|
| 1 |
|
| "ହେ ମାରେ ପୁତ୍ର, ମାରେବାକ୍ଯକୁ ମନେ ରଖ, ମାରେ ଆଦେଶକୁ ଭୁଲ ନାହିଁ।" |
|
| 2 |
|
| "ମାରେ ଆଜ୍ଞାସବୁ ପାଳନ କରି ବଞ୍ଚ। ମାରେ ଶିକ୍ଷାକୁ ଜୀବନର ଶ୍ ରେଷ୍ଠ ଜିନିଷ ଭାବେ ଗ୍ରହଣ କର।" |
|
| 3 |
|
| "ତାହାକୁ ଆଙ୍ଗୁଳି ରେ ବାନ୍ଧି ରଖ, ନିଜ ହୃଦଯ ରେ ଲେଖି ରଖ।" |
|
| 4 |
|
| "ଜ୍ଞାନକୁ ତୁମ୍ଭର ଭଉଣୀପରି ଗ୍ରହଣ କର। ସୁବିବଚେନାକୁ ତୁମ୍ଭର ପରିବାରର ସଦସ୍ଯରୂପେ ଗ୍ରହଣ କର।" |
|
| 5 |
|
| "ତବେେ ତାହା ତୁମ୍ଭକୁ ଅନ୍ୟ ପର ସ୍ତ୍ରୀଠାରୁ ରକ୍ଷା କରିବ। ଏବଂ ବ୍ଯଭିଚାରିଣୀ ସ୍ତ୍ରୀଙ୍କଠାରୁ ମଧ୍ଯ ରକ୍ଷା କରିବ।" |
|
| 6 |
|
| "ଦିନେ ମୁଁ ମାରେ ଝରକା ଜାଲିପରଦା ଦଇେ ଚାହୁଁଥିଲି।" |
|
| 7 |
|
| "ମୁଁ ଅଜ୍ଞାନ ୟୁବାମାନଙ୍କ ମଧିଅରେ ଜଣେ ବୁଦ୍ଧିହୀନ ୟୁବକ ଦେଖିଲି।" |
|
| 8 |
|
| "ସେ ବ୍ଯଭିଚାରିଣୀ ଗୃହ ନିକଟସ୍ଥ ଗଳି ଦଇେ, ୟିବା ବେଳେ ତା'ର ଗୃହକୁ ଥିବା ପଥରେ ଚାଲିଲା।" |
|
| 9 |
|
| "ଏହା ଥିଲା ସୂର୍ୟ୍ଯାସ୍ତ ହବୋ ସମୟର। ସନ୍ଧ୍ଯା ଆରମ୍ଭ ହେଉଥିଲା।" |
|
| 10 |
|
| "ସହେି ସ୍ତ୍ରୀ ତା'ର ଗୃହରୁ ବାହାରି ଆସିଲା, ତାକୁ ସାକ୍ଷାତ କରିବାକୁ। ସେ ବେଶ୍ଯାରୂପି ପୋଷାକ ପରିଧାନ କରିଥିଲା। ସେ ବହୁତ ହୃଦଯ ରେ ଚତୁରୀ ଥିଲା।" |
|
| 11 |
|
| "ସେ ବଡ଼ ତୁଣ୍ଡଇେ ଓ ଅବାଧ୍ଯା ଥଲା। ତା'ର ପାଦ ଆଦୌ ଗୃହ ରେ ରହୁ ନ ଥିଲା।" |
|
| 12 |
|
| "ସେ କେତବେେଳେ ରାସ୍ତାର ଉପ ରେ ଥାଏ, କେତବେେଳେ ଛକରେ ଥାଏ। ସେ ପ୍ରେତ୍ୟକକ କଣ ରେ ଛଳନାର ସହିତ ଅପେକ୍ଷା କରେ।" |
|
| 13 |
|
| "ସହେି ସ୍ତ୍ରୀ ଜଣକ ସହେି ୟୁବକକୁ ଧରିଲା ଓ ତାକୁ ଚୁମ୍ବନ କଲା। ଆଉ ନିର୍ଲଜ ମୁଖ ରେ କହିଲା," |
|
| 14 |
|
| "ମଙ୍ଗଳାର୍ଥକ ବଳି ଅଛି। ଆଜି ମୁଁ ମାରେପ୍ରତିଜ୍ଞା ପୂର୍ଣ୍ଣ କରିଅଛି।" |
|
