|
| 1 |
|
| "ଲାଜାର ନାମ ରେ ଜଣେ ବ୍ଯକ୍ତି ଅସୁସ୍ଥ ଥିଲେ। ସେ ବେଥନିଆ ନଗର ରେ ରହୁଥିଲେ। ସଠାେରେ ମରିୟମ ଓ ତାହାଙ୍କ ଭଉଣୀ ମାର୍ଥା ବାସ ମଧ୍ଯ କରୁଥିଲେ।" |
|
| 2 |
|
| "ସହେି ମରିୟମ ପରେ ପ୍ରଭୁ ଯୀଶୁଙ୍କ ପାଦ ରେ ଅତି ମୂଲ୍ଯବାନ ଅତର ଢାଳି ନିଜ କେଶ ରେ ପାଦ ପୋଛି ଦଇେଥିଲେ। ସମାନଙ୍କେର ଭାଇ ଲାଜାର ଅସୁସ୍ଥ ଥିଲେ।" |
|
| 3 |
|
| "ତେଣୁ ମରିୟମ ଓ ମାର୍ଥା ଯୀଶୁଙ୍କୁ ଜଣାଇବା ପାଇଁ ଗୋଟିଏ ଲୋକ ପଠାଇଲେ। ସମାନେେ କହି ପଠାଇଲେ, ପ୍ରଭୁ, ତୁମ୍ଭର ପ୍ରିୟ ବନ୍ଧୁ ଲାଜାର ପୀଡିତ ଅଛନ୍ତି।" |
|
| 4 |
|
| "ଯୀଶୁ ଏହି କଥା ଶୁଣି କହିଲେ, ତାହାର ପୀଡା ମୃତ୍ଯୁଜନକ ନୁହେଁ। କିନ୍ତୁ ତା'ର ଅସୁସ୍ଥତା ପରମେଶ୍ବରଙ୍କର ଗୌରବ ନିମନ୍ତେ। ପରମେଶ୍ବରଙ୍କର ପୁତ୍ର ଏହା ଦ୍ବାରା ଗୌରବାନ୍ବିତ ହବେେ।" |
|
| 5 |
|
| "ଯୀଶୁ ମାର୍ଥା, ତା'ର ଭଉଣୀ ମରିୟମ ଓ ଲାଜାରଙ୍କୁ ବହୁତ ଭଲ ପାଉଥିଲେ।" |
|
| 6 |
|
| "ସେ ଲାଜାରଙ୍କ ଅସୁସ୍ଥତାର ଖବର ପାଇ ସେ ଯେଉଁଠି ଥିଲେ ସଠାେରେ ଆହୁରି ଦୁଇ ଦିନ ରହିଗଲେ।" |
|
| 7 |
|
| "ତାପରେ ଯୀଶୁ ତାହାଙ୍କର ଶିଷ୍ଯମାନଙ୍କୁ କହିଲେ, ଚାଲ, ଆମ୍ଭେ ୟିହୂଦା ପ୍ରଦେଶକୁ ଫରେିୟିବା।" |
|
| 8 |
|
| "ଶିଷ୍ଯମାନେ କହିଲେ, ଗୁରୁ, ୟିହୂଦା ରେ ତ ଆପଣଙ୍କୁ ଯିହୂଦୀ ନେତାମାନେ ପଥର ରେ ମାରିବାକୁ ଚେଷ୍ଟା କରୁଥିଲେ। ଏହା ଅଳ୍ପଦିନ ପୂର୍ବେ ହାଇେଥିଲା। ଆପଣ ପୁଣି ସଠାେକୁ ଫରେିୟିବାକୁ ଚାହାଁନ୍ତି?" |
|
| 9 |
|
| "ଯୀଶୁ ଉତ୍ତର ଦେଲେ, ଦିନ ମଧିଅରେ ବାର ଘଣ୍ଟା ଆଲୋକ ଥାଏ। ଜଣେ ଲୋକ ଦିନ ବେଳେ ଚାଲିଲେ ସେ ଝୁଣ୍ଟେ ନାହିଁ କି ପଡେ ନାହିଁ, କାରଣ ଜଗତର ଆଲୋକରେ ସେ ଦେଖିପା ରେ।" |
|
| 10 |
|
| "କିନ୍ତୁ ରାତି ରେ ଜଣେ ଲୋକ ଝୁଣ୍ଟେ, କାରଣ ରାତି ବେଳେ ତାକୁ ଦେଖିବା ରେ ସାହାୟ୍ଯ କରିବା ପାଇଁ ଆଲୋକ ନଥାଏ।" |
|
| 11 |
|
| "ଯୀଶୁ ଏକଥା କହିବା ସାରିବା ପରେ, କହିଲେ, ଆମ୍ଭର ବନ୍ଧୁ ଲାଜାର ବର୍ତ୍ତମାନ ଶାଇେଛନ୍ତି। ମୁଁ ତାହାଙ୍କୁ ଉେଠଇବା ପାଇଁ ସଠାେକୁ ଯାଉଛି।" |
|
| 12 |
|
| "ଶିଷ୍ଯମାନେ ଉତ୍ତର ଦେଲେ, କିନ୍ତୁ ପ୍ରଭୁ, ଯଦି ସେ ଶାଇେଛନ୍ତି, ତବେେ ସେ ସୁସ୍ଥ ହାଇେ ଯିବେ।" |
|
| 13 |
|
| "ଯୀଶୁଙ୍କର କହିବା ଅର୍ଥ ଥିଲା, ଯେ ଲାଜାର ମୃତ। କିନ୍ତୁ ତାହାଙ୍କର ଶିଷ୍ଯମାନେ ବୁଝିଲେ ଯେ ସେ ସାଧାରଣ ଶାଇେବା ବିଷୟ ରେ କହୁଛନ୍ତି।" |
|
| 14 |
|
| "ତେଣୁ ଯୀଶୁ ସ୍ପଷ୍ଟରୂପେ କହିଲେ, ଲାଜାର ମରିଯାଇଛନ୍ତି," |
|
| 15 |
|
| "ମୁଁ ଖୁସି ଯେ ମୁଁ ସଠାେରେ ନଥିଲି। ମୁଁ ତୁମ୍ଭମାନଙ୍କ ନିମନ୍ତେ ଆନନ୍ଦ କରୁଛି କାରଣ ବର୍ତ୍ତମାନ ତୁମ୍ଭମାନେେ ମାଠାେ ରେ ବିଶ୍ବାସ କରିବ। ଚାଲ, ଆମ୍ଭେ ବର୍ତ୍ତମାନ ତାହାଙ୍କ ପାଖକୁ ୟିବା।" |
|
| 16 |
|
| "ତା'ପରେ ଥୋମା ଯାହାଙ୍କୁ ଦିଦୁମ କୁହାଯାଉଥିଲା ସେ ଅନ୍ୟ ଶିଷ୍ଯଙ୍କୁ କହିଲେ, ଚାଲ ଆମ୍ଭମାନେେ ମଧ୍ଯ ଯୀବା ଓ ଯୀଶୁଙ୍କ ସହିତ ୟିହୂଦା ରେ ମରିବା।" |
|
| 17 |
|
| "ଯୀଶୁ ବେଥନିଆ ରେ ପହନ୍ଚିଲେ। ସେ ଦେଖିଲେ, ଲାଜାରଙ୍କର ମୃତ୍ଯୁ ହାଇେ କବରସ୍ଥ ହବୋର ଚାରି ଦିନ ହାଇଗେଲାଣି।" |
|
| 18 |
|
| "ବେଥନିଆ ୟିରୂଶାଲମଠାରୁ ପ୍ରାୟ ତିନି କିଲୋମିଟର ଦୂର।" |
