× ଭାଷା ୟୁରୋପ | ଷିୟ | ବେଲାରୁଷିଆନ୍ ୟୁକ୍ରେନ୍ ପୋଲାଣ୍ଡ | ସର୍ବିଆ | ବୁଲଗେରିଆ | ସ୍ଲୋଭାକିଆନ୍ ଚେକ ରୋମାନିଆନ୍ ମଲଡୋଭିଆନ୍ | ଆଜେରବାଇଜାନ ଆର୍ମେନିଆ ଜର୍ଜିଆନ୍ ଆଲବାନ୍ ଆଭାର୍ | ବାସ୍କିର ଟାଟାର | ଚେଚେନ ସ୍ଲୋଭେନିଆନ୍ କ୍ରୋଏସିଆ ଇଷ୍ଟୋନିଆନ୍ | ଲାଟଭିଆନ୍ ଲିଥୁଆନିଆ ହଙ୍ଗେରୀ ଫିନଲ୍ୟାଣ୍ଡ ନରୱେଜ୍ ସ୍ୱେଡିସ୍ ଆଇସଲ୍ୟାଣ୍ଡ୍ ଗ୍ରୀକ୍ ମାକେଡୋନିଆନ୍ | ଜର୍ମାନ୍ ବାଭରିଆନ୍ | ଡଚ୍ ଡାନିଶ୍ ୱେଲ୍ସ | ଗେଲିକ୍ | ଇଂରେଜ୍ ଫରାସୀ ବାସ୍କେ | କାଟାଲାନ୍ ଇଟାଲୀୟ | ଗାଲାସିଆନ୍ | ରୋମାନି | Bosnian Kabardian ଉତ୍ତର ଆମେରିକା ଇଂରାଜୀ | ଦକ୍ଷିଣ ଆମେରିକା ସ୍ପାନିସ୍ ପର୍ତ୍ତୁଗୀଜ୍ ଗୁଆରାନି | କେଚୁଆନ୍ ଆୟମାରା କେନ୍ଦ୍ରୀୟ ଆମେରିକା | ଜାମାଇକାନ୍ ନାହୁତ୍ | କିଚେ Qeqchi ହାତିଆ ପୂର୍ବ ଏସିଆ ଚାଇନିଜ୍ ଜାପାନିଜ୍ କୋରିଆନ୍ ମଙ୍ଗୋଲିଆ ଉଇଗୁର୍ ହମଙ୍ଗ Tibetian ଦକ୍ଷିଣ ପୂର୍ବ ଏସିଆ ମାଲେସିଆ ବର୍ମା ଥୋଡି ନେପାଳୀ ସେବୁଆନୋ | ଟାଗଲଗ୍ | କାମ୍ବୋଡିଆ ଥାଇ ଇଣ୍ଡୋନେସିଆ ସୁନ୍ଦରୀ ଭିଏତନାମ ଯବାନ ଲାଓ ଇବାନ୍ ଆଇୟୁ ମିଏନ୍ କାଚିନ୍ ଲାହୁ Aceh Balinese Bugis Pampanga Sasak Shan Waray ଦକ୍ଷିଣ ଏସିଆ ହିନ୍ଦୀ ଓଡିଆ ଆୱାଡି | ମିଜୋ | କନ୍ନଡ | ମାଲାୟାଲମ୍ ମରାଠୀ ଗୁଜରାଟୀ ତାମିଲ୍ | ତେଲୁଗୁ ପଞ୍ଜାବୀ | କୁରୁଖ ଆସାମୀୟ | ମ ith ଥୀଲି | ବଙ୍ଗାଳୀ ଉର୍ଦ୍ଦୁ ସିହ୍ନା ଡୋଗ୍ରି ହରିୟାନଭି ମେଟେଇ | କନକାନି ସାନ୍ତାଲି ସିନ୍ଧି କୋୟା ଥାଡୋ ସଂସ୍କୃତ ଦେବନାଗରୀ Adilabad Gondi Ahirani ବାଲୁଚି Bundeli Chhattisgarhi Garhwali Kangri Kumaoni Mewari Munda Sadri Seraiki Shekhawati Sylheti Bagri Bhilali