|
| 1 |
|
| "ଦ୍ବିତୀୟ ବର୍ଷର ଦ୍ବିତୀୟ ମାସ ପ୍ରଥମ ଦିନ ରେ ଇଶ୍ରାୟେଲର ଲୋକମାନେ ମିଶର ଛାଡିଲାପରେ, ସଦାପ୍ରଭୁ ସୀନଯ ମରୁଭୂମିରେ ସମାଗମ ତମ୍ବୁ ମଧିଅରେ ମଶାଙ୍କେୁ କହିଲେ," |
|
| 2 |
|
| "ତୁମ୍ଭମାନେେ ଇଶ୍ରାୟେଲର ସମସ୍ତ ଲୋକଙ୍କୁ ଗଣନା କର। ସମସ୍ତ ମଣ୍ତଳୀର ଅନୁସାରେ ଓ ପରିବାରବର୍ଗ ଅନୁସାରେ ପ୍ରେତ୍ୟକକ ପୁରୁଷ ଲୋକର ନାମ ତାଲିକା କର।" |
|
| 3 |
|
| "ଯେଉଁ ମାନେ କୋଡିଏ ବର୍ଷ ଏବଂ ତହିଁରୁ ଅଧିକ ସହେି ସମସ୍ତଙ୍କୁ ଗଣନା କର। ଏହି ଲୋକମାନେ, ୟିଏ କି ସୈନ୍ଯମାନଙ୍କ ସହିତ ୟାଇ ପାରିବେ। ତୁମ୍ଭେ ଓ ହାରୋଣ ସମାନଙ୍କେର ବିଭାଗ ଅନୁସାରେ ସମାନଙ୍କେୁ ତାଲିକାଭୁକ୍ତ କର।" |
|
| 4 |
|
| "ପ୍ରେତ୍ୟକକ ପରିବାରବର୍ଗରୁ ଜଣେ ଅର୍ଥାତ୍ ପରିବାରବର୍ଗର ପ୍ରଧାନ ଲୋକ ତୁମ୍ଭମାନଙ୍କର ସହାୟକ ହବେ।" |
|
| 5 |
|
| "ଆଉ ଯେଉଁମାନେ ତୁମ୍ଭମାନଙ୍କର ସହକାରୀ ହବେ, ସମାନଙ୍କେର ନାମ ଏହି;" |
|
| 6 |
|
| "ଶିମିଯୋନ ପରିବାରବର୍ଗର, ସୂରୀଶବ୍ଦଯର ପୁତ୍ର ଶଲୁମୀଯଲେ।" |
|
| 7 |
|
| "ଯିହୁଦା ପରିବାରବର୍ଗର, ଅମ୍ମୀନାଦବର ପୁତ୍ର ନ ହଶାେନ।" |
|
| 8 |
|
| "ଇଷାଖର ପରିବାରବର୍ଗର, ସୂଯାରର ପୁତ୍ର ନଥନଲେ।" |
|
| 9 |
|
| "ସବୁଲୂନ ପରିବାରବର୍ଗର, ହେଲାନର ପୁତ୍ର ଇଲୀଯାବ।" |
|
| 10 |
|
| "ଇଫ୍ରଯିମ ଗୋ୍ଟିର, ଅମ୍ମୀହୂଦର ପୁତ୍ର ଇଲୀଶାମା।" |
|
| 11 |
|
| "ବିଦ୍ଯାମୀନ ପରିବାରବର୍ଗର, ଗିବିୟୋନର ପୁତ୍ର ଅବୀଦାନଣ।" |
|
| 12 |
|
| "ଦାନ ପରିବାରବର୍ଗର ଅମ୍ମୀଶବ୍ଦଯର ପୁତ୍ର ଅହୀଯଷେର।" |
|
| 13 |
|
| "ଆଶର ପରିବାରବର୍ଗର, ଆକ୍ରଣର ପୁତ୍ର ପଗୀଯଲେ।" |
|
| 14 |
|
| "ଗାଦ ପରିବାରବର୍ଗର, ଦ୍ଯୁଯଲରେ ପୁତ୍ର ଇଲୀଯାସଫ।" |
|
| 15 |
|
| "ନପ୍ତାଲୀ ପରିବାରବର୍ଗର, ଐନରର ପୁତ୍ର ଅହୀର।" |
|
| 16 |
|
