|
| 1 |
|
| "ହେ ମାରେ ପୁତ୍ର, ଅନ୍ୟ ଲୋକର ଋଣ ରେ ତୁମ୍ଭେ ମଧ୍ଯସ୍ଥି ହୁଅ ନାହିଁ। ଅନ୍ୟର ଋଣ ପରିଶାଧେ କରିବା ପାଇଁ ପ୍ରତିଜ୍ଞା କର ନାହିଁ। ସେ ସାଙ୍ଗ ହେଉ କି ଜଣେ ଅଜଣା ଆଗନ୍ତୁକ ହେଉ?" |
|
| 2 |
|
| "ଯଦି ତୁମ୍ଭେ କର, ତବେେ ତୁମ୍ଭେ ଆପଣା ପ୍ରତିଜ୍ଞା ଦ୍ବାରା ଫାନ୍ଦ ରେ ପଡ଼ିଅଛ ଓ ଆପଣା କଥା ପାଇଁ ଧରାୟାଇ ଅଛ।" |
|
| 3 |
|
| "ତୁମ୍ଭେ ଆପଣାକୁ ଏଥିରୁ ଉଦ୍ଧାର କର। ଯେ ହତେୁ ତୁମ୍ଭେ ଆପଣା ବନ୍ଧୁର ହସ୍ତଗତ ହାଇେଅଛ। ୟାଅ ଆପଣାକୁ ନମ୍ରକରି ତୁମ୍ଭ ପ୍ରତିବେଶୀକି ବାରମ୍ବାର ବୀନତି କର। ସେ ଋଣରୁ ତୁମ୍ଭକୁ ମୁକ୍ତ କରୁ।" |
|
| 4 |
|
| "ତୁମ୍ଭେ ବିଶ୍ରାମ କର ନାହିଁ କିମ୍ବା ନିଦ୍ରା ୟାଅ ନାହିଁ।" |
|
| 5 |
|
| "ଆପଣାକୁ ଉଦ୍ଧାର କର, ଯେପରି ହରିଣ ବ୍ଯାଧଠାରୁ ଦୌଡ଼ି ପଳାଏ ଓ ପକ୍ଷୀମାନେ ଫାସରୁ ରହିୟାଆନ୍ତି।" |
|
| 6 |
|
| "ହେ ଅଳସୁଆ ଲୋକମାନେ! ତୁମ୍ଭେ ପିମ୍ପୁଡ଼ି ନିକଟକୁ ୟାଅ। ଦେଖ, ପିମ୍ପୁଡ଼ିମାନେ କିପରି କର୍ମ କରୁଛନ୍ତି। ସମାନଙ୍କେଠାରୁ ଶିଖ ଓ ସମାନଙ୍କେର ଉଦାହରଣରୂପେ କାର୍ୟ୍ଯ କର।" |
|
| 7 |
|
| "ପିମ୍ପୁଡ଼ିମାନଙ୍କର ନେତା କି ନିରୀକ୍ଷକ କିଅବା ଶାସକ କହେି ନ ଥାନ୍ତି।" |
|
| 8 |
|
| "ସମାନେେ ଗ୍ରୀଷ୍ମକାଳ ରେ ଖାଦ୍ୟକୁ ଏକତ୍ର କରନ୍ତି ଏବଂ ଶୀତକାଳ ରେ ପ୍ରଚୁର ପରିମାଣ ରେ ସମାନେେ ଖାଦ୍ୟ ସଂଗୃହୀତ କରିଥାନ୍ତି।" |
|
| 9 |
|
| "ହେ ଅଳସୁଆ ଲୋକମାନେ, କେତକୋଳ ପର୍ୟ୍ଯନ୍ତ ତୁମ୍ଭମାନେେ ସଠାେ ରେ ପଡ଼ି ରହିବ? ତୁମ୍ଭେ କେତକୋଳ ପର୍ୟ୍ଯନ୍ତ ତୁମ୍ଭର ନିଦ୍ରା ଭାଙ୍ଗି ଉଠିବ?" |
|
| 10 |
|
| "ଅଳସୁଆମାନେ କହନ୍ତି, ଆଉ ଟିକିଏ ଶାଇେବି, ଆଉ ଟିକିଏ ଢୁଳାଏ। ଆଉ ଟିକିଏ ନିଦ୍ରା ୟିବା ପାଇଁ ଭିଡ଼ିମାେଡ଼ି ହୁଏ।" |
|
| 11 |
|
