|
| 1 |
|
| "ଅନନ୍ତର ସଦାପ୍ରଭୁ ମାଶାେ ଓ ହାରୋଣଙ୍କୁ କହିଲେ;" |
|
| 2 |
|
| "ଇଶ୍ରାୟେଲର ଲୋକମାନେ ସମାଗମ ତମ୍ବୁର ଚତୁର୍ଦ୍ଦିଗ ରେ ଛାଉଣୀ ସ୍ଥାପନ କରିବେ। ପ୍ରେତ୍ୟକକ ଦଳ ରେ ତାଙ୍କ ନିଜ ଦଳର ଧ୍ବଜା ରହିବ। ଏବଂ ପ୍ରେତ୍ୟକକ ବ୍ଯକ୍ତିର ପାଖ ରେ ତା'ର ଦଳର ଧ୍ବଜା ପାଖ ରେ ଛାଉଣୀ ସ୍ଥାପନ କରିବ।" |
|
| 3 |
|
| "ୟିହୂଦାର ବିଭାଗ ଛାଉଣୀ ସ୍ଥାପନ କରିବେ ତାଙ୍କ ଧ୍ବଜା ସହିତ ପୂର୍ବଦିଗର ସୂୟ୍ଯର୍ୋଦଯ ଆଡେ, ପୁଣି ଅମ୍ମୀନାଦବର ପୁତ୍ର ନ ହଶାେନ ଯିହୁଦାର ଲୋକମାନଙ୍କର ନେତା ହବେ।" |
|
| 4 |
|
| "ତାଙ୍କର ସୈନ୍ଯ ସଂଖ୍ଯା 74,600" |
|
| 5 |
|
| "ଯିହୁଦା ଗୋଷ୍ଠୀର ପାଖ ରେ ଇଷାଖର ଗୋଷ୍ଠୀ ଛାଉଣୀ ସ୍ଥାପନ କରିବେ। ଜୁଆର ପୁତ୍ର ନେଥନିଯଲ, ଇଷାଖର ଲୋକମାନଙ୍କର ଅଧିପତି ହବେ।" |
|
| 6 |
|
| "ସହେି ସୈନ୍ଯ ସଂଖ୍ଯା 54,600 ହବେେ।" |
|
| 7 |
|
| "ସବୁଲୂନର ଗୋଷ୍ଠୀ ମଧ୍ଯ ଯିହୁଦାର ପାଶର୍ବ ରେ ଛାଉଣୀ ସ୍ଥାପନ କରିବେ, ହେଲୋନର ପୁତ୍ର ଇଲୀଯାବ ସବୁଲୂନର ଲୋକମାନଙ୍କର ଅଧିପରି ହବେ।" |
|
| 8 |
|
| "ତାହାର ସୈନ୍ଯ ସଂଖ୍ଯା 57,400 ହବେ।" |
|
| 9 |
|
| "ଯିହୁଦା ଛାଉଣୀର ସମୁଦାଯ ସୈନ୍ଯ ସଂଖ୍ଯା 1,86,400 ସମାନେେ ପ୍ରଥମେ ଅଗ୍ରସର ହବେେ।" |
|
| 10 |
|
| "ରୁବନେ ବିଭାଗର ଛାଉଣୀର ଧ୍ବଜା ଦକ୍ଷିଣ ଦିଗକୁ ରହିବ। ଶଦଯେୂରର ପୁତ୍ର ଇଲୀଷୂର ରୁବନେ ଗୋଷ୍ଠୀର ଅଧିପତି ହବେ।" |
|
| 11 |
|
| "ତାଙ୍କର ସୈନ୍ଯବାହିନୀର ସୀମର୍ଥ୍ଯ 46,500" |
|
| 12 |
|
| "ରୁବନରେ ଗୋଷ୍ଠୀ ଛାଉଣୀ ପାଖ ରେଶିମିଯୋନ ପରିବାରବର୍ଗ ଛାଉଣୀ ସ୍ଥାପନ କରିବେ ଓ ସୂରୀଶଦ୍ଦଯର ପୁତ୍ର ଶଲୁମୀଯଲେଶିମିଯୋନ ଲୋକମାନଙ୍କର ଅଧିପତି ହବେ।" |
|
| 13 |
|
| "ତାଙ୍କର ସୈନ୍ଯବାହିନୀର ସାମର୍ଥ୍ଯ 59,300" |
|
| 14 |
|
| "ରୁବନରେ ଲୋକମାନଙ୍କ ଛାଉଣୀ ପାଖ ରେ ଗାଦ ଗୋଷ୍ଠୀ ଛାଉଣୀ ସ୍ଥାପିତ ହବେ। ରୁଯଲରେ ପୁତ୍ର ଇଲୀଯାସଫ ଗାଦ ଲୋକମାନଙ୍କର ଅଧିପତି ହବେ।" |
|
| 15 |
|
| "ତାଙ୍କର ସୈନ୍ଯବାହିନୀର ସାମର୍ଥ୍ଯ 45,650" |
|
| 16 |
|
| "ରୁବନେ ଛାଉଣୀର ସୈନ୍ଯ ସଂଖ୍ଯା ଗଣନା ଅନୁସାରେ 1,51,450 ସମାନେେ ଦ୍ବିତୀୟ ରେ ଅଗ୍ରସର ହବେେ।" |
|
| 17 |
|
| "ଏହାପରେ ଲବେୀୟମାନଙ୍କ ଛାଉଣୀ ସହିତ ସମାଗମ ତମ୍ବୁ ଛାଉଣୀ ମାନଙ୍କ ମଧ୍ଯବର୍ତ୍ତୀ ହାଇେ ଅଗ୍ରସର ହବେ। ସମାନେେ ସହେି ନିଯମ ରେ ଅଗ୍ରସର ହବେେ, ଯେପରି ଛାଉଣୀ ସ୍ଥାପନ କରିବେ, ସମସ୍ତେ ତାଙ୍କ ଧ୍ବଜା ପାଖ ରେ ସର୍ବଦା ରହିବେ।" |
|
| 18 |
|
| "ଇଫ୍ରଯିମ ବିଭାଗର ଛାଉଣୀର ଧ୍ବଜା ପଶ୍ଚିମ ଦିଗକୁ ରହିବ। ପୁଣି ଅମ୍ମୀହୂଦର ପୁତ୍ର ଇଲୀଶାମା ଇଫ୍ରଯିମ ଲୋକମାନଙ୍କର ଅଧିପତି ହବେ।" |
|
| 19 |
|
| "ତାଙ୍କର ସୈନ୍ଯବାହିନୀର ସାମର୍ଥ୍ଯ 40,500" |
|
| 20 |
|
| "ଇଫ୍ରଯିମ ଗୋଷ୍ଠୀ ଛାଉଣୀର ପରେ ମନଃଶି ଗୋଷ୍ଠୀ ଛାଉଣୀ ସ୍ଥାପନ କରିବେ। ପୁଣି ପଦାହସୂରର ପୁତ୍ର ଗମଲୀଯଲେ ମନଃଶି ଲୋକମାନଙ୍କର ଅଧିପତି ହବେ।" |
|
| 21 |
|
| "ତାଙ୍କର ସୈନ୍ଯବାହିନୀର ସାମର୍ଥ୍ଯ 32,200" |
|
| 22 |
|
| "ବିଦ୍ଯାମୀନ ଗୋଷ୍ଠୀ ଇଫ୍ରଯିମ ଗୋଷ୍ଠୀ ଭୟ ରେ ଛାଉଣୀ ସ୍ଥାପନ କରିବେ। ପୁଣି ଗିଦିଯୋନିର ପୁତ୍ର ଅବୀନାସ ବିଦ୍ଯାମୀନ ଲୋକମାନଙ୍କର ଅଧିପତି ହବେ।" |
|
| 23 |
|
| "ତାଙ୍କର ସୈନ୍ଯବାହିନୀର ସାମର୍ଥ୍ଯ 35,400" |
|
| 24 |
|
| "ଇଫ୍ରଯିମ ଛାଉଣୀର ଗଣ୍ଯ ସୈନ୍ଯସଂଖ୍ଯା 1,08,100 ସମାନେେ ତୃତୀୟ ରେ ଅଗ୍ରସର ହବେେ।" |
|
| 25 |
|
| "ଦାନ ବିଭାଗର ଛାଉଣୀର ଧ୍ବଜା ଉତ୍ତର ଦିଗକୁ ରହିବ। ଅମ୍ମୀଶଦ୍ଦଯର ପୁତ୍ର ଅହୀଯଷେର ଦାନ ସନ୍ତାନଗଣର ଅଧିପତି ହବେ।" |
|
| 26 |
|
