× ଭାଷା ୟୁରୋପ | ଷିୟ | ବେଲାରୁଷିଆନ୍ ୟୁକ୍ରେନ୍ ପୋଲାଣ୍ଡ | ସର୍ବିଆ | ବୁଲଗେରିଆ | ସ୍ଲୋଭାକିଆନ୍ ଚେକ ରୋମାନିଆନ୍ ମଲଡୋଭିଆନ୍ | ଆଜେରବାଇଜାନ ଆର୍ମେନିଆ ଜର୍ଜିଆନ୍ ଆଲବାନ୍ ଆଭାର୍ | ବାସ୍କିର ଟାଟାର | ଚେଚେନ ସ୍ଲୋଭେନିଆନ୍ କ୍ରୋଏସିଆ ଇଷ୍ଟୋନିଆନ୍ | ଲାଟଭିଆନ୍ ଲିଥୁଆନିଆ ହଙ୍ଗେରୀ ଫିନଲ୍ୟାଣ୍ଡ ନରୱେଜ୍ ସ୍ୱେଡିସ୍ ଆଇସଲ୍ୟାଣ୍ଡ୍ ଗ୍ରୀକ୍ ମାକେଡୋନିଆନ୍ | ଜର୍ମାନ୍ ବାଭରିଆନ୍ | ଡଚ୍ ଡାନିଶ୍ ୱେଲ୍ସ | ଗେଲିକ୍ | ଇଂରେଜ୍ ଫରାସୀ ବାସ୍କେ | କାଟାଲାନ୍ ଇଟାଲୀୟ | ଗାଲାସିଆନ୍ | ରୋମାନି | Bosnian Kabardian ଉତ୍ତର ଆମେରିକା ଇଂରାଜୀ | ଦକ୍ଷିଣ ଆମେରିକା ସ୍ପାନିସ୍ ପର୍ତ୍ତୁଗୀଜ୍ ଗୁଆରାନି | କେଚୁଆନ୍ ଆୟମାରା କେନ୍ଦ୍ରୀୟ ଆମେରିକା | ଜାମାଇକାନ୍ ନାହୁତ୍ | କିଚେ Qeqchi ହାତିଆ ପୂର୍ବ ଏସିଆ ଚାଇନିଜ୍ ଜାପାନିଜ୍ କୋରିଆନ୍ ମଙ୍ଗୋଲିଆ ଉଇଗୁର୍ ହମଙ୍ଗ Tibetian ଦକ୍ଷିଣ ପୂର୍ବ ଏସିଆ ମାଲେସିଆ ବର୍ମା ଥୋଡି ନେପାଳୀ ସେବୁଆନୋ | ଟାଗଲଗ୍ | କାମ୍ବୋଡିଆ ଥାଇ ଇଣ୍ଡୋନେସିଆ ସୁନ୍ଦରୀ ଭିଏତନାମ ଯବାନ ଲାଓ ଇବାନ୍ ଆଇୟୁ ମିଏନ୍ କାଚିନ୍ ଲାହୁ Aceh Balinese Bugis Pampanga Sasak Shan Waray ଦକ୍ଷିଣ ଏସିଆ ହିନ୍ଦୀ ଓଡିଆ ଆୱାଡି | ମିଜୋ | କନ୍ନଡ | ମାଲାୟାଲମ୍ ମରାଠୀ ଗୁଜରାଟୀ ତାମିଲ୍ | ତେଲୁଗୁ ପଞ୍ଜାବୀ | କୁରୁଖ ଆସାମୀୟ | ମ ith ଥୀଲି | ବଙ୍ଗାଳୀ ଉର୍ଦ୍ଦୁ ସିହ୍ନା ଡୋଗ୍ରି ହରିୟାନଭି ମେଟେଇ | କନକାନି ସାନ୍ତାଲି ସିନ୍ଧି କୋୟା ଥାଡୋ ସଂସ୍କୃତ ଦେବନାଗରୀ Adilabad Gondi Ahirani ବାଲୁଚି Bundeli Chhattisgarhi Garhwali Kangri Kumaoni Mewari Munda Sadri Seraiki Shekhawati Sylheti Bagri Bhilali Bodo Braj Tulu ମଧ୍ୟ ଏସିଆ କିର୍ଗିଜ୍ ଉଜବେକିସ୍ତାନ ତାଜିକ୍ | ତୁର୍କମେନ କାଜାଖସ୍ତାନ କରକାଲପକ୍ ମଧ୍ୟ ପୂର୍ବ ତୁର୍କୀ ହିବ୍ରୁ ଆରବୀ | ପାର୍ସୀ | କୁର୍ଦ୍ଦ Mazanderani ପାଶ୍ଟୁ କପଟିକ୍ | ଆଫ୍ରିକା ଆଫ୍ରିକୀୟ ଜୋସା | ଜୁଲୁ Ndebele ସୋଥୋ | ଆମହାରିକ୍ | ୱୋଲାଇଟା | ନାଇଜେରିଆନ୍ ମୋସି ଇକା ଡିଙ୍କା | କାବିଲ୍ | ଇୱେ ସ୍ଵାହିଲି ମୋରୋକୋ ସୋମାଲିଆ ଶୋନା | ମାଡାଗାସ୍କର | ଇଗବୋ | ଲିଙ୍ଗଲା | ବାଉଲେ | ସିସବତୀ | ଟସଙ୍ଗା | ତସ୍ୱାନା | ଗାମ୍ବିଆନ୍ ଓଡ଼ିଆ କାମ୍ବା କିନ୍ନରୱାଣ୍ଡା | ହାଉସା ଚେୱା | ଲୁଓ | ମାକୁଆ | ଡ୍ୟୁଲା | ଫୁଲଫୁଲ୍ କାଲେନଜିନ କିକୁୟୁ କିକୱାଙ୍ଗୋ | କିରୁଣ୍ଡି କ୍ରିଓ ନାଇଜେରିଆନ୍ ପିଜିନ୍ ଓରୋମୋ | ତସିଲୁବା | Tshivenda ଟ୍ୱି ଉମ୍ବୁଣ୍ଡୁ | ଲୁଗବାରା ଲୁଗୁରୁ ପୁଲାର୍ ଗୁସି ମାସାଇ ତୁର୍କାନା ମୋବା ନ୍ୟୁର୍ ଶିଲୁକ୍ ତମାଶେକ୍ ମାକୋଣ୍ଡେ Bemba Fon Hadiyya Ibibio Kimbundu Kimiiru Lango Liberian Kreyol Lomwe Mende Morisyen Ndau Nyankole Sena Sidamo Soga Songe Sukuma Tarifit Teso Tiv Zande Dagbani Edo Kituba ଅଷ୍ଟ୍ରେଲିଆ ମାଳଦ୍ୱୀପ ନିଉଜିଲାଣ୍ଡ୍ ପାପୁଆ ନ୍ୟୁ ଗିନି ପୁରୁଣା ଭାଷା | ଆରାମିକ୍ | ଲାଟିନ୍ ଏସପେରାଣ୍ଟୋ | 1 1 1 ୧୮୪୦ [1840] ଇଣ୍ଡିୟାନ ରିୱାଇସ୍ଡ୍ IRV ୨୦୧୯ [2019]ପବିତ୍ର ବାଇବଲ BSI ୨୦୧୮ [2018]ଓଡିଆ ବାଇବେଲ IRV ୨୦୧୭ [2017]ପବିତ୍ର ବାଇବଲ OROV ୨୦୧୪ [2014]ପବିତ୍ର ବାଇବଲ ERV ୨୦୦୪ [2004]୧୮୪୦ [1840]1 1 1 ୨ ତୀମଥି ଆଦିଯାତ୍ରାଲେବୀୟଗଣନାଦ୍ଵିତୀୟ ବିବରଣଯିହୋଶୂୟବିଚାରକର୍ତ୍ତାରତର ବିବରଣପ୍ରଥମ ଶାମୁୟେଲଦ୍ଵିତୀୟ ଶାମୁୟେଲପ୍ରଥମ ରାଜାବଳୀଦ୍ଵିତୀୟ ରାଜାବଳୀପ୍ରଥମ ବଂଶାବଳୀଦ୍ଵିତୀୟ ବଂଶାବଳୀଏଜ୍ରାନିହିମୀୟାଏଷ୍ଟରଆୟୁବଗୀତସଂହିତାହିତୋପଦେଶଉପଦେଶକପରମ ଗୀତଯିଶାଇୟଯିରିମୀୟବିଳାପଯିହିଜିକଲଦାନିୟେଲହୋଶେୟଯୋୟେଲଆମୋଷଓବଦୀୟଯୂନସମୀଖାନାହୂମହବକ୍କୂକସିଫନୀୟହାଗୟଯିଖରୀୟମଲାଖୀ--- --- ---ମାଥିଉମାର୍କଲୂକଯୋହନପ୍ରେରିତରୋମୀୟ୧ କରିନ୍ଥୀୟ୨ କରିନ୍ଥୀୟଗାଲାତୀୟଏଫିସୀୟଫିଲିପ୍ପୀୟକଲସୀୟ୧ ଥେସଲନୀକୀୟ୨ ଥେସଲନୀକୀୟ୧ ତୀମଥି୨ ତୀମଥିତୀତସଫିଲୀମୋନଏବ୍ରୀଯାକୁବ୧ ପିତର୨ ପିତର୧ ଯୋହନ୨ ଯୋହନ୩ ଯୋହନଯିହୂଦାପ୍ରକାଶିତ ବାକ୍ୟ1 1 1 ୧ ୧୨୩୪1 1 1 : ୧ ୧୨୩୪୫୬୭୮୯୧୦୧୧୧୨୧୩୧୪୧୫୧୬୧୭୧୮1 1 1 [ପବିତ୍ର ବାଇବେଲ] Odia Bible 1840 ୨ ତୀମଥି ୧ ସଞ୍ଚୟ ଟିପ୍ପଣୀ ୧ [1]"ଖ୍ରୀଷ୍ଟଯୀଶୁଙ୍କ ଜଣେ ପ୍ ରରେିତ, ପାଉଲଙ୍କଠାରୁ ନମସ୍କାର। ପରମେଶ୍ବରଙ୍କ ଇଚ୍ଛାନୁଯାଯୀ ମୁଁ ପ୍ ରରେିତ ହାଇେଛି। ଖ୍ରୀଷ୍ଟଯୀଶୁଙ୍କଠା ରେ ଥିବା ଜୀବନର ପ୍ରତିଜ୍ଞା ବିଷୟ ରେ ଲୋକମାନଙ୍କୁ କହିବା ପାଇଁ ପରମେଶ୍ବର ମାେତେ ପଠାଇଲେ।"୨ [2]"ଏହି ପତ୍ର ତୀମଥିଙ୍କ ପାଇଁ। ତୁମ୍ଭେ ମାେ ପାଇଁ ମାେ ପ୍ରିୟ ପୁତ୍ର ଭଳି। ପରମପିତା ପରମେଶ୍ବରଙ୍କଠାରୁ ଓ ଆମ୍ଭ ପ୍ରଭୁ ଖ୍ରୀଷ୍ଟଯୀଶୁଙ୍କଠାରୁ ତୁମ୍ଭକୁ ଅନୁଗ୍ରହ, ଦୟା ଓ ଶାନ୍ତି ମିଳୁ।"୩ [3]"ମୁଁ ସବୁବେଳେ ଦିନରାତି ମାେ ପ୍ରାର୍ଥନା ରେ ତୁମ୍ଭକୁ ମନେପକାଉଛି। ସହେି ପ୍ରାର୍ଥନା ରେ ମୁଁ ତୁମ୍ଭ ପାଇଁ ପରମେଶ୍ବରଙ୍କୁ ଧନ୍ଯବାଦ ଜଣାଉଛି। ମାରେ ପୂର୍ବଜମାନେ ସହେି ପରମେଶ୍ବରଙ୍କୁ ସବୋ କରିଥିଲେ। ମୁଁ ଯାହା ଠିକ୍ ବୋଲି ଜାଣେ ତାହା କରି ସର୍ବଦା ତାହାଙ୍କର ସବୋ କରିଛି।"୪ [4]"ତୁମ୍ଭେ ମାେ ପାଇଁ କାନ୍ଦିଛ ବୋଲି ମୁଁ ମନେ ରଖିଛି। ମୁଁ ତୁମ୍ଭକୁ ଦେଖି ଆନନ୍ଦ ପାଇବା ପାଇଁ ଅତି ଇଚ୍ଛୁକ। ତୁମ୍ଭର ଦୃଢ଼ ବିଶ୍ବାସ ମୁଁ ମନେପକାଏ।"୫ [5]"ପ୍ରଥମ ରେ ସହେି ବିଶ୍ବାସ ତୁମ୍ଭର ମାତାମହୀ ଲୋଯି ଓ ମାତା ଇଉନୀକୀଙ୍କଠା ରେ ଥିଲା।"