× ଭାଷା ୟୁରୋପ | ଷିୟ | ବେଲାରୁଷିଆନ୍ ୟୁକ୍ରେନ୍ ପୋଲାଣ୍ଡ | ସର୍ବିଆ | ବୁଲଗେରିଆ | ସ୍ଲୋଭାକିଆନ୍ ଚେକ ରୋମାନିଆନ୍ ମଲଡୋଭିଆନ୍ | ଆଜେରବାଇଜାନ ଆର୍ମେନିଆ ଜର୍ଜିଆନ୍ ଆଲବାନ୍ ଆଭାର୍ | ବାସ୍କିର ଟାଟାର | ଚେଚେନ ସ୍ଲୋଭେନିଆନ୍ କ୍ରୋଏସିଆ ଇଷ୍ଟୋନିଆନ୍ | ଲାଟଭିଆନ୍ ଲିଥୁଆନିଆ ହଙ୍ଗେରୀ ଫିନଲ୍ୟାଣ୍ଡ ନରୱେଜ୍ ସ୍ୱେଡିସ୍ ଆଇସଲ୍ୟାଣ୍ଡ୍ ଗ୍ରୀକ୍ ମାକେଡୋନିଆନ୍ | ଜର୍ମାନ୍ ବାଭରିଆନ୍ | ଡଚ୍ ଡାନିଶ୍ ୱେଲ୍ସ | ଗେଲିକ୍ | ଇଂରେଜ୍ ଫରାସୀ ବାସ୍କେ | କାଟାଲାନ୍ ଇଟାଲୀୟ | ଗାଲାସିଆନ୍ | ରୋମାନି | Bosnian Kabardian ଉତ୍ତର ଆମେରିକା ଇଂରାଜୀ | ଦକ୍ଷିଣ ଆମେରିକା ସ୍ପାନିସ୍ ପର୍ତ୍ତୁଗୀଜ୍ ଗୁଆରାନି | କେଚୁଆନ୍ ଆୟମାରା କେନ୍ଦ୍ରୀୟ ଆମେରିକା | ଜାମାଇକାନ୍ ନାହୁତ୍ | କିଚେ Qeqchi ହାତିଆ ପୂର୍ବ ଏସିଆ ଚାଇନିଜ୍ ଜାପାନିଜ୍ କୋରିଆନ୍ ମଙ୍ଗୋଲିଆ ଉଇଗୁର୍ ହମଙ୍ଗ Tibetian ଦକ୍ଷିଣ ପୂର୍ବ ଏସିଆ ମାଲେସିଆ ବର୍ମା ଥୋଡି ନେପାଳୀ ସେବୁଆନୋ | ଟାଗଲଗ୍ | କାମ୍ବୋଡିଆ ଥାଇ ଇଣ୍ଡୋନେସିଆ ସୁନ୍ଦରୀ ଭିଏତନାମ ଯବାନ ଲାଓ ଇବାନ୍ ଆଇୟୁ ମିଏନ୍ କାଚିନ୍ ଲାହୁ Aceh Balinese Bugis Pampanga Sasak Shan Waray ଦକ୍ଷିଣ ଏସିଆ ହିନ୍ଦୀ ଓଡିଆ ଆୱାଡି | ମିଜୋ | କନ୍ନଡ | ମାଲାୟାଲମ୍ ମରାଠୀ ଗୁଜରାଟୀ ତାମିଲ୍ | ତେଲୁଗୁ ପଞ୍ଜାବୀ | କୁରୁଖ ଆସାମୀୟ | ମ ith ଥୀଲି | ବଙ୍ଗାଳୀ ଉର୍ଦ୍ଦୁ ସିହ୍ନା ଡୋଗ୍ରି ହରିୟାନଭି ମେଟେଇ | କନକାନି ସାନ୍ତାଲି ସିନ୍ଧି କୋୟା ଥାଡୋ ସଂସ୍କୃତ ଦେବନାଗରୀ Adilabad Gondi Ahirani ବାଲୁଚି Bundeli