|
| 19 |
|
| "ଅନକେ ଯିହୂଦୀ ମାର୍ଥା ଓ ମରିୟମଙ୍କ ପାଖକୁ ଆସିଥିଲେ। ସମାନେେ ମାର୍ଥା ଓ ମରିୟମଙ୍କୁ ସମାନଙ୍କେର ଭାଇ ଲାଜାର ସକାେଶ ସାନ୍ତ୍ବନା ଦବୋ ପାଇଁ ଆସିଥିଲେ।" |
|
| 20 |
|
| "ଯୀଶୁ ଆସୁଛନ୍ତି ବୋଲି ମାର୍ଥା ଶୁଣିଲେ। ସେ ଯୀଶୁଙ୍କୁ ସ୍ବାଗତ କରିବା ପାଇଁ ଗଲେ। କିନ୍ତୁ ମରିୟମ ଘ ରେ ରହିଲେ।" |
|
| 21 |
|
| "ମାର୍ଥା ଯୀଶୁଙ୍କୁ କହିଲେ, ପ୍ରଭୁ, ଯଦି ଆପଣ ଏଠା ରେ ଥାଆନ୍ତେ, ତବେେ ମାରେ ଭାଇ ମରି ନଥାନ୍ତା।" |
|
| 22 |
|
| "କିନ୍ତୁ ଏବେ ମଧ୍ଯ ମୁଁ ଜାଣେ ଯେ ଆପଣ ଯାହା କିଛି ମାଗିବେ, ପରମେଶ୍ବର ତାହା ଦବେେ।" |
|
| 23 |
|
| "ଯୀଶୁ କହିଲେ, ତୁମ୍ଭର ଭାଇ ପୁଣି ଥରେ ବଞ୍ଚି ଉଠିବ।" |
|
| 24 |
|
| "ମାର୍ଥା ଉତ୍ତର ଦେଲେ, ମୁଁ ଜାଣେ, ପୁନରୁତ୍ଥାନ ଦିନ ରେ ଯେତବେେଳେ ସମସ୍ତେ ମୃତ୍ଯୁରୁ ବଞ୍ଚି ଉଠିବେ, ସେତବେେଳେ ସେ ମଧ୍ଯ ମୃତ୍ଯୁରୁ ବଞ୍ଚି ଉଠିବ।" |
|
| 25 |
|
| "ଯୀଶୁ ତାକୁ କହିଲେ, ମୁଁ ସହେି ପୁନରୁତ୍ଥାନ ଓ ଜୀବନ, ମାଠାେ ରେ ବିଶ୍ବାସ କରୁଥିବା ଲୋକ ମୃତ୍ଯୁ ପରେ ପୁଣି ବଞ୍ଚି ଉଠିବ ଓ ଜୀବିତ ରହିବ।" |
|
| 26 |
|
| "ମାେ'ଠା ରେ ରହୁଥିବା ଓ ବିଶ୍ବାସ କରୁଥିବା ଲୋକ କଦାପି ମରିବ ନାହିଁ। ମାର୍ଥା ତୁମେ କ'ଣ ଏହା ବିଶ୍ବାସ କର?" |
|
| 27 |
|
| "ମାର୍ଥା ଉତ୍ତର ଦେଲେ, ହଁ, ପ୍ରଭୁ, ମୁଁ ଆପଣଙ୍କୁ ଖ୍ରୀଷ୍ଟ ବୋଲି ବିଶ୍ବାସ କକରେ। ଆପଣ ପରମେଶ୍ବରଙ୍କର ପୁତ୍ର। ଯାହାଙ୍କର ଏହି ଜଗତକୁ ଆସିବାର ଥିଲା, ଆପଣ ସହେି ବ୍ଯକ୍ତି ଅଟନ୍ତି।" |
|
| 28 |
|
| "ମାର୍ଥା ଏ ସବୁ କଥା କହିବା ପରେ ଭଉଣୀ ମରିୟମ ପାଖକୁ ଗଲେ। ସେ ମରିୟମଙ୍କ ସହିତ ଏକୁଟିଆ କଥାବାର୍ତ୍ତା ହେଲେ। ସେ କହିଲେ, ଏଠା ରେ ଗୁରୁ ଅଛନ୍ତି, ସେ ତୁମ୍ଭକୁ ଖାଜେୁଛନ୍ତି।" |
|
| 29 |
|
| "ମରିୟମ ଏ କଥା ଶୁଣି ଯୀଶୁଙ୍କ ପାଖକୁ ସଙ୍ଗେ ସଙ୍ଗେ ଆସିଲେ।" |
|
| 30 |
|
| "ଯୀଶୁ ସହେି ସମୟ ପର୍ୟ୍ଯନ୍ତ ଗ୍ରାମକୁ ଆସି ନଥିଲେ। ମାର୍ଥା ତାହାଙ୍କୁ ଯେଉଁ ସ୍ଥାନ ରେ ଦେଖିଥିଲେ, ସେ ପର୍ୟ୍ଯନ୍ତ ସେ ସହେିଠା ରେ ଥିଲେ।" |
|
| 31 |
|
| "ଯିହୂଦୀମାନେ ମରିୟମଙ୍କ ସହିତ ଘ ରେ ଥିଲେ। ସମାନେେ ତାହାଙ୍କୁ ସାନ୍ତ୍ବନା ଦେଉଥିଲେ। ସମାନେେ ମରିୟମଙ୍କୁ ହଠାତ୍ ଠିଆ ହାଇେ ତରବର ରେ ବାହାରକୁ ୟିବା ଦେଖିଲେ। ସମାନେେ ଭାବିଲେ ବୋଧେ ସେ ଲାଜାରଙ୍କ କବର ପାଖକୁ କାନ୍ଦିବାକୁ ଯାଉଛନ୍ତି। ତେଣୁ ସମାନେେ ତାହାଙ୍କ ପେଛ ପେଛ ଗଲେ।" |
|
| 32 |
|
| "ମରିୟମ ଯୀଶୁ ରହିଥିବା ସ୍ଥାନକୁ ଗଲେ। ଯୀଶୁଙ୍କୁ ଦେଖି ସେ ତାହାଙ୍କ ପାଦ ତଳେ ପଡିଗଲେ। ମରିୟମ କହିଲେ, ପ୍ରଭୁ, ଆପଣ ଯଦି ଏଠା ରେ ଥାଆନ୍ତେ ତବେେ ମାେ ଭାଇ ମରି ନ ଥାଆନ୍ତା।" |
|
| 33 |
|
| "ଯୀଶୁ ମରିୟମକୁ କାନ୍ଦିବାର ଦେଖିଲେ। ସେ ଯିହୂଦୀମାନଙ୍କୁ ତାହାଙ୍କ ସହିତ ଆସିବାର ଦେଖିଲେ। ସମାନେେ ମଧ୍ଯ କାନ୍ଦୁଥିଲେ। ଯୀଶୁ ବହୁତ ଦୁଃଖ ଅନୁଭବ କଲେ ଓ ଅନ୍ତର ରେ ଅତ୍ଯଧିକ ବ୍ଯଥା ଅନୁଭବ କଲେ।" |
|
| 34 |
|
| "ଯୀଶୁ କହିଲେ, ତୁମ୍ଭେ ଲାଜାରଙ୍କୁ କେଉଁଠା ରେ ରଖିଛ? ସମାନେେ କହିଲେ, ପ୍ରଭୁ ଆସି ଦେଖନ୍ତୁ।" |
|
| 35 |
|
| "ଯୀଶୁ କାନ୍ଦିଲେ।" |
|
| 36 |
|
