× ଭାଷା ୟୁରୋପ | ଷିୟ | ବେଲାରୁଷିଆନ୍ ୟୁକ୍ରେନ୍ ପୋଲାଣ୍ଡ | ସର୍ବିଆ | ବୁଲଗେରିଆ | ସ୍ଲୋଭାକିଆନ୍ ଚେକ ରୋମାନିଆନ୍ ମଲଡୋଭିଆନ୍ | ଆଜେରବାଇଜାନ ଆର୍ମେନିଆ ଜର୍ଜିଆନ୍ ଆଲବାନ୍ ଆଭାର୍ | ବାସ୍କିର ଟାଟାର | ଚେଚେନ ସ୍ଲୋଭେନିଆନ୍ କ୍ରୋଏସିଆ ଇଷ୍ଟୋନିଆନ୍ | ଲାଟଭିଆନ୍ ଲିଥୁଆନିଆ ହଙ୍ଗେରୀ ଫିନଲ୍ୟାଣ୍ଡ ନରୱେଜ୍ ସ୍ୱେଡିସ୍ ଆଇସଲ୍ୟାଣ୍ଡ୍ ଗ୍ରୀକ୍ ମାକେଡୋନିଆନ୍ | ଜର୍ମାନ୍ ବାଭରିଆନ୍ | ଡଚ୍ ଡାନିଶ୍ ୱେଲ୍ସ | ଗେଲିକ୍ | ଇଂରେଜ୍ ଫରାସୀ ବାସ୍କେ | କାଟାଲାନ୍ ଇଟାଲୀୟ | ଗାଲାସିଆନ୍ | ରୋମାନି | Bosnian ଉତ୍ତର ଆମେରିକା ଇଂରାଜୀ | ଦକ୍ଷିଣ ଆମେରିକା ସ୍ପାନିସ୍ ପର୍ତ୍ତୁଗୀଜ୍ ଗୁଆରାନି | କେଚୁଆନ୍ ଆୟମାରା କେନ୍ଦ୍ରୀୟ ଆମେରିକା | ଜାମାଇକାନ୍ ନାହୁତ୍ | କିଚେ Qeqchi ହାତିଆ ପୂର୍ବ ଏସିଆ ଚାଇନିଜ୍ ଜାପାନିଜ୍ କୋରିଆନ୍ ମଙ୍ଗୋଲିଆ ଉଇଗୁର୍ ହମଙ୍ଗ ଦକ୍ଷିଣ ପୂର୍ବ ଏସିଆ ମାଲେସିଆ ବର୍ମା ଥୋଡି ନେପାଳୀ ସେବୁଆନୋ | ଟାଗଲଗ୍ | କାମ୍ବୋଡିଆ ଥାଇ ଇଣ୍ଡୋନେସିଆ ଭିଏତନାମ ଯବାନ ଲାଓ ଇବାନ୍ ଆଇୟୁ ମିଏନ୍ କାଚିନ୍ ଲାହୁ Aceh Balinese Bugis Pampanga Sasak Shan Waray ଦକ୍ଷିଣ ଏସିଆ ହିନ୍ଦୀ ଓଡିଆ ଆୱାଡି | ମିଜୋ | କନ୍ନଡ | ମାଲାୟାଲମ୍ ମରାଠୀ ଗୁଜରାଟୀ ତାମିଲ୍ | ତେଲୁଗୁ ପଞ୍ଜାବୀ | କୁରୁଖ ଆସାମୀୟ | ମ ith ଥୀଲି | ବଙ୍ଗାଳୀ ଉର୍ଦ୍ଦୁ ସିହ୍ନା ଡୋଗ୍ରି ହରିୟାନଭି ମେଟେଇ | କନକାନି ସାନ୍ତାଲି ସିନ୍ଧି କୋୟା ଥାଡୋ ସଂସ୍କୃତ ଦେବନାଗରୀ Adilabad Gondi Ahirani ବାଲୁଚି Bundeli Chhattisgarhi Garhwali Kangri Kumaoni Mewari Munda Sadri Seraiki Shekhawati Sylheti ମଧ୍ୟ ଏସିଆ କିର୍ଗିଜ୍ ଉଜବେକିସ୍ତାନ ତାଜିକ୍ | ତୁର୍କମେନ କାଜାଖସ୍ତାନ କରକାଲପକ୍ ମଧ୍ୟ ପୂର୍ବ ତୁର୍କୀ ହିବ୍ରୁ ଆରବୀ | ପାର୍ସୀ | କୁର୍ଦ୍ଦ ପାଶ୍ଟୁ କପଟିକ୍ | ଆଫ୍ରିକା ଆଫ୍ରିକୀୟ ଜୋସା | ଜୁଲୁ Ndebele ସୋଥୋ | ଆମହାରିକ୍ | ୱୋଲାଇଟା | ନାଇଜେରିଆନ୍ ମୋସି ଇକା ଡିଙ୍କା | କାବିଲ୍ | ଇୱେ ସ୍ଵାହିଲି ମୋରୋକୋ ସୋମାଲିଆ ଶୋନା | ମାଡାଗାସ୍କର | ଇଗବୋ | ଲିଙ୍ଗଲା | ବାଉଲେ | ସିସବତୀ | ଟସଙ୍ଗା | ତସ୍ୱାନା | ଗାମ୍ବିଆନ୍ ଓଡ଼ିଆ କାମ୍ବା କିନ୍ନରୱାଣ୍ଡା | ହାଉସା ଚେୱା | ଲୁଓ | ମାକୁଆ | ଡ୍ୟୁଲା | ଫୁଲଫୁଲ୍ କାଲେନଜିନ କିକୁୟୁ କିକୱାଙ୍ଗୋ | କିରୁଣ୍ଡି କ୍ରିଓ ନାଇଜେରିଆନ୍ ପିଜିନ୍ ଓରୋମୋ | ତସିଲୁବା | Tshivenda ଟ୍ୱି ଉମ୍ବୁଣ୍ଡୁ | ଲୁଗବାରା ଲୁଗୁରୁ ପୁଲାର୍ ଗୁସି ମାସାଇ ତୁର୍କାନା ମୋବା ନ୍ୟୁର୍ ଶିଲୁକ୍ ତମାଶେକ୍ ମାକୋଣ୍ଡେ Bemba Fon Hadiyya Ibibio Kimbundu Kimiiru Lango Liberian Kreyol Lomwe Mende Morisyen Ndau Nyankole Sena Sidamo Soga Songe Sukuma Tarifit Teso Tiv Zande Dagbani ଅଷ୍ଟ୍ରେଲିଆ ମାଳଦ୍ୱୀପ ନିଉଜିଲାଣ୍ଡ୍ ପାପୁଆ ନ୍ୟୁ ଗିନି ପୁରୁଣା ଭାଷା | ଆରାମିକ୍ | ଲାଟିନ୍ ଏସପେରାଣ୍ଟୋ | 1 1 1 ୧୮୪୦ IRV ୨୦୧୯BSI ୨୦୧୮IRV ୨୦୧୭OROV ୨୦୧୪ERV ୨୦୧୦୧୮୪୦1 1 1 ୨ ଯୋହନ ଆଦିଯାତ୍ରାଲେବୀୟଗଣନାଦ୍ଵିତୀୟ ବିବରଣଯିହୋଶୂୟବିଚାରକର୍ତ୍ତାରତର ବିବରଣପ୍ରଥମ ଶାମୁୟେଲଦ୍ଵିତୀୟ ଶାମୁୟେଲପ୍ରଥମ ରାଜାବଳୀଦ୍ଵିତୀୟ ରାଜାବଳୀପ୍ରଥମ ବଂଶାବଳୀଦ୍ଵିତୀୟ ବଂଶାବଳୀଏଜ୍ରାନିହିମୀୟାଏଷ୍ଟରଆୟୁବଗୀତସଂହିତାହିତୋପଦେଶଉପଦେଶକପରମ ଗୀତଯିଶାଇୟଯିରିମୀୟବିଳାପଯିହିଜିକଲଦାନିୟେଲହୋଶେୟଯୋୟେଲଆମୋଷଓବଦୀୟଯୂନସମୀଖାନାହୂମହବକ୍କୂକସିଫନୀୟହାଗୟଯିଖରୀୟମଲାଖୀ--- --- ---ମାଥିଉମାର୍କଲୂକଯୋହନପ୍ରେରିତରୋମୀୟ୧ କରିନ୍ଥୀୟ୨ କରିନ୍ଥୀୟଗାଲାତୀୟଏଫିସୀୟଫିଲିପ୍ପୀୟକଲସୀୟ୧ ଥେସଲନୀକୀୟ୨ ଥେସଲନୀକୀୟ୧ ତୀମଥି୨ ତୀମଥିତୀତସଫିଲୀମୋନଏବ୍ରୀଯାକୁବ୧ ପିତର୨ ପିତର୧ ଯୋହନ୨ ଯୋହନ୩ ଯୋହନଯିହୂଦାପ୍ରକାଶିତ ବାକ୍ୟ1 1 1 ୧ ୧1 1 1 : ୧ ୧୨୩୪୫୬୭୮୯୧୦୧୧୧୨୧୩1 1 1 ୨ ଯୋହନ ୧ ସଞ୍ଚୟ ଟିପ୍ପଣୀ ୧ [1]"ପ୍ରାଚୀନ ଯେ ମୁଁ, ପରମେଶ୍ବରଙ୍କ ଦ୍ବାରା ମନୋନୀତା ମହିଳା ଓ ତାହାଙ୍କର ସନ୍ତାନମାନଙ୍କ ନିକଟକୁ ଏହି ପତ୍ର ଲେଖୁଛି :"୨ [2]"ଆମ୍ଭ ଅନ୍ତର ରେ ଯେଉଁ ସତ୍ଯ ରହିଛି, ସେଥିପାଇଁ ଆମ୍ଭେ ତୁମ୍ଭମାନଙ୍କୁ ପ୍ ରମେ କରୁଛୁ। ଏହି ସତ୍ଯ ଆମ୍ଭ ପାଖ ରେ ସବୁଦିନ ପାଇଁ ରହିବ।"୩ [3]"ପରମପିତା ପରମେଶ୍ବର ଓ ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରୁ ଦୟା, ଅନୁଗ୍ରହ ଓ ଶାନ୍ତି ଆମ୍ଭ ସହିତ ରହିବ। ଆମ୍ଭେ ସତ୍ଯ ଓ ପ୍ ରମେ ଦ୍ବାରା ତାହାଙ୍କଠାରୁ ଏହି ଆଶୀର୍ବାଦ ଲାଭ କରୁ।"୪ [4]"ମୁଁ ତୁମ୍ଭର କେତକେ ସନ୍ତାନମାନଙ୍କ ବିଷୟ ରେ ଶୁଣି ଖୁସି ହଲିେ। ମୁଁ ଅତିଶୟ ଆନନ୍ଦିତ ଯେ, ପିତାଙ୍କ ଆଜ୍ଞାନୁସା ରେ ସମାନେେ ସତ୍ଯପଥ ଅନୁସରଣ କରୁଛନ୍ତି।"୫ [5]"ପ୍ରିୟ ମହାଶଯା। ମୁଁ ତୁମ୍ଭକୁ କହୁଛି : ଆମ୍ଭେ ସମସ୍ତେ ପରସ୍ପରକୁ ପ୍ ରମେ କରିବା ଉଚିତ। ଏହା ଏକ ନୂତନ ଆଜ୍ଞା ନୁହେଁ। ଏହା ସହେି ଆଜ୍ଞା, ଯାହା ଆମ୍ଭମାନଙ୍କ ନିକଟରେ ଆରମ୍ଭରୁ ଅଛି।"୬ [6]"ପ୍ ରମରେ ଅର୍ଥ ହେଉଛି, ତାହାଙ୍କର ଆଜ୍ଞା ଅନୁସାରେ ଜୀବନଯାପନ କରିବା। ପରମେଶ୍ବରଙ୍କ ଆଜ୍ଞା ଏହି : ତୁମ୍ଭେ ଏକ ପ୍ ରମରେ ଜୀବନ ବିତାଅ। ତୁମ୍ଭେ ଏହି ଆଜ୍ଞା ଆରମ୍ଭରୁ ଶୁଣିଛ।"