Bodo Braj Tulu ମଧ୍ୟ ଏସିଆ କିର୍ଗିଜ୍ ଉଜବେକିସ୍ତାନ ତାଜିକ୍ | ତୁର୍କମେନ କାଜାଖସ୍ତାନ କରକାଲପକ୍ ମଧ୍ୟ ପୂର୍ବ ତୁର୍କୀ ହିବ୍ରୁ ଆରବୀ | ପାର୍ସୀ | କୁର୍ଦ୍ଦ Mazanderani ପାଶ୍ଟୁ କପଟିକ୍ | ଆଫ୍ରିକା ଆଫ୍ରିକୀୟ ଜୋସା | ଜୁଲୁ Ndebele ସୋଥୋ | ଆମହାରିକ୍ | ୱୋଲାଇଟା | ନାଇଜେରିଆନ୍ ମୋସି ଇକା ଡିଙ୍କା | କାବିଲ୍ | ଇୱେ ସ୍ଵାହିଲି ମୋରୋକୋ ସୋମାଲିଆ ଶୋନା | ମାଡାଗାସ୍କର | ଇଗବୋ | ଲିଙ୍ଗଲା | ବାଉଲେ | ସିସବତୀ | ଟସଙ୍ଗା | ତସ୍ୱାନା | ଗାମ୍ବିଆନ୍ ଓଡ଼ିଆ କାମ୍ବା କିନ୍ନରୱାଣ୍ଡା | ହାଉସା ଚେୱା | ଲୁଓ | ମାକୁଆ | ଡ୍ୟୁଲା | ଫୁଲଫୁଲ୍ କାଲେନଜିନ କିକୁୟୁ କିକୱାଙ୍ଗୋ | କିରୁଣ୍ଡି କ୍ରିଓ ନାଇଜେରିଆନ୍ ପିଜିନ୍ ଓରୋମୋ | ତସିଲୁବା | Tshivenda ଟ୍ୱି ଉମ୍ବୁଣ୍ଡୁ | ଲୁଗବାରା ଲୁଗୁରୁ ପୁଲାର୍ ଗୁସି ମାସାଇ ତୁର୍କାନା ମୋବା ନ୍ୟୁର୍ ଶିଲୁକ୍ ତମାଶେକ୍ ମାକୋଣ୍ଡେ Bemba Fon Hadiyya Ibibio Kimbundu Kimiiru Lango Liberian Kreyol Lomwe Mende Morisyen Ndau Nyankole Sena Sidamo Soga Songe Sukuma Tarifit Teso Tiv Zande Dagbani Edo Kituba ଅଷ୍ଟ୍ରେଲିଆ ମାଳଦ୍ୱୀପ ନିଉଜିଲାଣ୍ଡ୍ ପାପୁଆ ନ୍ୟୁ ଗିନି ପୁରୁଣା ଭାଷା | ଆରାମିକ୍ | ଲାଟିନ୍ ଏସପେରାଣ୍ଟୋ | 1 1 1 ୧୮୪୦ [1840] ଇଣ୍ଡିୟାନ ରିୱାଇସ୍ଡ୍ IRV ୨୦୧୯ [2019]ପବିତ୍ର ବାଇବଲ BSI ୨୦୧୮ [2018]ଓଡିଆ ବାଇବେଲ IRV ୨୦୧୭ [2017]ପବିତ୍ର ବାଇବଲ OROV ୨୦୧୪ [2014]ପବିତ୍ର ବାଇବଲ ERV ୨୦୦୪ [2004]୧୮୪୦ [1840]1 1 1 ହିତୋପଦେଶ ଆଦିଯାତ୍ରାଲେବୀୟଗଣନାଦ୍ଵିତୀୟ ବିବରଣଯିହୋଶୂୟବିଚାରକର୍ତ୍ତାରତର ବିବରଣପ୍ରଥମ ଶାମୁୟେଲଦ୍ଵିତୀୟ ଶାମୁୟେଲପ୍ରଥମ ରାଜାବଳୀଦ୍ଵିତୀୟ ରାଜାବଳୀପ୍ରଥମ ବଂଶାବଳୀଦ୍ଵିତୀୟ ବଂଶାବଳୀଏଜ୍ରାନିହିମୀୟାଏଷ୍ଟରଆୟୁବଗୀତସଂହିତାହିତୋପଦେଶଉପଦେଶକପରମ ଗୀତଯିଶାଇୟଯିରିମୀୟବିଳାପଯିହିଜିକଲଦାନିୟେଲହୋଶେୟଯୋୟେଲଆମୋଷଓବଦୀୟଯୂନସମୀଖାନାହୂମହବକ୍କୂକସିଫନୀୟହାଗୟଯିଖରୀୟମଲାଖୀ--- --- ---ମାଥିଉମାର୍କଲୂକଯୋହନପ୍ରେରିତରୋମୀୟ୧ କରିନ୍ଥୀୟ୨ କରିନ୍ଥୀୟଗାଲାତୀୟଏଫିସୀୟଫିଲିପ୍ପୀୟକଲସୀୟ୧ ଥେସଲନୀକୀୟ୨ ଥେସଲନୀକୀୟ୧ ତୀମଥି୨ ତୀମଥିତୀତସଫିଲୀମୋନଏବ୍ରୀଯାକୁବ୧ ପିତର୨ ପିତର୧ ଯୋହନ୨ ଯୋହନ୩ ଯୋହନଯିହୂଦାପ୍ରକାଶିତ ବାକ୍ୟ1 1 1 ୨୫ ୧୨୩୪୫୬୭୮୯୧୦୧୧୧୨୧୩୧୪୧୫୧୬୧୭୧୮୧୯୨୦୨୧୨୨୨୩୨୪୨୫୨୬୨୭୨୮୨୯୩୦୩୧1 1 1 : ୧ ୧୨୩୪୫୬୭୮୯୧୦୧୧୧୨୧୩୧୪୧୫୧୬୧୭୧୮୧୯୨୦୨୧୨୨୨୩୨୪୨୫୨୬୨୭୨୮1 1 1 [ପବିତ୍ର ବାଇବେଲ] Odia Bible 1840 ହିତୋପଦେଶ ୨୫ ସଞ୍ଚୟ ଟିପ୍ପଣୀ ୧ [1]"ଏଗୁଡ଼ିକ ହେଉଛି ଶଲୋମନଙ୍କ ରଚିତ ହିତାପଦେେଶ। ଏହି ହିତାପଦେେଶ ଗୁଡ଼ିକ ୟିହୂଦାର ରାଜା ହିଷ୍କୀଯର ଲୋକମାନେ ଲେଖି ଥିଲେ।"୨ [2]"ବିଷଯ ଗୋପନ କରିବା ପରମେଶ୍ବରଙ୍କ ଗୌରବ। ଏହି ବିଷଯ ଅନୁସନ୍ଧାନ କରିବା ରାଜାଙ୍କର ଗୌରବ।"୩ [3]"ଆକାଶର ଉଚ୍ଚତା ପୃଥିବୀର ଗଭୀରତା ପରି ରାଜାଙ୍କର ମନ ରେ କ'ଣ ଅଛି, ଆମ୍ଭେ ତାହା ବୁଝିପାରିବା ନାହିଁ।"୪ [4]"ରୂପାର ଖାଦ କାଢ଼ି ପକାଅ, ତବେେ ସୁନାରି ଏକ ପାତ୍ର ତିଆରି କରିପାରିବ।"୫ [5]"ରାଜାର ଉପସ୍ଥିତିରୁ ଦୁଷ୍ଟ ଉପଦେଷ୍ଟାମାନଙ୍କୁ ହଟାଇ ଦିଅ, ତା ହେଲେ ତାଙ୍କର ସିଂହାସନ ଧାର୍ମିକତା ରେ ସ୍ଥାପିତ ହବେ।"୬ [6]"ରାଜାର ଛାମୁ ରେ ଆପଣାର ବଡ଼ିମା କର ନାହିଁ। ପ୍ରଧାନ ଲୋକଙ୍କ ସମୂହ ରେ ନିଜର ସ୍ଥାନ ପାଇଁ ଦାବି କର ନାହିଁ।"୭ [7]"ଯେଉଁ କୁଳୀନକୁ ତୁମ୍ଭର ଚକ୍ଷୁ ଦେଖିଅଛି। ତାହା ଛାମୁ ରେ ତୁମ୍ଭର ନୀଚୀକୃତ ହବୋ ଅପେକ୍ଷା ବରଂ ଏଠାକୁ ଆସ ବୋଲି କହିବା ଭଲ।"