| "ତାଙ୍କର ସୈନ୍ଯବାହିନୀର ସାମର୍ଥ୍ଯ 62,700" |
|
| 27 |
|
| "ଦାନ ଗୋଷ୍ଠୀର ଛାଉଣୀ ପାଖ ରେ ଆଶରେ ଗୋଷ୍ଠୀର ଛାଉଣୀ ରହିବ; ଆକ୍ରଣର ପୁତ୍ର ପଗୀଯଲେ ଆଶରେ ସନ୍ତାନଗଣର ଅଧିପତି ହବେ।" |
|
| 28 |
|
| "ତାଙ୍କର ସୈନ୍ଯବାହିନୀର ସାମର୍ଥ୍ଯ 41,500" |
|
| 29 |
|
| "ନପ୍ତାଲି ଗୋଷ୍ଠୀର ଛାଉଣୀ ଦାନ ଗୋଷ୍ଠୀ ପରେ ରହିବ। ଐନନର ପୁତ୍ର ଅହୀର ନପ୍ତାଲିର ଲୋକମାନଙ୍କର ଅଧିପତି ହବେ।" |
|
| 30 |
|
| "ତାଙ୍କର ସୈନ୍ଯବାହିନୀର ସାମର୍ଥ୍ଯ 53,400" |
|
| 31 |
|
| "ଦାନ ଛାଉଣୀ ରେ ମାଟେ ମନୁଷ୍ଯମାନଙ୍କର ସଂଖ୍ଯା 1,57,600 ସମାନେେ ସମାନଙ୍କେର ଧ୍ବଜା ଧରି ସମସ୍ତଙ୍କ ପଛ ରେ ଅଗ୍ରସର ହବେେ।" |
|
| 32 |
|
| "ସମାନେେ ସବୁ ଇଶ୍ରାୟେଲ ଲୋକମାନେ ଓ ସମାନେେ ନିଜର ପିତୃଗୃହ ଅନୁସାରେ ଗଣ୍ଯ ହେଲେ। ସମାନଙ୍କେର ଛାଉଣୀର ମାଟେ ସୈନ୍ଯ ସଂଖ୍ଯା ଗଣନା ଅନୁସାରେ 6,03,500" |
|
| 33 |
|
| "ମାତ୍ର ସଦାପ୍ରଭୁଙ୍କ ଆଜ୍ଞାନୁସା ରେ ମାଶାେ ଲବେୀୟମାନଙ୍କୁ ଇଶ୍ରାୟେଲ ଲୋକମାନଙ୍କ ମଧିଅରେ ଗଣନା କଲେ ନାହିଁ।" |
|
| 34 |
|
| "ମାଶାଙ୍କେୁ ସଦାପ୍ରଭୁ ଯାହା ଆଜ୍ଞା ଦଇେଥିଲେ, ଇଶ୍ରାୟେଲର ଲୋକମାନେ ସେ ସମସ୍ତ କଲେ। ସମାନେେ ନିଜନିଜ ବଂଶ ନିକଟରେ ନିଜନିଜ ପିତୃଗୃହ ଅନୁସାରେ ଓ ଆପଣା ଧ୍ବଜା ନିକଟରେ ଛାଉଣୀ ସ୍ଥାପନ କଲେ ଓ ସହେିପରି ସମାନେେ ଅଗ୍ରସର ହେଲେ।" |
|
|
: |
| ୧ | | ୨ | | ୩ | | ୪ | | ୫ | | ୬ | | ୭ | | ୮ | | ୯ | | ୧୦ | | ୧୧ | | ୧୨ | | ୧୩ | | ୧୪ | | ୧୫ | | ୧୬ | | ୧୭ | | ୧୮ | | ୧୯ | | ୨୦ | | ୨୧ | | ୨୨ | | ୨୩ | | ୨୪ | | ୨୫ | | ୨୬ | | ୨୭ | | ୨୮ | | ୨୯ | | ୩୦ | | ୩୧ | | ୩୨ | | ୩୩ | | ୩୪ | 1
1
1 |
|
|---|
|
https://beblia.bible:81/BibleAudio/odia/numbers/002.mp3
36
2