× ଭାଷା ୟୁରୋପ | ଷିୟ | ବେଲାରୁଷିଆନ୍ ୟୁକ୍ରେନ୍ ପୋଲାଣ୍ଡ | ସର୍ବିଆ | ବୁଲଗେରିଆ | ସ୍ଲୋଭାକିଆନ୍ ଚେକ ରୋମାନିଆନ୍ ମଲଡୋଭିଆନ୍ | ଆଜେରବାଇଜାନ ଆର୍ମେନିଆ ଜର୍ଜିଆନ୍ ଆଲବାନ୍ ଆଭାର୍ | ବାସ୍କିର ଟାଟାର | ଚେଚେନ ସ୍ଲୋଭେନିଆନ୍ କ୍ରୋଏସିଆ ଇଷ୍ଟୋନିଆନ୍ | ଲାଟଭିଆନ୍ ଲିଥୁଆନିଆ ହଙ୍ଗେରୀ ଫିନଲ୍ୟାଣ୍ଡ ନରୱେଜ୍ ସ୍ୱେଡିସ୍ ଆଇସଲ୍ୟାଣ୍ଡ୍ ଗ୍ରୀକ୍ ମାକେଡୋନିଆନ୍ | ଜର୍ମାନ୍ ବାଭରିଆନ୍ | ଡଚ୍ ଡାନିଶ୍ ୱେଲ୍ସ | ଗେଲିକ୍ | ଇଂରେଜ୍ ଫରାସୀ ବାସ୍କେ | କାଟାଲାନ୍ ଇଟାଲୀୟ | ଗାଲାସିଆନ୍ | ରୋମାନି | Bosnian Kabardian ଉତ୍ତର ଆମେରିକା ଇଂରାଜୀ | ଦକ୍ଷିଣ ଆମେରିକା ସ୍ପାନିସ୍ ପର୍ତ୍ତୁଗୀଜ୍ ଗୁଆରାନି | କେଚୁଆନ୍ ଆୟମାରା କେନ୍ଦ୍ରୀୟ ଆମେରିକା | ଜାମାଇକାନ୍ ନାହୁତ୍ | କିଚେ Qeqchi ହାତିଆ ପୂର୍ବ ଏସିଆ ଚାଇନିଜ୍ ଜାପାନିଜ୍ କୋରିଆନ୍ ମଙ୍ଗୋଲିଆ ଉଇଗୁର୍ ହମଙ୍ଗ Tibetian ଦକ୍ଷିଣ ପୂର୍ବ ଏସିଆ ମାଲେସିଆ ବର୍ମା ଥୋଡି ନେପାଳୀ ସେବୁଆନୋ | ଟାଗଲଗ୍ | କାମ୍ବୋଡିଆ ଥାଇ ଇଣ୍ଡୋନେସିଆ ସୁନ୍ଦରୀ ଭିଏତନାମ ଯବାନ ଲାଓ ଇବାନ୍ ଆଇୟୁ ମିଏନ୍ କାଚିନ୍ ଲାହୁ Aceh Balinese Bugis Pampanga Sasak Shan Waray Madurese ଦକ୍ଷିଣ ଏସିଆ ହିନ୍ଦୀ ଓଡିଆ ଆୱାଡି | ମିଜୋ | କନ୍ନଡ | ମାଲାୟାଲମ୍ ମରାଠୀ ଗୁଜରାଟୀ ତାମିଲ୍ | ତେଲୁଗୁ ପଞ୍ଜାବୀ | କୁରୁଖ ଆସାମୀୟ | ମ ith ଥୀଲି | ବଙ୍ଗାଳୀ ଉର୍ଦ୍ଦୁ ସିହ୍ନା ଡୋଗ୍ରି ହରିୟାନଭି ମେଟେଇ | କନକାନି ସାନ୍ତାଲି ସିନ୍ଧି କୋୟା ଥାଡୋ ସଂସ୍କୃତ ଦେବନାଗରୀ Adilabad Gondi Ahirani ବାଲୁଚି Bundeli Chhattisgarhi Garhwali Kangri Kumaoni Mewari Munda Sadri Seraiki Shekhawati Sylheti Bagri Bhilali Bodo Braj Tulu ମଧ୍ୟ ଏସିଆ କିର୍ଗିଜ୍ ଉଜବେକିସ୍ତାନ ତାଜିକ୍ | ତୁର୍କମେନ କାଜାଖସ୍ତାନ କରକାଲପକ୍ ମଧ୍ୟ ପୂର୍ବ ତୁର୍କୀ ହିବ୍ରୁ ଆରବୀ | ପାର୍ସୀ | କୁର୍ଦ୍ଦ Mazanderani ପାଶ୍ଟୁ କପଟିକ୍ | ଆଫ୍ରିକା ଆଫ୍ରିକୀୟ ଜୋସା | ଜୁଲୁ Ndebele ସୋଥୋ | ଆମହାରିକ୍ | ୱୋଲାଇଟା | ନାଇଜେରିଆନ୍ ମୋସି ଇକା ଡିଙ୍କା | କାବିଲ୍ | ଇୱେ ସ୍ଵାହିଲି ମୋରୋକୋ ସୋମାଲିଆ ଶୋନା | ମାଡାଗାସ୍କର | ଇଗବୋ | ଲିଙ୍ଗଲା | ବାଉଲେ | ସିସବତୀ | ଟସଙ୍ଗା | ତସ୍ୱାନା | ଗାମ୍ବିଆନ୍ ଓଡ଼ିଆ କାମ୍ବା କିନ୍ନରୱାଣ୍ଡା | ହାଉସା ଚେୱା | ଲୁଓ | ମାକୁଆ | ଡ୍ୟୁଲା | ଫୁଲଫୁଲ୍ କାଲେନଜିନ କିକୁୟୁ କିକୱାଙ୍ଗୋ | କିରୁଣ୍ଡି କ୍ରିଓ ନାଇଜେରିଆନ୍ ପିଜିନ୍ ଓରୋମୋ | ତସିଲୁବା | Tshivenda ଟ୍ୱି ଉମ୍ବୁଣ୍ଡୁ | ଲୁଗବାରା ଲୁଗୁରୁ ପୁଲାର୍ ଗୁସି ମାସାଇ ତୁର୍କାନା ମୋବା ନ୍ୟୁର୍ ଶିଲୁକ୍ ତମାଶେକ୍ ମାକୋଣ୍ଡେ Bemba Fon Hadiyya Ibibio Kimbundu Kimiiru Lango Liberian Kreyol Lomwe Mende Morisyen Ndau Nyankole Sena Sidamo Soga Songe Sukuma Tarifit Teso Tiv Zande Dagbani Edo Kituba ଅଷ୍ଟ୍ରେଲିଆ ମାଳଦ୍ୱୀପ ନିଉଜିଲାଣ୍ଡ୍ ପାପୁଆ ନ୍ୟୁ ଗିନି ପୁରୁଣା ଭାଷା | ଆରାମିକ୍ | ଲାଟିନ୍ ଏସପେରାଣ୍ଟୋ | 1 1 1 ୧୮୪୦ [1840] ଇଣ୍ଡିୟାନ ରିୱାଇସ୍ଡ୍ IRV ୨୦୧୯ [2019]ପବିତ୍ର ବାଇବଲ BSI ୨୦୧୮ [2018]ଓଡିଆ ବାଇବେଲ IRV ୨୦୧୭ [2017]ପବିତ୍ର ବାଇବଲ OROV ୨୦୧୪ [2014]ପବିତ୍ର ବାଇବଲ ERV ୨୦୦୪ [2004]୧୮୪୦ [1840]1 1 1 ୧ ପିତର ଆଦିଯାତ୍ରାଲେବୀୟଗଣନାଦ୍ଵିତୀୟ ବିବରଣଯିହୋଶୂୟବିଚାରକର୍ତ୍ତାରତର ବିବରଣପ୍ରଥମ ଶାମୁୟେଲଦ୍ଵିତୀୟ ଶାମୁୟେଲପ୍ରଥମ ରାଜାବଳୀଦ୍ଵିତୀୟ ରାଜାବଳୀପ୍ରଥମ ବଂଶାବଳୀଦ୍ଵିତୀୟ ବଂଶାବଳୀଏଜ୍ରାନିହିମୀୟାଏଷ୍ଟରଆୟୁବଗୀତସଂହିତାହିତୋପଦେଶଉପଦେଶକପରମ ଗୀତଯିଶାଇୟଯିରିମୀୟବିଳାପଯିହିଜିକଲଦାନିୟେଲହୋଶେୟଯୋୟେଲଆମୋଷଓବଦୀୟଯୂନସମୀଖାନାହୂମହବକ୍କୂକସିଫନୀୟହାଗୟଯିଖରୀୟମଲାଖୀ--- --- ---ମାଥିଉମାର୍କଲୂକଯୋହନପ୍ରେରିତରୋମୀୟ୧ କରିନ୍ଥୀୟ୨ କରିନ୍ଥୀୟଗାଲାତୀୟଏଫିସୀୟଫିଲିପ୍ପୀୟକଲସୀୟ୧ ଥେସଲନୀକୀୟ୨ ଥେସଲନୀକୀୟ୧ ତୀମଥି୨ ତୀମଥିତୀତସଫିଲୀମୋନଏବ୍ରୀଯାକୁବ୧ ପିତର୨ ପିତର୧ ଯୋହନ୨ ଯୋହନ୩ ଯୋହନଯିହୂଦାପ୍ରକାଶିତ ବାକ୍ୟ1 1 1 ୫ ୧୨୩୪୫1 1 1 : ୧ ୧୨୩୪୫୬୭୮୯୧୦୧୧୧୨୧୩୧୪1 1 1 [ପବିତ୍ର ବାଇବେଲ] Odia Bible 1840 ୧ ପିତର ୫ ସଞ୍ଚୟ ଟିପ୍ପଣୀ ୧ [1]"ତୁମ୍ଭ ଦଳ ରେ ଥିବା ପ୍ରାଚୀନମାନଙ୍କୁ ଏବେ ମାରେ କିଛି କହିବାର ଅଛି। ମୁଁ ମଧ୍ଯ ଜଣେ ପ୍ରାଚୀନ। ମୁଁ ଖ୍ରୀଷ୍ଟଙ୍କର ୟନ୍ତ୍ରଣା ନିଜ ଆଖି ରେ ଦେଖିଛିା ଆମ୍ଭକୁ ଯେଉଁ ମହିମା ଭବିଷ୍ଯତ ରେ ଦଖାଇେ ଦିଆୟିବ, ସେଥି ରେ ମଧ୍ଯ ମୁଁ ଭାଗ ନବେି।"୨ [2]"ମୁଁ ତୁମ୍ଭକୁ ଅନୁ ରୋଧ କରେ ଯେ, ପରମେଶ୍ବରଙ୍କ ଯେଉଁ ମଷଗେଣର ଦାଯିତ୍ବ ରେ ତୁମ୍ଭେ ରହିଛ, ସହେି ମଷେ ସମୂହର ତୁମ୍ଭେ ଯତ୍ନ ନବୋ ଉଚିତ। ସମାନେେ ପରମେଶ୍ବରଙ୍କ ମଷେପଲ। ତୁମ୍ଭେ ବାଧ୍ଯବାଧକତା ରେ ନୁହେଁ, ମାତ୍ର ସ୍ବଇଚ୍ଛା ରେ ପ୍ରତିପାଳନ କର। ପରମେଶ୍ବର ତାହାହିଁ ଚାହାଁନ୍ତି। ତୁମ୍ଭେ ସବୋ କରିବା ରେ ଆନନ୍ଦ ପାଉଛ ବୋଲି ସପରେି କର, ଧନ ଲୋଭ ରେ ତାହା କର ନାହିଁ।"୩ [3]"ଯେଉଁମାନଙ୍କର ଦାଯିତ୍ବ ତୁମ୍ଭେ ନଇେଛ, ସମାନଙ୍କେ ପ୍ରତି ନିଷ୍ଠୁର ହୁଅ ନାହିଁ। କିନ୍ତୁ ସମାନଙ୍କେ ନିକଟରେ ଆଦର୍ଶ ସ୍ବରୂପ ହୁଅ।"୪ [4]"ଯେତବେେଳେ ମୁଖ୍ଯ ମଷେପାଳକ ଆସିବେ, ସେତବେେଳେ ତୁମ୍ଭେ ମୁକୁଟ ପାଇବ। ସହେି ମୁକୁଟଟି ଅତ୍ଯନ୍ତ ଗୌରବମୟ ହାଇେଥିବ ଓ ଏହା କବେେ ହେଲେ ନିଜର ସୌନ୍ଦର୍ୟ୍ଯ ହରାଇବ ନାହିଁ।"୫ [5]"ୟୁବକଗଣ, ତୁମ୍ଭମାନଙ୍କୁ ମାରେ କିଛି କଥା ମଧ୍ଯ କହିବାକୁ ଅଛି। ତୁମ୍ଭେ ବଯୋଜେଷ୍ଠମାନଙ୍କ କଥା ମାନିବା ଉଚିତ। ପରସ୍ପର ପ୍ରତି ବିନମ୍ର ଭାବ ରଖିବା ଉଚିତ।"୬ [6]"ଅତଏବ ପରମେଶ୍ବରଙ୍କ ବଳିଷ୍ଠ ହାତ ତଳେ ନିଜକୁ ନମ୍ର କର। ତା ହେଲେ ଠିକ୍ ସମୟ ଉପସ୍ଥିତ ହେଲେ ସେ ତୁମ୍ଭକୁ ଉନ୍ନତ କରିବେ।"୭ [7]"ତୁମ୍ଭର ସମସ୍ତ ଚିନ୍ତା ତାହାଙ୍କ ଉପରେ ରଖ, କାରଣ ସେ ତୁମ୍ଭର ଯତ୍ନ ନିଅନ୍ତି।"