| 15 |
|
| "ଏଣୁ ମୁଁ ତୁମ୍ଭ ସହିତ ସାକ୍ଷାତ କରିବାକୁ ଆସିଲି। ତୁମ୍ଭକୁ ଦେଖି ଆସୁଥିଲି ଓ ବର୍ତ୍ତମାନ ମୁଁ ତୁମ୍ଭକୁ ପାଇଲି।" |
|
| 16 |
|
| "ମୁଁ ସୃଜନୀ ଓ ମିସ୍ରୀଯ ସୂକ୍ଷ୍ମ ସୂତ୍ରର ଡ଼ୋରିଆ ବସ୍ତ୍ର ଆପଣା ପଲଙ୍କ ରେ ବିଛାଇ ଅଛି।" |
|
| 17 |
|
| "ଗନ୍ଧରସ ଓ ଅଗୁରୁ ଚିନି ରେ, ମାହେର ଶୟ୍ଯା ସୁବାସିତ କରିଅଛି।" |
|
| 18 |
|
| "ଆସ ଆମ୍ଭମାନେେ ପ୍ରଭାତୟାଏ କାମରସ ରେ ମତ୍ତ ଓ ପ୍ ରମେ ରେ ଭୋଳ ହବୋ।" |
|
| 19 |
|
| "ମାରେ ସ୍ବାମୀ ଘ ରେ ନାହାଁନ୍ତି, ସେ ଦୂର ୟାତ୍ରା କରିଛନ୍ତି।" |
|
| 20 |
|
| "ସେ ତୋଡ଼ାଏ ଟଙ୍କା ସାଙ୍ଗ ରେ ନଇେ ୟାଇଛନ୍ତି। ସେ ପୂର୍ଣ୍ଣିମା ଦିନ ରେ ଫରେିବେ।" |
|
| 21 |
|
| "ସହେି ସ୍ତ୍ରୀ ଜଣକ ଏପରି ମଧୁର ଭାଷା କହି ତାଙ୍କର ମନ ହରଣ କଲା। ତା'ର ଚାଟୁ ବାକ୍ଯ ରେ ତାକୁ ଟାଣି ନଲୋ।" |
|
| 22 |
|
| "ସେ ତା'ର ପଥ ଅନୁସରଣ କଲା, ଯେପରି ଗୋରୁ କଂ ସଇଖାନୋକୁ ୟାଏ। ସେ ଜଣେ ହରିଣ ପରି ଜାଲ ଭିତରକୁ ଚାଲି ଯାଉଥିଲା।" |
|
| 23 |
|
| "ଯମେିତି ପକ୍ଷୀଟିଏ ଶିକାରୀ ତୀର ଦ୍ବାରା, ତା'ର ଛାତିକୁ ଲକ୍ଷ୍ଯଭଦେ କରୁଛି, ତାହା ଜାଣିପାରି ନ ଥାଏ।। ଠିକ୍ ସହେିପରି ସେ ୟୁବପୁରୁଷ ବିପଦ ରେ ଅଛି ବୋଲି ଜାଣି ନ ପାରି ସେ ସ୍ତ୍ରୀର ଜାଲ ଭିତରକୁ ଯାଉଅଛି।" |
|
| 24 |
|
| "ଏଣୁ ହେ ମାରେ ପୁତ୍ରମାନେ, ମାରେ କଥା ଶୁଣ। ମାେ କଥା ରେ ମନୋନିବେଶ କର।" |
|
| 25 |
|
| "ତୁମ୍ଭର ହୃଦଯ ସହେି ବେଶ୍ଯାମାନଙ୍କର ପଛ ରେ ନ ରହୁ। ତୁମ୍ଭେ ତା'ର ପଥରେ ବିପଥଗାମୀ ହୁଅ ନାହିଁ।" |
|
| 26 |
|
| "ସେ ଅନକଙ୍କେୁ କ୍ଷତବିକ୍ଷତ କରିଅଛି। ସେ ମଧ୍ଯ ଅନକଙ୍କେୁ ହତ୍ଯା କରିଅଛି।" |
|
| 27 |
|
| "ତା'ର ଗୃହ ସିଧାସଳଖ କବରକୁ ୟିବା ପାଇଁ ବାଟ। ଯାହା ମୃତ୍ଯୁର ଆଳଯକୁ ୟାଏ।" |
|
|
|
|