Chhattisgarhi Garhwali Kangri Kumaoni Mewari Munda Sadri Seraiki Shekhawati Sylheti Bagri Bhilali Bodo Braj Tulu ମଧ୍ୟ ଏସିଆ କିର୍ଗିଜ୍ ଉଜବେକିସ୍ତାନ ତାଜିକ୍ | ତୁର୍କମେନ କାଜାଖସ୍ତାନ କରକାଲପକ୍ ମଧ୍ୟ ପୂର୍ବ ତୁର୍କୀ ହିବ୍ରୁ ଆରବୀ | ପାର୍ସୀ | କୁର୍ଦ୍ଦ Mazanderani ପାଶ୍ଟୁ କପଟିକ୍ | ଆଫ୍ରିକା ଆଫ୍ରିକୀୟ ଜୋସା | ଜୁଲୁ Ndebele ସୋଥୋ | ଆମହାରିକ୍ | ୱୋଲାଇଟା | ନାଇଜେରିଆନ୍ ମୋସି ଇକା ଡିଙ୍କା | କାବିଲ୍ | ଇୱେ ସ୍ଵାହିଲି ମୋରୋକୋ ସୋମାଲିଆ ଶୋନା | ମାଡାଗାସ୍କର | ଇଗବୋ | ଲିଙ୍ଗଲା | ବାଉଲେ | ସିସବତୀ | ଟସଙ୍ଗା | ତସ୍ୱାନା | ଗାମ୍ବିଆନ୍ ଓଡ଼ିଆ କାମ୍ବା କିନ୍ନରୱାଣ୍ଡା | ହାଉସା ଚେୱା | ଲୁଓ | ମାକୁଆ | ଡ୍ୟୁଲା | ଫୁଲଫୁଲ୍ କାଲେନଜିନ କିକୁୟୁ କିକୱାଙ୍ଗୋ | କିରୁଣ୍ଡି କ୍ରିଓ ନାଇଜେରିଆନ୍ ପିଜିନ୍ ଓରୋମୋ | ତସିଲୁବା | Tshivenda ଟ୍ୱି ଉମ୍ବୁଣ୍ଡୁ | ଲୁଗବାରା ଲୁଗୁରୁ ପୁଲାର୍ ଗୁସି ମାସାଇ ତୁର୍କାନା ମୋବା ନ୍ୟୁର୍ ଶିଲୁକ୍ ତମାଶେକ୍ ମାକୋଣ୍ଡେ Bemba Fon Hadiyya Ibibio Kimbundu Kimiiru Lango Liberian Kreyol Lomwe Mende Morisyen Ndau Nyankole Sena Sidamo Soga Songe Sukuma Tarifit Teso Tiv Zande Dagbani Edo Kituba ଅଷ୍ଟ୍ରେଲିଆ ମାଳଦ୍ୱୀପ ନିଉଜିଲାଣ୍ଡ୍ ପାପୁଆ ନ୍ୟୁ ଗିନି ପୁରୁଣା ଭାଷା | ଆରାମିକ୍ | ଲାଟିନ୍ ଏସପେରାଣ୍ଟୋ | 1 1 1 ୧୮୪୦ [1840] ଇଣ୍ଡିୟାନ ରିୱାଇସ୍ଡ୍ IRV ୨୦୧୯ [2019]ପବିତ୍ର ବାଇବଲ BSI ୨୦୧୮ [2018]ଓଡିଆ ବାଇବେଲ IRV ୨୦୧୭ [2017]ପବିତ୍ର ବାଇବଲ OROV ୨୦୧୪ [2014]ପବିତ୍ର ବାଇବଲ ERV ୨୦୦୪ [2004]୧୮୪୦ [1840]1 1 1 ହୋଶେୟ ଆଦିଯାତ୍ରାଲେବୀୟଗଣନାଦ୍ଵିତୀୟ ବିବରଣଯିହୋଶୂୟବିଚାରକର୍ତ୍ତାରତର ବିବରଣପ୍ରଥମ ଶାମୁୟେଲଦ୍ଵିତୀୟ ଶାମୁୟେଲପ୍ରଥମ ରାଜାବଳୀଦ୍ଵିତୀୟ ରାଜାବଳୀପ୍ରଥମ ବଂଶାବଳୀଦ୍ଵିତୀୟ ବଂଶାବଳୀଏଜ୍ରାନିହିମୀୟାଏଷ୍ଟରଆୟୁବଗୀତସଂହିତାହିତୋପଦେଶଉପଦେଶକପରମ ଗୀତଯିଶାଇୟଯିରିମୀୟବିଳାପଯିହିଜିକଲଦାନିୟେଲହୋଶେୟଯୋୟେଲଆମୋଷଓବଦୀୟଯୂନସମୀଖାନାହୂମହବକ୍କୂକସିଫନୀୟହାଗୟଯିଖରୀୟମଲାଖୀ--- --- ---ମାଥିଉମାର୍କଲୂକଯୋହନପ୍ରେରିତରୋମୀୟ୧ କରିନ୍ଥୀୟ୨ କରିନ୍ଥୀୟଗାଲାତୀୟଏଫିସୀୟଫିଲିପ୍ପୀୟକଲସୀୟ୧ ଥେସଲନୀକୀୟ୨ ଥେସଲନୀକୀୟ୧ ତୀମଥି୨ ତୀମଥିତୀତସଫିଲୀମୋନଏବ୍ରୀଯାକୁବ୧ ପିତର୨ ପିତର୧ ଯୋହନ୨ ଯୋହନ୩ ଯୋହନଯିହୂଦାପ୍ରକାଶିତ ବାକ୍ୟ1 1 1 ୨ ୧୨୩୪୫୬୭୮୯୧୦୧୧୧୨୧୩୧୪1 1 1 : ୧ ୧୨୩୪୫୬୭୮୯୧୦୧୧୧୨୧୩୧୪୧୫୧୬୧୭୧୮୧୯୨୦୨୧୨୨୨୩1 1 1 [ପବିତ୍ର ବାଇବେଲ] Odia Bible 1840 ହୋଶେୟ ୨ ସଞ୍ଚୟ ଟିପ୍ପଣୀ ୧ [1]"ତା'ପ ରେ ତୁମ୍ଭେ ତୁମ୍ଭର ଭାଇମାନଙ୍କୁ କହିବ, 'ତୁମ୍ଭମାନେେ ଆମ୍ଭର ଲୋକ।' ତୁମ୍ଭେ ତୁମ୍ଭର ଭଉଣୀମାନଙ୍କୁ କହିବ, ' ସେ ତୁମ୍ଭମାନଙ୍କୁ ଦୟା ଦଖାଇେଛନ୍ତି।'"୨ [2]"ମା'ଙ୍କ ସହିତ ୟୁକ୍ତି କର। କାରଣ ସେ ଆମ୍ଭର ସ୍ତ୍ରୀ ନୁହେଁ କି ଆମ୍ଭେ ତା'ର ସ୍ବାମୀ ନୁହଁ। ବେଶ୍ଯା ପରି ନ ହବୋକୁ ତାଙ୍କୁ କୁହ। ତାଙ୍କୁ କୁହ ଯେଉଁ ପ୍ ରମେିକମାନଙ୍କୁ ହୃଦଯ ରେ ସ୍ଥାନ ଦଇେଛନ୍ତି ସମାନଙ୍କେୁ ଦୂ ରଇେ ଦିଅନ୍ତୁ।"