁଡ଼ିକ ୟିହୂଦାର ରାଜା ହିଷ୍କୀଯର ଲୋକମାନେ ଲେଖି ଥିଲେ।" |
|
| 2 |
|
| "ବିଷଯ ଗୋପନ କରିବା ପରମେଶ୍ବରଙ୍କ ଗୌରବ। ଏହି ବିଷଯ ଅନୁସନ୍ଧାନ କରିବା ରାଜାଙ୍କର ଗୌରବ।" |
|
| 3 |
|
| "ଆକାଶର ଉଚ୍ଚତା ପୃଥିବୀର ଗଭୀରତା ପରି ରାଜାଙ୍କର ମନ ରେ କ'ଣ ଅଛି, ଆମ୍ଭେ ତାହା ବୁଝିପାରିବା ନାହିଁ।" |
|
| 4 |
|
| "ରୂପାର ଖାଦ କାଢ଼ି ପକାଅ, ତବେେ ସୁନାରି ଏକ ପାତ୍ର ତିଆରି କରିପାରିବ।" |
|
| 5 |
|
| "ରାଜାର ଉପସ୍ଥିତିରୁ ଦୁଷ୍ଟ ଉପଦେଷ୍ଟାମାନଙ୍କୁ ହଟାଇ ଦିଅ, ତା ହେଲେ ତାଙ୍କର ସିଂହାସନ ଧାର୍ମିକତା ରେ ସ୍ଥାପିତ ହବେ।" |
|
| 6 |
|
| "ରାଜାର ଛାମୁ ରେ ଆପଣାର ବଡ଼ିମା କର ନାହିଁ। ପ୍ରଧାନ ଲୋକଙ୍କ ସମୂହ ରେ ନିଜର ସ୍ଥାନ ପାଇଁ ଦାବି କର ନାହିଁ।" |
|
| 7 |
|
| "ଯେଉଁ କୁଳୀନକୁ ତୁମ୍ଭର ଚକ୍ଷୁ ଦେଖିଅଛି। ତାହା ଛାମୁ ରେ ତୁମ୍ଭର ନୀଚୀକୃତ ହବୋ ଅପେକ୍ଷା ବରଂ ଏଠାକୁ ଆସ ବୋଲି କହିବା ଭଲ।" |
|
| 8 |
|
| "ବିବାଦ କରିବାକୁ ହଠାତ୍ ବାହାରକୁ ୟାଅ ନାହିଁ। ଯଦି କହେି ତୁମ୍ଭକୁ ଭୁଲ୍ ବୋଲି ପ୍ରମାଣିତ କରେ, ତବେେ ତୁମ୍ଭେ ଲଜ୍ଜିତ ହବେ।" |
|
| 9 |
|
| "ଯଦି ପ୍ରତିବେଶୀ ସହିତ ବିବାଦ ଅଛି, ତୁମ୍ଭେ ତୁମ୍ଭର ମକଦ୍ଦମା ପାଇଁ ତର୍କ କର, କିନ୍ତୁ ଅନ୍ୟର ଗୋପନୀଯତାକୁ ପ୍ରକଟ କର ନାହିଁ।" |
|
| 10 |
|
| "ଯଦି ତୁମ୍ଭେ କୌଣସି ଲୋକର ଗୋପନୀଯତାକୁ ପ୍ରକାଶ କର, ତବେେ ତୁମ୍ଭେ ଦୁର୍ନାମ ଅର୍ଜ୍ଜନ କରିବ। ତୁମ୍ଭର ଏହି ଦୁର୍ନାମ କବେେ ଦୂର ହବେ ନାହିଁ।" |
|
| 11 |
|
| "ଯଥା ସମୟରେ ଉଚିତ୍ କଥା କହିବା ଠିକ୍। ଏକ ସୁବର୍ଣ୍ଣର ସହେି ରୂପାର ରଚାଇ ରଖିବା ପରି।" |
|
| 12 |
|
| "ଯଦି ଜଣେ ଜ୍ଞାନୀ ଲୋକର ଗାଳି ପରି ଧ୍ଯାନ ଦିଅ, ଏହା ଖାଣ୍ଟି ସୁବର୍ଣ୍ଣର ମୁଦିଠାରୁ କିମ୍ବା ସବୁଠୁ ଖାଣ୍ଟି ସୁବର୍ଣ୍ଣର ଅନ୍ଯାନ୍ଯ ଅଳଙ୍କାରଠାରୁ ମୂଲ୍ଯବାନ ଅଟେ।" |
|
| 13 |
|
| "ଫସଲ ସମୟରେ ହିମର ଶୀଥିଳତା ଯେପରି, ପ୍ ରରକଗେଣ ପ୍ରତି ବିଶ୍ବସ୍ତ ଦୂତ ସପରେି। କାରଣ ସେ ଆପଣା କର୍ତ୍ତାମାନଙ୍କ ପ୍ରାଣ ରେ ଆଶ୍ବାସ ଦିଏ।" |
|
| 14 |
|
| "ବୃଷ୍ଟିହୀନ ମେଘ ଓ ବାଯୁ ଯେପରି ଅଟେ, ଦାନ ଦବୋ ପାଇଁ ପ୍ରତିଜ୍ଞା କରିବା ଏବଂ ନ ଦବୋ ହେଉଛି ଠିକ୍ ସହେିପରି।" |
|
| 15 |
|
| "ର୍ଧୈୟ୍ଯ କଥାବାର୍ତ୍ତା ମାଧ୍ଯମ ରେ ଜଣେ ଶାସକ ଶାନ୍ତି ଦବେ। ଭଦ୍ର କଥାବାର୍ତ୍ତା ଅଧିକ ଭାବରେ ଶକ୍ତିଶାଳୀ।" |
|
| 16 |
|
| "ମଧୁ ନିଶ୍ଚିତ ଉତ୍ତମ। ମାତ୍ର ତୁମ୍ଭର ଆବଶ୍ଯକତାଠାରୁ ଅଧିକ ନିଅ ନାହିଁ। ଯଦି ତୁମ୍ଭେ ଅଧିକ ଖାଇବ, ତବେେ ତୁମ୍ଭେ ଅସୁସ୍ଥ ହବେ।" |
|
| 17 |
|
| "ଠିକ୍ ସହେିପରି, ତୁମ୍ଭର ପ୍ରତିବେଶୀ ଗୃହକୁ ଅଧିକ ୟାଅ ନାହିଁ। ଯଦି ତୁମ୍ଭେ ଏପରି କର ତବେେ ସେ ତୁମ୍ଭକୁ ଘୃଣା କରିବ।" |
|
| 18 |
|
| "ଜଣେ ୟିଏ ତା'ର ପଡ଼ୋଶୀ ବିପକ୍ଷ ରେ ମିଥ୍ଯା ସାକ୍ଷ୍ଯ ଦିଏ, ସେ ଗଦା, ଖଡ୍ଗ ଓ ତୀକ୍ଷ୍ଣ ବାଣ ସ୍ବରୂପ ଭୟଙ୍କର ଅଟେ।" |
|
| 19 |
|
| "ଦୁର୍ଦ୍ଦଶା ସମୟରେ ବିଶ୍ବାସଘାତକ ଲୋକଠା ରେ ପ୍ରତ୍ଯଯେ, ଭଗ୍ନଦନ୍ତ ଓ ଖଞ୍ଜଖସା ଚରଣ ତୁଲ୍ଯ।" |
|
| 20 |
|
| "ଦୁଃଖିପୂର୍ଣ୍ଣ ଲୋକ ନିକଟରେ ଖୁସି ଗୀତ ଗାଇବା ଶୀତକାଳ ରେ ବସ୍ତ୍ର କାଢ଼ିନବୋ ଓ ସୋଢା ଉପ ରେ ଅମ୍ଳରସ ମିଶାଇବା ପରି ଅଟେ।" |
|
| 21 |
|
| "ତୁମ୍ଭର ଶତ୍ରୁ କ୍ଷୁଧିତ ହେଲେ, ତାହାକୁ ଅନ୍ନ ଭୋଜନ କରାଅ। ସେ ଯବେେ ତୃଷିତ ହୁଏ, ତାହାକୁ ଜଳପାନ କରାଅ।" |
|
| 22 |
|
| "ତହିଁରେ ତୁମ୍ଭେ ତାହହାର ମସ୍ତକରେ ଜ୍ବଳନ୍ତ ଅଙ୍ଗାର ରାଶି କରି ଥୋଇବ। ପୁଣି ସଦାପ୍ରଭୁ ତୁମ୍ଭକୁ ପୁରସ୍କାର ଦବେେ।" |
|
| 23 |
|
| "ଯେପରି ଉତ୍ତରୀଯ ବାଯୁ ବୃଷ୍ଟିର ଉତ୍ପାଦକ, ସହେିପରି ଖଚୁଆର ଜିହ୍ବା କୋରଧ ଦୃଷ୍ଟିର ଉତ୍ପାଦକ।" |
|
| 24 |
|
| "କଳିହୁଡ଼ୀ ସ୍ତ୍ରୀ ସଙ୍ଗ ରେ ଏକା ଗୃହ ରେ ବାସ କରିବା ଅପେକ୍ଷା ଛାତର ଏକ କଣ ରେ ବାସ କରିବା ଭଲ।" |
|
| 25 |
|
| "ତୃଷିତ ପ୍ରାଣକୁ ଶୀତଳ ଜଳ ଯେପରି, ଦୂର ଦେଶରୁ ଆସିଥିବା ସୁସମାଚାର ସହେିପରି ଅଟେ।" |
|
| 26 |
|
| "ଗୋଳିଆ ଜଳାଶଯ ଓ ମଳିନ ନିର୍ଝର ଯେପରି ଅଟେ, ଦୁଷ୍ଟ ଆଗ ରେ ବିଚଳିତ ଧାର୍ମିକ ଠିକ୍ ସହେିପରି ଅଟେ।" |
|
| 27 |
|
| "ବହୁତ ମହୁ ଖାଇବା ଯେପରି ଉତ୍ତମ ନୁହେଁ। ସହେିପରି ମନୁଷ୍ଯମାନେ ଆପଣା ଗୌରବ ଅନୁସନ୍ଧାନ କରିବା ଭଲ ନୁହେଁ।" |
|
| 28 |
|
| "ଜଣେ ୟିଏ ନିଜକୁ ଆଯତ୍ତ କରିବାକୁ ଅସମର୍ଥ, ସେ ବିନା ପ୍ରାଚୀରର ନଗର ତୁଲ୍ଯ ଅଟେ।" |
|
|
|
|