× ଭାଷା ୟୁରୋପ | ଷିୟ | ବେଲାରୁଷିଆନ୍ ୟୁକ୍ରେନ୍ ପୋଲାଣ୍ଡ | ସର୍ବିଆ | ବୁଲଗେରିଆ | ସ୍ଲୋଭାକିଆନ୍ ଚେକ ରୋମାନିଆନ୍ ମଲଡୋଭିଆନ୍ | ଆଜେରବାଇଜାନ ଆର୍ମେନିଆ ଜର୍ଜିଆନ୍ ଆଲବାନ୍ ଆଭାର୍ | ବାସ୍କିର ଟାଟାର | ଚେଚେନ ସ୍ଲୋଭେନିଆନ୍ କ୍ରୋଏସିଆ ଇଷ୍ଟୋନିଆନ୍ | ଲାଟଭିଆନ୍ ଲିଥୁଆନିଆ ହଙ୍ଗେରୀ ଫିନଲ୍ୟାଣ୍ଡ ନରୱେଜ୍ ସ୍ୱେଡିସ୍ ଆଇସଲ୍ୟାଣ୍ଡ୍ ଗ୍ରୀକ୍ ମାକେଡୋନିଆନ୍ | ଜର୍ମାନ୍ ବାଭରିଆନ୍ | ଡଚ୍ ଡାନିଶ୍ ୱେଲ୍ସ | ଗେଲିକ୍ | ଇଂରେଜ୍ ଫରାସୀ ବାସ୍କେ | କାଟାଲାନ୍ ଇଟାଲୀୟ | ଗାଲାସିଆନ୍ | ରୋମାନି | Bosnian ଉତ୍ତର ଆମେରିକା ଇଂରାଜୀ | ଦକ୍ଷିଣ ଆମେରିକା ସ୍ପାନିସ୍ ପର୍ତ୍ତୁଗୀଜ୍ ଗୁଆରାନି | କେଚୁଆନ୍ ଆୟମାରା କେନ୍ଦ୍ରୀୟ ଆମେରିକା | ଜାମାଇକାନ୍ ନାହୁତ୍ | କିଚେ Qeqchi ହାତିଆ ପୂର୍ବ ଏସିଆ ଚାଇନିଜ୍ ଜାପାନିଜ୍ କୋରିଆନ୍ ମଙ୍ଗୋଲିଆ ଉଇଗୁର୍ ହମଙ୍ଗ ଦକ୍ଷିଣ ପୂର୍ବ ଏସିଆ ମାଲେସିଆ ବର୍ମା ଥୋଡି ନେପାଳୀ ସେବୁଆନୋ | ଟାଗଲଗ୍ | କାମ୍ବୋଡିଆ ଥାଇ ଇଣ୍ଡୋନେସିଆ ଭିଏତନାମ ଯବାନ ଲାଓ ଇବାନ୍ ଆଇୟୁ ମିଏନ୍ କାଚିନ୍ ଲାହୁ Aceh Balinese Bugis Pampanga Sasak Shan Waray ଦକ୍ଷିଣ ଏସିଆ ହିନ୍ଦୀ ଓଡିଆ ଆୱାଡି | ମିଜୋ | କନ୍ନଡ | ମାଲାୟାଲମ୍ ମରାଠୀ ଗୁଜରାଟୀ ତାମିଲ୍ | ତେଲୁଗୁ ପଞ୍ଜାବୀ | କୁରୁଖ ଆସାମୀୟ | ମ ith ଥୀଲି | ବଙ୍ଗାଳୀ ଉର୍ଦ୍ଦୁ ସିହ୍ନା ଡୋଗ୍ରି ହରିୟାନଭି ମେଟେଇ | କନକାନି ସାନ୍ତାଲି ସିନ୍ଧି କୋୟା ଥାଡୋ ସଂସ୍କୃତ ଦେବନାଗରୀ Adilabad Gondi Ahirani ବାଲୁଚି Bundeli Chhattisgarhi Garhwali Kangri Kumaoni Mewari Munda Sadri Seraiki Shekhawati Sylheti ମଧ୍ୟ ଏସିଆ କିର୍ଗିଜ୍ ଉଜବେକିସ୍ତାନ ତାଜିକ୍ | ତୁର୍କମେନ କାଜାଖସ୍ତାନ କରକାଲପକ୍ ମଧ୍ୟ ପୂର୍ବ ତୁର୍କୀ ହିବ୍ରୁ ଆରବୀ | ପାର୍ସୀ | କୁର୍ଦ୍ଦ ପାଶ୍ଟୁ କପଟିକ୍ | ଆଫ୍ରିକା ଆଫ୍ରିକୀୟ ଜୋସା | ଜୁଲୁ Ndebele ସୋଥୋ | ଆମହାରିକ୍ | ୱୋଲାଇଟା | ନାଇଜେରିଆନ୍ ମୋସି ଇକା ଡିଙ୍କା | କାବିଲ୍ | ଇୱେ ସ୍ଵାହିଲି ମୋରୋକୋ ସୋମାଲିଆ ଶୋନା | ମାଡାଗାସ୍କର | ଇଗବୋ | ଲିଙ୍ଗଲା | ବାଉଲେ | ସିସବତୀ | ଟସଙ୍ଗା | ତସ୍ୱାନା | ଗାମ୍ବିଆନ୍ ଓଡ଼ିଆ କାମ୍ବା କିନ୍ନରୱାଣ୍ଡା | ହାଉସା ଚେୱା | ଲୁଓ | ମାକୁଆ | ଡ୍ୟୁଲା | ଫୁଲଫୁଲ୍ କାଲେନଜିନ କିକୁୟୁ କିକୱାଙ୍ଗୋ | କିରୁଣ୍ଡି କ୍ରିଓ ନାଇଜେରିଆନ୍ ପିଜିନ୍ ଓରୋମୋ | ତସିଲୁବା | Tshivenda ଟ୍ୱି ଉମ୍ବୁଣ୍ଡୁ | ଲୁଗବାରା ଲୁଗୁରୁ ପୁଲାର୍ ଗୁସି ମାସାଇ ତୁର୍କାନା ମୋବା ନ୍ୟୁର୍ ଶିଲୁକ୍ ତମାଶେକ୍ ମାକୋଣ୍ଡେ Bemba Fon Hadiyya Ibibio Kimbundu Kimiiru Lango Liberian Kreyol Lomwe Mende Morisyen Ndau Nyankole Sena Sidamo Soga Songe Sukuma Tarifit Teso Tiv Zande Dagbani ଅଷ୍ଟ୍ରେଲିଆ ମାଳଦ୍ୱୀପ ନିଉଜିଲାଣ୍ଡ୍ ପାପୁଆ ନ୍ୟୁ ଗିନି ପୁରୁଣା ଭାଷା | ଆରାମିକ୍ | ଲାଟିନ୍ ଏସପେରାଣ୍ଟୋ | 1 1 1 ୧୮୪୦ IRV ୨୦୧୯BSI ୨୦୧୮IRV ୨୦୧୭OROV ୨୦୧୪ERV ୨୦୧୦୧୮୪୦1 1 1 ଏଫିସୀୟ ଆଦିଯାତ୍ରାଲେବୀୟଗଣନାଦ୍ଵିତୀୟ ବିବରଣଯିହୋଶୂୟବିଚାରକର୍ତ୍ତାରତର ବିବରଣପ୍ରଥମ ଶାମୁୟେଲଦ୍ଵିତୀୟ ଶାମୁୟେଲପ୍ରଥମ ରାଜାବଳୀଦ୍ଵିତୀୟ ରାଜାବଳୀପ୍ରଥମ ବଂଶାବଳୀଦ୍ଵିତୀୟ ବଂଶାବଳୀଏଜ୍ରାନିହିମୀୟାଏଷ୍ଟରଆୟୁବଗୀତସଂହିତାହିତୋପଦେଶଉପଦେଶକପରମ ଗୀତଯିଶାଇୟଯିରିମୀୟବିଳାପଯିହିଜିକଲଦାନିୟେଲହୋଶେୟଯୋୟେଲଆମୋଷଓବଦୀୟଯୂନସମୀଖାନାହୂମହବକ୍କୂକସିଫନୀୟହାଗୟଯିଖରୀୟମଲାଖୀ--- --- ---ମାଥିଉମାର୍କଲୂକଯୋହନପ୍ରେରିତରୋମୀୟ୧ କରିନ୍ଥୀୟ୨ କରିନ୍ଥୀୟଗାଲାତୀୟଏଫିସୀୟଫିଲିପ୍ପୀୟକଲସୀୟ୧ ଥେସଲନୀକୀୟ୨ ଥେସଲନୀକୀୟ୧ ତୀମଥି୨ ତୀମଥିତୀତସଫିଲୀମୋନଏବ୍ରୀଯାକୁବ୧ ପିତର୨ ପିତର୧ ଯୋହନ୨ ଯୋହନ୩ ଯୋହନଯିହୂଦାପ୍ରକାଶିତ ବାକ୍ୟ1 1 1 ୧ ୧୨୩୪୫୬1 1 1 : ୧ ୧୨୩୪୫୬୭୮୯୧୦୧୧୧୨୧୩୧୪୧୫୧୬୧୭୧୮୧୯୨୦୨୧୨୨୨୩1 1 1 [ପବିତ୍ର ବାଇବେଲ] Odia Bible 1840 ଏଫିସୀୟ ୧ ସଞ୍ଚୟ ଟିପ୍ପଣୀ ୧ [1]"ଖ୍ରୀଷ୍ଟ ଯୀଶୁଙ୍କର ପ୍ ରରେିତ ପାଉଲଙ୍କଠାରୁ ପତ୍ର। ପରମେଶ୍ବରଙ୍କ ଇଚ୍ଛାନୁଯାଯୀ ଏଫିସୀୟଠା ରେ ରହୁଥିବା ପରମେଶ୍ବରଙ୍କ ପବିତ୍ର ଲୋକ ଓ ଖ୍ରୀଷ୍ଟ ଯୀଶୁଙ୍କଠା ରେ ବିଶ୍ବାସୀ ଲୋକଙ୍କ ପ୍ରତି ମୁଁ ପ୍ ରରେିତ ହାଇେଛି।"୨ [2]"ତୁମ୍ଭମାନଙ୍କୁ ଆମ୍ଭର ପରମପିତା ପରମେଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ମିଳୁ।"୩ [3]"ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପିତା ଓ ପରମେଶ୍ବରଙ୍କ ପ୍ରଶଂସା ହେଉ। ଖ୍ରୀଷ୍ଟଙ୍କଠା ରେ ବିଶ୍ବାସ ଥିବା ହତେୁ ପରମେଶ୍ବର ଆମ୍ଭକୁ ସ୍ବର୍ଗ ରେ ସମସ୍ତ ଆଧ୍ଯାତ୍ମିକ ଆଶୀର୍ବାଦ ଦଇେଛନ୍ତି।"୪ [4]"ଖ୍ରୀଷ୍ଟଙ୍କଠା ରେ, ଜଗତର ସୃଷ୍ଟି ପୂର୍ବରୁ ପରମେଶ୍ବର ଆମ୍ଭକୁ ତାହାଙ୍କ ସମ୍ମୁଖ ରେ ପବିତ୍ର ଓ ନିର୍ଦ୍ ଦୋଷ ହବୋ ପାଇଁ ଆଦର ରେ ବାଛି ଥିଲେ।"୫ [5]"ସେ ଆମ୍ଭମାନଙ୍କ ସୃଷ୍ଟି ପୂର୍ବରୁ ଖ୍ରୀଷ୍ଟ ଯୀଶୁଙ୍କ ଦ୍ବାରା ନିଜର ସନ୍ତାନ କରିବାକୁ ସ୍ଥିର କରିଥିଲେ। ଏହା ତାହାଙ୍କର ଇଚ୍ଛା ଓ ଆନନ୍ଦ ଥିଲା।"