୩ [3]"ଯଦି ସେ ତା'ର ବ୍ଯଭିଗ୍ଭରିତା ବନ୍ଦ ନକରେ, ତବେେ ଆମ୍ଭେ ତାକୁ ଉଲଗ୍ନ କରିବା, ସେ ଯେପରି ଜନ୍ମ ହେଲା ସମୟରେ ନମ୍ର ଥିଲା। ଆମ୍ଭେ ତା'ର ସମସ୍ତ ଲୋକମାନଙ୍କୁ ନଇୟିବୋ ଏବଂ ସେ ମରୁଭୂମି ପରି ଶୂନ୍ଯ ହାଇଯେିବ। ଆମ୍ଭେ ତାକୁ ଶୋଷ ରେ ମାରିବା।"୪ [4]"ତା'ର ପିଲାମାନଙ୍କ ଉପ ରେ ଆମ୍ଭର ଦୟା ନାହିଁ କାରଣ ସମାନେେ ଜାରଜ ସନ୍ତାନ।"୫ [5]"ସମାନଙ୍କେର ମାଆ ବେଶ୍ଯାପରି କାମ କରିଅଛି। ସୋମାନଙ୍କର ମାଆଙ୍କ କୃତକର୍ମ ପାଇଁ ଲଜ୍ଜିତ ହବୋ ଉଚିତ। ସେ କହିଲା, 'ମୁଁ ମାରେପ୍ ରମେିକମାନଙ୍କ ପାଖକୁ ୟିବି। ମାରେପ୍ ରମେିକମାନେ ମାେତେ ଖାଦ୍ୟ ଓ ପାଣି ଦବେେ। ସମାନେେ ମାେତେ ପଶମ ଓ ଲାଇଲନ୍ ଦବେେ। ସମାନେେ ମାେତେ ଦ୍ରାକ୍ଷାରସ ଓ ଅଲିଭ୍ ତଲେ ଦବେେ।'"୬ [6]" ତେଣୁ ଆମ୍ଭେ ସଦାପ୍ରଭୁ ତୁମ୍ଭର ପଥ କଣ୍ଟା ଦ୍ବାରା ଅବ ରୋଧ କରିବା। ତା'ର ଚତୁର୍ଦ୍ଦିଗ ରେ ପ୍ରାଚୀର ନିର୍ମାଣ କରିବା, ଯାହା ଫଳ ରେ ସେ ଆଉ ପଥ ପାଇବ ନାହିଁ।"୭ [7]"ସେ ତା'ର ପ୍ରିଯ ପ୍ ରମେିକ ପଛ ରେ ଧାଇଁବ, କିନ୍ତୁ ସେ ସମାନଙ୍କେୁ ମଧ୍ଯ ଧରିପାରିବ ନାହିଁ। ସେ ସମାନଙ୍କେୁ ବହୁ ଖାଜେିବ କିନ୍ତୁ ପାଇପାରିବ ନାହିଁ। ତା'ପ ରେ ସେ କହିବ, 'ମୁଁ ମାରେ ପ୍ରଥମ ପ୍ ରମେିକ, ପରମେଶ୍ବରଙ୍କ ନିକଟକୁ ଫରେିୟିବି। ତାଙ୍କ ପାଖ ରେ ଥିଲା ବେଳେ ମାରେ ଜୀବନ, ବର୍ତ୍ତମାନ ଅପେକ୍ଷା ଅଧିକ ଭଲ ଥିଲା।'"୮ [8]" ସେ ଜାଣି ନ ଥିଲା ଆମ୍ଭେ ୟିଏକି ତା'କୁ ଶସ୍ଯ, ଦ୍ରାକ୍ଷାରସ ଓ ତୈଳ ଦେଉଥିଲୁ। ଆମ୍ଭେ ଅଧିକରୁ ଅଧିକ ସୁନା ରୂପା ତାକୁ ଦଇେ ଗ୍ଭଲିଥିଲୁ। କିନ୍ତୁ ଇଶ୍ରାୟେଲୀୟମାନେ ସହେି ସୁନା ଓ ରୂପାକୁ ବାଲ୍ଙ୍କ ମୂର୍ତ୍ତି ତିଆରି ରେ ବ୍ଯବହାର କଲେ।"