[ପବିତ୍ର ବାଇବେଲ] Odia Bible 1840
|
| 1 |
| "ସହେିଦିନ ସୀନଯ ପର୍ବତ ରେ ସଦାପ୍ରଭୁ ମାଶାଙ୍କେ ସଙ୍ଗେ କଥା ହେଲେ, ହାରୋଣ ଓ ମାଶାଙ୍କେର ବଂଶାବଳୀ ଏହି।" |
| 2 |
| "ହାରୋଣଙ୍କର ଚାରିପୁତ୍ର ମଧିଅରେ ପ୍ରଥମଜାତ ନାଦବ, ତା'ପରେ ଆବୀହୂ, ଇଲିଯାସର ଓ ଇଥାମର।" |
| 3 |
| "ଏହା ହେଉଛି ହାରୋଣଙ୍କର ପୁତ୍ରମାନଙ୍କର ନାମ, ଯେଉଁ ମାନେ ଯାଜକରୂପେ ଅଭିଷିକ୍ତ ହାଇେଥିଲେ ଓ" |
| 4 |
| "ମାତ୍ର ନାଦବ ଓ ଆବୀହୂ ସୀନଯ ପ୍ରାନ୍ତର ରେ ଅଜଣା ଅଗ୍ନି ସଦାପ୍ରଭୁଙ୍କ ଉତ୍ସର୍ଗ, ଉତ୍ସର୍ଗ କରି ପ୍ରାଣ ତ୍ଯାଗ କଲେ। ସମାନଙ୍କେର ପୁତ୍ର ନଥିଲା; ଏଣୁ ଇଲିଯାସର ଓ ଇଥାମର ଆପଣା ପିତା ହାରୋଣଙ୍କ ଉପସ୍ଥିତି ରେ ଯାଜକକର୍ମ କଲେ।" |
| 5 |
| "ଅନନ୍ତର ସଦାପ୍ରଭୁ ମାଶାଙ୍କେୁ କହିଲେ," |
| 6 |
| "ତୁମ୍ଭେ ଲବେୀ ଗୋଷ୍ଠୀର ସମସ୍ତ ଲୋକଙ୍କୁ ଆଣି ହାରୋଣ ସମ୍ମୁଖ ରେ ଉପସ୍ଥିତ କରାଅ, ସମାନେେ ତାହାର ସବୋ କରିବେ।" |
| 7 |
| "ସମାନଙ୍କେର ସମାଗମ ତମ୍ବୁ ନିକଟରେ ରକ୍ଷକ ହବେେ। ସମଗ୍ର ଇଶ୍ରାୟେଲ ସମାଜ ପାଇଁ ସମାନେେ ମଧ୍ଯ ପବିତ୍ର ଛାଉଣୀର କାର୍ୟ୍ଯ କରିବେ।" |
| 8 |
| "ପୁଣି ସମାନେେ ସମାଗମ ତମ୍ବୁର ସବୋକାର୍ୟ୍ଯ କରିବା ସମୟରେ ସମାଗମ ତମ୍ବୁର ସମସ୍ତ ଦ୍ରବ୍ଯର ରକ୍ଷା କରିବେ ଓ ଇଶ୍ରାୟେଲ ଲୋକମାନଙ୍କର ସବୋ କରିବେ।" |
| 9 |
| "ଆଉ ତୁମ୍ଭେ ହାରୋଣ ଓ ତା'ର ପୁତ୍ରଗଣ ହସ୍ତ ରେ ଲବେୀୟମାନଙ୍କୁ ଦବେ। ହାରୋଣ ଓ ତାଙ୍କର ପୁତ୍ରମାନଙ୍କୁ ଉପହାର ରୂପେ ଇଶ୍ରାୟେଲ ଲୋକମାନଙ୍କ ପକ୍ଷରୁ ସମାନଙ୍କେୁ ଦିଆଗଲା।" |
| 10 |
| "ପୁଣି ତୁମ୍ଭେ ହାରୋଣ, ତା'ର ପୁତ୍ରଗଣଙ୍କୁ ଯାଜକରୂପେ ନିୟୁକ୍ତି କରିବ। ସମାନେେ ଯାଜକରୂପେ ସବୋ କାର୍ୟ୍ଯ କରିବେ। ଯଦି କୌଣସି ବିଦେଶୀ ପାଖକୁ ଆ ସେ, ତାକୁ ଆଇନ ସଙ୍ଗତ କାର୍ୟ୍ଯ କରିବ।" |