୭ [7]"ଏ ଜଗତ ରେ ବର୍ତ୍ତମାନ ଅନକେ ଭଣ୍ଡ ଶିକ୍ଷକ ବାହାରିଲଣେି। ଯୀଶୁଖ୍ରୀଷ୍ଟ ଏହି ଜଗତକୁ ଆସିଛନ୍ତି, ଏହା ସମାନେେ ଅସ୍ବୀକାର କରନ୍ତି। ଏହି ସତ୍ଯକୁ ଅସ୍ବୀକାର କରୁଥିବା ପ୍ରେତ୍ୟକକ ବ୍ଯକ୍ତି ଜଣେ ଜଣେ ଭଣ୍ଡ ଶିକ୍ଷକ ଓ ଖ୍ରୀଷ୍ଟଙ୍କର ଶତ୍ରୁ।"୮ [8]"ସାବଧାନ ରୁହ, ଯେପରି ତୁମ୍ଭ କାର୍ୟ୍ଯର ପୁରସ୍କାର ହରାଇ ନ ଦିଅ। ଯେପରି ତୁମ୍ଭେ ତୁମ୍ଭର ସମସ୍ତ ପୁରସ୍କାର ପାଇବ, ସେଥିପାଇଁ ଯତ୍ନବାନ ହୁଅ।"୯ [9]"ପ୍ରେତ୍ୟକକ ଲୋକ ଖ୍ରୀଷ୍ଟଙ୍କର ଶିକ୍ଷାକୁ କବଳେ ଅନୁସରଣ କରିବା ଉଚିତ। ଯଦି କହେି ଖ୍ରୀଷ୍ଟଙ୍କ ଶିକ୍ଷାକୁ ପରିବର୍ତ୍ତନ କରେ, ତବେେ ସହେି ଲୋକ ପାଖ ରେ ପରମେଶ୍ବର ନାହାଁନ୍ତି। ଯଦି କୌଣସି ବ୍ଯକ୍ତି ଖ୍ରୀଷ୍ଟଙ୍କ ଶିକ୍ଷା ଅନୁସରଣ କରେ, ତବେେ ସହେି ଲୋକ ପାଖ ରେ ଉଭୟ ପରମପିତା ଏବଂ ପୁତ୍ର ଅଛନ୍ତି।"୧୦ [10]"ଯଦି ତୁମ୍ଭ ପାଖକୁ କହେି ଆ ସେ କିନ୍ତୁ ଏହି ଶିକ୍ଷା ନ ଦିଏ, ତବେେ ତାହାକୁ ଗୃହ ରେ ସ୍ବାଗତ ଓ ଗ୍ରହଣ କର ନାହିଁ।"୧୧ [11]"ତୁମ୍ଭେ ତାହାକୁ ଯଦି ଗ୍ରହଣ କର, ତବେେ ତାହାକୁ ମନ୍ଦକର୍ମ କରିବା ରେ ସାହାୟ୍ଯ କରୁଛ।"୧୨ [12]"ମାରେ ତୁମ୍ଭକୁ କହିବା ପାଇଁ ବହୁତ କଥା ଅଛି। କିନ୍ତୁ ମୁଁ କାଗଜ ଏବଂ କଲମ ରେ ତାହା ଲେଖୁନାହିଁ। ତାହା ବଦଳ ରେ ମୁଁ ତୁମ୍ଭକୁ ସାକ୍ଷାତ କରିବାକୁ ଆଶା କରୁଛି, ତବେେ ଆମ୍ଭେ ମୁହାମୁହିଁ ହାଇେ କଥାବାର୍ତ୍ତା ହାଇପୋରିବା। ତାହା ଆମ୍ଭକୁ ଅତିଶୟ ଆନନ୍ଦିତ କରିବ।"୧୩ [13]"ପରମେଶ୍ବରଙ୍କ ଦ୍ବାରା ମ ନୋନୀତା ତୁମ୍ଭମାନଙ୍କର ଭଉଣୀଙ୍କ ସନ୍ତାନମାନେ ତୁମ୍ଭମାନଙ୍କୁ ସମାନଙ୍କେର ନମସ୍କାର ଜଣାଇଛନ୍ତି।"Odia Bible 1840 Public Domain: Odia 1840 [ପବିତ୍ର ବାଇବେଲ] Odia Bible 1840 ୨ ଯୋହନ ୧ 00:00:00 00:00:00 0.5x 2.0x https://beblia.bible:81/BibleAudio/odia/2john/001.mp3 1 1