| "ଏମାନେ ହେଉଛନ୍ତି ସହେି ଲୋକ ସମାଜ ମଧ୍ଯରୁ ବଛା ୟାଇଛନ୍ତି। ସମାନେେ ସମାନଙ୍କେର ପିତାଙ୍କର ପରିବାରବର୍ଗର ନେତା ଆଉ ଇଶ୍ରାଯଲର ବିଭାଗର ନେତା ଥିଲେ।" |
|
| 17 |
|
| "ଆଉ ଯେଉଁ ମାନେ ବଛା ୟାଇଥିଲେ, ମାଶାେ ଓ ହାରୋଣ ଏହି ଲୋକମାନଙ୍କୁ ଦେଲେ।" |
|
| 18 |
|
| "ମାଶାେ ଓ ହାରୋଣ ଦ୍ବିତୀୟ ମାସର ପ୍ରଥମ ଦିନ ରେ ଇଶ୍ରାୟେଲର ସମସ୍ତ ଲୋକମାନଙ୍କୁ ଏକତ୍ରୀତ କଲେ ଏବଂ ସମାନଙ୍କେର ପିତୃବଂଶ ଓ ପିତୃପରିବାର ଅନୁସାରେ କୋଡିଏ ବର୍ଷ କିମ୍ବା ତଦୁର୍ଦ୍ଧ ବଯସ୍କ ଲୋକମାନଙ୍କର ନାମ ଲେଖିଲେ।" |
|
| 19 |
|
| "ଏହିରୂପେ, ମାଶାେ ସଦାପ୍ରଭୁଙ୍କ ଆଜ୍ଞାନୁସା ରେ ସୀନଯର ମରୂଭୂମିରେ ସମାନଙ୍କେୁ ଗଣନା କଲେ।" |
|
| 20 |
|
| "ରୂବନ୍େ ବଂଶଧର ଇଶ୍ରାୟେଲଙ୍କର ପ୍ରଥମ ଜାତ ସମାନଙ୍କେର କୋଡିଏ ବର୍ଷ କିମ୍ବା ତଦୁର୍ଦ୍ଧ ବଯସ୍କ ଲୋକମାନଙ୍କର ନାମ ଓ ସଂଖ୍ଯାଅନୁସାରେ ସୈନ୍ଯବାହୀନି ରେ ୟୋଗ ଦବୋ ପାଇଁ ଯୋଗ୍ଯ ତାଲିକା ଭୁକ୍ତକରାଗଲା।" |
|
| 21 |
|
| "ରୁବନେ ଗୋ୍ଟିର ପୁରୁଷ ଲୋକମାନଙ୍କ ମାଟେ ସଂଖ୍ଯା 46,500" |
|
| 22 |
|
| "ଶିମିୟୋନ ବଂଶର ସମାମେନଙ୍କର ପିତୃଗୃହ, ନାମ ଏବଂ ସଂଖ୍ଯା କୋଡିଏ ବର୍ଷ ଓ ତହିଁରୁ ଅଧିକ ପୁରୁଷ ସୈନ୍ଯ ବିଭାଗ ରେ ଦାଖଲ ହବୋକୁ ଯୋଗ୍ଯ।" |
|
| 23 |
|
| "ଶିମିୟୋନ ଗୋଷ୍ଠୀର ପୁରୁଷ ଲୋକମାନଙ୍କ ମାଟେ ସଂଖ୍ଯା 59,300" |
|
| 24 |
|
| "ଗାଦର ବଂଶଧର ସମାନଙ୍କେର ପିତୃଗୃହ, ପୁରୁଷମାନଙ୍କର ନାମ ଏବଂ ସଂଖ୍ଯା, ଯେଉଁ ମାନେ କୋଡିଏ ବର୍ଷ ଏବଂ ତାଠୁ ଅଧିକ ସୈନ୍ଯ ବିଭାଗ ରେ ୟୋଗ ଦବୋ ପାଇଁ ୟୋଗ୍ଯ, ସମାନଙ୍କେର ତାଲିକା ଭୁକ୍ତ କରାଗଲା।" |
|
| 25 |
|
| "ଗାଦ ଗୋଷ୍ଠୀର ପୁରୁଷ ଲୋକମାନଙ୍କ ମାଟେ ସଂଖ୍ଯା 45,650" |
|
| 26 |
|
| "ଯିହୁଦା ବଂଶଧର ସମାନଙ୍କେର ପିତୃଗୃହ, ପୁରୁଷମାନଙ୍କର ନାମ ଏବଂ ସଂଖ୍ଯା, ଯେଉଁ ମାନେ କୋଡିଏ ବର୍ଷ ଏବଂ ତାଠୁ ଅଧିକ ସୈନ୍ଯ ବିଭାଗ ରେ ୟୋଗ ଦବୋପାଇଁ ଯୋଗ୍ଯ, ସମାନଙ୍କେର ତାଲିକା ଭୁକ୍ତକରାଗଲା।" |