| 11 |
| "ଅନନ୍ତର ସଦାପ୍ରଭୁ ମାଶାଙ୍କେୁ କହିଲେ," |
| 12 |
| "ମୁଁ ତୁମ୍ଭକୁ କହିଥିଲି ଇଶ୍ରାୟେଲର ପ୍ରେତ୍ୟକକ ବଂଶର ପ୍ରଥମ ଜାତ ମାରେ ସବେକ ହବେ। ବର୍ତ୍ତମାନ ଲବେୀୟମାନେ ମାରେ ଅଧିକୃତ, ତେଣୁ ଇଶ୍ରାୟେଲୀୟମାନଙ୍କ ପ୍ରଥମ ଜାତ ପରିବର୍ତେ ଲବେୀୟମାନେ ମାରେ ହବେେ।" |
| 13 |
| "ଯେତବେେଳେ ତୁମ୍ଭମାନେେ ମିଶର ରେ ଥିଲ, ସେତବେେଳେ ମୁଁ ମିଶରୀଯମାନଙ୍କର ପ୍ରଥମଜାତ ସନ୍ତାନଙ୍କୁ ହତ୍ଯା କରିଥିଲି। ଇଶ୍ରାୟେଲ ରେ ସମସ୍ତ ମନୁଷ୍ଯ ଓ ପଶୁର ପ୍ରଥମଜାତକୁ ମାେ ପାଇଁ ପବିତ୍ର କଲି। ସମାନେେ ସମସ୍ତେ ମାରେ ଅଧିକୃତ। ମୁଁ ସଦାପ୍ରଭୁ ଅଟେ।" |
| 14 |
| "ଅନନ୍ତର ସଦାପ୍ରଭୁ ସୀନଯ ମରୁଭୂମିରେ ମାଶାଙ୍କେୁ ପୁଣି କହିଲେ," |
| 15 |
| " ଲବେୀୟମାନଙ୍କୁ ସମାନଙ୍କେର ପିତୃଗୃହ ଓ ପରିବାରବର୍ଗ ଅନୁସାରେ ଗଣନା କର। ତୁମ୍ଭେ ସମସ୍ତ ପୁରୁଷ ଓ ଏକ ମାସରୁ ଅଧିକ ବଯସ୍କ ବାଳକମାନଙ୍କୁ ଗଣନା କରିବା ଉଚିତ୍।" |
| 16 |
| "ତେଣୁ ମାଶାେ ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ସମସ୍ତଙ୍କୁ ଗଣନା କଲେ।" |
| 17 |
| "ଲବେୀର ତିନିପୁତ୍ର ଥିଲେ ଓ ସମାନଙ୍କେର ନାମ ହେଲା ଗେର୍ଶୋନ,କାହାତ୍ ଓ ମରାରି।" |
| 18 |
| "ଗେର୍ଶୋନ ପରିବାରବର୍ଗର ନାମ ଲାବନି ଓ ଶିମିଯି।" |
| 19 |
| "ପୁଣି ଆପଣା ବଂଶ ଅନୁସାରେ କାହାତର ପରିବାରବର୍ଗର ନାମ ଅମ୍ରମ, ୟିଷହର, ହିବ୍ରୋଣ ଓ ଉଷୀଯଲେ।" |
| 20 |
| "ପୁଣି ଆପଣା ବଂଶ ଅନୁସାରେ ମରାରିର ପରିବାରବର୍ଗର ନାମ ମହଲି ଓ ମୂଶି।" |
| 21 |
| "ଗେର୍ଶୋନଠାରୁ ଲିବନି ବଂଶ ଓ ଶିମିଯିର ବଂଶ ଉତ୍ପନ୍ନ ହେଲେ, ଏମାନେ ଗେର୍ଶୋନୀଯ ବଂଶ।" |
| 22 |
