× ଭାଷା ୟୁରୋପ | ଷିୟ | ବେଲାରୁଷିଆନ୍ ୟୁକ୍ରେନ୍ ପୋଲାଣ୍ଡ | ସର୍ବିଆ | ବୁଲଗେରିଆ | ସ୍ଲୋଭାକିଆନ୍ ଚେକ ରୋମାନିଆନ୍ ମଲଡୋଭିଆନ୍ | ଆଜେରବାଇଜାନ ଆର୍ମେନିଆ ଜର୍ଜିଆନ୍ ଆଲବାନ୍ ଆଭାର୍ | ବାସ୍କିର ଟାଟାର | ଚେଚେନ ସ୍ଲୋଭେନିଆନ୍ କ୍ରୋଏସିଆ ଇଷ୍ଟୋନିଆନ୍ | ଲାଟଭିଆନ୍ ଲିଥୁଆନିଆ ହଙ୍ଗେରୀ ଫିନଲ୍ୟାଣ୍ଡ ନରୱେଜ୍ ସ୍ୱେଡିସ୍ ଆଇସଲ୍ୟାଣ୍ଡ୍ ଗ୍ରୀକ୍ ମାକେଡୋନିଆନ୍ | ଜର୍ମାନ୍ ବାଭରିଆନ୍ | ଡଚ୍ ଡାନିଶ୍ ୱେଲ୍ସ | ଗେଲିକ୍ | ଇଂରେଜ୍ ଫରାସୀ ବାସ୍କେ | କାଟାଲାନ୍ ଇଟାଲୀୟ | ଗାଲାସିଆନ୍ | ରୋମାନି | Bosnian Kabardian ଉତ୍ତର ଆମେରିକା ଇଂରାଜୀ | ଦକ୍ଷିଣ ଆମେରିକା ସ୍ପାନିସ୍ ପର୍ତ୍ତୁଗୀଜ୍ ଗୁଆରାନି | କେଚୁଆନ୍ ଆୟମାରା କେନ୍ଦ୍ରୀୟ ଆମେରିକା | ଜାମାଇକାନ୍ ନାହୁତ୍ | କିଚେ Qeqchi ହାତିଆ ପୂର୍ବ ଏସିଆ ଚାଇନିଜ୍ ଜାପାନିଜ୍ କୋରିଆନ୍ ମଙ୍ଗୋଲିଆ ଉଇଗୁର୍ ହମଙ୍ଗ Tibetian ଦକ୍ଷିଣ ପୂର୍ବ ଏସିଆ ମାଲେସିଆ ବର୍ମା ଥୋଡି ନେପାଳୀ ସେବୁଆନୋ | ଟାଗଲଗ୍ | କାମ୍ବୋଡିଆ ଥାଇ ଇଣ୍ଡୋନେସିଆ ସୁନ୍ଦରୀ ଭିଏତନାମ ଯବାନ ଲାଓ ଇବାନ୍ ଆଇୟୁ ମିଏନ୍ କାଚିନ୍ ଲାହୁ Aceh Balinese Bugis Pampanga Sasak Shan Waray Madurese ଦକ୍ଷିଣ ଏସିଆ ହିନ୍ଦୀ ଓଡିଆ ଆୱାଡି | ମିଜୋ | କନ୍ନଡ | ମାଲାୟାଲମ୍ ମରାଠୀ ଗୁଜରାଟୀ ତାମିଲ୍ | ତେଲୁଗୁ ପଞ୍ଜାବୀ | କୁରୁଖ ଆସାମୀୟ | ମ ith ଥୀଲି | ବଙ୍ଗାଳୀ ଉର୍ଦ୍ଦୁ ସିହ୍ନା ଡୋଗ୍ରି ହରିୟାନଭି ମେଟେଇ | କନକାନି ସାନ୍ତାଲି ସିନ୍ଧି କୋୟା ଥାଡୋ ସଂସ୍କୃତ ଦେବନାଗରୀ Adilabad Gondi Ahirani ବାଲୁଚି Bundeli Chhattisgarhi Garhwali Kangri Kumaoni Mewari Munda Sadri Seraiki Shekhawati Sylheti Bagri Bhilali Bodo Braj Tulu ମଧ୍ୟ ଏସିଆ କିର୍ଗିଜ୍ ଉଜବେକିସ୍ତାନ ତାଜିକ୍ | ତୁର୍କମେନ କାଜାଖସ୍ତାନ କରକାଲପକ୍ ମଧ୍ୟ ପୂର୍ବ ତୁର୍କୀ ହିବ୍ରୁ ଆରବୀ | ପାର୍ସୀ | କୁର୍ଦ୍ଦ Mazanderani ପାଶ୍ଟୁ କପଟିକ୍ | ଆଫ୍ରିକା ଆଫ୍ରିକୀୟ ଜୋସା | ଜୁଲୁ Ndebele ସୋଥୋ | ଆମହାରିକ୍ | ୱୋଲାଇଟା | ନାଇଜେରିଆନ୍ ମୋସି ଇକା ଡିଙ୍କା | କାବିଲ୍ | ଇୱେ ସ୍ଵାହିଲି ମୋରୋକୋ ସୋମାଲିଆ ଶୋନା | ମାଡାଗାସ୍କର | ଇଗବୋ | ଲିଙ୍ଗଲା | ବାଉଲେ | ସିସବତୀ | ଟସଙ୍ଗା | ତସ୍ୱାନା | ଗାମ୍ବିଆନ୍ ଓଡ଼ିଆ କାମ୍ବା କିନ୍ନରୱାଣ୍ଡା | ହାଉସା ଚେୱା | ଲୁଓ | ମାକୁଆ | ଡ୍ୟୁଲା | ଫୁଲଫୁଲ୍ କାଲେନଜିନ କିକୁୟୁ କିକୱାଙ୍ଗୋ | କିରୁଣ୍ଡି କ୍ରିଓ ନାଇଜେରିଆନ୍ ପିଜିନ୍ ଓରୋମୋ | ତସିଲୁବା | Tshivenda ଟ୍ୱି ଉମ୍ବୁଣ୍ଡୁ | ଲୁଗବାରା ଲୁଗୁରୁ ପୁଲାର୍ ଗୁସି ମାସାଇ ତୁର୍କାନା ମୋବା ନ୍ୟୁର୍ ଶିଲୁକ୍ ତମାଶେକ୍ ମାକୋଣ୍ଡେ Bemba Fon Hadiyya Ibibio Kimbundu Kimiiru Lango Liberian Kreyol Lomwe Mende Morisyen Ndau Nyankole Sena Sidamo Soga Songe Sukuma Tarifit Teso Tiv Zande Dagbani Edo Kituba ଅଷ୍ଟ୍ରେଲିଆ ମାଳଦ୍ୱୀପ ନିଉଜିଲାଣ୍ଡ୍ ପାପୁଆ ନ୍ୟୁ ଗିନି ପୁରୁଣା ଭାଷା | ଆରାମିକ୍ | ଲାଟିନ୍ ଏସପେରାଣ୍ଟୋ | 1 1 1 ୧୮୪୦ [1840] ଇଣ୍ଡିୟାନ ରିୱାଇସ୍ଡ୍ IRV ୨୦୧୯ [2019]ପବିତ୍ର ବାଇବଲ BSI ୨୦୧୮ [2018]ଓଡିଆ ବାଇବେଲ IRV ୨୦୧୭ [2017]ପବିତ୍ର ବାଇବଲ OROV ୨୦୧୪ [2014]ପବିତ୍ର ବାଇବଲ ERV ୨୦୦୪ [2004]୧୮୪୦ [1840]1 1 1 ଫିଲୀମୋନ ଆଦିଯାତ୍ରାଲେବୀୟଗଣନାଦ୍ଵିତୀୟ ବିବରଣଯିହୋଶୂୟବିଚାରକର୍ତ୍ତାରତର ବିବରଣପ୍ରଥମ ଶାମୁୟେଲଦ୍ଵିତୀୟ ଶାମୁୟେଲପ୍ରଥମ ରାଜାବଳୀଦ୍ଵିତୀୟ ରାଜାବଳୀପ୍ରଥମ ବଂଶାବଳୀଦ୍ଵିତୀୟ ବଂଶାବଳୀଏଜ୍ରାନିହିମୀୟାଏଷ୍ଟରଆୟୁବଗୀତସଂହିତାହିତୋପଦେଶଉପଦେଶକପରମ ଗୀତଯିଶାଇୟଯିରିମୀୟବିଳାପଯିହିଜିକଲଦାନିୟେଲହୋଶେୟଯୋୟେଲଆମୋଷଓବଦୀୟଯୂନସମୀଖାନାହୂମହବକ୍କୂକସିଫନୀୟହାଗୟଯିଖରୀୟମଲାଖୀ--- --- ---ମାଥିଉମାର୍କଲୂକଯୋହନପ୍ରେରିତରୋମୀୟ୧ କରିନ୍ଥୀୟ୨ କରିନ୍ଥୀୟଗାଲାତୀୟଏଫିସୀୟଫିଲିପ୍ପୀୟକଲସୀୟ୧ ଥେସଲନୀକୀୟ୨ ଥେସଲନୀକୀୟ୧ ତୀମଥି୨ ତୀମଥିତୀତସଫିଲୀମୋନଏବ୍ରୀଯାକୁବ୧ ପିତର୨ ପିତର୧ ଯୋହନ୨ ଯୋହନ୩ ଯୋହନଯିହୂଦାପ୍ରକାଶିତ ବାକ୍ୟ1 1 1 ୧ ୧1 1 1 : ୧ ୧୨୩୪୫୬୭୮୯୧୦୧୧୧୨୧୩୧୪୧୫୧୬୧୭୧୮୧୯୨୦୨୧୨୨୨୩୨୪୨୫1 1 1 ଫିଲୀମୋନ ୧ ସଞ୍ଚୟ ଟିପ୍ପଣୀ ୧ [1]"ଖ୍ରୀଷ୍ଟଯୀଶୁଙ୍କ ପାଇଁ ବନ୍ଦୀ ହାଇେଥିବା ପାଉଲ ଓ ଆମ୍ଭର ଭାଇ ତୀମଥିଙ୍କଠାରୁ"୨ [2]"ଆମ୍ଭର ପ୍ରିୟ ମିତ୍ର ଓ ସହକର୍ମୀ ଫିଲୀମାନେ, ଆମ୍ଭର ଭଉଣୀ ଆପ୍ପିଯା, ସାଥି ସୈନିକ ଆଖିପ୍ପ, ଓ ତୁମ୍ଭ ଘରଠା ରେ ଏକତ୍ରୀତ ହେଉଥିବା ଉପାସନା ମଣ୍ଡଳୀକୁ ପତ୍ର ଲେଖୁଛୁ।"୩ [3]"ଆମ୍ଭର ପରମପିତା ପରମେଶ୍ବର ଓ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କଠା ରେ ତୁମ୍ଭକୁ ଅନୁଗ୍ରହ ଓ ଶାନ୍ତି ମିଳୁ।"୪ [4]"ମାେ ପ୍ରାର୍ଥନାମାନଙ୍କ ରେ ମୁଁ ତୁମ୍ଭକୁ ସ୍ମରଣ କରେ। ତୁମ୍ଭ ପାଇଁ ସର୍ବଦା ମୁଁ ପରମେଶ୍ବରଙ୍କୁ ଧନ୍ଯବାଦ ଦିଏ।"୫ [5]"ପରମେଶ୍ବରଙ୍କ ସମସ୍ତ ପବିତ୍ ରେଲାକମାନଙ୍କ ପ୍ରତି ତୁମ୍ଭର ପ୍ ରମେ ଓ ପ୍ରଭୁ ଯୀଶୁଙ୍କଠା ରେ ତୁମ୍ଭର ବିଶ୍ବାସ ବିଷୟ ରେ ମୁଁ ଶୁଣିଛି ଓ ମୁଁ ତୁମ୍ଭର ସହେି ପ୍ ରମେ ଓ ବିଶ୍ବାସ ପାଇଁ ପରମେଶ୍ବରଙ୍କୁ ଧନ୍ଯବାଦ ଜଣାଉଛି।"୬ [6]"ଖ୍ରୀଷ୍ଟଙ୍କଠା ରେ ଥିବା ଆମ୍ଭର ସମସ୍ତ ଭଲ କଥାଗୁଡ଼ିକ ବୁଝିପାରିବା ପାଇଁ ତୁମ୍ଭର ବିଶ୍ବାସର ସହଭାଗିତା ତୁମ୍ଭକୁ ସାହାୟ୍ଯ କରିବ ବୋଲି ମୁଁ ପ୍ରାର୍ଥନା କରେ।"୭ [7]"ହେ ଭାଇ ପରମେଶ୍ବରଙ୍କ ଲୋକମାନଙ୍କ ପ୍ରତି ତୁମ୍ଭେ ପ୍ ରମେଭାବ ଦଖାଇେଛ, ସମାନଙ୍କେୁ ତୁମ୍ଭେ ଖୁସି କରିଛ। ଏହା ମାେତେ ବହୁତ ଆନନ୍ଦ ଓ ଆଶ୍ବାସନା ଦଲୋ।"