|
| 1 |
|
| "ହେ ମାରେ ପୁତ୍ର, ମାେ' ଜ୍ଞାନ ରେ ମନ ଦିଅ। ମାରେ ବୁଦ୍ଧି ପାଇଁ କାନ ଡ଼ରେ।" |
|
| 2 |
|
| "ତବେେ ତୁମ୍ଭେ ଚତୁର ହବେ ଓ ତୁମ୍ଭ ଓଷ୍ଠାଧର ଜ୍ଞାନ କଥା କହିବ।" |
|
| 3 |
|
| "ପର ସ୍ତ୍ରୀ ସୁନ୍ଦର ହାଇପୋ ରେ, ତା'ର ମୁଖରୁ ମଧୁର ବାକ୍ଯ ଶୁଣାୟାଏ।" |
|
| 4 |
|
| "କିନ୍ତୁ ଶଷେ ରେ ସେ ତିକ୍ତତା ଓ ୟନ୍ତ୍ରଣା ଆଣିବ। ୟନ୍ତ୍ରଣା ଯାହା ବିଷତୁଲ୍ଯ ଓ ତୀକ୍ଷ୍ମ ଖଣ୍ଡାତୁଲ୍ଯ ଆଘାତ କରେ।" |
|
| 5 |
|
| "ସେ ହେଉଛି ମୃତ୍ଯୁର ପଥ, ସେ ତୁମ୍ଭକୁ ସିଧା କବର ପାଖକୁ ନଇୟିବେ।" |
|
| 6 |
|
| "ତା'ର ପଥ ଅନୁସରଣ କର ନାହିଁ। କାରଣ ସେ ଜାଣେ ନାହିଁ ଯେ ସେ ନିଜେ ପଥ ହରାଉଛି। ସାବଧାନ! ତୁମ୍ଭେ ଜୀବନର ପଥକୁ ଅନୁସରଣ କର।" |
|
| 7 |
|
| "ବର୍ତ୍ତମାନ ପୁତ୍ରମାନେ, ମାରେ ବାକ୍ଯ ଶ୍ରବଣ କର। ମାରେ ବାକ୍ଯ ପାଶୋର ନାହିଁ।" |
|
| 8 |
|
| "ସହେି ସ୍ତ୍ରୀଠାରୁ ତୁମ୍ଭେ ଦୂ ରଇେ ରୁହ। ଏପରିକି ତା'ର ଗୃହର ଦ୍ବାର ନିକଟକୁ ମଧ୍ଯ ୟାଅ ନାହିଁ।" |
|
| 9 |
|
| "ଯଦି ତୁମ୍ଭେ ତାହା କର, ତବେେ ତୁମ୍ଭେ ପାଇବା ସମ୍ମାନ ଅନ୍ୟମାନେ ପାଇବେ। ଏବଂ ନିର୍ଦ୍ଦଯ ଲୋକମାନେ ସବୁକିଛି ନଇେଯିବେ, ଯାହା ତୁମ୍ଭେ ବର୍ଷ ସାରା କାର୍ୟ୍ଯ କରି ସଂଗ୍ରହ କରିଥିବ।" |
|
| 10 |
|
| "ଅପରିଚିତ ଲୋକମାନେ ତୁମ୍ଭ ବଳ ରେ ବଳୀଯାନ ହବେେ। ତୁମ୍ଭ ଶ୍ରମର ଫଳ ଅନ୍ୟମାନେ ଭୋଗ କରିବେ।" |
|
| 11 |
|
| "ଜୀବନର ଶଷେ ଭାଗ ରେ ତୁମ୍ଭର ମାଂସ ଓ ଶରୀର କ୍ଷଯ ପାଇବ। ତୁମ୍ଭେ ସେତବେେଳେ ବିଳାପ କରିବ।" |
|
| 12 |
|
| "ସେତବେେଳେ ତୁମ୍ଭେ କହିବ, କାହିଁକି ମୁଁ ମାରେପିତାଙ୍କ କଥା ଶୁଣିଲି ନାହିଁ।" |
|