| "କିନ୍ତୁ ସେ ଶାଇେ ରହେ ଓ ଆଉ ଶୋଇ ରହେ। ସେ ଦରିଦ୍ରରୁ ଦରିଦ୍ରତର ହାଇୟୋଏ। ଖୁବ୍ଶୀଘ୍ର ତା'ର ଆଉ କିଛି ନ ଥାଏ। ଅଳସୁଆମୀ ଖଣ୍ଟ ପରି ତୁମ୍ଭର ସମସ୍ତ ଧନ ଏକାଥରେ ଛଡ଼ାଇ ନବେ।" |
|
| 12 |
|
| "ପାପାଧମ ବ୍ଯକ୍ତି, ଅପରାଧୀ ମନୁଷ୍ଯ ସର୍ବଦା ମିଥ୍ଯା କଥା କହନ୍ତି।" |
|
| 13 |
|
| "ସେ ଆଖି ରେ ଠା ରେ, ସେ ଗୋଡ଼ ରେ ଓ ଅଙ୍ଗୁଳି ଦ୍ବାରା ସଙ୍କତେ କରେ।" |
|
| 14 |
|
| "ତା'ର ହୃଦଯ ରେ କୁଟିଳତା ଥାଏ। ସେ ସର୍ବଦା ଅନିଷ୍ଟ ଯୋଜନା କରେ। ସେ ୟୁକ୍ତିତର୍କ ଓ କଳି ଆରମ୍ଭ କରେ।" |
|
| 15 |
|
| "କିନ୍ତୁ ତା'ର ବିପଦ ଶୀଘ୍ର ଉପସ୍ଥିତ ହବେ। ସେ ଆକସ୍ମିକ ଶୀଘ୍ର ବିନାଶ ହବେ। ଏବଂ ତାଙ୍କୁ କିଛି ଉପାଯ ମିଳିବ ନାହିଁ।" |
|
| 16 |
|
| "ସଦାପ୍ରଭୁ ଏହି ଛଅ ଗୋଟି ବିଷଯକୁ ଘୃଣା କରନ୍ତି। ସପ୍ତବସ୍ତୁ ମଧ୍ଯ ତାଙ୍କର ଘୃଣା ଯୋଗ୍ଯ।" |
|
| 17 |
|
| "ଅହଙ୍କାର ଦୃଷ୍ଟି, ମିଥ୍ଯାବାଦୀ ଜିହ୍ବା, ନିର୍ଦ୍ ଦୋଷର ରକ୍ତପାତକାରୀ ହସ୍ତ।" |
|
| 18 |
|
| "ହୃଦଯ କୁକର୍ମ କରିବା ପାଇଁ ଯୋଜନା କରେ, କୁକର୍ମ କରିବାକୁ ବଗଗୋମୀ ଚରଣ।" |
|
| 19 |
|
| "ମିଥ୍ଯା ସାକ୍ଷୀ, ଯେ ମିଥ୍ଯା କହି ଭାଇମାନଙ୍କ ମଧିଅରେ କଳିର ବୀଜ ବୁଣେ।" |
|
| 20 |
|
| "ହେ ମାରେ ପୁତ୍ର, ଆପଣା ପିତାର ଆଜ୍ଞା ପାଳନ କର। ଏବଂ ମାତାର ଉପଦେଶ ଭୁଲ ନାହିଁ।" |
|
| 21 |
|
| "ସମାନଙ୍କେର ଆଜ୍ଞାସବୁ ଏବଂ ଶିକ୍ଷାଗୁଡ଼ିକ ସର୍ବଦା ମନେ ରଖ। ତାହାକୁ ତୁମ୍ଭ ହୃଦଯ ରେ ବାନ୍ଧି ରଖ ଏବଂ ତାହାକୁ ତୁମ୍ଭର ଗଳାର ଫୁଲହାର ପରି ବାନ୍ଧ।" |
|
| 22 |
|
| "ଯେତବେେଳେ ତୁମ୍ଭେ ଚାଲିବ, ସମାନଙ୍କେର ଶିକ୍ଷାଗୁଡ଼ିକ ତୁମ୍ଭକୁ ପଥ ଦଖାଇବେେ। ଯେତବେେଳେ ତୁମ୍ଭେ ଶଯନ କରିବାକୁ ୟିବ ସମାନେେ ତୁମ୍ଭର ପ୍ରହରୀ ହବେ। ଯେତବେେଳେ ତୁମ୍ଭେ ଜାଗ୍ରତ ହବେ, ସମାନେେ ତୁମ୍ଭ ସହ ଆଳାପ କରିବେ।" |
|
| 23 |
|