| "ଯିହୂଦୀମାନେ କହିଲେ, ଦେଖ, ଯୀଶୁ ଲାଜାରଙ୍କୁ କେତେ ସ୍ନହେ କରୁଥିଲେ।" |
|
| 37 |
|
| "କିନ୍ତୁ କେତକେ ଯିହୂଦୀ କହିଲେ, ଯୀଶୁ ଅନ୍ଧ ଲୋକଟିର ଆଖି ଭଲ କରି ଦଇେଥିଲେ। ତବେେ ସେ ଲାଜାରଙ୍କୁ ମରଣ ମୁଖରୁ ବଞ୍ଚଇେ ରଖିବା ପାଇଁ କାହିଁକି କିଛି କରି ପାରିଲେ ନାହିଁ।" |
|
| 38 |
|
| "ଯୀଶୁ ପୁଣି ବହୁତ ବ୍ଯତିବ୍ଯସ୍ତ ହେଲେ। ସେ ଲାଜାରଙ୍କ କବର ନିକଟକୁ ଆସିଲେ। ତାହା ଗୋଟିଏ ଗୁହା ଥିଲା ଓ ତା ମୁହଁ ରେ ଗୋଟିଏ ବଡ ପଥର ଘୋଡଇେ ଦିଆଯାଇଥିଲା।" |
|
| 39 |
|
| "ଯୀଶୁ କହିଲେ, ଏ ପଥରକୁ ଘୁଞ୍ଚାଇ ଦିଅ।" |
|
| 40 |
|
| "ଯୀଶୁ ତାହାଙ୍କୁ କହିଲେ, ମୁଁ ତୁମ୍ଭକୁ ଯାହା କହିଥିଲି, ତାହା ମନେପକାଅ। ମୁଁ ତୁମ୍ଭକୁ କହିଥିଲି, ଯଦି ତୁମ୍ଭେ ବିଶ୍ବାସ କରିବ ତବେେ ପରମେଶ୍ବରଙ୍କର ଗୌରବ ଦେଖି ପାରିବ।" |
|
| 41 |
|
| "ତେଣୁ ସମାନେେ ପଥର ବାହାର କଲେ। ତା'ପରେ ଯୀଶୁ ଉର୍ଦ୍ଧ୍ବକୁ ଚାହିଁ କହିଲେ, ହେ ପରମପିତା, ତୁମ୍ଭକୁ ଧନ୍ଯବାଦ ଦେଉଅଛି, କାରଣ ତୁମ୍ଭେ ମାେ କଥା ଶୁଣିଛ।" |
|
| 42 |
|
| "ମୁଁ ଜାଣେ ଯେ, ତୁମ୍ଭେ ସବୁବେଳେ ମାେ କଥା ଶୁଣ। ମାତ୍ର ତୁମ୍ଭେ ମାେତେ ପଠାଇଛ ବୋଲି ଏଠା ରେ ଠିଆ ହାଇେଥିବା ଲୋକମାନେ ଯେପରି ବିଶ୍ବାସ କରିବେ, ସେଥିପାଇଁ ମୁଁ ଏହା କହିଲି।" |
|
| 43 |
|
| "ଏହା ପରେ ଯୀଶୁ ଉଚ୍ଚ ସ୍ବର ରେ ଡାକିଲେ, ଲାଜାର, ବାହାରି ଆସ।" |
|
| 44 |
|
| "ମୃତ ଲୋକଟି ବାହାରି ଆସିଲା। ତାହାଙ୍କର ହାତ ଗୋଡ ରେ ଖଣ୍ଡ ଖଣ୍ଡ କନା ଗୁଡଇେ ହାଇେଥିଲା। ତାହାଙ୍କ ମୁହଁ ରେ ଗୋଟିଏ ରୁମାଲ ବନ୍ଧା ହାଇେଥିଲା। ଯୀଶୁ ଲୋକମାନଙ୍କୁ କହିଲେ, କନାଗୁଡିକ କାଢି ନିଅ ଓ ତାହାଙ୍କୁ ୟିବାକୁ ଦିଅ।" |