୮ [8]"ବିବାଦ କରିବାକୁ ହଠାତ୍ ବାହାରକୁ ୟାଅ ନାହିଁ। ଯଦି କହେି ତୁମ୍ଭକୁ ଭୁଲ୍ ବୋଲି ପ୍ରମାଣିତ କରେ, ତବେେ ତୁମ୍ଭେ ଲଜ୍ଜିତ ହବେ।"୯ [9]"ଯଦି ପ୍ରତିବେଶୀ ସହିତ ବିବାଦ ଅଛି, ତୁମ୍ଭେ ତୁମ୍ଭର ମକଦ୍ଦମା ପାଇଁ ତର୍କ କର, କିନ୍ତୁ ଅନ୍ୟର ଗୋପନୀଯତାକୁ ପ୍ରକଟ କର ନାହିଁ।"୧୦ [10]"ଯଦି ତୁମ୍ଭେ କୌଣସି ଲୋକର ଗୋପନୀଯତାକୁ ପ୍ରକାଶ କର, ତବେେ ତୁମ୍ଭେ ଦୁର୍ନାମ ଅର୍ଜ୍ଜନ କରିବ। ତୁମ୍ଭର ଏହି ଦୁର୍ନାମ କବେେ ଦୂର ହବେ ନାହିଁ।"୧୧ [11]"ଯଥା ସମୟରେ ଉଚିତ୍ କଥା କହିବା ଠିକ୍। ଏକ ସୁବର୍ଣ୍ଣର ସହେି ରୂପାର ରଚାଇ ରଖିବା ପରି।"୧୨ [12]"ଯଦି ଜଣେ ଜ୍ଞାନୀ ଲୋକର ଗାଳି ପରି ଧ୍ଯାନ ଦିଅ, ଏହା ଖାଣ୍ଟି ସୁବର୍ଣ୍ଣର ମୁଦିଠାରୁ କିମ୍ବା ସବୁଠୁ ଖାଣ୍ଟି ସୁବର୍ଣ୍ଣର ଅନ୍ଯାନ୍ଯ ଅଳଙ୍କାରଠାରୁ ମୂଲ୍ଯବାନ ଅଟେ।"୧୩ [13]"ଫସଲ ସମୟରେ ହିମର ଶୀଥିଳତା ଯେପରି, ପ୍ ରରକଗେଣ ପ୍ରତି ବିଶ୍ବସ୍ତ ଦୂତ ସପରେି। କାରଣ ସେ ଆପଣା କର୍ତ୍ତାମାନଙ୍କ ପ୍ରାଣ ରେ ଆଶ୍ବାସ ଦିଏ।"୧୪ [14]"ବୃଷ୍ଟିହୀନ ମେଘ ଓ ବାଯୁ ଯେପରି ଅଟେ, ଦାନ ଦବୋ ପାଇଁ ପ୍ରତିଜ୍ଞା କରିବା ଏବଂ ନ ଦବୋ ହେଉଛି ଠିକ୍ ସହେିପରି।"୧୫ [15]"ର୍ଧୈୟ୍ଯ କଥାବାର୍ତ୍ତା ମାଧ୍ଯମ ରେ ଜଣେ ଶାସକ ଶାନ୍ତି ଦବେ। ଭଦ୍ର କଥାବାର୍ତ୍ତା ଅଧିକ ଭାବରେ ଶକ୍ତିଶାଳୀ।"୧୬ [16]"ମଧୁ ନିଶ୍ଚିତ ଉତ୍ତମ। ମାତ୍ର ତୁମ୍ଭର ଆବଶ୍ଯକତାଠାରୁ ଅଧିକ ନିଅ ନାହିଁ। ଯଦି ତୁମ୍ଭେ ଅଧିକ ଖାଇବ, ତବେେ ତୁମ୍ଭେ ଅସୁସ୍ଥ ହବେ।"୧୭ [17]"ଠିକ୍ ସହେିପରି, ତୁମ୍ଭର ପ୍ରତିବେଶୀ ଗୃହକୁ ଅଧିକ ୟାଅ ନାହିଁ। ଯଦି ତୁମ୍ଭେ ଏପରି କର ତବେେ ସେ ତୁମ୍ଭକୁ ଘୃଣା କରିବ।"