୮ [8]"କେତଗେୁଡ଼ିଏ କଥା ତୁମ୍ଭର କରିବା ଉଚିତ୍। ଖ୍ରୀଷ୍ଟ ରେ ଭାଇ ହିସାବ ରେ ସତ୍ କାର୍ୟ୍ଯ କରିବା ନିମନ୍ତେ ତୁମ୍ଭକୁ ଆଦେଶ ଦବୋର ମାରେ ଅଧିକାର ଅଛି।"୯ [9]"କିନ୍ତୁ ମୁଁ ତୁମ୍ଭକୁ ପ୍ ରମେ ରେ ନିବଦନେ କରିବାକୁ ଇଚ୍ଛା କରେ। ମୁଁ ପାଉଲ, ବୁଢ଼ା ହାଇେ ଗଲିଣି ଓ ଖ୍ରୀଷ୍ଟଯୀଶୁଙ୍କ ପାଇଁ ବନ୍ଦୀ ହାଇେଛି।"୧୦ [10]"ମୁଁ ତୁମ୍ଭକୁ ଅନୀସିମ ପାଇଁ ନିବଦନେ କରୁଛି। ମୁଁ ବନ୍ଦୀ ଗୃହ ରେ ଥିଲା ବେଳେ ସେ ମାରେ ସନ୍ତାନ ହାଇେଥିଲା।"୧୧ [11]"ଅତୀତ ରେ ସେ ତୁମ୍ଭ ପାଇଁ ଅଦରକାରୀ ଥିଲା। କିନ୍ତୁ ଏବେ ସେ ମାେ' ଓ ତୁମ୍ଭ ଦୁହିଁଙ୍କ ପାଇଁ ବଡ଼ ଉପଯୋଗୀ ଅଟେ।"୧୨ [12]"ମୁଁ ତାହାକୁ ତୁମ୍ଭ ପାଖକୁ ଫରୋଇ ଦେଉଛି। ତା ସହିତ ମାରେ ହୃଦୟ ମଧ୍ଯ ବନ୍ଧା ହାଇେଛି।"୧୩ [13]"ମୁଁ ବନ୍ଦୀ ଗୃହ ରେ ଥିବା ସମୟରେ ମାେତେ ସୁସମାଚାର ପାଇଁ ସାହାୟ୍ଯ କରିବ ବୋଲି ତାହାକୁ ମାେ ସହିତ ରଖିବାକୁ ଚାହୁଁଥିଲି। ମାେତେ ସାହାୟ୍ଯ କରିବା ଦ୍ବାରା ସେ ତୁମ୍ଭର ସବୋ କରିଥାଆନ୍ତା।"୧୪ [14]"କିନ୍ତୁ ତୁମ୍ଭମାନଙ୍କୁ ପ୍ରଥମେ ନ ପଚାରି ମୁଁ କିଛି କରିବା ପାଇଁ ଇଚ୍ଛା କଲି ନାହିଁ। ତୁମ୍ଭର କୌଣସି ଭଲ କାମ ନିଜ ଇଚ୍ଛା ରେ ହେଉ, ମାରେ ବାଧ୍ଯ ବାଧ୍ଯକତା ରେ ନ ହେଉ ବୋଲି ମୁଁ ଚା ହେଁ।"୧୫ [15]"ଅନୀସିମ301 କ୍ଷଣିକ ପାଇଁ ତୁମ୍ଭଠାରୁ ଅଲଗା ଥିଲା। ଏହା ଏପରି ଘଟିଥାଇପା ରେ ୟଦ୍ଦ୍ବାରା ତୁମ୍ଭେ ତାହାକୁ ସବୁଦିନ ପାଇଁ ପୁନଃ ପ୍ରାପ୍ତ ହାଇପୋରିବ।"୧୬ [16]"ଦାସ ହବୋ ପାଇଁ ନୁହେଁ, ବରଂ ଦାସଠାରୁ ବଳି ଏକ ପ୍ରିୟ ଭାଇ ଭଳି। ମୁଁ ତାହାକୁ ବହୁତ ଭଲ ପାଏ। କିନ୍ତୁ ତୁମ୍ଭେ ଆହୁରି ଅଧିକ ଭଲ ପାଇବ। ତୁମ୍ଭେ ତାହାକୁ ଜଣେ ମଣିଷ ଓ ପ୍ରଭୁଙ୍କଠା ରେ ଜଣେ ଭାଇ ଭଳି ଭଲ ପାଇବ।"