|
| 45 |
|
| "ସଠାେରେ ମରିୟମଙ୍କୁ ଦଖାେ କରିବା ନିମନ୍ତେ ଅନକେ ଯିହୂଦୀ ଆସିଥିଲେ। ସମାନେେ ସମସ୍ତେ ଯୀଶୁଙ୍କର କାର୍ୟ୍ଯ ଦେଖିଲେ। ସମାନଙ୍କେ ଭିତରୁ ଅନକେ ଯିହୂଦୀ ତାହାଙ୍କୁ ବିଶ୍ବାସ କଲେ।" |
|
| 46 |
|
| "କିନ୍ତୁ କେତକେ ଯିହୂଦୀ ଫାରୂଶୀମାନଙ୍କ ପାଖକୁ ଫରେିଗଲେ। ସମାନେେ ଫାରୂଶୀମାନଙ୍କୁ ଯୀଶୁ କରିଥିବା କାର୍ୟ୍ଯ ବର୍ଣ୍ଣନା କଲେ।" |
|
| 47 |
|
| "ତା'ପରେ ମୁଖ୍ଯ ଯାଜକ ଓ ଫାରୂଶୀମାନେ ଯିହୂଦୀ ପରିଷଦର ଗୋଟିଏ ସଭା ଡାକିଲେ। ସମାନେେ କହିଲେ, ଆମ୍ଭର କ'ଣ କରିବା ଉଚିତ୍? ଏହି ଲୋକ ବହୁତ ଆଶ୍ଚର୍ୟ୍ଯ କାର୍ୟ୍ଯ କରୁଛି।" |
|
| 48 |
|
| "ଯଦି ଆମ୍ଭେ ତାକୁ ଏଭଳି କାର୍ୟ୍ଯ କରିବା ପାଇଁ ଛାଡିଦବୋ, ତାହାକୁ ସମସ୍ତେ ବିଶ୍ବାସ କରିବେ। ତା'ପରେ ରୋମୀୟମାନେ ଆସି ଆମ ମନ୍ଦିର ଓ ଆମ୍ଭ ଜାତି ଉଭୟକୁ ନଷ୍ଟ କରି ଦବେେ।" |
|
| 49 |
|
| "ସମାନଙ୍କେ ମଧ୍ଯରୁ କଯାଫା ନାମକ ଜଣେ ବ୍ଯକ୍ତି ଥିଲେ। ସେ ସହେି ବର୍ଷପାଇଁ ମହାୟାଜକ ଥିଲେ। କଯାଫା କହିଲେ, ତୁମ୍ଭେ ସବୁ କିଛି ଜାଣି ନାହଁ।" |
|
| 50 |
|
| "ସମଗ୍ର ଜାତି ଧ୍ବଂସ ପାଇବା ଅପେକ୍ଷା ଜଣେ ଲୋକ ଜନସାଧାରଣଙ୍କ ପାଇଁ ମରିବା ଉତ୍ତମ। କିନ୍ତୁ ତୁମ୍ଭେ ତାହା ଅନୁଭବ କରୁନାହଁ।" |
|
| 51 |
|
| "କଯାଫା ନିଜେ ସହେି କଥା ଭାବି ପାରି ନଥିଲେ। ଯେ ସେ ବାସ୍ତବ ରେ ଭବିଷ୍ଯଦ୍ବାଣୀ କରିଥିଲେ, ଯୀଶୁ ଯିହୂଦୀୟ ଜାତି ପାଇଁ ପ୍ରାଣ ଦବେେ।" |
|
| 52 |
|
