× ଭାଷା ୟୁରୋପ | ଷିୟ | ବେଲାରୁଷିଆନ୍ ୟୁକ୍ରେନ୍ ପୋଲାଣ୍ଡ | ସର୍ବିଆ | ବୁଲଗେରିଆ | ସ୍ଲୋଭାକିଆନ୍ ଚେକ ରୋମାନିଆନ୍ ମଲଡୋଭିଆନ୍ | ଆଜେରବାଇଜାନ ଆର୍ମେନିଆ ଜର୍ଜିଆନ୍ ଆଲବାନ୍ ଆଭାର୍ | ବାସ୍କିର ଟାଟାର | ଚେଚେନ ସ୍ଲୋଭେନିଆନ୍ କ୍ରୋଏସିଆ ଇଷ୍ଟୋନିଆନ୍ | ଲାଟଭିଆନ୍ ଲିଥୁଆନିଆ ହଙ୍ଗେରୀ ଫିନଲ୍ୟାଣ୍ଡ ନରୱେଜ୍ ସ୍ୱେଡିସ୍ ଆଇସଲ୍ୟାଣ୍ଡ୍ ଗ୍ରୀକ୍ ମାକେଡୋନିଆନ୍ | ଜର୍ମାନ୍ ବାଭରିଆନ୍ | ଡଚ୍ ଡାନିଶ୍ ୱେଲ୍ସ | ଗେଲିକ୍ | ଇଂରେଜ୍ ଫରାସୀ ବାସ୍କେ | କାଟାଲାନ୍ ଇଟାଲୀୟ | ଗାଲାସିଆନ୍ | ରୋମାନି | Bosnian Kabardian ଉତ୍ତର ଆମେରିକା ଇଂରାଜୀ | ଦକ୍ଷିଣ ଆମେରିକା ସ୍ପାନିସ୍ ପର୍ତ୍ତୁଗୀଜ୍ ଗୁଆରାନି | କେଚୁଆନ୍ ଆୟମାରା କେନ୍ଦ୍ରୀୟ ଆମେରିକା | ଜାମାଇକାନ୍ ନାହୁତ୍ | କିଚେ Qeqchi ହାତିଆ ପୂର୍ବ ଏସିଆ ଚାଇନିଜ୍ ଜାପାନିଜ୍ କୋରିଆନ୍ ମଙ୍ଗୋଲିଆ ଉଇଗୁର୍ ହମଙ୍ଗ Tibetian ଦକ୍ଷିଣ ପୂର୍ବ ଏସିଆ ମାଲେସିଆ ବର୍ମା ଥୋଡି ନେପାଳୀ ସେବୁଆନୋ | ଟାଗଲଗ୍ | କାମ୍ବୋଡିଆ ଥାଇ ଇଣ୍ଡୋନେସିଆ ସୁନ୍ଦରୀ ଭିଏତନାମ ଯବାନ ଲାଓ ଇବାନ୍ ଆଇୟୁ ମିଏନ୍ କାଚିନ୍ ଲାହୁ Aceh Balinese Bugis Pampanga Sasak Shan Waray Madurese ଦକ୍ଷିଣ ଏସିଆ ହିନ୍ଦୀ ଓଡିଆ ଆୱାଡି | ମିଜୋ | କନ୍ନଡ | ମାଲାୟାଲମ୍ ମରାଠୀ ଗୁଜରାଟୀ ତାମିଲ୍ | ତେଲୁଗୁ ପଞ୍ଜାବୀ | କୁରୁଖ ଆସାମୀୟ | ମ ith ଥୀଲି | ବଙ୍ଗାଳୀ ଉର୍ଦ୍ଦୁ ସିହ୍ନା ଡୋଗ୍ରି ହରିୟାନଭି ମେଟେଇ | କନକାନି ସାନ୍ତାଲି ସିନ୍ଧି କୋୟା ଥାଡୋ ସଂସ୍କୃତ ଦେବନାଗରୀ Adilabad Gondi Ahirani ବାଲୁଚି Bundeli Chhattisgarhi Garhwali Kangri Kumaoni Mewari Munda Sadri Seraiki Shekhawati Sylheti Bagri Bhilali Bodo Braj Tulu ମଧ୍ୟ ଏସିଆ କିର୍ଗିଜ୍ ଉଜବେକିସ୍ତାନ ତାଜିକ୍ | ତୁର୍କମେନ କାଜାଖସ୍ତାନ କରକାଲପକ୍ ମଧ୍ୟ ପୂର୍ବ ତୁର୍କୀ ହିବ୍ରୁ ଆରବୀ | ପାର୍ସୀ | କୁର୍ଦ୍ଦ Mazanderani ପାଶ୍ଟୁ କପଟିକ୍ | ଆଫ୍ରିକା ଆଫ୍ରିକୀୟ ଜୋସା | ଜୁଲୁ Ndebele ସୋଥୋ | ଆମହାରିକ୍ | ୱୋଲାଇଟା | ନାଇଜେରିଆନ୍ ମୋସି ଇକା ଡିଙ୍କା | କାବିଲ୍ | ଇୱେ ସ୍ଵାହିଲି ମୋରୋକୋ ସୋମାଲିଆ ଶୋନା | ମାଡାଗାସ୍କର | ଇଗବୋ | ଲିଙ୍ଗଲା | ବାଉଲେ | ସିସବତୀ | ଟସଙ୍ଗା | ତସ୍ୱାନା | ଗାମ୍ବିଆନ୍ ଓଡ଼ିଆ କାମ୍ବା କିନ୍ନରୱାଣ୍ଡା | ହାଉସା ଚେୱା | ଲୁଓ | ମାକୁଆ | ଡ୍ୟୁଲା | ଫୁଲଫୁଲ୍ କାଲେନଜିନ କିକୁୟୁ କିକୱାଙ୍ଗୋ | କିରୁଣ୍ଡି କ୍ରିଓ ନାଇଜେରିଆନ୍ ପିଜିନ୍ ଓରୋମୋ | ତସିଲୁବା | Tshivenda ଟ୍ୱି ଉମ୍ବୁଣ୍ଡୁ | ଲୁଗବାରା ଲୁଗୁରୁ ପୁଲାର୍ ଗୁସି ମାସାଇ ତୁର୍କାନା ମୋବା ନ୍ୟୁର୍ ଶିଲୁକ୍ ତମାଶେକ୍ ମାକୋଣ୍ଡେ Bemba Fon Hadiyya Ibibio Kimbundu Kimiiru Lango Liberian Kreyol Lomwe Mende Morisyen Ndau Nyankole Sena Sidamo Soga Songe Sukuma Tarifit Teso Tiv Zande Dagbani Edo Kituba ଅଷ୍ଟ୍ରେଲିଆ ମାଳଦ୍ୱୀପ ନିଉଜିଲାଣ୍ଡ୍ ପାପୁଆ ନ୍ୟୁ ଗିନି ପୁରୁଣା ଭାଷା | ଆରାମିକ୍ | ଲାଟିନ୍ ଏସପେରାଣ୍ଟୋ | 1 1 1 ୧୮୪୦ [1840] ଇଣ୍ଡିୟାନ ରିୱାଇସ୍ଡ୍ IRV ୨୦୧୯ [2019]ପବିତ୍ର ବାଇବଲ BSI ୨୦୧୮ [2018]ଓଡିଆ ବାଇବେଲ IRV ୨୦୧୭ [2017]ପବିତ୍ର ବାଇବଲ OROV ୨୦୧୪ [2014]ପବିତ୍ର ବାଇବଲ ERV ୨୦୦୪ [2004]୧୮୪୦ [1840]1 1 1 ତୀତସ ଆଦିଯାତ୍ରାଲେବୀୟଗଣନାଦ୍ଵିତୀୟ ବିବରଣଯିହୋଶୂୟବିଚାରକର୍ତ୍ତାରତର ବିବରଣପ୍ରଥମ ଶାମୁୟେଲଦ୍ଵିତୀୟ ଶାମୁୟେଲପ୍ରଥମ ରାଜାବଳୀଦ୍ଵିତୀୟ ରାଜାବଳୀପ୍ରଥମ ବଂଶାବଳୀଦ୍ଵିତୀୟ ବଂଶାବଳୀଏଜ୍ରାନିହିମୀୟାଏଷ୍ଟରଆୟୁବଗୀତସଂହିତାହିତୋପଦେଶଉପଦେଶକପରମ ଗୀତଯିଶାଇୟଯିରିମୀୟବିଳାପଯିହିଜିକଲଦାନିୟେଲହୋଶେୟଯୋୟେଲଆମୋଷଓବଦୀୟଯୂନସମୀଖାନାହୂମହବକ୍କୂକସିଫନୀୟହାଗୟଯିଖରୀୟମଲାଖୀ--- --- ---ମାଥିଉମାର୍କଲୂକଯୋହନପ୍ରେରିତରୋମୀୟ୧ କରିନ୍ଥୀୟ୨ କରିନ୍ଥୀୟଗାଲାତୀୟଏଫିସୀୟଫିଲିପ୍ପୀୟକଲସୀୟ୧ ଥେସଲନୀକୀୟ୨ ଥେସଲନୀକୀୟ୧ ତୀମଥି୨ ତୀମଥିତୀତସଫିଲୀମୋନଏବ୍ରୀଯାକୁବ୧ ପିତର୨ ପିତର୧ ଯୋହନ୨ ଯୋହନ୩ ଯୋହନଯିହୂଦାପ୍ରକାଶିତ ବାକ୍ୟ1 1 1 ୧ ୧୨୩1 1 1 : ୧ ୧୨୩୪୫୬୭୮୯୧୦୧୧୧୨୧୩୧୪୧୫୧୬1 1 1 [ପବିତ୍ର ବାଇବେଲ] Odia Bible 1840 ତୀତସ ୧ ସଞ୍ଚୟ ଟିପ୍ପଣୀ ୧ [1]"ପରମେଶ୍ବରଙ୍କ ସବେକ, ଓ ଯୀଶୁଖ୍ରୀଷ୍ଟଙ୍କ ପ୍ ରରେିତ ପାଉଲଙ୍କଠାରୁ ପତ୍ର। ପରମେଶ୍ବରଙ୍କ ମନୋନୀତ ଲୋକମାନଙ୍କ ବିଶ୍ବାସ ରେ ସାହାୟ୍ଯ କରିବା ପାଇଁ ମାେତେ ପଠାଯାଇଛି। ସତ୍ଯ ଜାଣିବା ପାଇଁ ସହେି ଲୋକମାନଙ୍କୁ ସାହାୟ୍ଯ କରିବା ପାଇଁ ମାେତେ ପଠାଯାଇଛି। ପରମେଶ୍ବରଙ୍କୁ ଲୋକେ କିପରି ସବୋ କରିବେ, ତାହା ସହେି ସତ୍ଯ ଦଖାଇେ ଥାଏ।"୨ [2]"ଅନନ୍ତ ଜୀବନ ପାଇଁ ଆମ୍ଭର ଆଶାରୁ ସହେି ବିଶ୍ବାସ ଓ ଜ୍ଞାନ ଆସିଛି। ସମୟ ଆରମ୍ଭ ହବୋ ପୂର୍ବରୁ ପରମେଶ୍ବର ସହେି ଅନନ୍ତ ଜୀବନର ପ୍ରତିଶୃତି ଦଇେଥିଲେ ଓ ପରମେଶ୍ବର ମିଛ କହନ୍ତି ନାହିଁ।"୩ [3]"ଉଚିତ ସମୟରେ ପରମେଶ୍ବର ସହେି ଜୀବନ ବିଷୟ ରେ ସଂସାରକୁ ଜଣାଇଲେ। ପ୍ରଚାର ଦ୍ବାରା ପରମେଶ୍ବର ଜଗତକୁ କହିଲେ। ପରମେଶ୍ବର ମାେତେ ସହେି କାମର ଦାଯିତ୍ବ ଦେଲେ। ଆମ୍ଭର ତ୍ରାଣକର୍ତ୍ତା ପରମେଶ୍ବର ଆଦେଶ ଦଇେଥିବାରୁ ମୁଁ ସଗେୁଡ଼ିକର ପ୍ରଚାର କଲି।"୪ [4]"ଏହି ପତ୍ର ତୀତସଙ୍କୁ ଲଖାଯାେଉଛି। ତୁମ୍ଭେ ସମବିଶ୍ବାସ ରେ ମାରେ ପ୍ରକୃତ ପୁତ୍ର ଭଳି। ଆମ୍ଭର ପରମପିତା ପରମେଶ୍ବର ଖ୍ରୀଷ୍ଟ ଯୀଶୁ, ଆମ୍ଭର ତ୍ରାଣକର୍ତ୍ତାଙ୍କଠାରୁ ତୁମ୍ଭକୁ ଅନୁଗ୍ରହ ଓ ଶାନ୍ତି ମିଳୁ।"୫ [5]"ମୁଁ ତୁମ୍ଭକୁ କ୍ରୀତୀଠା ରେ ଏବେ ସୁଦ୍ଧା ଯେଉଁ କାମ ବାକି ରହି ଯାଇଛି, ସଗେୁଡ଼ିକୁ ସମ୍ପୂର୍ଣ୍ଣ କରିବା ପାଇଁ ଛାଡ଼ି ଆସିଥିଲି। ମୁଁ ସଠାେରେ ତୁମ୍ଭକୁ ଏଥିପାଇଁ ମଧ୍ଯ ଛାଡ଼ି ଆସିଥିଲି ଯେ ତୁମ୍ଭେ ପ୍ରେତ୍ୟକକ ନଗର ରେ ପ୍ରାଚୀନ ହବୋ ଲୋକମାନଙ୍କୁ ବାଛି ପାରିବ।"