| "ଏମାନଙ୍କ ମଧିଅରେ ଓ ଏକମାସରୁ ଅଧିକ ବଯସ୍କ ବାଳକ ଗଣନା ଅନୁସାରେ 7,500 ହେଲେ।" |
| 23 |
| "ଗେର୍ଶୋନୀଯ ପରିବାରବର୍ଗ ପଶ୍ଚିମ ଦିଗ ରେ ପବିତ୍ର ତମ୍ବୁର ପଶ୍ଚାତ ଭାଗ ରେ ଛାଉଣୀ ସ୍ଥାପନ କରିବେ।" |
| 24 |
| "ପୁଣି ଲାଯଲରେ ପୁତ୍ର ଇଲୀଯାସଫ ଗେର୍ଶୋନୀଯ ପରିବାରବର୍ଗର ଅଧିପତି ଥିଲା।" |
| 25 |
| "ସମାଗମ ତମ୍ବୁ ରେ ଗେର୍ଶୋନର ପରିବାରର କର୍ତ୍ତବ୍ଯ ଥିଲା, ପବିତ୍ର ତମ୍ବୁର ଛାତ ଏବଂ ସମାଗମ ତମ୍ବୁର ଫାଟକର ଆଛାଦନ କନାର ଯତ୍ନ ନବୋ।" |
| 26 |
| "ସମାନେେ ପବିତ୍ର ତମ୍ବୁର ପ୍ରାଙ୍ଗଣ ରେ ଓ ବଦେୀ ରେ ଥିବା ପରଦାର, ପ୍ରାଙ୍ଗଣର ପ୍ରବେଶ ଫାଟକର ଏବଂ ସମସ୍ତ ରଜ୍ଜୁର ଯତ୍ନ ନେଲେ।" |
| 27 |
| "ପୁଣି କହାତ୍ଠାରୁ ଅମ୍ରମୀଯ ବଂଶ ୟିଷ୍ହରୀଯ ବଂଶ, ଦିବ୍ରୋଣୀଯ ବଂଶ ଓ ଉଷୀଯଲେୀଯ ବଂଶ ଉତ୍ପନ୍ନ ହେଲେ। ଏମାନେ କହାତୀଯ ବଂଶ ହେଲେ।" |
| 28 |
| "ଏକ ମାସରୁ ଅଧିକ ବଯସ୍କ ପୁରୁଷମାନଙ୍କର ସଂଖ୍ଯା କହାତୀଯ ପରିବାରବର୍ଗର 8,300 ଓ ସମାନେେ ପବିତ୍ର ସ୍ଥାନର ରକ୍ଷକ ରୂପେ ନିୟୁକ୍ତ ହେଲେ।" |
| 29 |
| "କହାତୀଯ ସନ୍ତାନମାନଙ୍କ ବଂଶ ଦକ୍ଷିଣ ଦିଗ ରେ ପବିତ୍ର ତମ୍ବୁ ନିକଟରେ ଛାଉଣୀ ସ୍ଥାପନ କରିବେ।" |
| 30 |
| "ଇଲୀପାପନ୍ ଉଷୀଯଲରେ ପୁତ୍ର କହାତୀଯ ପରିବାରବର୍ଗର ଅଧିପତି ହବେ।" |
| 31 |
| "ପବିତ୍ର ସିନ୍ଦୂକ, ମଜେ,ଦୀପରୁଖା, ୟଜ୍ଞବଦେୀ, ପବିତ୍ରସ୍ଥାନର ସବୋ ସମ୍ବନ୍ଧୀଯ ସକଳପାତ୍ର, ଏବଂ ପରଦା ସମାନଙ୍କେର ଦାଯ୍ବିତ୍ବ ରେ ରହିବ।" |
| 32 |
| "ଯାଜକ ହାରୋଣର ପୁତ୍ର ଇଲିଯାସର ସମସ୍ତଙ୍କ ମଧିଅରେ ପ୍ରଧାନ ଲବେୀୟମାନଙ୍କର ଅଧିପତି। ସେ ଯେଉଁମାନେ ପବିତ୍ର ବିଷଯର କାର୍ୟ୍ଯ କରନ୍ତି ସମାନଙ୍କେର ତତ୍ତ୍ବାବଧାନ କରିବ।" |
| 33 |