୮ [8]"ନିଜକୁ ସଂୟଜ କର ଓ ସାବଧାନ ରୁହ। ଶୟତାନ ହେଉଛି ତୁମ୍ଭର ଶତ୍ରୁ। ସେ ଗର୍ଜନ କରୁଥିବା ସିଂହ ଭଳି କାହାକୁ ମାରି ଖାଇବା ପାଇଁ ଚାରିଆଡ଼େ ଖାଜେି ବୁଲୁଛି।"୯ [9]"ଶୟତାନର ଅନୁସରଣ କର ନାହିଁ। ନିଜ ବିଶ୍ବାସ ରେ ଦୃଢ଼ ହାଇେ ରୁହ। ସମଗ୍ର ବିଶ୍ବ ରେ ସର୍ବତ୍ର ତୁମ୍ଭ ଭାଇ ଓ ଭଉଣୀମାନେ ସମାନ ଭାବରେ ତୁମ୍ଭ ଭଳି ଯାତନା ପାଉଛନ୍ତି, ଏ କଥା ତୁମ୍ଭେ ଜାଣ।"୧୦ [10]"ତୁମ୍ଭେ ଅଳ୍ପ ସମୟ ପାଇଁ ଯାତନା ପାଇବ। କିନ୍ତୁ ତା'ପରେ ପରମେଶ୍ବର ସବୁ ଠିକ୍ କରି ଦବେେ। ସେ ତୁମ୍ଭକୁ ଶକ୍ତିଶାଳୀ କରିବେ। ସେ ତୁମ୍ଭର ଭାର ବହନ କରିବେ ଓ ପଡ଼ିବା ବେଳେ ତୁମ୍ଭକୁ ଉଠାଇବେ। ସଇେ ପରମେଶ୍ବର ତୁମ୍ଭକୁ ସମସ୍ତ ଅନୁଗ୍ରହ ଦିଅନ୍ତି। ଖ୍ରୀଷ୍ଟ ଯୀଶୁଙ୍କଠା ରେ ତାହାଙ୍କ ମହିମା ରେ ଅଂଶୀଦାର ହବୋ ଲାଗି ସେ ତୁମ୍ଭକୁ ଡ଼ାକି ଅଛନ୍ତି। ସହେି ମହିମା ଅନନ୍ତ କାଳ ଧରି ରହିବ।"୧୧ [11]"ସଦାସର୍ବଦା ପାଇଁ ସମସ୍ତ କ୍ଷମତା ତାହାଙ୍କର ଅଟେ, ଆମେନ୍।"୧୨ [12]"ସିଲାନ୍ ସାହାୟ୍ଯ ରେ ମୁଁ ଏହି େଛାଟ ପତ୍ରଟି ଲେଖିଲି। ସେ ଖ୍ରୀଷ୍ଟ ରେ ଜଣେ ବିଶ୍ବସ୍ତ ଭ୍ରାତା ବୋଲି ମୁଁ ଜାଣେ। ଏହା ତୁମ୍ଭକୁ ସାନ୍ତ୍ବନା ଦବୋ ଓ ଉତ୍ସାହିତ କରିବା ପାଇଁ ମୁଁ ଲେଖିଥିଲି। ମୁଁ ତୁମ୍ଭକୁ କହିବାକୁ ଚାହିଁଥିଲି ଯେ ଏହା ହେଉଛି ପରମେଶ୍ବରଙ୍କ ଅନୁଗ୍ରହ। ସହେି ଅନୁଗ୍ରହ ରେ ଦୃଢ଼ ହାଇେ ରୁହ।"୧୩ [13]"ବାବିଲୋନ ମଣ୍ଡଳୀ ତୁମ୍ଭମାନଙ୍କୁ ନମସ୍କାର ଜଣାଉଛନ୍ତି। ତୁମ୍ଭ ଭଳି ସମାନେେ ମଧ୍ଯ ମନୋନୀତ। ଯୀଶୁଖ୍ରୀଷ୍ଟଙ୍କ ବିଶ୍ବାସୀ ମାେ ପୁତ୍ର ମାର୍କ ନମସ୍କାର ଜଣାଉଛନ୍ତି।"୧୪ [14]"ଯେତବେେଳେ ଦଖାେ ସାକ୍ଷାତ ହେଉଛି, ପରସ୍ପରକୁ ପ୍ ରମେ ଚୁମ୍ବନ ଦ୍ବାରା ନମସ୍କାର କର।"Odia Bible 1840 Public Domain: Odia 1840 [ପବିତ୍ର ବାଇବେଲ] Odia Bible 1840 ୧ ପିତର ୫ 00:00:00 00:00:00 0.5x 2.0x https://beblia.bible:81/BibleAudio/odia/1peter/005.mp3 5 5