୬ [6]"ମୁଁ ଜାଣେ ଯେ ତୁମ୍ଭଠା ରେ ସହେି ସମାନ ବିଶ୍ବାସ ଅଛି। ସେଥିପାଇଁ ମୁଁ କୁ ହେ ଯେ ପରମେଶ୍ବର ତୁମ୍ଭକୁ ଦଇେଥିବା ଅନୁଗ୍ରହ ଦାନକୁ ମନେ ପକାଅ। ଯେତବେେଳେ ମୁଁ ମାରେ ହାତଦ୍ବୟ ତୁମ୍ଭ ଉପରେ ରଖିଲି, ସେତବେେଳେ ପରମେଶ୍ବର ସହେି ଅନୁଗ୍ରହଦାନ ତୁମ୍ଭକୁ ଦଇେଥିଲେ। ମୁଁ ଚା ହେଁ ଯେ ତୁମ୍ଭେ ସହେି ଅନୁଗ୍ରହ ଦାନକୁ ବ୍ଯବହାର କର ଓ ତାହା ଅଧିକରୁ ଅଧିକ ବୃଦ୍ଧି ପାଉ ଯେପରି ସାନ ଅଗ୍ନି ଶିଖା ଏକ ଜ୍ବାଳା ରେ ପରିବର୍ତ୍ତିତ ହୁଏ।"୭ [7]"ପରମେଶ୍ବର ଆମ୍ଭକୁ ଭୟର ଆତ୍ମା ଦଇେ ନାହାଁନ୍ତି। ସେ ଆମ୍ଭକୁ ଶକ୍ତି, ପ୍ ରମେ ଓ ଆତ୍ମସଂୟମର ଆତ୍ମା ପ୍ରଦାନ କରିଛନ୍ତି।"୮ [8]"ଅତଏବ ଲୋକମାନଙ୍କୁ ଆମ୍ଭ ପ୍ରଭୁ ଯୀଶୁଙ୍କ ବିଷୟ ରେ କହିବା ପାଇଁ ଲଜ୍ଜାବୋଧ କର ନାହିଁ। ମୁଁ ପ୍ରଭୁଙ୍କ ପାଇଁ ବନ୍ଦୀ ହାଇେ ରହିଛି ମାେ ପାଇଁ ମଧ୍ଯ ଲଜ୍ଜା ବୋଧ କରେ ନାହିଁ। କିନ୍ତୁ ମାେ ସହିତ ସୁସମାଚାର ପାଇଁ କଷ୍ଟ ସହ୍ଯ କର। ତାହା କରିବା ପାଇଁ ପରମେଶ୍ବର ଆମ୍ଭକୁ ଶକ୍ତି ଦିଅନ୍ତି।"୯ [9]"ପରମେଶ୍ବର ଆମ୍ଭକୁ ଉଦ୍ଧାର କରି ନିଜର ପବିତ୍ର ଲୋକ କରିଛନ୍ତି। ଆମ୍ଭମାନଙ୍କର ନିଜ ବଳ ରେ ତାହା ହାଇେ ନାହିଁ। ବରଂ ପରମେଶ୍ବର ନିଜେ ଇଚ୍ଛାକରି ଓ ନିଜର ଅନୁଗ୍ରହ ଦ୍ବାରା ଆମ୍ଭମାନଙ୍କୁ ଉଦ୍ଧାର କରିଛନ୍ତି ଓ ନିଜ ଲୋକ କରିଛନ୍ତି। ସହେି ଅନୁଗ୍ରହ ଖ୍ରୀଷ୍ଟ ଯୀଶୁଙ୍କ ମାଧ୍ଯମ ରେ ଆମ୍ଭକୁ ଅନାଦି କାଳରୁ ମିଳିଛି।"୧୦ [10]"ସହେି ଅନୁଗ୍ରହ ବର୍ତ୍ତମାନ ସମୟ ପର୍ୟ୍ଯନ୍ତ ଆମ୍ଭକୁ ଦଖାଯାେଉ ନ ଥିଲା। ଆମ୍ଭର ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କ ଆସିବା ପରେ ତାହା ଆମ୍ଭଠା ରେ ପ୍ରକାଶିତ ହେଲା। ଖ୍ରୀଷ୍ଟ ଯୀଶୁ ମୃତ୍ଯୁକୁ ନଷ୍ଟ କଲେ ଓ ଆମ୍ଭକୁ ଜୀବନ ପାଇବାର ପଥ ଦଖାଇେଲେ। ସୁସମାଚାର ମାଧ୍ଯମ ରେ ସେ ଆମ୍ଭକୁ ଅନନ୍ତ ଜୀବନ ପାଇବା ପାଇଁ ମାର୍ଗ ଦଖାଇେଲେ।"୧୧ [11]"ସହେି ସୁସମାଚାର କହିବା ପାଇଁ ମୁଁ ମନୋନୀତ ହଲିେ। ମୁଁ ସୁସମାଚାର ପାଇଁ ପ୍ରଚାରକ, ପ୍ ରରେିତ ଓ ଶିକ୍ଷକ ଭାବେ ମନୋନୀତ ହଲିେ।"