× ଭାଷା ୟୁରୋପ | ଷିୟ | ବେଲାରୁଷିଆନ୍ ୟୁକ୍ରେନ୍ ପୋଲାଣ୍ଡ | ସର୍ବିଆ | ବୁଲଗେରିଆ | ସ୍ଲୋଭାକିଆନ୍ ଚେକ ରୋମାନିଆନ୍ ମଲଡୋଭିଆନ୍ | ଆଜେରବାଇଜାନ ଆର୍ମେନିଆ ଜର୍ଜିଆନ୍ ଆଲବାନ୍ ଆଭାର୍ | ବାସ୍କିର ଟାଟାର | ଚେଚେନ ସ୍ଲୋଭେନିଆନ୍ କ୍ରୋଏସିଆ ଇଷ୍ଟୋନିଆନ୍ | ଲାଟଭିଆନ୍ ଲିଥୁଆନିଆ ହଙ୍ଗେରୀ ଫିନଲ୍ୟାଣ୍ଡ ନରୱେଜ୍ ସ୍ୱେଡିସ୍ ଆଇସଲ୍ୟାଣ୍ଡ୍ ଗ୍ରୀକ୍ ମାକେଡୋନିଆନ୍ | ଜର୍ମାନ୍ ବାଭରିଆନ୍ | ଡଚ୍ ଡାନିଶ୍ ୱେଲ୍ସ | ଗେଲିକ୍ | ଇଂରେଜ୍ ଫରାସୀ ବାସ୍କେ | କାଟାଲାନ୍ ଇଟାଲୀୟ | ଗାଲାସିଆନ୍ | ରୋମାନି | Bosnian Kabardian ଉତ୍ତର ଆମେରିକା ଇଂରାଜୀ | ଦକ୍ଷିଣ ଆମେରିକା ସ୍ପାନିସ୍ ପର୍ତ୍ତୁଗୀଜ୍ ଗୁଆରାନି | କେଚୁଆନ୍ ଆୟମାରା କେନ୍ଦ୍ରୀୟ ଆମେରିକା | ଜାମାଇକାନ୍ ନାହୁତ୍ | କିଚେ Qeqchi ହାତିଆ ପୂର୍ବ ଏସିଆ ଚାଇନିଜ୍ ଜାପାନିଜ୍ କୋରିଆନ୍ ମଙ୍ଗୋଲିଆ ଉଇଗୁର୍ ହମଙ୍ଗ Tibetian ଦକ୍ଷିଣ ପୂର୍ବ ଏସିଆ ମାଲେସିଆ ବର୍ମା ଥୋଡି ନେପାଳୀ ସେବୁଆନୋ | ଟାଗଲଗ୍ | କାମ୍ବୋଡିଆ ଥାଇ ଇଣ୍ଡୋନେସିଆ ସୁନ୍ଦରୀ ଭିଏତନାମ ଯବାନ ଲାଓ ଇବାନ୍ ଆଇୟୁ ମିଏନ୍ କାଚିନ୍ ଲାହୁ Aceh Balinese Bugis Pampanga Sasak Shan Waray Madurese ଦକ୍ଷିଣ ଏସିଆ ହିନ୍ଦୀ ଓଡିଆ ଆୱାଡି | ମିଜୋ | କନ୍ନଡ | ମାଲାୟାଲମ୍ ମରାଠୀ ଗୁଜରାଟୀ ତାମିଲ୍ | ତେଲୁଗୁ ପଞ୍ଜାବୀ | କୁରୁଖ ଆସାମୀୟ | ମ ith ଥୀଲି | ବଙ୍ଗାଳୀ ଉର୍ଦ୍ଦୁ ସିହ୍ନା ଡୋଗ୍ରି ହରିୟାନଭି ମେଟେଇ | କନକାନି ସାନ୍ତାଲି ସିନ୍ଧି କୋୟା ଥାଡୋ ସଂସ୍କୃତ ଦେବନାଗରୀ Adilabad Gondi Ahirani ବାଲୁଚି Bundeli