× ଭାଷା ୟୁରୋପ | ଷିୟ | ବେଲାରୁଷିଆନ୍ ୟୁକ୍ରେନ୍ ପୋଲାଣ୍ଡ | ସର୍ବିଆ | ବୁଲଗେରିଆ | ସ୍ଲୋଭାକିଆନ୍ ଚେକ ରୋମାନିଆନ୍ ମଲଡୋଭିଆନ୍ | ଆଜେରବାଇଜାନ ଆର୍ମେନିଆ ଜର୍ଜିଆନ୍ ଆଲବାନ୍ ଆଭାର୍ | ବାସ୍କିର ଟାଟାର | ଚେଚେନ ସ୍ଲୋଭେନିଆନ୍ କ୍ରୋଏସିଆ ଇଷ୍ଟୋନିଆନ୍ | ଲାଟଭିଆନ୍ ଲିଥୁଆନିଆ ହଙ୍ଗେରୀ ଫିନଲ୍ୟାଣ୍ଡ ନରୱେଜ୍ ସ୍ୱେଡିସ୍ ଆଇସଲ୍ୟାଣ୍ଡ୍ ଗ୍ରୀକ୍ ମାକେଡୋନିଆନ୍ | ଜର୍ମାନ୍ ବାଭରିଆନ୍ | ଡଚ୍ ଡାନିଶ୍ ୱେଲ୍ସ | ଗେଲିକ୍ | ଇଂରେଜ୍ ଫରାସୀ ବାସ୍କେ | କାଟାଲାନ୍ ଇଟାଲୀୟ | ଗାଲାସିଆନ୍ | ରୋମାନି | Bosnian Kabardian ଉତ୍ତର ଆମେରିକା ଇଂରାଜୀ | ଦକ୍ଷିଣ ଆମେରିକା ସ୍ପାନିସ୍ ପର୍ତ୍ତୁଗୀଜ୍ ଗୁଆରାନି | କେଚୁଆନ୍ ଆୟମାରା କେନ୍ଦ୍ରୀୟ ଆମେରିକା | ଜାମାଇକାନ୍ ନାହୁତ୍ | କିଚେ Qeqchi ହାତିଆ ପୂର୍ବ ଏସିଆ ଚାଇନିଜ୍ ଜାପାନିଜ୍ କୋରିଆନ୍ ମଙ୍ଗୋଲିଆ ଉଇଗୁର୍ ହମଙ୍ଗ Tibetian ଦକ୍ଷିଣ ପୂର୍ବ ଏସିଆ ମାଲେସିଆ ବର୍ମା ଥୋଡି ନେପାଳୀ ସେବୁଆନୋ | ଟାଗଲଗ୍ | କାମ୍ବୋଡିଆ ଥାଇ ଇଣ୍ଡୋନେସିଆ ସୁନ୍ଦରୀ ଭିଏତନାମ ଯବାନ ଲାଓ ଇବାନ୍ ଆଇୟୁ ମିଏନ୍ କାଚିନ୍ ଲାହୁ Aceh Balinese Bugis Pampanga Sasak Shan Waray Madurese ଦକ୍ଷିଣ ଏସିଆ ହିନ୍ଦୀ ଓଡିଆ ଆୱାଡି | ମିଜୋ | କନ୍ନଡ | ମାଲାୟାଲମ୍ ମରାଠୀ ଗୁଜରାଟୀ ତାମିଲ୍ | ତେଲୁଗୁ ପଞ୍ଜାବୀ | କୁରୁଖ ଆସାମୀୟ | ମ ith ଥୀଲି | ବଙ୍ଗାଳୀ ଉର୍ଦ୍ଦୁ ସିହ୍ନା ଡୋଗ୍ରି ହରିୟାନଭି ମେଟେଇ | କନକାନି ସାନ୍ତାଲି ସିନ୍ଧି କୋୟା ଥାଡୋ ସଂସ୍କୃତ ଦେବନାଗରୀ Adilabad Gondi Ahirani ବାଲୁଚି Bundeli Chhattisgarhi Garhwali Kangri Kumaoni Mewari