| "ମହଲୀଯ ପରିବାରବର୍ଗ ଏବଂ ମୂଶୀଯ ପରିବାରବର୍ଗ ମରାରୀଯଠାରୁ ଉତ୍ପନ୍ନ ହେଲେ। ଏମାନେ ମରାରୀଯ ପରିବାର ଅନ୍ତଭୁର୍କ୍ତ।" |
| 34 |
| "ପୁଣି ଏମାନଙ୍କ ମଧିଅରେ ଏକ ମାସରୁ ଅଧିକ ବଯସ୍କ ପୁରୁଷମାନଙ୍କ ଗଣନା ଅନୁସାରେ 6,200 ଲୋକ ହେଲେ।" |
| 35 |
| "ଆଉ ଅବୀହଯଲର ପୁତ୍ର ସୂରୀଯଲେ ମରାରି ପରିବାରବର୍ଗର ଅଧିପତି। ସମାନେେ ଉତ୍ତର ଦିଗ ରେ ଆବାସ ନିକଟରେ ଛାଉଣୀ ସ୍ଥାପନ କରିବେ।" |
| 36 |
| "ମରାରି ପରିବାରର ସଭ୍ଯମାନେ କାଠପଟାଗୁଡିକ, ଅର୍ଗଳଗୁଡିକ, ସ୍ତମ୍ଭସମସ୍ତ, ଭିତ୍ତିସମସ୍ତ ଏବଂ ଅନ୍ୟସମସ୍ତ ସାମଗ୍ରୀ ଏବଂ ଏହି ସମ୍ବନ୍ଧୀଯ କାର୍ୟ୍ଯର ଦାଯିତ୍ବ ବହନ କରିବେ।" |
| 37 |
| "ସମାନେେ ମଧ୍ଯ ସ୍ତମ୍ଭ, ଭିତ୍ତିମୂଳ, ଖିଲ ଏବଂ ରଜ୍ଜୁ ଯାହା ପ୍ରାଙ୍ଗଣ ରେ ବ୍ଯବହାର ହୁଏ ଏହି ସମସ୍ତର ଦାଯିତ୍ବ ନବେେ।" |
| 38 |
| "ମାଶାେ, ହାରୋଣ ଓ ତାହାର ପୁତ୍ରଗଣ ଆବାସର ତମ୍ବୁସବୁ ପବିତ୍ର ତମ୍ବୁର ପୂର୍ବଦିଗ ସମ୍ମୁଖ ରେ ଛାଉଣୀ ସ୍ଥାପନ କରିବେ। ସମାନେେ ଇଶ୍ରାୟେଲର ଲୋକମାନଙ୍କ ନିମନ୍ତେ ପବିତ୍ରସ୍ଥାନର ରକ୍ଷା କରିବେ। ଯଦି କୌଣସି ବିଦେଶୀ ଏହା ପାଖକୁ ୟାଏ, ତାକୁ ମୁତ୍ଯୁଦଣ୍ତ ଦିଆୟିବ।" |
| 39 |
| "ମାଶାେ ଓ ହାରୋଣ ସଦାପ୍ରଭୁଙ୍କ ଆଜ୍ଞା ରେ ଲବେୀୟମାନଙ୍କୁ ଗଣନା କଲେ। ଲବେୀୟମାନଙ୍କ ବଂଶ ଅନୁସାରେ ଏକ ମାସରୁ ଅଧିକ ବଯସ୍କ ସମସ୍ତ ପୁରୁଷମାନଙ୍କ ସଂଖ୍ଯା 2,200 ହେଲେ।" |
| 40 |
| "ସଦାପ୍ରଭୁ ମାଶାଙ୍କେୁ କହିଲେ, ତୁମ୍ଭେ ଇଶ୍ରାୟେଲର ପ୍ରଥମଜାତ ପୁରୁଷ ଲୋକମାନଙ୍କର ଏକ ମାସର ଅଧିକ ବଯସ୍କ ସମସ୍ତ ଗଣନା କର ଓ ସମାନଙ୍କେର ନାମ ତାଲିକା କର।" |
| 41 |
| "ମୁଁ ସଦାପ୍ରଭୁ, ମୁଁ ଇଶ୍ରାୟେଲ ଲୋକମାନଙ୍କର ସମସ୍ତ ପ୍ରଥମଜାତ ଲୋକ ବଦଳ ରେ ଲବେୀୟମାନଙ୍କୁ ଗ୍ରହଣ କରିବୁ। ପୁଣି ଇଶ୍ରାୟେଲ ଲୋକମାନଙ୍କର ସମସ୍ତ ପ୍ରଥମଜାତ ପଶୁ ବଦଳ ରେ ଲବେୀୟମାନଙ୍କର ପଶୁ ଗ୍ରହଣ କରିବି।" |