|
| 27 |
|
| "ଯିହୁଦା ଗୋଷ୍ଠୀର ପୁରୁଷ ଲୋକମାନଙ୍କ ମାଟେ ସଂଖ୍ଯା 74,600" |
|
| 28 |
|
| "ଇଷାଖର ବଂଶଧର ସମାନଙ୍କେର ପିତୃଗୃହ, ପୁରୁଷମାନଙ୍କର ନାମ ଏବଂ ସଂଖ୍ଯା, ଯେଉଁମାନେ କୋଡିଏ" |
|
| 29 |
|
| "ଇଷାଖର ଗୋଷ୍ଠୀର ପୁରୁଷ ଲୋକମାନଙ୍କ ମାଟେ ସଂଖ୍ଯା 54,400" |
|
| 30 |
|
| "ସବୂଲୂନ ବଂଶଧର ସମାନଙ୍କେର ପିତୃଗୃହ, ପୁରୁଷମାନଙ୍କର ନାମ ଏବଂ ସଂଖ୍ଯା, ଯେଉଁ ମାନେ କୋଡିଏ ବର୍ଷ ଏବଂ ତାଠୁ ଅଧିକ ସୈନ୍ଯ ବିଭାଗ ରେ ୟୋଗ ଦବୋ ପାଇଁ ୟୋଗ୍ଯ, ସମାନଙ୍କେର ତାଲିକା ଭୁକ୍ତ କରାଗଲା।" |
|
| 31 |
|
| "ସବୂଲୂନ ଗୋଷ୍ଠୀର ପୁରୁଷ ଲୋକମାନଙ୍କ ମାଟେ ସଂଖ୍ଯା 57,400" |
|
| 32 |
|
| "ଇଫ୍ରଯିମଙ୍କର ବଂଶଧର ସମାନଙ୍କେର ପିତୃଗୃହ, ପୁରୁଷମାନଙ୍କର ନାମ ଏବଂ ସଂଖ୍ଯା, ଯେଉଁମାନେ କୋଡିଏ ବର୍ଷ ଏବଂ ତାଠୁ ଅଧିକ ସୈନ୍ଯ ବିଭାଗ ରେ ୟୋଗ ଦବୋପାଇଁ ଯୋଗ୍ଯ, ସମାନଙ୍କେର ତାଲିକା ଭୁକ୍ତ କରାଗଲା।" |
|
| 33 |
|
| "ଇଫ୍ରିଯିମ ଗୋଷ୍ଠୀର ପୁରୁଷ ଲୋକମାନଙ୍କ ମାଟେ ସଂଖ୍ଯା 40,500" |
|
| 34 |
|
| "ମନଃଶି ବଂଶଧର ସମାନଙ୍କେର ପିତୃଗୃହ, ପୁରୁଷମାନଙ୍କର ନାମ ଏବଂ ସଂଖ୍ଯା, ଯେଉଁମାନେ କୋଡିଏ ବର୍ଷ ଏବଂ ତାଠୁ ଅଧିକ ସୈନ୍ଯ ବିଭାଗ ରେ ୟୋଗ ଦବୋ ପାଇଁ ୟୋଗ୍ଯ, ସମାନଙ୍କେର ତାଲିକା ଭୁକ୍ତ କରାଗଲା।" |
|
| 35 |
|
| "ମନଃଶି ଗୋଷ୍ଠୀର ପୁରୁଷ ଲୋକନଙ୍କର ମାଟେ ସଂଖ୍ଯା 32,200" |
|
| 36 |
|
| "ବିନ୍ଯାମୀନ ବଂଶଧର ସମାନଙ୍କେର ପିତୃଗୃହ, ପୁରୁଷମାନଙ୍କର ନାମ ଏବଂ ସଂଖ୍ଯା, ଯେଉଁ ମାନେ କୋଡିଏ ବର୍ଷ ଏବଂ ତାଠୁ ଅଧିକ ସୈନ୍ଯ ବିଭାଗ ରେ ୟୋଗ ଦବୋ ପାଇଁ ୟୋଗ୍ଯ, ସମାନଙ୍କେର ତାଲିକା ଭୁକ୍ତ କରାଗଲା।" |
|
| 37 |
|
| "ବିଦ୍ଯାମୀନ ଗୋ୍ଟୀର ପୁରୁଷ ଲୋକମାନଙ୍କର ମାଟେ ସଂଖ୍ଯା 35,400" |
|
| 38 |
|
