|
| 1 |
|
| "କାଲି ଯାହା ଘଟିବ, ସେଥିପ୍ରତି ତୁମ୍ଭେ ଦର୍ପ କର ନାହିଁ। କାରଣ ତୁମ୍ଭେ ଜାଣ ନାହିଁ କାଲି କ'ଣ ଘଟିବାକୁ ଯାଉଛି।" |
|
| 2 |
|
| "ନିଜକୁ ପ୍ରଶଂସା କର ନାହିଁ, ଅନ୍ୟମାନେ ତୁମ୍ଭକୁ ପ୍ରଶଂସା କରନ୍ତୁ।" |
|
| 3 |
|
| "ପଥର ଭାରୀ ଅଟେ ମାତ୍ର ବାଲି ପ୍ରବଳ ଅଟେ। ଅଜ୍ଞାନୀ ଦ୍ବାରା ଯେଉଁ ସମସ୍ଯା ଆ ସେ ତାହା ଅନ୍ୟ ଅପେକ୍ଷା ବହୁତ ଶକ୍ତିଶାଳୀ ଅଟେ।" |
|
| 4 |
|
| "କଠାେର ହୃଦଯ ଓ କୋର୍ଧ ପ୍ରଳଯଙ୍କାରୀ, କହେି ଅନ୍ତଜ୍ଜ୍ବାଳା ଆଗ ରେ ଠିଆ ହାଇେ ପାରିବ ନାହିଁ।" |
|
| 5 |
|
| "ଗୁପ୍ତ ପ୍ ରମଠାରୁେ ପ୍ରକାଶିତ ଅନୁ ଯୋଗ ଭଲ।" |
|
| 6 |
|
| "ଗୋଟିଏ ସାଙ୍ଗଠାରୁ କର୍କଷ ଶବ୍ଦସବୁ ତା'ର ବିଶ୍ବସନୀଯତାଠାରୁ ଅଙ୍କୁରୀତ ହୁଏ। କିନ୍ତୁ ଶତ୍ରୁମାନଙ୍କର ଚୁମ୍ବନକୁ ଭରସା କରାୟାଇ ପାରିବ ନାହିଁ।" |
|
| 7 |
|
| "ତୃପ୍ତ ପ୍ରାଣୀ ମହୁକୁ ଘୃଣା କରେ। ମାତ୍ର କ୍ଷୁଧାର୍ତ୍ତ ମନୁଷ୍ଯକୁ କୌଣସି ତିକ୍ତ ଦ୍ରବ୍ଯସବୁ ମିଷ୍ଟ ଲାଗେ।" |
|
| 8 |
|
| "ଯେଉଁଲୋକ ଆପଣା ସ୍ଥାନ ଛାଡ଼ି ଭ୍ରମଣ କରେ, ସେ ବସାହରା ଭ୍ରମଣକାରୀ ପକ୍ଷୀର ତୁଲ୍ଯ ଅଟେ।" |
|
| 9 |
|
| "ତୈଳ ଓ ସୁଗନ୍ଧିତ ଧୂପ ମନକୁ ଆହ୍ଲାଦିତ କରେ। ମନର ମନ୍ତ୍ରଣାରୁ ଜାତ ମନ୍ତ୍ରର ମିଷ୍ଟତା ତଦ୍ରୁପ କରେ।" |
|
| 10 |
|
| "ନିଜର ବନ୍ଧୁକୁ ଓ ପିତାର ବନ୍ଧୁକୁ ତ୍ଯାଗ କର ନାହିଁ। ତୁମ୍ଭର ବିପଦ ଦିନ ରେ ଆପଣା ଭାଇର ଗୃହକୁ ୟାଅ ନାହିଁ। ଦୂରସ୍ଥ ଭାଇଠାରୁ ନିକଟସ୍ଥ ପଡ଼ୋଶୀ ଭଲ।" |
|
| 11 |
|
| "ହେ ମାରେ ପୁତ୍ର, ଜ୍ଞାନବାନ୍ ହୁଅ, ମାରେମନକୁ ଆହ୍ଲାଦିତ କର, ତହିଁରେ ମୁଁ ଆପଣା ନିନ୍ଦୁକକୁ ଉତ୍ତର ଦଇପୋରିବି।" |
|
| 12 |
|
| "ଚତୁର ଲୋକ ବିପଦ ଦେଖି ଆପଣାକୁ ଲୁଚାଏ। ମାତ୍ର ଅସତର୍କ ଲୋକ ଆଗ ବଢ଼ି ଶାସ୍ତି ପାଏ।" |
|
| 13 |
|
| "ଅପରିଚିତ ଲୋକ ପାଇଁ ଯେ ଲଗା ହୁଏ, ତାହାର ବସ୍ତ୍ର ନିଅ। ପୁଣି ପରସ୍ତ୍ରୀ ପାଇଁ ଯେ ଜାମିନ ହୁଏ, ତାହାକୁ ବନ୍ଧକ ରଖ।" |
|
| 14 |
|
| "ଜଣେ ୟିଏ ଅତି ପ୍ରଭାତରୁ ଆପଣାର ପଡ଼ୋଶୀକୁ ଆଶୀର୍ବାଦ କରେ, ତାର ପଡ଼ୋଶୀ ଏହାକୁ ଆଶୀର୍ବାଦ ବଦଳ ରେ ଅଭିଶାପ ଭାବେ ଗ୍ରହଣ କରେ।" |