| 42 |
| "ସଦାପ୍ରଭୁଙ୍କ ଆଜ୍ଞାନୁସା ରେ ମାଶାେ ଇଶ୍ରାୟେଲର ଲୋକ ମଧିଅରେ ସମସ୍ତ ପ୍ରଥମଜାତ ଲୋକର ଗଣନା କଲେ।" |
| 43 |
| "ପୁଣି ଏକ ମାସରୁ ଅଧିକ ବଯସ୍କ ସମସ୍ତ ପ୍ରଥମଜାତ ପୁରୁଷର ନାମ ସଂଖ୍ଯା ନୁସା ରେ ସମାନଙ୍କେର ସଂଖ୍ଯା 22,273 ହେଲା।" |
| 44 |
| "ଅନନ୍ତର ସଦାପ୍ରଭୁ ମାଶାଙ୍କେୁ କହିଲେ," |
| 45 |
| "ତୁମ୍ଭେ ସମସ୍ତ ଲବେୀୟ ଏବଂ ତାଙ୍କର ସମସ୍ତ ପଶୁ ଇଶ୍ରାୟେଲର ପ୍ରଥମଜାତ ଏବଂ ଇଶ୍ରାୟେଲର ପଶୁମାନଙ୍କ ପ୍ରଥମ ଜାତ ବଦଳ ରେ ଗ୍ରହଣ କର। ଆଉ ଲବେୀୟମାନେ ମାରେ ହବେେ, ମୁଁ ସଦାପ୍ରଭୁ ଅଟେ।" |
| 46 |
| "ଇଶ୍ରାୟେଲ ରେ ଲବେୀୟମାନଙ୍କଠାରୁ 273 ଅଧିକ ପ୍ରଥମ ଜାତ ପୁରୁଷ ଅଛନ୍ତି, ଏହି ଅଧିକ ପ୍ରଥମଜାତ ପୁରୁଷଗଣ ନିଶ୍ଚଯ ମୁକୁଳା ଯିବେ।" |
| 47 |
| "ପବିତ୍ରସ୍ଥାନର ଶକେଲ ଅନୁସାରେ ତୁମ୍ଭେ ମୁଣ୍ତ ପିଛା ପାଞ୍ଚ ଶକେଲ ନବେ। କୋଡିଏ ଗରୋ ରେ ଏକ ଶକେଲ।" |
| 48 |
| "ସହେି 273 ଅଧିକ ପ୍ରଥମଜାତ ପୁରୁଷଙ୍କର ମୁକୁଳାଇବା ନିମନ୍ତେ ହାରୋଣ ଓ ତାଙ୍କର ପୁତ୍ରଗଣଙ୍କୁ ମୂଲ୍ଯ ଦିଅ।'" |
| 49 |
| "ତେଣୁ ମାଶାେ ସହେି ପ୍ରଥମଜାତ ପୁରୁଷମାନଙ୍କୁ ମୁକୁଳାଇବା ନିମନ୍ତେ ମୁଦ୍ରା ଏକତ୍ର କଲେ।" |
| 50 |
| "ଇଶ୍ରାୟେଲର ପୁତ୍ରଗଣ ପ୍ରଥମଜାତ ଲୋକମାନଙ୍କଠାରୁ ସେ ସହେି ମୂଲ୍ଯ ନେଲେ; ସେ ପବିତ୍ରସ୍ଥାନର ଶକେଲ ଅନୁସାରେ 1,365 ଶକେଲ ନେଲେ।" |
| 51 |
| "ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ମାଶାେ ସହେି ମୁକ୍ତି ମୁଲ୍ଯ ହାରୋଣ ଓ ତାଙ୍କର ପୁତ୍ରମାନଙ୍କୁ ଦେଲେ।" |
|
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odia/numbers/003.mp3
36
3