୬ [6]"ପରମେଶ୍ବରଙ୍କ ଆଶ୍ଚର୍ୟ୍ଯଜନକ ଅନୁଗ୍ରହ ସକାେଶ ତାହାଙ୍କର ପ୍ରଶଂସା ହୁଏ। ଯାହାଙ୍କୁ ପରମେଶ୍ବର ପ୍ ରମେ କରନ୍ତି, ସହେି ଖ୍ରୀଷ୍ଟଙ୍କ ଦ୍ବାରା ସେ ଆମ୍ଭକୁ ସହେି ଅନୁଗ୍ରହ ମୁକ୍ତ ଭାବରେ ଦଇେଥାନ୍ତି।"୭ [7]"ଖ୍ରୀଷ୍ଟଙ୍କଠା ରେ ବିଶ୍ବାସ ଥିବା ହତେୁ ଆମ୍ଭେ ତାହାଙ୍କର ରକ୍ତ ମାଧ୍ଯମ ରେ ମୁକ୍ତ ହାଇେଛୁ। ପରମେଶ୍ବରଙ୍କ ବହୁମୂଲ୍ଯ ଅନୁଗ୍ରହ ଦ୍ବାରା ଆମ୍ଭର ପାପରୁ ଆମ୍ଭେ କ୍ଷମା ପାଇପାରୁ।"୮ [8]"ପରମେଶ୍ବର ଏହି ଅନୁଗ୍ରହ ପୂର୍ଣ୍ଣ ଭାବରେ ଓ ମୁକ୍ତ ଭାବରେ ଦଇେଛନ୍ତି।"୯ [9]"ପରମେଶ୍ବର ନିଜର ପୂର୍ଣ୍ଣ ଜ୍ଞାନ ଓ ବୋଧ ଶକ୍ତି ଦ୍ବାରା ତାହାଙ୍କର ନିଗୂଢ଼ତତ୍ତ୍ବ ଆମ୍ଭକୁ ଜଣାଇଛନ୍ତି। ପରମେଶ୍ବର ଏହା ଚାହୁଁଥିଲେ ଏବଂ ସେ ଏହା ଖ୍ରୀଷ୍ଟଙ୍କ ଦ୍ବାରା କରିବା ପାଇଁ ଯୋଜନା କରିଥିଲେ।"୧୦ [10]"ପରମେଶ୍ବରଙ୍କର ଯୋଜନା ଥିଲା ଯେ ଉଚିତ୍ ସମୟ ଉପସ୍ଥିତ ହେଲେ, ଖ୍ରୀଷ୍ଟଙ୍କଠା ରେ ବିଶ୍ବାସ କରୁଥିବା ସ୍ବର୍ଗ ଓ ପୃଥିବୀର ସମସ୍ତ ବସ୍ତୁଗୁଡିକୁ ଏକତ୍ର କରିବେ ଓ ଖ୍ରୀଷ୍ଟ ତହିଁର ମସ୍ତକ ସ୍ବରୂପ ହବେେ।"୧୧ [11]"ପରମେଶ୍ବର ନିଜ ଯୋଜନା ଓ ଇଚ୍ଛା ଅନୁସାରେ ସମସ୍ତ ଘଟଣା ଘଟାନ୍ତି। ଖ୍ରୀଷ୍ଟଙ୍କଠା ରେ ବିଶ୍ବାସ କରୁଥିବା ହତେୁ ପରମେଶ୍ବର ଆମ୍ଭକୁ ତାହାଙ୍କର ଲୋକ ହବୋ ପାଇଁ ବାଛିଲେ। ଏକଥା ସେ ନିଜ ଇଚ୍ଛାନୁସା ରେ ଅନାଦି କାଳରୁ ଠିକ୍ କରି ରଖିଥିଲେ।"୧୨ [12]"ଆମ୍ଭେ ହେଉଛୁ ପ୍ରଥମ ଲୋକ ଯେଉଁମାନେ ଖ୍ରୀଷ୍ଟଙ୍କଠା ରେ ଭରସା ପ୍ରତିଷ୍ଠିତ କରିଥିଲୁ, ଏବଂ ପରମେଶ୍ବରଙ୍କ ମହିମାର ପ୍ରଶଂସା କରିବା ଲାଗି ଆମ୍ଭକୁ ବଛା ଯାଇଥିଲା।"