|
| 15 |
|
| "ଭାରୀ ବୃଷ୍ଟି ଦିନ ରେ ଅବିରତ ବିନ୍ଦୁପାତ ଓ କଳିହୁଡ଼ୀ ସ୍ତ୍ରୀ ଏହି ଦୁଇଜଣ ଏକ ପ୍ରକାର ଅଟନ୍ତି।" |
|
| 16 |
|
| "ତାକୁ କଳି କରିବାରୁ କ୍ଷାନ୍ତ କରିବା ଅର୍ଥ ବାଯୁକୁ ବନ୍ଦ କରିବା ପାଇଁ ଚେଷ୍ଟା କରିବା ପରି ଅଟେ କିମ୍ବା କାହାରି ହାତ ରେ ତୈଳ ଧାରଣ କରିବା ପାଇଁ ଚେଷ୍ଟା କରିବା ପରି ଅଟେ।" |
|
| 17 |
|
| "ଯେପରି ଲୁହା ଲୁହାକୁ ଧାର କରେ, ସପରେି ବନ୍ଧୁ ତା'ର ବନ୍ଧୁତ୍ବର ମନକୁ ତୀକ୍ଷ୍ମ କରେ।" |
|
| 18 |
|
| "ୟିଏକି ଡ଼ିମ୍ବିରି ବୃକ୍ଷ ରକ୍ଷା କରେ, ସେ ତହିଁର ଫଳ ଖାଏ। ପୁଣି ଯେ ଆପଣା ପ୍ରଭୁ ପ୍ରତି ଅନୁୟୋଗୀ ଥାଏ, ସେ ସମ୍ମାନ ପାଏ।" |
|
| 19 |
|
| "ପାଣି ଭିତରକୁ ଦେଖ ଏବଂ ତୁମ୍ଭେ ତୁମ୍ଭର ନିଜର ମୁହଁ ଦେଖିବ। ତୁମ୍ଭର ହୃଦଯକୁ ଦେଖ ଏବଂ ତୁମ୍ଭେ ପ୍ରକୃତ ନିଜକୁ ଦେଖିବ।" |
|
| 20 |
|
| "ଯେପରି କବର ଓ ବିନାଶସ୍ଥାନ କବେେ ହେଁ ତୃପ୍ତ ନୁହେଁ, ସହେିପରି ମଧ୍ଯ ମନୁଷ୍ଯର ଚକ୍ଷୁ କେତବେେଳେ ତୃପ୍ତ ନୁହେଁ।" |
|
| 21 |
|
| "କୌଯି ରେ ରୂପା, ଉହ୍ନଇେ ରେ ସୁନା, ପ୍ରଶଂସା ରେ ମନୁଷ୍ଯ ପରୀକ୍ଷିତ ହୁଏ।" |
|
| 22 |
|
| "ତୁମ୍ଭେ ଗହମ ସହିତ ଅଜ୍ଞାନକୁ ଢ଼ିଙ୍କି ରେ କୁଟିଲେ ହେଁ ତା'ର ଅଜ୍ଞାନତା ଛାଡ଼ିବ ନାହିଁ।" |
|
| 23 |
|
| "ତୁମ୍ଭେ ଆପଣା ମଷେପଲର ଅବସ୍ଥା ଜାଣିବା ପାଇଁ ଯତ୍ନବାନ୍ ହୁଅ। ପୁଣି ଆପଣା ପଶୁପଲ ବିଷଯ ରେ ଉତ୍ତମରୂପେ ମନୋୟୋଗ କର।" |
|
| 24 |
|
| "ସମ୍ପତ୍ତି ସର୍ବଦା ସ୍ଥାଯୀ ନୁହେଁ। ମୁକୁଟ ମଧ୍ଯ ପୁରୁଷାନୁକ୍ରମେ ରହେ ନାହିଁ।" |
|
| 25 |
|
| "ଘାସ କଟା ହେଲେ କଅଁଳ ଘାସ ଜନ୍ମେ। ଆଉ ପର୍ବତମାନରୁ ତୃଣ ସଂଗୃହିତ ହୁଏ।" |
|
| 26 |
|
| "ମଷେ ଛୁଆମାନେ ତୁମ୍ଭର ବସ୍ତ୍ର ଦବେେ। ମାତ୍ର ଛଳେି ତୁମ୍ଭ କ୍ଷେତ୍ରର ମୂଲ୍ଯ ସ୍ବରୂପ ଅଟେ।" |
|
| 27 |
|
| "ଛଳେି ଦୁଧ ତୁମ୍ଭ ପାଇଁ ଓ ତୁମ୍ଭ ପରିବାର ପାଇଁ ୟଥେଷ୍ଟ ହବେ ଏବଂ ତୁମ୍ଭ ଦାସୀମାନଙ୍କ ଭକ୍ଷ୍ଯ ଉପଜୀବିକା ହବେ।" |
|
|
|
|