| "ଦାନ ବଂଶଧର ସମାନଙ୍କେର ପିତୃଗୃହ, ପୁରୁଷମାନଙ୍କର ନାମ ଏବଂ ସଂଖ୍ଯା, ଯେଉଁମାନେ କୋଡିଏ ବର୍ଷ ଏବଂ ତାଠୁ ଅଧିକ ସୈନ୍ଯ ବିଭାଗ ରେ ୟୋଗ ଦବୋପାଇଁ ଯୋଗ୍ଯ, ସମାନଙ୍କେର ତାଲିକା ଭୁକ୍ତ କରାଗଲା।" |
|
| 39 |
|
| "ଦାନ ଗୋଷ୍ଠୀର ପୁରୁଷ ଲୋକମାନଙ୍କ ମାଟେ ସଂଖ୍ଯା 62,700" |
|
| 40 |
|
| "ଆଶରେ ବଂଶଧର ସମାନଙ୍କେର ପିତୃଗୃହ, ପୁରୁଷମାନଙ୍କର ନାମ ଏବଂ ସଂଖ୍ଯା, ଯେଉଁମାନେ କୋଡିଏ ବର୍ଷ ଏବଂ ତାଠୁ ଅଧିକ ସୈନ୍ଯ ବିଭାଗ ରେ ୟୋଗ ଦବୋପାଇଁ ଯୋଗ୍ଯ, ସମାନଙ୍କେର ତାଲିକା ଭୁକ୍ତ କରାଗଲା।" |
|
| 41 |
|
| "ଆଶରେ ଗୋଷ୍ଠୀର ପୁରୁଷ ଲୋକ ମାନଙ୍କ ମାଟେ ସଂଖ୍ଯା 41,500" |
|
| 42 |
|
| "ନପ୍ତାଲି ବଂଶଧର ସମାନଙ୍କେର ପିତୃଗୃହ, ପୁରୁଷମାନଙ୍କର ନାମ ଏବଂ ସଂଖ୍ଯା, ଯେଉଁମାନେ କୋଡିଏ ବର୍ଷ ଏବଂ ତାଠୁ ଅଧିକ ସୈନ୍ଯ ବିଭାଗ ରେ ୟୋଗ ଦବୋପାଇଁ ଯୋଗ୍ଯ, ସମାନଙ୍କେର ତାଲିକା ଭୁକ୍ତ କରାଗଲା।" |
|
| 43 |
|
| "ନପ୍ତାଲି ଗୋଷ୍ଠୀର ପୁରୁଷ ଲୋକମାନଙ୍କ ମାଟେ ସଂଖ୍ଯା 53,400" |
|
| 44 |
|
| "ମାଶାେ, ହାରୋଣ ଓ ଇଶ୍ରାୟେଲର ବାର ଜଣ ଅଧିପତି ଏହି ଲୋକମାନଙ୍କୁ ଗଣନା କଲେ। ପ୍ରେତ୍ୟକକ ପିତୃଗୃହ ନିମନ୍ତେ ଜଣେ ଜଣେ ଅଧିପତି ସମାନଙ୍କେୁ ଗଣନା କଲେ।" |
|
| 45 |
|
| "ଏହିରୂପେ ଇଶ୍ରାୟେଲର ସମସ୍ତ ଲୋକ କୋଡିଏ ବର୍ଷ ଏବଂ ତହିଁରୁ ଅଧିକ ସନ୍ତାନଗଣ ପିତୃଗୃହ ଅନୁସାରେ ଇଶ୍ରାୟେଲ ମଧ୍ଯରୁ ୟୁଦ୍ଧକୁ ୟିବା ଯୋଗ୍ଯ, ସମାନଙ୍କେର ତାଲିକା ଭୁକ୍ତ କରାଗଲା।" |
|
| 46 |
|
| "ଗଣନା ଅନୁସାରେ ସମସ୍ତ ମନୁଷ୍ଯଙ୍କ ସଂଖ୍ଯା 6,03,550 ହୋଲା।" |
|
| 47 |
|
| "ମାତ୍ର ଲବେୀୟ-ମାନେ ସମାନଙ୍କେର ପରିବାରବର୍ଗ ଅନ୍ୟମାନଙ୍କ ସହିତ ଗଣାୟାଇ ନ ଥିଲେ।" |
|
| 48 |
|
| "କାରଣ ସଦାପ୍ରଭୁ ମାଶାଙ୍କେୁ କହିଥିଲେ।" |
|
| 49 |
|
| " ଲବେୀୟମାନଙ୍କୁ ଇଶ୍ରାୟେଲର ଲୋକମାନଙ୍କ ସନ୍ତାନଗଣଙ୍କ ସହିତ ଗଣନା ବେଳେ ମିଶାଇବ ନାହିଁ।" |
|
