× ଭାଷା ୟୁରୋପ | ଷିୟ | ବେଲାରୁଷିଆନ୍ ୟୁକ୍ରେନ୍ ପୋଲାଣ୍ଡ | ସର୍ବିଆ | ବୁଲଗେରିଆ | ସ୍ଲୋଭାକିଆନ୍ ଚେକ ରୋମାନିଆନ୍ ମଲଡୋଭିଆନ୍ | ଆଜେରବାଇଜାନ ଆର୍ମେନିଆ ଜର୍ଜିଆନ୍ ଆଲବାନ୍ ଆଭାର୍ | ବାସ୍କିର ଟାଟାର | ଚେଚେନ ସ୍ଲୋଭେନିଆନ୍ କ୍ରୋଏସିଆ ଇଷ୍ଟୋନିଆନ୍ | ଲାଟଭିଆନ୍ ଲିଥୁଆନିଆ ହଙ୍ଗେରୀ ଫିନଲ୍ୟାଣ୍ଡ ନରୱେଜ୍ ସ୍ୱେଡିସ୍ ଆଇସଲ୍ୟାଣ୍ଡ୍ ଗ୍ରୀକ୍ ମାକେଡୋନିଆନ୍ | ଜର୍ମାନ୍ ବାଭରିଆନ୍ | ଡଚ୍ ଡାନିଶ୍ ୱେଲ୍ସ | ଗେଲିକ୍ | ଇଂରେଜ୍ ଫରାସୀ ବାସ୍କେ | କାଟାଲାନ୍ ଇଟାଲୀୟ | ଗାଲାସିଆନ୍ | ରୋମାନି | Bosnian Kabardian ଉତ୍ତର ଆମେରିକା ଇଂରାଜୀ | ଦକ୍ଷିଣ ଆମେରିକା ସ୍ପାନିସ୍ ପର୍ତ୍ତୁଗୀଜ୍ ଗୁଆରାନି | କେଚୁଆନ୍ ଆୟମାରା କେନ୍ଦ୍ରୀୟ ଆମେରିକା | ଜାମାଇକାନ୍ ନାହୁତ୍ | କିଚେ Qeqchi ହାତିଆ ପୂର୍ବ ଏସିଆ ଚାଇନିଜ୍ ଜାପାନିଜ୍ କୋରିଆନ୍ ମଙ୍ଗୋଲିଆ ଉଇଗୁର୍ ହମଙ୍ଗ Tibetian ଦକ୍ଷିଣ ପୂର୍ବ ଏସିଆ ମାଲେସିଆ ବର୍ମା ଥୋଡି ନେପାଳୀ ସେବୁଆନୋ | ଟାଗଲଗ୍ | କାମ୍ବୋଡିଆ ଥାଇ ଇଣ୍ଡୋନେସିଆ ସୁନ୍ଦରୀ ଭିଏତନାମ ଯବାନ ଲାଓ ଇବାନ୍ ଆଇୟୁ ମିଏନ୍ କାଚିନ୍ ଲାହୁ Aceh Balinese Bugis Pampanga Sasak Shan Waray ଦକ୍ଷିଣ ଏସିଆ ହିନ୍ଦୀ ଓଡିଆ ଆୱାଡି | ମିଜୋ | କନ୍ନଡ | ମାଲାୟାଲମ୍ ମରାଠୀ ଗୁଜରାଟୀ ତାମିଲ୍ | ତେଲୁଗୁ ପଞ୍ଜାବୀ | କୁରୁଖ ଆସାମୀୟ | ମ ith ଥୀଲି | ବଙ୍ଗାଳୀ ଉର୍ଦ୍ଦୁ ସିହ୍ନା ଡୋଗ୍ରି ହରିୟାନଭି ମେଟେଇ | କନକାନି ସାନ୍ତାଲି ସିନ୍ଧି କୋୟା ଥାଡୋ ସଂସ୍କୃତ ଦେବନାଗରୀ Adilabad Gondi Ahirani ବାଲୁଚି Bundeli Chhattisgarhi Garhwali Kangri Kumaoni Mewari Munda Sadri Seraiki Shekhawati Sylheti Bagri Bhilali Bodo Braj Tulu ମଧ୍ୟ ଏସିଆ କିର୍ଗିଜ୍ ଉଜବେକିସ୍ତାନ ତାଜିକ୍ | ତୁର୍କମେନ କାଜାଖସ୍ତାନ କରକାଲପକ୍ ମଧ୍ୟ ପୂର୍ବ ତୁର୍କୀ ହିବ୍ରୁ ଆରବୀ | ପାର୍ସୀ | କୁର୍ଦ୍ଦ Mazanderani ପାଶ୍ଟୁ କପଟିକ୍ | ଆଫ୍ରିକା ଆଫ୍ରିକୀୟ ଜୋସା | ଜୁଲୁ Ndebele ସୋଥୋ | ଆମହାରିକ୍ | ୱୋଲାଇଟା | ନାଇଜେରିଆନ୍ ମୋସି ଇକା ଡିଙ୍କା | କାବିଲ୍ | ଇୱେ ସ୍ଵାହିଲି ମୋରୋକୋ ସୋମାଲିଆ ଶୋନା | ମାଡାଗାସ୍କର | ଇଗବୋ | ଲିଙ୍ଗଲା | ବାଉଲେ | ସିସବତୀ | ଟସଙ୍ଗା | ତସ୍ୱାନା | ଗାମ୍ବିଆନ୍ ଓଡ଼ିଆ କାମ୍ବା କିନ୍ନରୱାଣ୍ଡା | ହାଉସା ଚେୱା | ଲୁଓ | ମାକୁଆ | ଡ୍ୟୁଲା | ଫୁଲଫୁଲ୍ କାଲେନଜିନ କିକୁୟୁ କିକୱାଙ୍ଗୋ | କିରୁଣ୍ଡି କ୍ରିଓ ନାଇଜେରିଆନ୍ ପିଜିନ୍ ଓରୋମୋ | ତସିଲୁବା | Tshivenda ଟ୍ୱି ଉମ୍ବୁଣ୍ଡୁ | ଲୁଗବାରା ଲୁଗୁରୁ ପୁଲାର୍ ଗୁସି ମାସାଇ ତୁର୍କାନା ମୋବା ନ୍ୟୁର୍ ଶିଲୁକ୍ ତମାଶେକ୍ ମାକୋଣ୍ଡେ Bemba Fon Hadiyya Ibibio Kimbundu Kimiiru Lango Liberian Kreyol Lomwe Mende Morisyen Ndau Nyankole Sena Sidamo Soga Songe Sukuma Tarifit Teso Tiv Zande Dagbani Edo Kituba ଅଷ୍ଟ୍ରେଲିଆ ମାଳଦ୍ୱୀପ ନିଉଜିଲାଣ୍ଡ୍ ପାପୁଆ ନ୍ୟୁ ଗିନି ପୁରୁଣା ଭାଷା | ଆରାମିକ୍ | ଲାଟିନ୍ ଏସପେରାଣ୍ଟୋ | 1 1 1 ୧୮୪୦ [1840] ଇଣ୍ଡିୟାନ ରିୱାଇସ୍ଡ୍ IRV ୨୦୧୯ [2019]ପବିତ୍ର ବାଇବଲ BSI ୨୦୧୮ [2018]ଓଡିଆ ବାଇବେଲ IRV ୨୦୧୭ [2017]ପବିତ୍ର ବାଇବଲ OROV ୨୦୧୪ [2014]ପବିତ୍ର ବାଇବଲ ERV ୨୦୦୪ [2004]୧୮୪୦ [1840]1 1 1 ୧ ଥେସଲନୀକୀୟ ଆଦିଯାତ୍ରାଲେବୀୟଗଣନାଦ୍ଵିତୀୟ ବିବରଣଯିହୋଶୂୟବିଚାରକର୍ତ୍ତାରତର ବିବରଣପ୍ରଥମ ଶାମୁୟେଲଦ୍ଵିତୀୟ ଶାମୁୟେଲପ୍ରଥମ ରାଜାବଳୀଦ୍ଵିତୀୟ ରାଜାବଳୀପ୍ରଥମ ବଂଶାବଳୀଦ୍ଵିତୀୟ ବଂଶାବଳୀଏଜ୍ରାନିହିମୀୟାଏଷ୍ଟରଆୟୁବଗୀତସଂହିତାହିତୋପଦେଶଉପଦେଶକପରମ ଗୀତଯିଶାଇୟଯିରିମୀୟବିଳାପଯିହିଜିକଲଦାନିୟେଲହୋଶେୟଯୋୟେଲଆମୋଷଓବଦୀୟଯୂନସମୀଖାନାହୂମହବକ୍କୂକସିଫନୀୟହାଗୟଯିଖରୀୟମଲାଖୀ--- --- ---ମାଥିଉମାର୍କଲୂକଯୋହନପ୍ରେରିତରୋମୀୟ୧ କରିନ୍ଥୀୟ୨ କରିନ୍ଥୀୟଗାଲାତୀୟଏଫିସୀୟଫିଲିପ୍ପୀୟକଲସୀୟ୧ ଥେସଲନୀକୀୟ୨ ଥେସଲନୀକୀୟ୧ ତୀମଥି୨ ତୀମଥିତୀତସଫିଲୀମୋନଏବ୍ରୀଯାକୁବ୧ ପିତର୨ ପିତର୧ ଯୋହନ୨ ଯୋହନ୩ ଯୋହନଯିହୂଦାପ୍ରକାଶିତ ବାକ୍ୟ1 1 1 ୧ ୧୨୩୪୫1 1 1 : ୧ ୧୨୩୪୫୬୭୮୯୧୦1 1 1 [ପବିତ୍ର ବାଇବେଲ] Odia Bible 1840 ୧ ଥେସଲନୀକୀୟ ୧ ସଞ୍ଚୟ ଟିପ୍ପଣୀ ୧ [1]"ପାଉଲ, ସିଲ୍ବାନ ଓ ତୀମଥିଙ୍କଠାରୁ ଥସେଲନୀକୀୟ ମଣ୍ଡଳୀ ନିକଟକୁ ପତ୍ର। ଏହି ମଣ୍ଡଳୀଟି ପରମପିତା ପରମେଶ୍ବର ଓ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କଠା ରେ ଅଛି। ତୁମ୍ଭମାନଙ୍କ ପ୍ରତି ପରମେଶ୍ବରଙ୍କ ଅନୁଗ୍ରହ ଓ ଶାନ୍ତି ହେଉ।"୨ [2]"ପ୍ରାର୍ଥନା କଲା ବେଳେ ଆମ୍ଭେ ସର୍ବଦା ତୁମ୍ଭମାନଙ୍କ କଥା ମନେପକାଉ ଓ ତୁମ୍ଭମାନଙ୍କ ପାଇଁ ପରମେଶ୍ବରଙ୍କୁ ଧନ୍ଯବାଦ ଦେଉ।"୩ [3]"ଆମ୍ଭମାନଙ୍କର ପରମପିତା ପରମେଶ୍ବରଙ୍କୁ ଆମ୍ଭ ପ୍ରାର୍ଥନା ରେ ନିବଦନେ କଲା ବେଳେ ତୁମ୍ଭମାନେେ ତୁମ୍ଭମାନଙ୍କର ବିଶ୍ବାସ ହତେୁ ଯାହା କରିଛ, ସେଥିପାଇଁ ତାଙ୍କୁ ଧନ୍ଯବାଦ ଦେଉ। ତୁମ୍ଭମାନେେ ତୁମ୍ଭମାନଙ୍କର ପ୍ ରମେ ହତେୁ ଯେଉଁ କାର୍ୟ୍ଯ କରିଛ, ସେଥିପାଇଁ ତାହାଙ୍କୁ ଧନ୍ଯବାଦ ଦେଉ। ଏବଂ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କଠା ରେ ତୁମ୍ଭମାନଙ୍କ ଭରସା ହତେୁ ତୁମ୍ଭମାନେେ ଦୃଢ଼ ହାଇେ ରହିଛ ବୋଲି ଆମ୍ଭେ ତାଙ୍କୁ ସର୍ବଦା ଧନ୍ଯବାଦ ଅର୍ପଣ କରୁଛୁ।"୪ [4]"ଭାଇ ଓ ଭଉଣୀମାନେ! ପରମେଶ୍ବର ତୁମ୍ଭକୁ ପ୍ ରମେ କରନ୍ତି। ଆମ୍ଭେ ଏହା ମଧ୍ଯ ଜାଣୁ ଯେ, ସେ ତୁମ୍ଭମାନଙ୍କୁ ନିଜର ବୋଲି ବାଛିଛନ୍ତି।"୫ [5]"ଆମ୍ଭେ ତୁମ୍ଭମାନଙ୍କୁ ସୁସମାଚାର କହିଛୁ। କିନ୍ତୁ ଆମ୍ଭେ କବଳେ ଶବ୍ଦ ବ୍ଯବହାର କରି ନାହୁଁ। ସହେି ସୁସମାଚାର ଆମ୍ଭେ ଶକ୍ତି ଓ ପବିତ୍ର ଆତ୍ମା ସହିତ ଆଣିଛୁ। ଆମ୍ଭେ ନିଶ୍ଚିତ ଭାବରେ ଜାଣିଛୁ ଯେ, ତାହା ସତ୍ଯ। ତୁମ୍ଭମାନେେ ଜାଣିଛ ଯେ, ଆମ୍ଭେ ତୁମ୍ଭମାନଙ୍କ ସହିତ ଥିଲା ବେଳେ କିଭଳି ଜୀବନ ବିତାଉଥିଲୁ, ସଭେଳି ଜୀବନଯାପନ କରି ତୁମ୍ଭମାନଙ୍କୁ ସାହାୟ୍ଯ କରିବା ପାଇଁ ଚାହୁଁଥିଲୁ।"୬ [6]"ଏବେ ତୁମ୍ଭମାନେେ ମଧ୍ଯ ଆମ୍ଭ ଭଳି ଓ ପ୍ରଭୁଙ୍କ ଭଳି ହାଇଯୋଇଛ। ଅତ୍ଯଧିକ କଷ୍ଟ ପାଇଲା ପରେ ମଧ୍ଯ ତୁମ୍ଭମାନେେ ସହେି ଶିକ୍ଷାକୁ ଆନନ୍ଦ ରେ ଗ୍ରହଣ କରିଛ। ପବିତ୍ର ଆତ୍ମା ତୁମ୍ଭମାନଙ୍କୁ ଏହି ଆନନ୍ଦ ପ୍ରଦାନ କରିଛନ୍ତି।"୭ [7]"ମାକିଦନିଆ ଓ ଆଖାଯାର ବିଶ୍ବାସୀ ଲୋକମାନଙ୍କ ପାଇଁ ତୁମ୍ଭମାନେେ ଆଦର୍ଶ ହାଇେଥିଲ।"୮ [8]"ମାକିଦନିଆ ଓ ଆଖାଯା ରେ ତୁମ୍ଭମାନଙ୍କ ପାଖରୁ ପ୍ରଭୁଙ୍କର ଶିକ୍ଷା ପ୍ରସାରିତ ହାଇେଥିଲା। ପ୍ରେତ୍ୟକକ ସ୍ଥାନ ରେ ପରମେଶ୍ବରଙ୍କଠା ରେ ତୁମ୍ଭ ବିଶ୍ବାସ ପରିଚିତ ହାଇେଛି। ଅତଏବ ତୁମ୍ଭମାନଙ୍କ ବିଶ୍ବାସ ବିଷୟ ରେ ଆମ୍ଭର କିଛି କହିବାର ଆବଶ୍ଯକ ନାହିଁ।"୯ [9]"ଆମ୍ଭେ ତୁମ୍ଭମାନଙ୍କ ସହିତ ଥିଲା ବେଳେ, ଯେପରି ଭଲ ଭାବରେ ତୁମ୍ଭମାନେେ ଆମ୍ଭମାନଙ୍କୁ ଗ୍ରହଣ କରିଥିଲ, ସେ ବିଷୟ ରେ ସର୍ବତ୍ର ଲୋକମାନେ କଥାବାର୍ତ୍ତା ହେଉଛନ୍ତି। ତୁମ୍ଭମାନେେ କିପରି ମୂର୍ତ୍ତିପୂଜା ବନ୍ଦ କରି, ଜୀବିତ ଓ ପ୍ରକୃତ ପରମେଶ୍ବରଙ୍କ ସବୋ କରିବା ପାଇଁ ପରିବର୍ତ୍ତିତ ହେଲ, ସେ ବିଷୟ ରେ ସମାନେେ କହନ୍ତି।"୧୦ [10]"ତୁମ୍ଭମାନେେ ପରମେଶ୍ବରଙ୍କ ପୁତ୍ରଙ୍କର ସ୍ବର୍ଗରୁ ଆସିବା ସମୟକୁ ଅପେକ୍ଷା କରି ମୂର୍ତ୍ତିପୂଜା ବନ୍ଦ କରିଥିଲି। ପରମେଶ୍ବର ତାଙ୍କ ପୁତ୍ର ଯୀଶୁଙ୍କୁ ମୃତ୍ଯୁରୁ ପୁନରୁତ୍ଥିତ କରିଛନ୍ତି। ପରମେଶ୍ବରଙ୍କ ଆଗାମୀ କୋରଧପୂର୍ଣ୍ଣ ବିଚାରରୁ ଯୀଶୁ ଆମ୍ଭକୁ ଉଦ୍ଧାର କରନ୍ତି।"Odia Bible 1840 Public Domain: Odia 1840 [ପବିତ୍ର ବାଇବେଲ] Odia Bible 1840 ୧ ଥେସଲନୀକୀୟ ୧ 00:00:00 00:00:00 0.5x 2.0x https://beblia.bible:81/BibleAudio/odia/1thessalonians/001.mp3 5 1