୧୩ [13]"ତୁମ୍ଭମାନଙ୍କ ପାଇଁ ମୁକ୍ତି ଆଣି ଦେଉଥିବା ସୁସମାଚାରର ସତ୍ଶିକ୍ଷା ତୁମ୍ଭେ ଶୁଣିଲ। ସୁସମାଚାର ଶୁଣିଲା ପରେ ତୁମ୍ଭେ ଖ୍ରୀଷ୍ଟଙ୍କଠା ରେ ବିଶ୍ବାସ କଲ। ପରମେଶ୍ବର ପବିତ୍ର ଆତ୍ମାଙ୍କୁ ପ୍ରଦାନ କରି ତୁମ୍ଭ ଉପରେ ତାହାଙ୍କର ବିଶଷେ ଚିହ୍ନ ଦଇେ ଚିହ୍ନିତ କଲେ। ଏହା କରିବା ଦ୍ବାରା ସେ ଆଗରୁ ଦଇେଥିବା ପ୍ରତିଶୃତି ରକ୍ଷା କରିଥିଲେ।"୧୪ [14]"ପରମେଶ୍ବର ନିଜ ଲୋକଙ୍କୁ ଯେସମସ୍ତ ବିଷୟ ଦବୋ ନିମନ୍ତେ ପ୍ରତିଶୃତି ଦଇେଛନ୍ତି, ତାହା ଯେ ଆମ୍ଭମାନେେ ନିଶ୍ଚିତ ରୂପେ ପାଇବା, ଏଥିପାଇଁ ପବିତ୍ର ଆତ୍ମା ହେଉଛନ୍ତି ପରମେଶ୍ବରଙ୍କ ନିର୍ଭରୟୁକ୍ତ ପ୍ରତିଶୃତି। ଯେଉଁମାନେ ପରମେଶ୍ବରଙ୍କର ଲୋକ ଅଟନ୍ତି, ସମାନଙ୍କେ ନିମନ୍ତେ ଏହା ପୂର୍ଣ୍ଣ ସ୍ବାଧୀନତା ଆଣିଦବେ। ଏହାର ଉଦ୍ଦେଶ୍ଯ ପରମେଶ୍ବରଙ୍କ ମହିମାର ପ୍ରଶଂସା ହବେ।"୧୫ [15]"ସେଥିପାଇଁ ମୁଁ ଯେତବେେଳେ ପ୍ରଭୁ ଯୀଶୁଙ୍କଠା ରେ ତୁମ୍ଭମାନଙ୍କ ବିଶ୍ବାସ ଓ ପରମେଶ୍ବରଙ୍କ ସମସ୍ତ ଲୋକମାନଙ୍କ ପାଇଁ ତୁମ୍ଭମାନଙ୍କର ପ୍ ରମେ ବିଷୟ ରେ ଶୁଣିଲି, ମୁଁ ତୁମ୍ଭମାନଙ୍କ ପାଇଁ ପରମେଶ୍ବରଙ୍କୁ ନିରନ୍ତର ଧନ୍ଯବାଦ ଅର୍ପଣ କଲି।"୧୬ [16]"ନିଜର ପ୍ରାର୍ଥନା ରେ ମୁଁ ତୁମ୍ଭମାନଙ୍କୁ ମନେ ପକାଉଛି।"୧୭ [17]"ମୁଁ ମହିମାମୟ ପିତା, ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପରମେଶ୍ବରଙ୍କୁ ସବୁବେଳେ ପ୍ରାର୍ଥନା କରେ ଯେ, ସେ ତୁମ୍ଭକୁ ବିଜ୍ଞତାର ଆତ୍ମା ପ୍ରଦାନ କରନ୍ତୁ। ସହେି ଜ୍ଞାନ ତୁମ୍ଭମାନଙ୍କ ପାଇଁ ପରମେଶ୍ବର ବିଷୟକ ସମସ୍ତ ତଥ୍ଯକୁ ସ୍ପଷ୍ଟ କରିଦବେ, ଯାହା ଫଳ ରେ ତୁମ୍ଭମାନେେ ତାହାଙ୍କୁ ପୂର୍ଣ୍ଣ ଭାବରେ ଜାଣି ପାରିବ।"