| 50 |
|
| "ମାତ୍ର ତୁମ୍ଭେ ପବିତ୍ର ତମ୍ବୁ ଓ ତହିଁର ସମସ୍ତ ଦ୍ରବ୍ଯ ଏବଂ ଯେଉଁ ସମସ୍ତ ଜିନିଷ ତାହା ସହିତ ତା' ଉପରେ ଲବେୀୟମାନଙ୍କୁ ନିୟୁକ୍ତି କରିବ; ସମାନେେ ପବିତ୍ର ତମ୍ବୁ ଓ ତହିଁର ସମସ୍ତ ଦ୍ରବ୍ଯ ବୋହିବେ ଓ ସମାନେେ ତହିଁର ସବୋ କରିବେ ଓ ତମ୍ବୁର ଚାରିଆଡେ ଛାଉଣୀ କରି ରହିବେ।" |
|
| 51 |
|
| "ଯେତବେେଳେ ପବିତ୍ର ତମ୍ବୁ ସ୍ଥାନାନ୍ତରିତ କରାୟିବ, ଲବେୀୟମାନେ ତାହାକୁ ତଳକୁ ଆଣିବା ଉଚିତ୍ ଏବଂ ପୁଣିଥରେ ସ୍ଥାପନ କରିବା ଉଚିତ୍। ଲବେୀୟ ବ୍ଯତୀତ, ଅନ୍ୟ ଯେକହେି ସଠାେକୁ ୟାଏ, ତାକୁ ହତ୍ଯା କରାୟିବ।" |
|
| 52 |
|
| "ଇଶ୍ରାୟେଲୀୟ ଲୋକମାନେ ସମାନଙ୍କେର ଶିବିର ଅଲଗା ଅଲଗା ଦଳ ରେ ବିଭକ୍ତ କଲେ। ପ୍ରେତ୍ୟକକର ନିଜ ଧ୍ବଜା ରହିବା ଉଚିତ୍।" |
|
| 53 |
|
| "କିନ୍ତୁ ଲବେୀୟମାନେ ନିଯମର ପବିତ୍ର ତମ୍ବୁର ଚତୁର୍ଦ୍ଦିଗ ରେ ଛାଉଣୀ ସ୍ଥାପନ କରିବେଓ ସମାନେେ ନିଯମର ପବିତ୍ର ତମ୍ବୁକୁ ରକ୍ଷା କରିବେ। ଏହିପରି ପରମେଶ୍ବରଙ୍କର କୋରଧ, ଇଶ୍ରାୟେଲର ଲୋକମାନଙ୍କ ଉପରେ ବ୍ଯାପିବ ନାହିଁ।" |
|
| 54 |
|
| "ସଦାପ୍ରଭୁ ମାଶାଙ୍କେୁ ଯେଉଁସବୁ ଆଜ୍ଞା ଦଇେଥିଲେ, ଇଶ୍ରାୟେଲୀୟ ମାନେ ସହେିରୂପେ ମାନି କାର୍ୟ୍ଯ କଲେ।" |
|
|
: |
| ୧ | | ୨ | | ୩ | | ୪ | | ୫ | | ୬ | | ୭ | | ୮ | | ୯ | | ୧୦ | | ୧୧ | | ୧୨ | | ୧୩ | | ୧୪ | | ୧୫ | | ୧୬ | | ୧୭ | | ୧୮ | | ୧୯ | | ୨୦ | | ୨୧ | | ୨୨ | | ୨୩ | | ୨୪ | | ୨୫ | | ୨୬ | | ୨୭ | | ୨୮ | | ୨୯ | | ୩୦ | | ୩୧ | | ୩୨ | | ୩୩ | | ୩୪ | | ୩୫ | | ୩୬ | | ୩୭ | | ୩୮ | | ୩୯ | | ୪୦ | | ୪୧ | | ୪୨ | | ୪୩ | | ୪୪ | | ୪୫ | | ୪୬ | | ୪୭ | | ୪୮ | | ୪୯ | | ୫୦ | | ୫୧ | | ୫୨ | | ୫୩ | | ୫୪ | 1
1
1 |
|
|---|
|
https://beblia.bible:81/BibleAudio/odia/numbers/001.mp3
36
1