× ଭାଷା ୟୁରୋପ | ଷିୟ | ବେଲାରୁଷିଆନ୍ ୟୁକ୍ରେନ୍ ପୋଲାଣ୍ଡ | ସର୍ବିଆ | ବୁଲଗେରିଆ | ସ୍ଲୋଭାକିଆନ୍ ଚେକ ରୋମାନିଆନ୍ ମଲଡୋଭିଆନ୍ | ଆଜେରବାଇଜାନ ଆର୍ମେନିଆ ଜର୍ଜିଆନ୍ ଆଲବାନ୍ ଆଭାର୍ | ବାସ୍କିର ଟାଟାର | ଚେଚେନ ସ୍ଲୋଭେନିଆନ୍ କ୍ରୋଏସିଆ ଇଷ୍ଟୋନିଆନ୍ | ଲାଟଭିଆନ୍ ଲିଥୁଆନିଆ ହଙ୍ଗେରୀ ଫିନଲ୍ୟାଣ୍ଡ ନରୱେଜ୍ ସ୍ୱେଡିସ୍ ଆଇସଲ୍ୟାଣ୍ଡ୍ ଗ୍ରୀକ୍ ମାକେଡୋନିଆନ୍ | ଜର୍ମାନ୍ ବାଭରିଆନ୍ | ଡଚ୍ ଡାନିଶ୍ ୱେଲ୍ସ | ଗେଲିକ୍ | ଇଂରେଜ୍ ଫରାସୀ ବାସ୍କେ | କାଟାଲାନ୍ ଇଟାଲୀୟ | ଗାଲାସିଆନ୍ | ରୋମାନି | Bosnian ଉତ୍ତର ଆମେରିକା ଇଂରାଜୀ | ଦକ୍ଷିଣ ଆମେରିକା ସ୍ପାନିସ୍ ପର୍ତ୍ତୁଗୀଜ୍ ଗୁଆରାନି | କେଚୁଆନ୍ ଆୟମାରା କେନ୍ଦ୍ରୀୟ ଆମେରିକା | ଜାମାଇକାନ୍ ନାହୁତ୍ | କିଚେ Qeqchi ହାତିଆ ପୂର୍ବ ଏସିଆ ଚାଇନିଜ୍ ଜାପାନିଜ୍ କୋରିଆନ୍ ମଙ୍ଗୋଲିଆ ଉଇଗୁର୍ ହମଙ୍ଗ ଦକ୍ଷିଣ ପୂର୍ବ ଏସିଆ ମାଲେସିଆ ବର୍ମା ଥୋଡି ନେପାଳୀ ସେବୁଆନୋ | ଟାଗଲଗ୍ | କାମ୍ବୋଡିଆ ଥାଇ ଇଣ୍ଡୋନେସିଆ ଭିଏତନାମ ଯବାନ ଲାଓ ଇବାନ୍ ଆଇୟୁ ମିଏନ୍ କାଚିନ୍ ଲାହୁ Aceh Balinese Bugis Pampanga Sasak Shan Waray ଦକ୍ଷିଣ ଏସିଆ ହିନ୍ଦୀ ଓଡିଆ ଆୱାଡି | ମିଜୋ | କନ୍ନଡ | ମାଲାୟାଲମ୍ ମରାଠୀ ଗୁଜରାଟୀ ତାମିଲ୍ | ତେଲୁଗୁ ପଞ୍ଜାବୀ | କୁରୁଖ ଆସାମୀୟ | ମ ith ଥୀଲି | ବଙ୍ଗାଳୀ ଉର୍ଦ୍ଦୁ ସିହ୍ନା ଡୋଗ୍ରି ହରିୟାନଭି ମେଟେଇ | କନକାନି ସାନ୍ତାଲି ସିନ୍ଧି କୋୟା ଥାଡୋ ସଂସ୍କୃତ ଦେବନାଗରୀ Adilabad Gondi Ahirani ବାଲୁଚି Bundeli Chhattisgarhi Garhwali Kangri Kumaoni Mewari Munda Sadri Seraiki Shekhawati Sylheti ମଧ୍ୟ ଏସିଆ କିର୍ଗିଜ୍ ଉଜବେକିସ୍ତାନ ତାଜିକ୍ | ତୁର୍କମେନ କାଜାଖସ୍ତାନ କରକାଲପକ୍ ମଧ୍ୟ ପୂର୍ବ ତୁର୍କୀ ହିବ୍ରୁ ଆରବୀ | ପାର୍ସୀ | କୁର୍ଦ୍ଦ ପାଶ୍ଟୁ କପଟିକ୍ | ଆଫ୍ରିକା ଆଫ୍ରିକୀୟ ଜୋସା | ଜୁଲୁ Ndebele ସୋଥୋ | ଆମହାରିକ୍ | ୱୋଲାଇଟା | ନାଇଜେରିଆନ୍ ମୋସି ଇକା ଡିଙ୍କା | କାବିଲ୍ | ଇୱେ ସ୍ଵାହିଲି ମୋରୋକୋ ସୋମାଲିଆ ଶୋନା | ମାଡାଗାସ୍କର | ଇଗବୋ | ଲିଙ୍ଗଲା | ବାଉଲେ | ସିସବତୀ | ଟସଙ୍ଗା | ତସ୍ୱାନା | ଗାମ୍ବିଆନ୍ ଓଡ଼ିଆ କାମ୍ବା କିନ୍ନରୱାଣ୍ଡା | ହାଉସା ଚେୱା | ଲୁଓ | ମାକୁଆ | ଡ୍ୟୁଲା | ଫୁଲଫୁଲ୍ କାଲେନଜିନ କିକୁୟୁ କିକୱାଙ୍ଗୋ | କିରୁଣ୍ଡି କ୍ରିଓ ନାଇଜେରିଆନ୍ ପିଜିନ୍ ଓରୋମୋ | ତସିଲୁବା | Tshivenda ଟ୍ୱି ଉମ୍ବୁଣ୍ଡୁ | ଲୁଗବାରା ଲୁଗୁରୁ ପୁଲାର୍ ଗୁସି ମାସାଇ ତୁର୍କାନା ମୋବା ନ୍ୟୁର୍ ଶିଲୁକ୍ ତମାଶେକ୍ ମାକୋଣ୍ଡେ Bemba Fon Hadiyya Ibibio Kimbundu Kimiiru Lango Liberian Kreyol Lomwe Mende Morisyen Ndau Nyankole Sena Sidamo Soga Songe Sukuma Tarifit Teso Tiv Zande Dagbani ଅଷ୍ଟ୍ରେଲିଆ ମାଳଦ୍ୱୀପ ନିଉଜିଲାଣ୍ଡ୍ ପାପୁଆ ନ୍ୟୁ ଗିନି ପୁରୁଣା ଭାଷା | ଆରାମିକ୍ | ଲାଟିନ୍ ଏସପେରାଣ୍ଟୋ | 1 1 1 ୧୮୪୦ IRV ୨୦୧୯BSI ୨୦୧୮IRV ୨୦୧୭OROV ୨୦୧୪ERV ୨୦୧୦୧୮୪୦1 1 1 ଗାଲାତୀୟ ଆଦିଯାତ୍ରାଲେବୀୟଗଣନାଦ୍ଵିତୀୟ ବିବରଣଯିହୋଶୂୟବିଚାରକର୍ତ୍ତାରତର ବିବରଣପ୍ରଥମ ଶାମୁୟେଲଦ୍ଵିତୀୟ ଶାମୁୟେଲପ୍ରଥମ ରାଜାବଳୀଦ୍ଵିତୀୟ ରାଜାବଳୀପ୍ରଥମ ବଂଶାବଳୀଦ୍ଵିତୀୟ ବଂଶାବଳୀଏଜ୍ରାନିହିମୀୟାଏଷ୍ଟରଆୟୁବଗୀତସଂହିତାହିତୋପଦେଶଉପଦେଶକପରମ ଗୀତଯିଶାଇୟଯିରିମୀୟବିଳାପଯିହିଜିକଲଦାନିୟେଲହୋଶେୟଯୋୟେଲଆମୋଷଓବଦୀୟଯୂନସମୀଖାନାହୂମହବକ୍କୂକସିଫନୀୟହାଗୟଯିଖରୀୟମଲାଖୀ--- --- ---ମାଥିଉମାର୍କଲୂକଯୋହନପ୍ରେରିତରୋମୀୟ୧ କରିନ୍ଥୀୟ୨ କରିନ୍ଥୀୟଗାଲାତୀୟଏଫିସୀୟଫିଲିପ୍ପୀୟକଲସୀୟ୧ ଥେସଲନୀକୀୟ୨ ଥେସଲନୀକୀୟ୧ ତୀମଥି୨ ତୀମଥିତୀତସଫିଲୀମୋନଏବ୍ରୀଯାକୁବ୧ ପିତର୨ ପିତର୧ ଯୋହନ୨ ଯୋହନ୩ ଯୋହନଯିହୂଦାପ୍ରକାଶିତ ବାକ୍ୟ1 1 1 ୧ ୧୨୩୪୫୬1 1 1 : ୧ ୧୨୩୪୫୬୭୮୯୧୦୧୧୧୨୧୩୧୪୧୫୧୬୧୭୧୮୧୯୨୦୨୧୨୨୨୩୨୪1 1 1 [ପବିତ୍ର ବାଇବେଲ] Odia Bible 1840 ଗାଲାତୀୟ ୧ ସଞ୍ଚୟ ଟିପ୍ପଣୀ ୧ [1]"ପ୍ ରରେିତ ପାଉଲଙ୍କ ନିକଟରୁ ପତ୍ର। ମୁଁ ପ୍ ରରେିତ ହବୋ ପାଇଁ ମନୁଷ୍ଯ ଦ୍ବାରା ବଛା ଯାଇ ନାହିଁ କି ମନୁଷ୍ଯ ଦ୍ବାରା ପଠାଯାଇ ନାହିଁ। ମାତ୍ର ମୁଁ ଯୀଶୁଖ୍ରୀଷ୍ଟ ଓ ପରମପିତା ପରମେଶ୍ବରଙ୍କ ଦ୍ବାରା ପ୍ ରରେିତ ଭାବେ ନିୟୁକ୍ତି ପାଇଛି। ସହେି ପରମପିତା ହିଁ ଯୀଶୁଖ୍ରୀଷ୍ଟଙ୍କୁ ମୃତ୍ଯୁରୁ ପୁନର୍ଜୀବିତ କରିଥିଲେ।"୨ [2]"ମାେ ସହିତ ଥିବା ଏବଂ ଖ୍ରୀଷ୍ଟଙ୍କଠା ରେ ବିଶ୍ବାସୀ ସମସ୍ତ ଭାଇମାନଙ୍କ ତରଫରୁ ଏହି ପତ୍ରଟି ଗାଲାତୀୟ ଅଞ୍ଚଳର ସମସ୍ତ ବିଶ୍ବାସୀ ମଣ୍ଡଳୀ ନିକଟକୁ ଲଖାଯାେଉଅଛି।"୩ [3]"ମୁଁ ପ୍ରାର୍ଥନା କରେ ଯେ, ଆମ୍ଭ ପରମପିତା ପରମେଶ୍ବର ଓ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କୁ ମିଳୁ।"୪ [4]"ପରମପିତା ପରମେଶ୍ବରଙ୍କ ଇଚ୍ଛା ଅନୁସାରେ ଯୀଶୁଖ୍ରୀଷ୍ଟ ଆମ୍ଭ ପାପଗୁଡ଼ିକ ପାଇଁ ଓ ଆମ୍ଭେ ରହୁଥିବା ପାପ ସଂସାରରୁ ଆମ୍ଭକୁ ମୁକ୍ତ କରିବା ପାଇଁ ନିଜକୁ ସମର୍ପିତ କଲେ।"୫ [5]"ପରମେଶ୍ବରଙ୍କ ମହିମା ସଦାସର୍ବଦା ହେଉ। ଆମେନ୍।"୬ [6]"ଅଳ୍ପକ୍ଷଣ ପୂର୍ବରୁ ପରମେଶ୍ବର ତାହାଙ୍କର ଅନୁଗମନ କରିବା ନିମନ୍ତେ ତୁମ୍ଭମାନଙ୍କୁ ତାହାଙ୍କ ଅନୁଗ୍ରହ ରେ ଖ୍ରୀଷ୍ଟଙ୍କ ମାଧ୍ଯମ ରେ ଡ଼ାକିଥିଲେ। କିନ୍ତୁ ଏବେ ମୁଁ ଏହା ଜାଣି ଅତି ଆଶ୍ଚର୍ୟ୍ଯ ହଲିେ ଯେ, ତୁମ୍ଭମାନେେ ସହେି ପରମେଶ୍ବରଙ୍କଠାରୁ ଦୂ ରଇେ ଯାଇ, କୌଣସି ଅନ୍ୟ ସୁସମାଚାରକୁ ବିଶ୍ବାସ କରୁଛ।"୭ [7]"ପ୍ରକୃତ ରେ ଆଉ ଅନ୍ୟ କୌଣସି ସୁସମାଚାର ନାହିଁ। କିନ୍ତୁ କେତକେ ଲୋକ ତୁମ୍ଭମାନଙ୍କୁ ବିଭ୍ରାନ୍ତ କରାଇ ଖ୍ରୀଷ୍ଟଙ୍କ ସୁସମାଚାରକୁ ପରିବର୍ତ୍ତନ କରିବା ପାଇଁ ଚେଷ୍ଟା କରୁଛନ୍ତି।"