୬ [6]"ଏକ ପ୍ରାଚୀନ ହବୋ ପାଇଁ ଜଣେ ଲୋକର ଯେଉଁ ଗୁଣ ଥିବା ଦରକାର, ସଗେୁଡ଼ିକ ହେଲା ସେ ନିର୍ଦ୍ ଦୋଷ ଥିବେ। ତାହାଙ୍କର ଜଣେ ମାତ୍ର ସ୍ତ୍ରୀ ଥିବେ। ତାହାଙ୍କର ସନ୍ତାନମାନେ ବିଶ୍ବାସୀ ହାଇେଥିବେ। ସମାନେେ ହିଂସ୍ର ଜୀବନ ଯାପନ କରୁ ନ ଥିବେ ଓ ଅନୁଶାସନହୀନ ନ ଥିବେ।"୭ [7]"ଏହି ପ୍ରାଚୀନମାନଙ୍କର କାମ ହେଉଛି ପରମେଶ୍ବରଙ୍କ କାମର ଯତ୍ନ ନବୋ, ଅତଏବ ସେ ନିର୍ଦ୍ ଦୋଷ ହବୋ କଥା। ସେ ଗର୍ବୀ, ସ୍ବାର୍ଥୀ ଓ ଶୀଘ୍ର କୋରଧୀ ହାଇେ ନ ଥିବେ। ସେ ଅତ୍ଯଧିକ ମଦ୍ଯ ପାନ କରୁ ନ ଥିବେ। ସେ କଳହ ପ୍ରିୟ ହାଇେ ନ ଥିବେ। ଅନ୍ୟମାନଙ୍କୁ ଠକି ଧନୀ ହବୋ ପାଇଁ ସର୍ବଦା ଚେଷ୍ଟା କରୁ ନ ଥିବେ।"୮ [8]"ନିଜ ଘ ରେ ଲୋକମାନଙ୍କୁ ସ୍ବାଗତ କରି ସାହାୟ୍ଯ କରିବା ପାଇଁ ପ୍ରସ୍ତୁତ ଥିବେ। ସେ ଉତ୍ତମ ବିଷୟକୁ ପ୍ ରମେ କରୁଥିବେ, ଜ୍ଞାନୀ ହାଇେଥିବେ, ଧାର୍ମିକଭାବେ ଜୀବନଯାପନ କରୁଥିବେ, ପବିତ୍ର ହାଇେଥିବେ ଓ ନିଜକୁ ସଂୟମ କରି ପାରୁଥିବେ। ଆମ୍ଭେ ସତ୍ଯର ଯେଉଁ ରୂପରେ ଶିକ୍ଷା ପ୍ରଦାନ କରିଛୁ, ଜଣେ ପ୍ରାଚୀନ, ନିଷ୍ଠାପର ଭାବରେ ତାହା ପ୍ରଦାନ କରୁଥିବେ।"୯ [9]"ପ୍ରକୃତ ଶିକ୍ଷାକୁ ବ୍ଯବହାର କରି ଜଣେ ପ୍ରାଚୀନ ଲୋକମାନଙ୍କୁ ସାହାୟ୍ଯ କରିବା ରେ ସକ୍ଷମ ହାଇେଥିବେ ଏବଂ ପ୍ରକୃତ ଶିକ୍ଷାର ବିରୋଧୀମାନଙ୍କୁ ସେ ଯେପରି ଦଖାଇେ ଦବୋକୁ ସକ୍ଷମ ହବେେ ଯେ ସମାନେେ ଭୁଲ ଅଟନ୍ତି।"୧୦ [10]"ଅନକେ ଲୋକ ଏପରି ଅଛନ୍ତି, ଯେଉଁମାନେ ମାନିବାକୁ ମନା କରନ୍ତି, ଅବାନ୍ତର କଥାମାନ କୁହନ୍ତି ଓ ଅନ୍ୟ ଲୋକମାନଙ୍କୁ ଭୁଲ ବାଟରେ ପରିଚାଳିତ କରନ୍ତି। ମୁଁ ବିଶଷେ ଭାବରେ ସେ ଲୋକମାନଙ୍କ ବିଷୟ ରେ କହୁଛି, ଯେଉଁମାନେ ସମସ୍ତ ଅଣଯିହୂଦୀମାନଙ୍କୁ ସୁନ୍ନତ ହବୋପାଇଁ କହନ୍ତି।"