୧୭ [17]"ଯଦି ତୁମ୍ଭେ ମାେତେ ମିତ୍ର ବୋଲି ଗ୍ରହଣ କରୁଛ, ତା' ହେଲେ ଅନୀସିମଙ୍କୁ ପୁନର୍ବାର ଗ୍ରହଣ କର। ମାେତେ ଯେପରି ସ୍ବାଗତ କରିଥାନ୍ତ, ସପରେି ତାହାକୁ ସ୍ବାଗତ କର।"୧୮ [18]"ଯଦି ଅନୀସିମ ତୁମ୍ଭ ପ୍ରତି କିଛି ଭୁଲ କରିଛି ବା ତା'ର ତୁମକୁ କିଛି ଦବୋକୁ ଅଛି ତବେେ ତାହା ମାେ ଖାତା ରେ ପକାଇ ଦିଅ।"୧୯ [19]"ମୁଁ ପାଉଲ, ଏହି କଥା ମାେ ହାତ ରେ ଲେଖୁଛି। ଅନୀସିମର ଯଦି ତୁମ୍ଭକୁ କିଛି ଦବୋକୁ ଅଛି, ମୁଁ ତାହା ତୁମ୍ଭକୁ ଫରୋଇ ଦବେି। ନିଜ ଜୀବନ ପାଇଁ ତୁମ୍ଭେ ଯେ ମାେ'ଠା ରେ କେତେ ଋଣୀ, ସେ ସମ୍ପର୍କ ରେ ମୁଁ କିଛି କହିବି ନାହିଁ।"୨୦ [20]"ତେଣୁ ହେ ମାରେ ଭାଇ! ପ୍ରଭୁଙ୍କଠା ରେ ତୁମ୍ଭେ ମାେ ପାଇଁ କିଛି ଆବଶ୍ଯକୀୟ ବିଷୟ କର ବୋଲି, ମୁଁ କୁ ହେ। ଖ୍ରୀଷ୍ଟଙ୍କଠା ରେ ମାେ ହୃଦୟକୁ ଆଶ୍ବାସନା ଦିଅ।"୨୧ [21]"ମୁଁ ଯାହା କହିଛି, ସଗେୁଡିକ କରିବ ବୋଲି ଜାଣି ମୁଁ ଏହି ଚିଠି ଲେଖୁଛି। ମୁଁ ଜାଣେ ଯେ ମୁଁ ଯେତିକି କ ହେ, ତୁମ୍ଭେ ତା'ଠାରୁ ଅଧିକ କରିବ।"୨୨ [22]"ମାେ ରହିବା ପାଇଁ ଗୋଟିଏ ବଖରା ମଧ୍ଯ ପ୍ରସ୍ତୁତ କର। ମୁଁ ଆଶା କରେ ଯେ ପରମେଶ୍ବର ତୁମ୍ଭ ପ୍ରାର୍ଥନା ଶୁଣିବେ ଓ ମୁଁ ତୁମ୍ଭ ପାଖକୁ ୟିବାକୁ ସମର୍ଥ ହାଇେ ପାରିବି।"୨୩ [23]"ଖ୍ରୀଷ୍ଟ ଯୀଶୁଙ୍କ ପାଇଁ ଏପାଫ୍ରା ହେଉଛନ୍ତି ମାରେ ସହବନ୍ଦୀ। ସେ ତୁମ୍ଭକୁ ନମସ୍କାର ଜଣାଉଛନ୍ତି।"୨୪ [24]"ମାର୍କ, ଆରିସ୍ତାର୍ଖ, ଦୀମା ଓ ଲୂକ ଏମାନେ ମଧ୍ଯ ତୁମ୍ଭକୁ ନମସ୍କାର ଜଣାଉଛନ୍ତି।"୨୫ [25]"ଆମ୍ଭମାନଙ୍କର ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭମାନଙ୍କର ଆତ୍ମା ସହିତ ରହିଥାଉ।"Odia Bible 1840 Public Domain: Odia 1840 [ପବିତ୍ର ବାଇବେଲ] Odia Bible 1840 ଫିଲୀମୋନ ୧ 00:00:00 00:00:00 0.5x 2.0x https://beblia.bible:81/BibleAudio/odia/philemon/001.mp3 1 1