୧୮ [18]"ମୁଁ ପ୍ରାର୍ଥନା କରୁଛି, ଯେପରି ତୁମ୍ଭମାନେେ ଈଶ୍ବରଙ୍କ ସମସ୍ତ ସତ୍ଯର ସମ୍ପୂର୍ଣ୍ଣ ବୋଧଶକ୍ତି ପାଇପାର, ଏଥିପାଇଁ ସେ ତୁମ୍ଭର ମନରୂପକ ଚକ୍ଷୁ ଖାଲିେ ଦିଅନ୍ତୁ। ତା'ପରେ ତୁମ୍ଭମାନେେ ବୁଝି ପାରିବ ଯେ, କେଉଁ ବିଷୟ ରେ ଭରସା ରଖିବା ପାଇଁ ପରମେଶ୍ବର ଆମ୍ଭମାନଙ୍କୁ ବାଛି ଥିଲେ। ତୁମ୍ଭମାନେେ ବୁଝି ପାରିବ ଯେ ପରମେଶ୍ବର ନିଜର ପବିତ୍ରୀକୃତ ଲୋକମାନଙ୍କୁ ଯେଉଁସବୁ ଆଶୀର୍ବାଦ ଦବୋ ପାଇଁ ପ୍ରତିଜ୍ଞା କରିଥିଲେ, ତାହା କେତେ ମହିମାମୟ ଓ ଐଶ୍ବର୍ୟ୍ଯପୂର୍ଣ୍ଣ ଅଟେ।"୧୯ [19]"ତୁମ୍ଭମାନେେ ଏହା ମଧ୍ଯ ବୁଝି ପାରିବ ଯେ, ଆମ୍ଭେ ଯେଉଁମାନେ ବିଶ୍ବାସ କରୁଛୁ, ଆମ୍ଭମାନଙ୍କ ନିମନ୍ତେ କାମ କରୁଥିବା ପରମେଶ୍ବରଙ୍କ ଶକ୍ତି କେତେ ମହାନ୍।"୨୦ [20]"ଏହି ଶକ୍ତି ହେଉଛି ସହେି ଶକ୍ତି, ଯେଉଁ ଶକ୍ତି ବଳ ରେ ପରମେଶ୍ବର ଖ୍ରୀଷ୍ଟଙ୍କୁ ମୃତ୍ଯୁରୁ ପୁନରୁତ୍ଥିତ କରିଥିଲେ। ସ୍ବର୍ଗ ରାଜ୍ଯ ରେ ପରମେଶ୍ବର ଖ୍ରୀଷ୍ଟଙ୍କୁ ତାହାଙ୍କ ଡ଼ାହାଣ ପଟ ରେ ବସାଇ ଅଛନ୍ତି।"୨୧ [21]"ପରମେଶ୍ବର ଖ୍ରୀଷ୍ଟଙ୍କୁ ସମସ୍ତ ଶାସକ, ଅଧିକାରୀ, ଶକ୍ତି ଓ ରାଜାମାନଙ୍କଠାରୁ ଅଧିକ ମହତ୍ବପୂର୍ଣ୍ଣ ପଦ ଦଇେଅଛନ୍ତି। ଏହି ସଂସାର କି ପରବର୍ତ୍ତୀ ସଂସାର ରେ ଥିବା ଯେ କୌଣସି କ୍ଷମତା ପୂର୍ଣ୍ଣ ଶକ୍ତି ଅପେକ୍ଷା ଖ୍ରୀଷ୍ଟଙ୍କର ଶକ୍ତି ଅତି ଅଧିକ ଅଟେ।"୨୨ [22]"ପରମେଶ୍ବର ସବୁ କିଛି ଖ୍ରୀଷ୍ଟଙ୍କ ଅଧିନ ରେ ରଖିଅଛନ୍ତି ଓ ତାହାଙ୍କୁ ମଣ୍ଡଳୀର ମୁଖ୍ଯ ରୂପେ ସ୍ଥାପିତ କରିଛନ୍ତି।"୨୩ [23]"ମଣ୍ଡଳୀ ହେଉଛି ଖ୍ରୀଷ୍ଟଙ୍କ ଶରୀର। ମଣ୍ଡଳୀ ଖ୍ରୀଷ୍ଟଙ୍କ ଦାରା ପୂର୍ଣ୍ଣ ହାଇେଅଛି। ସେ ସମସ୍ତ ବିଷୟ ପ୍ରେତ୍ୟକକ ଉପାୟ ରେ ସମ୍ପୂର୍ଣ୍ଣ କରନ୍ତି।"Odia Bible 1840 Public Domain: Odia 1840 [ପବିତ୍ର ବାଇବେଲ] Odia Bible 1840 ଏଫିସୀୟ ୧ 00:00:00 00:00:00 0.5x 2.0x https://beblia.bible:81/BibleAudio/odia/ephesians/001.mp3 6 1