୯ [9]"ତେଣୁ ଆମ୍ଭେ ଫରେି ଆସିବା। ଆମ୍ଭେ ଆମ୍ଭର ସହେି ସମୟରେ ଅମଳ ହେଉଥିବା ଶସ୍ଯ ଫରୋଇ ନବୋ। ଅଙ୍ଗୁର ଦ୍ରାକ୍ଷାରସ ପାଇଁ ପ୍ରସ୍ତୁତ ଥିଲା ବେଳେ ଆମ୍ଭେ ତାକୁ ଫରୋଇ ନବୋ। ଆମ୍ଭର ପଶମ ଓ କାର୍ପାସ ବସ୍ତ୍ର ଫରୋଇ ନବୋ। ଆମ୍ଭେ ସଗେୁଡିକୁ ତା'ର ଶରୀର ଆବୃତ କରିବାକୁ ଦଇେଥିଲୁ।"୧୦ [10]"ବର୍ତ୍ତମାନ ଆମ୍ଭେ ତାକୁ ଉଲଗ୍ନ କରିଦବୋ। ତା'ର ଉଲଗ୍ନ ଶରୀର ତା'ର ପ୍ ରମେିକ ଲୋକମାନେ ଦେଖିବେ। ଆମ୍ଭ କବଳରୁ ତା'କୁ କହେି ରକ୍ଷା କରିପାରିବେ ନାହିଁ।"୧୧ [11]"ଆମ୍ଭେ ସଦାପ୍ରଭୁ ତା'ର ସମସ୍ତ ଆନନ୍ଦ, ଉତ୍ସବ, ଅମାବାସ୍ଯା, ବିଶ୍ରାମଦିନ ସମସ୍ତ ଭୋଜିକୁ ବନ୍ଦ କରିଦବୋ।"୧୨ [12]"ଆମ୍ଭେ ତା'ର ଦ୍ରାକ୍ଷାଲତାଗୁଡିକୁ ଓ ଡିମିରି ଗଛଗୁଡିକୁ ନଷ୍ଟ କରିଦବୋ। ସେ କହିଲା, 'ମରେ ପ୍ ରମେିକମାନେ ମାେତେ ଏସବୁ ଜିନିଷ ଦଇେଥିଲେ।' କିନ୍ତୁ ଆମ୍ଭେ ତା'ର ବଗିଗ୍ଭକୁ ବଦଳାଇ ଅନାବନା ଗଛ ରେ ଜଙ୍ଗଲ କରିଦବୋ। ବନ୍ଯପଶୁମାନେ ଆସି ସହେି ଗଛରୁ ଖାଇବେ।"୧୩ [13]" ସେ ବାଲ୍ଙ୍କୁ ସବୋ କରୁଥିଲା। ତେଣୁ ଆମ୍ଭେ ତାକୁ ଦଣ୍ତ ଦବୋ। ସେ ବାଲଙ୍କୁ ଧୂପ ଦେଉଥିଲା। ସେ ଭଲ ପୋଷାକ ପରିଧାନ କରୁଥିଲା ଓ ତା'ର ଅଳଙ୍କାର, ନାକରେ ଗହଣା ପିନ୍ଧି ସହେି ମିଥ୍ଯା ପ୍ ରମେିକମାନଙ୍କ ନିକଟକୁ ଯାଉଥିଲା ଏବଂ ଆମ୍ଭଙ୍କୁ ଭୁଲିୟାଇଥିଲା। ସଦାପ୍ରଭୁ ଏହା କହିଲେ।"୧୪ [14]" ତେଣୁ ଆମ୍ଭେ ତାକୁ ପ୍ ରମବୋଣୀ କହିବା। ଆମ୍ଭେ ତାକୁ ନିର୍ଜ୍ଜନ ମରୁଭୂମିକୁ ନଇେ କୋମଳ କଥା କହିବା।"୧୫ [15]"ସଠାେ ରେ ଆମ୍ଭେ ତାକୁ ଦ୍ରାକ୍ଷାକ୍ଷେତ୍ର ଦବୋ। ଆମ୍ଭେ ତାକୁ ଆଶାର ଦ୍ବାର ସ୍ବରୂପ ଆଖୋର ଉପତ୍ୟକା ଦବୋ। ତା'ପ ରେ ସେ ମିଶର ଦେଶରୁ ଆସିଲା ସମୟ ପରି ଉତ୍ତର କରିବ।"