Munda Sadri Seraiki Shekhawati Sylheti Bagri Bhilali Bodo Braj Tulu ମଧ୍ୟ ଏସିଆ କିର୍ଗିଜ୍ ଉଜବେକିସ୍ତାନ ତାଜିକ୍ | ତୁର୍କମେନ କାଜାଖସ୍ତାନ କରକାଲପକ୍ ମଧ୍ୟ ପୂର୍ବ ତୁର୍କୀ ହିବ୍ରୁ ଆରବୀ | ପାର୍ସୀ | କୁର୍ଦ୍ଦ Mazanderani ପାଶ୍ଟୁ କପଟିକ୍ | ଆଫ୍ରିକା ଆଫ୍ରିକୀୟ ଜୋସା | ଜୁଲୁ Ndebele ସୋଥୋ | ଆମହାରିକ୍ | ୱୋଲାଇଟା | ନାଇଜେରିଆନ୍ ମୋସି ଇକା ଡିଙ୍କା | କାବିଲ୍ | ଇୱେ ସ୍ଵାହିଲି ମୋରୋକୋ ସୋମାଲିଆ ଶୋନା | ମାଡାଗାସ୍କର | ଇଗବୋ | ଲିଙ୍ଗଲା | ବାଉଲେ | ସିସବତୀ | ଟସଙ୍ଗା | ତସ୍ୱାନା | ଗାମ୍ବିଆନ୍ ଓଡ଼ିଆ କାମ୍ବା କିନ୍ନରୱାଣ୍ଡା | ହାଉସା ଚେୱା | ଲୁଓ | ମାକୁଆ | ଡ୍ୟୁଲା | ଫୁଲଫୁଲ୍ କାଲେନଜିନ କିକୁୟୁ କିକୱାଙ୍ଗୋ | କିରୁଣ୍ଡି କ୍ରିଓ ନାଇଜେରିଆନ୍ ପିଜିନ୍ ଓରୋମୋ | ତସିଲୁବା | Tshivenda ଟ୍ୱି ଉମ୍ବୁଣ୍ଡୁ | ଲୁଗବାରା ଲୁଗୁରୁ ପୁଲାର୍ ଗୁସି ମାସାଇ ତୁର୍କାନା ମୋବା ନ୍ୟୁର୍ ଶିଲୁକ୍ ତମାଶେକ୍ ମାକୋଣ୍ଡେ Bemba Fon Hadiyya Ibibio Kimbundu Kimiiru Lango Liberian Kreyol Lomwe Mende Morisyen Ndau Nyankole Sena Sidamo Soga Songe Sukuma Tarifit Teso Tiv Zande Dagbani Edo Kituba ଅଷ୍ଟ୍ରେଲିଆ ମାଳଦ୍ୱୀପ ନିଉଜିଲାଣ୍ଡ୍ ପାପୁଆ ନ୍ୟୁ ଗିନି ପୁରୁଣା ଭାଷା | ଆରାମିକ୍ | ଲାଟିନ୍ ଏସପେରାଣ୍ଟୋ | 1 1 1 ୧୮୪୦ [1840] ଇଣ୍ଡିୟାନ ରିୱାଇସ୍ଡ୍ IRV ୨୦୧୯ [2019]ପବିତ୍ର ବାଇବଲ BSI ୨୦୧୮ [2018]ଓଡିଆ ବାଇବେଲ IRV ୨୦୧୭ [2017]ପବିତ୍ର ବାଇବଲ OROV ୨୦୧୪ [2014]ପବିତ୍ର ବାଇବଲ ERV ୨୦୦୪ [2004]୧୮୪୦ [1840]1 1 1 ହିତୋପଦେଶ ଆଦିଯାତ୍ରାଲେବୀୟଗଣନାଦ୍ଵିତୀୟ ବିବରଣଯିହୋଶୂୟବିଚାରକର୍ତ୍ତାରତର ବିବରଣପ୍ରଥମ ଶାମୁୟେଲଦ୍ଵିତୀୟ ଶାମୁୟେଲପ୍ରଥମ ରାଜାବଳୀଦ୍ଵିତୀୟ ରାଜାବଳୀପ୍ରଥମ ବଂଶାବଳୀଦ୍ଵିତୀୟ ବଂଶାବଳୀଏଜ୍ରାନିହିମୀୟାଏଷ୍ଟରଆୟୁବଗୀତସଂହିତାହିତୋପଦେଶଉପଦେଶକପରମ ଗୀତଯିଶାଇୟଯିରିମୀୟବିଳାପଯିହିଜିକଲଦାନିୟେଲହୋଶେୟଯୋୟେଲଆମୋଷଓବଦୀୟଯୂନସମୀଖାନାହୂମହବକ୍କୂକସିଫନୀୟହାଗୟଯିଖରୀୟମଲାଖୀ--- --- ---ମାଥିଉମାର୍କଲୂକଯୋହନପ୍ରେରିତରୋମୀୟ୧ କରିନ୍ଥୀୟ୨ କରିନ୍ଥୀୟଗାଲାତୀୟଏଫିସୀୟଫିଲିପ୍ପୀୟକଲସୀୟ୧ ଥେସଲନୀକୀୟ୨ ଥେସଲନୀକୀୟ୧ ତୀମଥି୨ ତୀମଥିତୀତସଫିଲୀମୋନଏବ୍ରୀଯାକୁବ୧ ପିତର୨ ପିତର୧ ଯୋହନ୨ ଯୋହନ୩ ଯୋହନଯିହୂଦାପ୍ରକାଶିତ ବାକ୍ୟ1 1 1 ୧୭ ୧୨୩୪୫୬୭୮୯୧୦୧୧୧୨୧୩୧୪୧୫୧୬୧୭୧୮୧୯୨୦୨୧୨୨୨୩୨୪୨୫୨୬୨୭୨୮୨୯୩୦୩୧1 1 1 : ୧ ୧୨୩୪୫୬୭୮୯୧୦୧୧୧୨୧୩୧୪୧୫୧୬୧୭୧୮୧୯୨୦୨୧୨୨୨୩୨୪୨୫୨୬୨୭୨୮1 1 1 [ପବିତ୍ର ବାଇବେଲ] Odia Bible 1840 ହିତୋପଦେଶ ୧୭ ସଞ୍ଚୟ ଟିପ୍ପଣୀ ୧ [1]"ବିବାଦୟୁକ୍ତ ଭୋଜି ରେ ପୂର୍ଣ୍ଣ ଗୃହ ଅପେକ୍ଷା ଶାନ୍ତି ସହିତ ଖଣ୍ଡିଏ ଶୁଷ୍କ ଅନ୍ନ ଭଲ।"୨ [2]"ଯେଉଁ ଦାସ ବୁଦ୍ଧି ପୂର୍ବକ ଚଳେ ସେ ଲଜ୍ଜ୍ଯାଜନକ ପୁତ୍ର ଉପ ରେ କତ୍ତୃର୍ତ୍ବ କରେ। ପୁଣି ଭାଇମାନଙ୍କ ସଙ୍ଗ ରେ ସମ୍ପତ୍ତି ବାଣ୍ଟ ପାଏ।"୩ [3]"ନିଆଁ ରେ ସୁନା ଓ ରୂପାର ବିଶୁଦ୍ଧତା ପରୀକ୍ଷା କରାୟାଏ। ମାତ୍ର ସଦାପ୍ରଭୁ ଅନ୍ତଃକରଣର ପରୀକ୍ଷା କରନ୍ତି।"୪ [4]"କୁକ୍ରିଯାକାରୀ ଲୋକ ଦୁଷ୍ଟ କଥା ଶୁଣେ। ପୁଣି ମିଥ୍ଯାବାଦୀ ଅନ୍ୟ ଲୋକର ମିଥ୍ଯା ରେ କର୍ଣ୍ଣପାତ କରେ।"୫ [5]"ଯେଉଁ ଲୋକ ଦରିଦ୍ରକୁ ଉପହାସ କରେ, ସେ ଆପଣାର ସୃଷ୍ଟିକର୍ତ୍ତାଙ୍କୁ ଅପମାନ କରେ। ପୁଣି ଯେ କହେି ଅନ୍ୟ ଲୋକର ବିପଦ ରେ ଆନନ୍ଦ କରେ, ସେ ଦଣ୍ଡ ପାଇବ।"୬ [6]"ସନ୍ତାନଗଣର ସନ୍ତାନମାନେ ବୃଦ୍ଧ ଲୋକମାନଙ୍କର ମୁକୁଟ ସଦୃଶ। ପୁଣି ସନ୍ତାନମାନଙ୍କର ଗୌରବ ସମାନଙ୍କେ ପିତୃଗଣ।"୭ [7]"ଜଣେ ନିର୍ବୋଧ ବେଶୀ କଥା କହିବା ଉଚିତ୍ ନୁହେଁ। ସହେିପରି ଜଣେ ଶାସକ ମିଛଗୁଡ଼ିକ କହିବା ଉଚିତ୍ ନୁହେଁ।"୮ [8]"ଗୋଟିଏ ଉତ୍କୋଚ ଗୋଟିଏ ୟାଦୁ ପଥର ପରି, ଏହା ଜଣେ ଦଇେଥିବାର ଆଖି ରେ ଅଟେ, ସେ ଯେଉଁ ଦିଗ ରେ ଘୂ ରେ, ସେ କୃପାଲାଭ କରେ।"୯ [9]"ଯଦି ତୁମ୍ଭେ ଦୋଷୀକୁ କ୍ଷମା କର, ତବେେ ସେ ତୁମ୍ଭର ବନ୍ଧୁ ହବେ। ମାତ୍ର ତା'ର ଦୋଷକୁ ଯବେେ ତୁମ୍ଭେ ମନେ ପକାଇବ, ତବେେ ତୁମ୍ଭର ବନ୍ଧୁତ୍ବ ନଷ୍ଟ ହବେ।"୧୦ [10]"ମୂର୍ଖକୁ ଶ ହେ ମାଡ଼ ଅପେକ୍ଷା ବୁଦ୍ଧିମାନକୁ ପଦେ ଅନୁୟୋଗ ଅଧିକ କାଟେ।"୧୧ [11]"ଦୁର୍ଜନ କବଳେ ବିଦ୍ରୋହ ଲୋଡ଼େ, ଏଣୁ ତାକୁ ଶାସ୍ତି ଦବୋ ପାଇଁ ଜଣେ କଠାେର ହୃଦଯ ଦୂତକୁ ପଠାୟିବ।"୧୨ [12]"ଛୁଆ ହରାଇଥିବା ଭଲ୍ଲୁକୀ ମନୁଷ୍ଯକୁ ପେଛ ଭଟେୁ ମାତ୍ର ନିଜ ଅଜ୍ଞାନନା ରେ ମଗ୍ନ ମୂର୍ଖ ନ ଭଟେୁ।"୧୩ [13]"ଯେଉଁ ଲୋକ ଭଲ ବଦଳ ରେ ମନ୍ଦ କରେ, ତାହାର ଗୃହକୁ ମନ୍ଦ କବେେ ଛାଡ଼ିବ ନାହିଁ।"୧୪ [14]"ଗୋଟିଏ ୟୁକ୍ତିର ଆରମ୍ଭ ଗୋଟିଏ ବନ୍ଧ ରେ ଭାଙ୍ଗି ଗୋଟିଏ ଗାତ କଲାପରି। ତେଣୁ ବିବାଦ ହବୋପୂର୍ବରୁ ୟୁକ୍ତ ବନ୍ଦ କର। ତବେେ ଅକ୍ତିଆର ବାହାର ହାଇୟୋଏ।"୧୫ [15]"ଯେ ଦୁଷ୍ଟକୁ ନିର୍ ଦୋଷ କରେ ଓ ଯେ ଧାର୍ମିକକୁ ଦୋଷୀ କରେ, ସେ ଦୃଢ଼ ହିଁ ସଦାପ୍ରଭୁଙ୍କଠା ରେ ସମାନ ଭାବେ ଘୃଣିତ।"୧୬ [16]"ଜ୍ଞାନ କ୍ରଯ କରିବା ନିମନ୍ତେ ମୂର୍ଖ ହାତ ରେ ଧନ ଥିଲେ ତାହା ମୂଲ୍ଯହୀନ ଅଟେ। କାରଣ ମୂର୍ଖ ଲୋକ ଧନ ବଦଳ ରେ ଜ୍ଞାନ କ୍ରଯ କରିପା ରେ ନାହିଁ।"