| "ତୁମ୍ଭ ପିତାମାତାଙ୍କର ଶିକ୍ଷା ଆଲୋକ ବର୍ତ୍ତୀକା ପରି ତୁମ୍ଭକୁ ସର୍ବଦା ସତ୍ ପଥରେ ଚଳାଇ ନବେ। ତାହା ତୁମ୍ଭକୁ ତାଲିମ ପ୍ରାପ୍ତ କରିବ ଓ ଜୀବନ ପଥରେ ଚଳାଇ ନବେ।" |
|
| 24 |
|
| "ସମାନଙ୍କେର ଶିକ୍ଷା ତୁମ୍ଭକୁ ଅନ୍ୟ ପୁରୁଷର ସ୍ତ୍ରୀଠାରୁ ଓ ଗଣିକାର ଚାଟୁବାକ୍ଯଠାରୁ ଦୂ ରଇେ ରଖୁ।" |
|
| 25 |
|
| "ତୁମ୍ଭ ହୃଦଯ ରେ ସହେି ସୁନ୍ଦର ସ୍ତ୍ରୀର ସୌନ୍ଦର୍ୟ୍ଯକୁ ଲୋଭ କର ନାହିଁ। ତା'ର ଚକ୍ଷୁ ତୁମ୍ଭକୁ ପ୍ରତାରିତ ନ କରୁ।" |
|
| 26 |
|
| "ବ୍ଯଭିଚାରିଣୀକୁ ପାଉଁରୋଟୀର ଦାମ ଦବୋକୁ ପଡ଼ିବ, ଅନ୍ୟ ଜଣଙ୍କ ସ୍ତ୍ରୀ ପାଇଁ ତୁମ୍ଭ ଜୀବନର ଦାମ ଦବୋକୁ ପଡ଼ିବ।" |
|
| 27 |
|
| "ଯଦି କହେି ଲୋକ ତା'ର ବକ୍ଷ ଦେଶ ରେ ନିଆଁ ରଖିବ, ତବେେ ତାହା ପୋଡ଼ି ୟିବ।" |
|
| 28 |
|
| "ଯଦି କହେି ଲୋକ ଜ୍ବଳନ୍ତା ଅଙ୍ଗାର ଉପ ରେ ଚାଲେ, ତବେେ ତା'ର ପାଦ ପୋଡ଼ିୟିବ।" |
|
| 29 |
|
| "ଏହା ଠିକ୍ ସହେିପରି ହବେ, ଯଦି ତୁମ୍ଭେ ପର ସ୍ତ୍ରୀ ସହିତ ଶଯନ କରିବ। ଯେକହେି ଏହା ଇଚ୍ଛା କରେ ଦଣ୍ଡିତରୁ ପଳାଇ ୟାଇପାରିବ ନାହିଁ।" |
|
| 30 |
|
| "ଭୋକିଲା ୟୋଗୁ ଯଦି ଚୋରି କରେ। ତବେେ ଲୋକେ ତାକୁ ଘୃଣା କରିବେ।" |
|
| 31 |
|
| "ମାତ୍ର ଯଦି ଧରାପଡ଼େ, ତବେେ ତାକୁ ସାତଗୁଣ ଫରୋଇବାକୁ ପଡ଼େ। ଆପଣା ଗୃହର ସର୍ବସ୍ବ ତାକୁ ଦବୋକୁ ହବେ।" |
|
| 32 |
|
| "ଜଣେ ବ୍ଯଭୀଚାରୀ ଲୋକ ନିର୍ବୋଧ ଅଟେ। ସେ ତା'ର ନିଜର ବିନାଶ ଆଣିବ।" |
|
| 33 |
|
| "ଲୋକମାନେ ଏଥିପାଇଁ ନିଜର ସମସ୍ତ ସମ୍ମାନ ହରନ୍ତି। ତା'ର କଳଙ୍କ ମାର୍ଜିତ ହବେ ନାହିଁ।" |
|
| 34 |
|
| "ସହେି ସ୍ତ୍ରୀର ସ୍ବାମୀ ନିତ୍ଯାନ୍ତ ଇର୍ଷାପରାଯଣ ହବେ। ତା'ର ସ୍ବାମୀ ନିତ୍ଯାନ୍ତ କୋରଧତ ହବେ। ପ୍ରତିହିଂସା କରିବା ବେଳେ ସେ କିଛି ମାନିବ ନାହିଁ।" |
|
| 35 |
|
| "ଯେ କୌଣସି ମୂଲ୍ଯ ତା'ର କୋର୍ଧକୁ ଶାନ୍ତ କରିପାରିବ ନାହିଁ। ଯେତେ ଅର୍ଥ ଦେଲେ ବି ତା'ର କୋରଧ ଶାନ୍ତ ହବେ ନାହିଁ।" |
|
|
|
|