୧୬ [16]"ସଦାପ୍ରଭୁ ଏହା କୁହନ୍ତି,"୧୭ [17]"ଆମ୍ଭେ ତା'ର ମୁଖରୁ ବାଲ୍ ଡାକ କାଢିଦବୋ। ତା'ପ ରେ ଲୋକେ ବାଲ୍ଙ୍କ ନାମ ଆଉ ପୁନର୍ବାର ବ୍ଯବହାର କରିବେ ନାହିଁ।"୧୮ [18]" ସେତବେେଳେ ଆମ୍ଭେ ସ୍ଥଳଚର ପ୍ରାଣୀ, ଆକାଶର ପକ୍ଷୀ, ଓ ସରିସୃପମାନଙ୍କ ସହିତ ଗୋଟିଏ ଚୁକ୍ତି କରିବା। ଆମ୍ଭେ ଧନୁ, ଖଣ୍ତା ଓ ସମସ୍ତ ୟୁଦ୍ଧ ଅସ୍ତ୍ରଗୁଡିକୁ ଭାଙ୍ଗି ଦବୋ ଏବଂ ଆମ୍ଭେ ସମାନଙ୍କେୁ ନିରାପଦ ରେ ଶଯନ କରିବାକୁ ଦବୋ।"୧୯ [19]"ଏବଂ ଆମ୍ଭେ ତୁମ୍ଭକୁ ସବୁଦିନ ପାଇଁ ଆମ୍ଭର ସ୍ତ୍ରୀ କରିବା। ଆମ୍ଭେ ତୁମ୍ଭକୁ ପ୍ ରମେ, ସାଧୁତା, ନ୍ଯାଯ ଓ ଦୟାର ସହିତ ଆମ୍ଭର ସ୍ତ୍ରୀ କରିବା।"୨୦ [20]"ତୁମ୍ଭକୁ ଆମ୍ଭର ବିଶ୍ବସ୍ତ ପତ୍ନୀ କରିବା। ସେତବେେଳେ ତୁମ୍ଭେ ପ୍ରକୃତ ସଦାପ୍ରଭୁଙ୍କୁ ଜାଣିବ।"୨୧ [21]"ସେତବେେଳେ ଆମ୍ଭେ ଉତ୍ତର ଦବୋ। ସଦାପ୍ରଭୁ ଏହା କହିନ୍ତି।"୨୨ [22]"ପୃଥିବୀ ଶସ୍ଯ, ଦ୍ରାକ୍ଷାରସ ଓ ତୈଳ ଉତ୍ପାଦନ କରିବ ଏବଂ ସେ ସବୁ ୟିଷ୍ରିଯଲରେ ଗ୍ଭହିଦା ପୂରଣ କରିବ।"୨୩ [23]"ଆମ୍ଭେ ଇଶ୍ରାୟେଲ ଭୂମିରେ ବହୁ ମଞ୍ଜି ବୁଣିବା। ଲୋ-ରୁହାମାଙ୍କୁ ଆମ୍ଭେ ଦୟା କରିବା। ଲୋ-ଆମୀକୁ କହିବା, 'ତୁମ୍ଭେ ଆମ୍ଭ ଲୋକ' ଏବଂ ସମାନେେ ମାେତେ କହିବେ, 'ତୁମ୍ଭେ ଆମ୍ଭର ପରମେଶ୍ବର।'"Odia Bible 1840 Public Domain: Odia 1840 [ପବିତ୍ର ବାଇବେଲ] Odia Bible 1840 ହୋଶେୟ ୨ 00:00:00 00:00:00 0.5x 2.0x https://beblia.bible:81/BibleAudio/odia/hosea/002.mp3 14 2