| 13 |
|
| "ମୁଁ କାହିଁକି ମାରେ ଶିକ୍ଷକମାନଙ୍କର କଥା ଶୁଣିଲି ନାହିଁ, ମୁଁ ଶାସନାଧୀନ ହବୋକୁ ମନା କଲି, ମୁଁ ନିଜକୁ ସଂଶୋଧିତ କରିବା ପାଇଁ ମନା କଲି।" |
|
| 14 |
|
| "ଶୀଘ୍ର ମୁଁ ସବୁପ୍ରକାର ଅସୁବିଧା, ଅପମାନ, ୟନ୍ତ୍ରଣା ଜନସମାବେଶ ଆଗ ରେ ପଡ଼ିଲି।" |
|
| 15 |
|
| "ତୁମ୍ଭ ନିଜ କୂଅରୁ ଜଳପାନ କର। ତୁମ୍ଭର ଶାରୀରିକ ସମ୍ପର୍କ ତୁମ୍ଭର ସ୍ତ୍ରୀ ସହିତ ରଖ।" |
|
| 16 |
|
| "ଯଦି ନାହିଁ, ତୁମ୍ଭର ଝରଣା ରାସ୍ତା ବାହାରକୁ ବହିୟିବ। ଅନ୍ୟମାନେ ତୁମ୍ଭର ସ୍ତ୍ରୀ ସହିତ ଶାରୀରିକ ସମ୍ପର୍କ ରଖିବେ।" |
|
| 17 |
|
| "ତୁମ୍ଭର ଝରଣା ତୁମ୍ଭର ହେଉ, ଏବଂ ଅନ୍ୟମାନଙ୍କ ସହ ଭାଗ କର ନାହିଁ।" |
|
| 18 |
|
| "ତୁମ୍ଭର ନିର୍ଝର ଆଶୀର୍ବାଦ ରେ ପ୍ରାପ୍ତ ହେଉ। ତୁମ୍ଭେ ସହେି ସ୍ତ୍ରୀକୁ ଉପଭୋଗ କର ଯାହାକୁ ୟୌବନକାଳ ରେ ବିବାହ କରିଥିଲ।" |
|
| 19 |
|
| "ସେ ପ୍ ରମେିକା ହରିଣୀ ଓ ରୂପବତୀ ବାଉଟି ପରି ତା'ର ବକ୍ଷ ସର୍ବଦା ତୁମ୍ଭକୁ ତୁଷ୍ଟ କରୁ। ଆଉ ତା'ର ପ୍ ରମେ ରେ ତୁମ୍ଭେ ସର୍ବଦା ଆସକ୍ତ ହୁଅ।" |
|
| 20 |
|
| "ହେ ମାେ ପୁତ୍ର ପରକୀଯା ସ୍ତ୍ରୀ ଠା ରେ ପାଗଳ ହୁଅ ନାହିଁ। ବ୍ଯଭିଚାରିଣୀର ଘନିଷ୍ଠତାକୁ ଆଲିଙ୍ଗନ କର ନାହିଁ।" |
|
| 21 |
|
| "ସଦାପ୍ରଭୁ ମନୁଷ୍ଯର ସମସ୍ତ ଗତି ଦେଖନ୍ତି। ସଦାପ୍ରଭୁ ତୁମ୍ଭର ପ୍ରେତ୍ୟକକ ପଥକୁ ସମାନ କରନ୍ତି।" |
|
| 22 |
|
| "ଦୁଷ୍ଟ ଲୋକର ନିଜ ଅପରାଧ ତାହାକୁ ଧରିବ। ସେ ତା'ର ନିଜ ପାପ ରୂପକ ଦୌଡ଼ି ରେ ବନ୍ଧା ହବେ।" |
|
| 23 |
|
| "ସେ ତା'ର ନିର୍ବୋଧତା ଦ୍ବାରା ବିପଥଗାମୀ ହବେ। ସେ ଶୃଙ୍ଖଳାର ଅଭାବ ୟୋଗୁ ମୃତ୍ଯୁବରଣ କରିବ।" |
|
|
|
|