୮ [8]"କିନ୍ତୁ ଆମ୍ଭେ ବା ଅନ୍ୟ କୌଣସି ସ୍ବର୍ଗଦୂତ ଯଦି ଆମ୍ଭଦ୍ବାରା ପ୍ରଚାରିତ ସୁସମାଚାରଠାରୁ ଭିନ୍ନ ଅନ୍ୟ କୌଣସି ସୁସମାଚାର ପ୍ରଚାର କରେ, ତା' ହେଲେ ସମାନେେ ଦଣ୍ଡ ଓ ନିନ୍ଦାର ପାତ୍ର।"୯ [9]"ଏହା ମୁଁ ଆଗରୁ କହିଥିଲି, ଏବେ ପୁନର୍ବାର କହୁଛି, ତୁମ୍ଭମାନେେ ପୂର୍ବରୁ ପ୍ରକୃତ ସୁସମାଚାର ଗ୍ରହଣ କରି ସାରିଛ। ଯଦି ପରିତ୍ରାଣ ପାଇଁ କହେି ବ୍ଯକ୍ତି କିଛି ଅନ୍ୟ ଉପାୟ ବିଷୟ ରେ କ ହେ ତା' ହେଲେ ସେ ଦଣ୍ଡ ଓ ନିନ୍ଦାର ପାତ୍ର ଅଟେ।"୧୦ [10]"ତୁମ୍ଭମାନେେ କ'ଣ ଭାବୁଛ ଯେ, ଲୋକେ ମାେତେ ଯେପରି ଗ୍ରହଣ ଓ ସମର୍ଥନ କରନ୍ତି ସେଥିପାଇଁ ମୁଁ ଚେଷ୍ଟା କରୁଛି ? ନା! ଜଣେ ପରମେଶ୍ବର ଅଛନ୍ତି, ମୁଁ କବଳେ ତାହାଙ୍କୁ ପ୍ରସନ୍ନ କରିବା ପାଇଁ ଚେଷ୍ଟା କରୁଛି। ମୁଁ ଯଦି ମଣିଷମାନଙ୍କୁ ପ୍ରସନ୍ନ କରିବା ପାଇଁ ଚେଷ୍ଟା କରୁଥାନ୍ତି, ତବେେ ଖ୍ରୀଷ୍ଟଙ୍କର ସବେକ ହାଇେ ନ ଥାନ୍ତି।"୧୧ [11]"ଭାଇମାନେ! ମୁଁ କହି ଦବୋକୁ ଚା ହେଁ ଯେ, ମୁଁ ତୁମ୍ଭମାନଙ୍କୁ ଯେଉଁ ସୁସମାଚାର ଶୁଣାଇଲି ତାହା ମନୁଷ୍ଯକୃତ ନୁର୍ ହେ।"୧୨ [12]"ମୁଁ ସହେି ସୁସମାଚାର ମଣିଷମାନଙ୍କ ପାଖରୁ ପାଇ ନାହିଁ। କୌଣସି ମଣିଷ ମାେତେ ତାହା ଶିକ୍ଷା ଦଇେ ନାହିଁ, ବରଂ ଯୀଶୁଖ୍ରୀଷ୍ଟ ସହେି ସୁସମାଚାର ମାେ ଆଗ ରେ ପ୍ରକାଶିତ କଲେ।"୧୩ [13]"ତୁମ୍ଭମାନେେ ମାେ ପୁର୍ବଜୀବନ ବିଷୟ ରେ ଶୁଣିଛ। ମୁଁ ଯିହୂଦୀ ଧର୍ମର ଥିଲି। ମୁଁ ପରମେଶ୍ବରଙ୍କ ମଣ୍ଡଳୀକୁ ତାଡ଼ନା କରୁଥିଲି। ମୁଁ ମଣ୍ଡଳୀଗୁଡ଼ିକୁ ନଷ୍ଟ କରି ଦବୋ ପାଇଁ ଚେଷ୍ଟା କରିଥିଲି।"୧୪ [14]"ମୁଁ ଯିହୂଦୀଧର୍ମର ଜଣେ ନେତା ହାଇେ ଉଠୁଥିଲି। ମୁଁ ମାେ ବୟସର ତୁଳନା ରେ ଅନ୍ୟ ଯିହୂଦୀମାନଙ୍କଠାରୁ ଆଗୁଆଥିଲି। ପୁରାତନ ନିୟମଗୁଡ଼ିକ ପାଳନ କରିବା ପାଇଁ ମୁଁ କଠିନ ପରିଶ୍ରମ କରୁଥିଲି। ଏହି ନିୟମଗୁଡ଼ିକ ପରଂପରାଭାବେ ଆମ୍ଭେ ଆମ୍ଭର ପୂର୍ବପୁରୁଷମାନଙ୍କଠାରୁ ପାଇଥିଲୁ।"