୧୨ [12]"ସହେି ସୁସମାଚାର କହିଥିବାରୁ ଏବେ ମୁଁ କଷ୍ଟ ପାଉଛି। କିନ୍ତୁ ମୁଁ ଲଜ୍ଜିତ ନୁହେଁ। ମୁଁ ଯାହାଙ୍କୁ ବିଶ୍ବାସ କରିଛି, ତାହାଙ୍କୁ ମୁଁ ଜାଣେ। ମାରେ ପୂର୍ଣ୍ଣ ଆଶା ଅଛି ଯେ, ସେ ସହେି ବିଷୟଗୁଡ଼ିକ ସହେିଦିନ296 ପର୍ୟ୍ଯନ୍ତ ରକ୍ଷା କରିବେ, ଯେଉଁଗୁଡ଼ିକର ଦାଯିତ୍ବ ସେ ମାେ ଉପରେ ନ୍ଯସ୍ତ କରିଥିଲେ।"୧୩ [13]"ମାଠାରୁେ ଶୁଣିଥିବା ସତ୍ ଶିକ୍ଷାଗୁଡ଼ିକୁ ପାଳନ କର। ସହେି ଶିକ୍ଷାଗୁଡ଼ିକ ଖ୍ରୀଷ୍ଟ ଯୀଶୁଙ୍କଠା ରେ ଥିବା ଆମ୍ଭର ବିଶ୍ବାସ ଓ ପ୍ ରମେ। ସହେି ଉପଦେଶଗୁଡ଼ିକ ଉଦାହରଣ ସ୍ବରୂପ ଅଟେ ଓ ତାହା ଦର୍ଶାଏ ଯେ, ତୁମ୍ଭେ କିପରି ଉପଦେଶ ଦବୋ ଉଚିତ।"୧୪ [14]"ତୁମ୍ଭକୁ ଯେଉଁ ସତ୍ଯ ପ୍ରଦାନ କରାଯାଇଛି, ତାହାକୁ ରକ୍ଷା କର। ପବିତ୍ର ଆତ୍ମାର ସାହାୟ୍ଯ ରେ ସଗେୁଡ଼ିକୁ ରକ୍ଷା କର। ସହେି ପବିତ୍ର ଆତ୍ମା ଆମ୍ଭ ଭିତ ରେ ରହନ୍ତି।"୧୫ [15]"ତୁମ୍ଭେ ଜାଣ ଯେ ଏସିଆ 297 ପ୍ରଦେଶର ପ୍ରେତ୍ୟକକ ଲୋକ ମାେତେ ପରିତ୍ଯାଗ କରିଛନ୍ତି। ଏପରିକି ଫୁଗଇେ ଓ ହର୍ମଗନୋ ମଧ୍ଯ ମାେତେ ଛାଡ଼ିଗଲେ। ମୁଁ ପ୍ରାର୍ଥନା କରେ ଯେ, ଅନୀସିଫରଙ୍କ ପରିବାରକୁ ପ୍ରଭୁ ଦୟା ଦଖାେନ୍ତୁ। ଅନୀସିଫର ମାେତେ ଅନକେ ଥର ସାହାୟ୍ଯ କରିଛନ୍ତି।"୧୬ [16]"ମୁଁ ଜଲେ ରେ ରହିବା ଦ୍ବାରା ସେ ଲଜ୍ଜିତ ହାଇେ ନାହାଁନ୍ତି।"୧୭ [17]"ସେ ରୋମକୁ ଯେତବେେଳେ ଆସିଲେ, ମାେତେ ପାଇବା ପର୍ୟ୍ଯନ୍ତ ସେ ଅତି ଯତ୍ନ ସହକା ରେ ମାେତେ ଖାଜେି ଥିଲେ।"୧୮ [18]"ମୁଁ ପ୍ରଭୁଙ୍କଠା ରେ ପ୍ରାର୍ଥନା କରେ ଯେ ସେ ସହେି ମହାଦିନ ରେ ଅନୀସିଫରକୁ ଦୟା ଦାନ କରନ୍ତୁ। ଅନ୍ୟ ସମସ୍ତଙ୍କ ଅପେକ୍ଷା ତୁମ୍ଭେ ଭଲ ଭାବରେ ଜାଣ ଯେ ଏଫିସଠା ରେ ଅନକେ ପ୍ରକାର ରେ ସେ ମାେତେ ସାହାୟ୍ଯ କରିଛନ୍ତି।"Odia Bible 1840 Public Domain: Odia 1840 [ପବିତ୍ର ବାଇବେଲ] Odia Bible 1840 ୨ ତୀମଥି ୧ 00:00:00 00:00:00 0.5x 2.0x https://beblia.bible:81/BibleAudio/odia/2timothy/001.mp3 4 1