୧୧ [11]"ଜଣେ ପ୍ରାଚୀନ ସମାନଙ୍କେର ଭୁଲ ବିଷୟ ରେ ତାହାଙ୍କୁ ଅବଗତ କରାଇବାକୁ ସକ୍ଷମ ଥିବେ ଓ ସମାନଙ୍କେୁ ଏପରି ଅବାନ୍ତର କଥା କହିବାରୁ ବନ୍ଦ କରାଇପାରୁଥିବେ। ସହେି ଲୋକମାନେ କୁଶିକ୍ଷାର ଉପଦେଶ ଦଇେ ସମ୍ପୂର୍ଣ୍ଣ ପରିବାରଗୁଡ଼ିକୁ ନଷ୍ଟ କରୁଛନ୍ତି। ସମାନେେ କବଳେ ଲୋକମାନଙ୍କୁ ଠକିବା ପାଇଁ ଏଭଳି ଶିକ୍ଷା ଦିଅନ୍ତି କାରଣ ସମାନେେ ଧନ ଅର୍ଜନ କରିବାକୁ ଇଚ୍ଛା କରନ୍ତି।"୧୨ [12]"ତାହାଙ୍କ ନିଜ ଲୋକମାନଙ୍କ ମଧ୍ଯରୁ ଜଣେ, ୟିଏ କି ଭବିଷ୍ଯଦ୍ ବକ୍ତା, କହିଛନ୍ତି: କ୍ରୀତୀର ଲୋକେ ସର୍ବଦା ମିଛ କୁହନ୍ତି। ସମାନେେ ଦୁଷ୍ଟ ପଶୁ ଓ ଅଳସୁଆ। ସମାନେେ ଖାଇବା ଛଡ଼ା ଅନ୍ୟ କିଛି କରନ୍ତି ନାହିଁ।"୧୩ [13]"ସହେି ଭାବବାଦୀଙ୍କ କଥା ସତ। ଅତଏବ ସମାନଙ୍କେୁ କୁହ ଯେ ସମାନେେ ଭୁଲ କରୁଛନ୍ତି। ତୁମ୍ଭେ ତାହାଙ୍କ ପ୍ରତି କଠାେର ହବୋ ଉଚିତ। ତା' ହେଲେ ସମାନେେ ବିଶ୍ବାସ ରେ ଦୃଢ଼ ହବେେ।"୧୪ [14]"ତା' ହେଲେ ସମାନେେ ଯିହୂଦୀ ଗପଗୁଡ଼ିକୁ ଗ୍ରହଣ କରିବେ ନାହିଁ କି ସତ୍ଯକୁ ଗ୍ରହଣ କରୁ ନ ଥିବା ଲୋକଙ୍କ ଆଦେଶ ପାଳନ କରିବେ ନାହିଁ।"୧୫ [15]"ଯେଉଁମାନେ ପବିତ୍ର, ତାହାଙ୍କ ପାଇଁ ସବୁ କିଛି ପବିତ୍ର। କିନ୍ତୁ ଯେଉଁମାନେ ପାପୀ ଓ ଅବିଶ୍ବାସୀ, ସମାନଙ୍କେ ଲାଗି କିଛି ହେଲେ ପବିତ୍ର ନୁହେଁ। ସମାନଙ୍କେର ଚିନ୍ତା ପାପରେ ଦୂଷିତ ହାଇଯୋଇଛି ଓ ଠିକ୍ କ'ଣ, ସେ ସମ୍ବନ୍ଧ ରେ ସମାନଙ୍କେର ଜ୍ଞାନ ନଷ୍ଟ ହାଇେ ଯାଇଛି।"୧୬ [16]"ସେ ଲୋକମାନେ କୁହନ୍ତି ଯେ ସମାନେେ ପରମେଶ୍ବରଙ୍କୁ ଜାଣିଛନ୍ତି। କିନ୍ତୁ ଯେଉଁସବୁ ମନ୍ଦ କାମ ସମାନେେ କରୁଛନ୍ତି, ସେଥିରୁ ଜଣାଯାଏ ଯେ ସମାନେେ ପରମେଶ୍ବରଙ୍କୁ ଗ୍ରହଣ କରନ୍ତି ନାହିଁ। ସମାନେେ ଭୟଙ୍କର ଲୋକ, ଆଜ୍ଞା ବି ରୋଧୀ ଓ କୌଣସି ଭଲ କାମ ପାଇଁ ଅ ଯୋଗ୍ଯ।"Odia Bible 1840 Public Domain: Odia 1840 [ପବିତ୍ର ବାଇବେଲ] Odia Bible 1840 ତୀତସ ୧ 00:00:00 00:00:00 0.5x 2.0x https://beblia.bible:81/BibleAudio/odia/titus/001.mp3 3 1