୧୭ [17]"ବନ୍ଧୁ ସର୍ବଦା ପ୍ ରମେ କରେ। ଏବଂ ଭାଇ ଦୁର୍ଦ୍ଦଶା ସମୟରେ ସର୍ବଦା ଥାଏ।"୧୮ [18]"ନିର୍ ବୋଧ ଲୋକ ହାତ ଦଇେ ଆପଣା ପ୍ରତିବେଶୀ ସାକ୍ଷାତ ରେ ଲଗା ହୁଏ।"୧୯ [19]"ଯେ ବିବାଦ ଭଲପାଏ, ସେ ଅପରାଧ ହିଁ ଭଲପାଏ। ପୁଣି ଯେ କହେି ଆପଣା ଦ୍ବାର ଉଚ୍ଚ କରେ, ସେ ବିନାଶ ଖୋଜେ।"୨୦ [20]"ଯାହାର ହୃଦଯ କୁଟିଳ, ସେ ମଙ୍ଗଳ ପାଏ ନାହିଁ। ଯାହାର ବାକ୍ଯ ଖରାପ ସେ ବିପଦ ରେ ପଡ଼େ।"୨୧ [21]"ମୂର୍ଖର ଜନ୍ମଦାତା ଆପଣାର ଶାେକ ସଞ୍ଚଯ କରେ, ଏବଂ ମୃଢର ପିତା ଆନନ୍ଦ ପାଇବ ନାହିଁ।"୨୨ [22]"ଆନନ୍ଦିତ ହୃଦଯ ଉତ୍ତମ ଔଷଧ। ମାତ୍ର ଭଗ୍ନ ଆତ୍ମା ଅଗ୍ନି ସବୁକୁ ଶୁଷ୍କ କରେ।"୨୩ [23]"ଦୁଷ୍ଟ ଲୋକ ନ୍ଯାଯରୁ ବଞ୍ଚିବାକୁ ଲୁଚଇେ କରି ଉତ୍କୋଚ ନିଏ।"୨୪ [24]"ବୁଦ୍ଧିମାନର ସମ୍ମୁଖ ରେ ଜ୍ଞାନ ଥାଏ। ମାତ୍ର ମୂର୍ଖର ଦୃଷ୍ଟି ପୃଥିବୀର ପ୍ରାନ୍ତ ରେ ଥାଏ।"୨୫ [25]"ମୂର୍ଖ ପୁତ୍ର ଆପଣା ପିତାର ଶୋକ ଓ ସେ ଆପଣା ଜନନୀକୁ ଦୁଃଖ ଆଣିବାର କାରଣ ହୁଏ।"୨୬ [26]"ଜଣେ ସାଧାରଣ ଲୋକଙ୍କୁ ଶାସ୍ତି ଦବୋ କିମ୍ବା କୌଣସି ପଥ ପ୍ରଦର୍ଶକୀକୁ ତାଙ୍କ ସଚ୍ଚୋଟତା ପାଇଁ ଦଣ୍ଡଦବୋ ଯଥାର୍ଥ ନୁହେଁ।"୨୭ [27]"ଯେ ଅଳ୍ପ କଥା କ ହେ, ତାହାର ଜ୍ଞାନ ଥାଏ। ଯାହାର ଶାନ୍ତ ଆତ୍ମା ସେ ବୁଦ୍ଧିମାନ।"୨୮ [28]"ଅଜ୍ଞାନମାନେ ଚୁପ୍ ରହିଲେ ଜ୍ଞାନବାନ ଗଣିତ ହୁଏ। ପୁଣି ସେ ଆପଣା କଥା ବନ୍ଦ କଲେ ବୁଦ୍ଧିମାନ ଗଣିତ ହୁଏ।"Odia Bible 1840 Public Domain: Odia 1840 [ପବିତ୍ର ବାଇବେଲ] Odia Bible 1840 ହିତୋପଦେଶ ୧୭ 00:00:00 00:00:00 0.5x 2.0x https://beblia.bible:81/BibleAudio/odia/proverbs/017.mp3 31 17