୧୮ [18]"ଜଣେ ୟିଏ ତା'ର ପଡ଼ୋଶୀ ବିପକ୍ଷ ରେ ମିଥ୍ଯା ସାକ୍ଷ୍ଯ ଦିଏ, ସେ ଗଦା, ଖଡ୍ଗ ଓ ତୀକ୍ଷ୍ଣ ବାଣ ସ୍ବରୂପ ଭୟଙ୍କର ଅଟେ।"୧୯ [19]"ଦୁର୍ଦ୍ଦଶା ସମୟରେ ବିଶ୍ବାସଘାତକ ଲୋକଠା ରେ ପ୍ରତ୍ଯଯେ, ଭଗ୍ନଦନ୍ତ ଓ ଖଞ୍ଜଖସା ଚରଣ ତୁଲ୍ଯ।"୨୦ [20]"ଦୁଃଖିପୂର୍ଣ୍ଣ ଲୋକ ନିକଟରେ ଖୁସି ଗୀତ ଗାଇବା ଶୀତକାଳ ରେ ବସ୍ତ୍ର କାଢ଼ିନବୋ ଓ ସୋଢା ଉପ ରେ ଅମ୍ଳରସ ମିଶାଇବା ପରି ଅଟେ।"୨୧ [21]"ତୁମ୍ଭର ଶତ୍ରୁ କ୍ଷୁଧିତ ହେଲେ, ତାହାକୁ ଅନ୍ନ ଭୋଜନ କରାଅ। ସେ ଯବେେ ତୃଷିତ ହୁଏ, ତାହାକୁ ଜଳପାନ କରାଅ।"୨୨ [22]"ତହିଁରେ ତୁମ୍ଭେ ତାହହାର ମସ୍ତକରେ ଜ୍ବଳନ୍ତ ଅଙ୍ଗାର ରାଶି କରି ଥୋଇବ। ପୁଣି ସଦାପ୍ରଭୁ ତୁମ୍ଭକୁ ପୁରସ୍କାର ଦବେେ।"୨୩ [23]"ଯେପରି ଉତ୍ତରୀଯ ବାଯୁ ବୃଷ୍ଟିର ଉତ୍ପାଦକ, ସହେିପରି ଖଚୁଆର ଜିହ୍ବା କୋରଧ ଦୃଷ୍ଟିର ଉତ୍ପାଦକ।"୨୪ [24]"କଳିହୁଡ଼ୀ ସ୍ତ୍ରୀ ସଙ୍ଗ ରେ ଏକା ଗୃହ ରେ ବାସ କରିବା ଅପେକ୍ଷା ଛାତର ଏକ କଣ ରେ ବାସ କରିବା ଭଲ।"୨୫ [25]"ତୃଷିତ ପ୍ରାଣକୁ ଶୀତଳ ଜଳ ଯେପରି, ଦୂର ଦେଶରୁ ଆସିଥିବା ସୁସମାଚାର ସହେିପରି ଅଟେ।"୨୬ [26]"ଗୋଳିଆ ଜଳାଶଯ ଓ ମଳିନ ନିର୍ଝର ଯେପରି ଅଟେ, ଦୁଷ୍ଟ ଆଗ ରେ ବିଚଳିତ ଧାର୍ମିକ ଠିକ୍ ସହେିପରି ଅଟେ।"୨୭ [27]"ବହୁତ ମହୁ ଖାଇବା ଯେପରି ଉତ୍ତମ ନୁହେଁ। ସହେିପରି ମନୁଷ୍ଯମାନେ ଆପଣା ଗୌରବ ଅନୁସନ୍ଧାନ କରିବା ଭଲ ନୁହେଁ।"୨୮ [28]"ଜଣେ ୟିଏ ନିଜକୁ ଆଯତ୍ତ କରିବାକୁ ଅସମର୍ଥ, ସେ ବିନା ପ୍ରାଚୀରର ନଗର ତୁଲ୍ଯ ଅଟେ।"Odia Bible 1840 Public Domain: Odia 1840 [ପବିତ୍ର ବାଇବେଲ] Odia Bible 1840 ହିତୋପଦେଶ ୨୫ 00:00:00 00:00:00 0.5x 2.0x https://beblia.bible:81/BibleAudio/odia/proverbs/025.mp3 31 25