| "ହଁ, ଯୀଶୁ ଯିହୂଦୀ ଲୋକମାନଙ୍କ ପାଇଁ ନିଜ ଜୀବନ ଦବେେ। କିନ୍ତୁ ସେ ପରମେଶ୍ବରଙ୍କ ଅନ୍ୟ ସନ୍ତାନମାନଙ୍କ ପାଇଁ ମଧ୍ଯ ଜୀବନ ଦବେେ, ଯେଉଁମାନେ ଜଗତର ଚାରିଆଡେ ଚ୍ଛିନ୍ନ ଭିନ୍ନ ହାଇେ ରହିଛନ୍ତି। ସମାନଙ୍କେୁ ଏକାଠି କରିବା ପାଇଁ ଓ ସମସ୍ତଙ୍କୁ ଏକ କରିବା ପାଇଁ ଯୀଶୁ ମୃତ୍ଯୁ ଭୋଗ କରିବେ।" |
|
| 53 |
|
| "ସହେି ଦିନଠାରୁ ଯିହୂଦୀନେତାମାନେ ଯୀଶୁଙ୍କୁ ହତ୍ଯା କରିବା ପାଇଁ ଯୋଜନା କଲେ।" |
|
| 54 |
|
| "ତେଣୁ ଯୀଶୁ ଯିହୂଦୀମାନଙ୍କ ମଧିଅରେ ଖାେଲାଖାଲିେ ଭାବରେ ଯାତ୍ରା କରିବା ବନ୍ଦ କରି ଦେଲେ। ସେ ୟିରୂଶାଲମ ଛାଡି ମରୁଭୂମି ପାଖଥିବା ଗୋଟିଏ ସ୍ଥାନକୁ ଚାଲିଗଲେ। ସହେି ସହରର ନାମ ଏଫ୍ରଯିମ। ସେ ସଠାେରେ ନିଜ ଶିଷ୍ଯମାନଙ୍କ ସହିତ ରହିଲେ।" |
|
| 55 |
|
| "ଯିହୂଦୀମାନଙ୍କର ପବିତ୍ର ନିସ୍ତାରପର୍ବର ସମୟ ପାଖଇେ ଆସିଲା। ଅନକେ ଲୋକ ନିସ୍ତାରପର୍ବ ପୂର୍ବରୁ ଗ୍ରାମାଞ୍ଚଳରୁ କିଛି ଦିନ ଆଗରୁ ୟିରୂଶାଲମ ରେ ଆସି ପହନ୍ଚିଲେ, ସମାନେେ ପର୍ବ ପାଇଁ ନିଜକୁ ପବିତ୍ର କରିବା ଉଦ୍ଦେଶ୍ଯ ରେ ବିଶଷେ କର୍ମ କରିବାକୁ ଗଲେ।" |
|
| 56 |
|
| "ସମାନେେ ଯୀଶୁଙ୍କୁ ଖାଜେିଲେ। ସମାନେେ ମନ୍ଦିର ପରିସର ରେ ପରସ୍ପରକୁ ପଚାରିଲେ, ସେ କ'ଣ ନିସ୍ତାରପର୍ବକୁ ଆସୁଛନ୍ତି? ତୁମ୍ଭେ କ'ଣ ଭାବୁଛ?" |
|
| 57 |
|
| "କିନ୍ତୁ ମହାୟାଜକ ଓ ଫାରୂଶୀମାନେ ଯୀଶୁଙ୍କ ସମ୍ବନ୍ଧ ରେ ଗୋଟିଏ ବିଶଷେ ଆଦେଶ ଦଇେଥିଲେ। ସମାନେେ ଘାଷେଣା କରିଥିଲେ ଯେ, ଯୀଶୁ କେଉଁଠା ରେ ଅଛନ୍ତି ଏହା ଜାଣିଥିବା ବ୍ଯକ୍ତି ସଙ୍ଗେ ସଙ୍ଗେ ସମାନଙ୍କେୁ ଜଣାଇବ। ତବେେ ମୁଖ୍ଯ ଯାଜକ ଓ ଫାରୂଶୀମାନେ ଯୀଶୁଙ୍କୁ ବନ୍ଦୀ କରିପାରିବେ।" |
|
|
|
|