୧୫ [15]"କିନ୍ତୁ ପରମେଶ୍ବର ମାେ ଜନ୍ମ ପୂର୍ବରୁ ମାେତେ ଅନୁଗ୍ରହ କରି ବାଛି ନଇେଥିଲେ। ସେ ସ୍ଥିର କରିଥିଲେ ଯେ, ମୁଁ ଅଣଯିହୂଦୀମାନଙ୍କୁ ତାହାଙ୍କ ପୁତ୍ର ଯୀଶୁଖ୍ରୀଷ୍ଟଙ୍କର ସୁସମାଚାର କହିବି।"୧୬ [16]"ପରମେଶ୍ବର ତାହାଙ୍କ ପୁତ୍ରଙ୍କ ବିଷୟ ରେ କହିଲେ। ଯେତବେେଳେ ପରମେଶ୍ବର ମାେତେ ଡାକିଲେ, ମୁଁ କୌଣସି ମଣିଷର ପରାମର୍ଶ ବା ସାହାୟ୍ଯ ନଇେ ନ ଥିଲି।"୧୭ [17]"ମାେ ଆଗରୁ ପ୍ ରରେିତ ହାଇେ ସାରିଥିବା ୟିରୁଶାଲମର ପ୍ ରରେିତମାନଙ୍କ ପାଖକୁ ମୁଁ ଗଲିନାହିଁ। କିନ୍ତୁ ଅପେକ୍ଷା ନ କରି ମୁଁ ପ୍ରଥମେ ଆରବ ଗଲି ଓ ତା'ପରେ ଦମ୍ମସକେ ନଗରକୁ ଫରେିଗଲି।"୧୮ [18]"ତିନିବର୍ଷ ପରେ ମୁଁ ୟିରୁଶାଲମକୁ ଗଲି। ମୁଁ ପିତର ଙ୍କୁ ଦଖାେ କରିବାକୁ ଯାଇଥିଲି।"୧୯ [19]"ପିତରଙ୍କ ସହିତ ମୁଁ ପନ୍ଦର ଦିନ ରହିଲି। ମୁଁ ସଠାରୁେ ପ୍ରଭୁଙ୍କ ଭାଇ ଯାକୁବଙ୍କ ଛଡ଼ା ଆଉ କୌଣସି ପ୍ ରରେିତଙ୍କୁ ଦଖାେ କଲି ନାହିଁ।"୨୦ [20]"ପରମେଶ୍ବର ଜାଣନ୍ତି ଯେ, ମୁଁ ଏଥି ରେ ଯାହା କିଛି ଲେଖୁଛି, ତାହା ମିଥ୍ଯା ନୁହେଁ।"୨୧ [21]"ତା'ପରେ ମୁଁ ସୁରିଆ ଓ କିଲିକିଯା ଅଞ୍ଚଳଗୁଡ଼ିକୁ ଗଲି।"୨୨ [22]"ଯିହୁଦା ରେ ଖ୍ରୀଷ୍ଟଙ୍କଠା ରେ ଥିବା ମଣ୍ଡଳୀଗୁଡ଼ିକ ମାେତେ ପୂର୍ବରୁ ଦେଖି ନ ଥିବାରୁ ମାେତେ ଚିହ୍ନି ନ ଥିଲେ।"୨୩ [23]"ସମାନେେ କବଳେ ମାେ ବିଷୟ ରେ ଶୁଣିଥିଲେ ଯେ, ପୂର୍ବରୁ ଏହି ଲୋକ ମଣ୍ଡଳୀକୁ ତାଡ଼ନା କରୁଥିଲା, ଏବେ ସେ ଖ୍ରୀଷ୍ଟଙ୍କ ବିଶ୍ବାସମତକୁ ପ୍ରଚାର କରୁଅଛି, ଯାହାକୁ ସେ ପୂର୍ବରୁ ନଷ୍ଟ କରିବା ପାଇଁ ଚେଷ୍ଟା କରିଥିଲା।"୨୪ [24]"ମାେ'ପ୍ରତି ଯାହା ଘଟିଲା, ସେଥିପାଇଁ ସମାନେେ ପରମେଶ୍ବରଙ୍କୁ ପ୍ରଶଂସା କଲେ।"Odia Bible 1840 Public Domain: Odia 1840 [ପବିତ୍ର ବାଇବେଲ] Odia Bible 1840 ଗାଲାତୀୟ ୧ 00:00:00 00:00:00 0.5x 2.0x https://beblia.bible:81/BibleAudio/odia/galatians/001.mp3 6 1