Chhattisgarhi Garhwali Kangri Kumaoni Mewari Munda Sadri Seraiki Shekhawati Sylheti Bagri Bhilali Bodo Braj Tulu ମଧ୍ୟ ଏସିଆ କିର୍ଗିଜ୍ ଉଜବେକିସ୍ତାନ ତାଜିକ୍ | ତୁର୍କମେନ କାଜାଖସ୍ତାନ କରକାଲପକ୍ ମଧ୍ୟ ପୂର୍ବ ତୁର୍କୀ ହିବ୍ରୁ ଆରବୀ | ପାର୍ସୀ | କୁର୍ଦ୍ଦ Mazanderani ପାଶ୍ଟୁ କପଟିକ୍ | ଆଫ୍ରିକା ଆଫ୍ରିକୀୟ ଜୋସା | ଜୁଲୁ Ndebele ସୋଥୋ | ଆମହାରିକ୍ | ୱୋଲାଇଟା | ନାଇଜେରିଆନ୍ ମୋସି ଇକା ଡିଙ୍କା | କାବିଲ୍ | ଇୱେ ସ୍ଵାହିଲି ମୋରୋକୋ ସୋମାଲିଆ ଶୋନା | ମାଡାଗାସ୍କର | ଇଗବୋ | ଲିଙ୍ଗଲା | ବାଉଲେ | ସିସବତୀ | ଟସଙ୍ଗା | ତସ୍ୱାନା | ଗାମ୍ବିଆନ୍ ଓଡ଼ିଆ କାମ୍ବା କିନ୍ନରୱାଣ୍ଡା | ହାଉସା ଚେୱା | ଲୁଓ | ମାକୁଆ | ଡ୍ୟୁଲା | ଫୁଲଫୁଲ୍ କାଲେନଜିନ କିକୁୟୁ କିକୱାଙ୍ଗୋ | କିରୁଣ୍ଡି କ୍ରିଓ ନାଇଜେରିଆନ୍ ପିଜିନ୍ ଓରୋମୋ | ତସିଲୁବା | Tshivenda ଟ୍ୱି ଉମ୍ବୁଣ୍ଡୁ | ଲୁଗବାରା ଲୁଗୁରୁ ପୁଲାର୍ ଗୁସି ମାସାଇ ତୁର୍କାନା ମୋବା ନ୍ୟୁର୍ ଶିଲୁକ୍ ତମାଶେକ୍ ମାକୋଣ୍ଡେ Bemba Fon Hadiyya Ibibio Kimbundu Kimiiru Lango Liberian Kreyol Lomwe Mende Morisyen Ndau Nyankole Sena Sidamo Soga Songe Sukuma Tarifit Teso Tiv Zande Dagbani Edo Kituba ଅଷ୍ଟ୍ରେଲିଆ ମାଳଦ୍ୱୀପ ନିଉଜିଲାଣ୍ଡ୍ ପାପୁଆ ନ୍ୟୁ ଗିନି ପୁରୁଣା ଭାଷା | ଆରାମିକ୍ | ଲାଟିନ୍ ଏସପେରାଣ୍ଟୋ | 1 1 1 ୧୮୪୦ [1840] ଇଣ୍ଡିୟାନ ରିୱାଇସ୍ଡ୍ IRV ୨୦୧୯ [2019]ପବିତ୍ର ବାଇବଲ BSI ୨୦୧୮ [2018]ଓଡିଆ ବାଇବେଲ IRV ୨୦୧୭ [2017]ପବିତ୍ର ବାଇବଲ OROV ୨୦୧୪ [2014]ପବିତ୍ର ବାଇବଲ ERV ୨୦୦୪ [2004]୧୮୪୦ [1840]1 1 1 ପ୍ରକାଶିତ ବାକ୍ୟ ଆଦିଯାତ୍ରାଲେବୀୟଗଣନାଦ୍ଵିତୀୟ ବିବରଣଯିହୋଶୂୟବିଚାରକର୍ତ୍ତାରତର ବିବରଣପ୍ରଥମ ଶାମୁୟେଲଦ୍ଵିତୀୟ ଶାମୁୟେଲପ୍ରଥମ ରାଜାବଳୀଦ୍ଵିତୀୟ ରାଜାବଳୀପ୍ରଥମ ବଂଶାବଳୀଦ୍ଵିତୀୟ ବଂଶାବଳୀଏଜ୍ରାନିହିମୀୟାଏଷ୍ଟରଆୟୁବଗୀତସଂହିତାହିତୋପଦେଶଉପଦେଶକପରମ ଗୀତଯିଶାଇୟଯିରିମୀୟବିଳାପଯିହିଜିକଲଦାନିୟେଲହୋଶେୟଯୋୟେଲଆମୋଷଓବଦୀୟଯୂନସମୀଖାନାହୂମହବକ୍କୂକସିଫନୀୟହାଗୟଯିଖରୀୟମଲାଖୀ--- --- ---ମାଥିଉମାର୍କଲୂକଯୋହନପ୍ରେରିତରୋମୀୟ୧ କରିନ୍ଥୀୟ୨ କରିନ୍ଥୀୟଗାଲାତୀୟଏଫିସୀୟଫିଲିପ୍ପୀୟକଲସୀୟ୧ ଥେସଲନୀକୀୟ୨ ଥେସଲନୀକୀୟ୧ ତୀମଥି୨ ତୀମଥିତୀତସଫିଲୀମୋନଏବ୍ରୀଯାକୁବ୧ ପିତର୨ ପିତର୧ ଯୋହନ୨ ଯୋହନ୩ ଯୋହନଯିହୂଦାପ୍ରକାଶିତ ବାକ୍ୟ1 1 1 ୧ ୧୨୩୪୫୬୭୮୯୧୦୧୧୧୨୧୩୧୪୧୫୧୬୧୭୧୮୧୯୨୦୨୧୨୨1 1 1 : ୧ ୧୨୩୪୫୬୭୮୯୧୦୧୧୧୨୧୩୧୪୧୫୧୬୧୭୧୮୧୯୨୦1 1 1 [ପବିତ୍ର ବାଇବେଲ] Odia Bible 1840 ପ୍ରକାଶିତ ବାକ୍ୟ ୧ ସଞ୍ଚୟ ଟିପ୍ପଣୀ ୧ [1]"ଏହା ଯୀଶୁଖ୍ରୀଷ୍ଟଙ୍କର ପ୍ରକାଶିତ ବାକ୍ଯ ଯାହା ଯାହା ଶୀଘ୍ର ଘଟିବ, ସେ ବିଷୟ ରେ ତାହାଙ୍କ ସବେକମାନଙ୍କୁ ଦଖାଇବୋ ପାଇଁ ପରମେଶ୍ବର ଯୀଶୁଙ୍କୁ ଏସବୁ ଦଇେଥିଲେ। ଖ୍ରୀଷ୍ଟ ତାହାଙ୍କର ଦୂତଙ୍କୁ ଏସବୁ ଦଖାଇବୋ ପାଇଁ ତାହାଙ୍କ ଦାସ ଯୋହନଙ୍କ ନିକଟକୁ ପାଇଲେ।"୨ [2]"ଯୋହନ ଯାହା ସବୁ ଦେଖିଲେ, ତାହାର ସାକ୍ଷ୍ଯ ସେ ଦେଲେ ଓ ପରମେଶ୍ବରଙ୍କର ଏହି ସତ୍ଯ ବାକ୍ଯ ଯୀଶୁଖ୍ରୀଷ୍ଟଙ୍କ ଦ୍ବାରା ଯୋହନଙ୍କୁ କୁହାଗଲା।"୩ [3]"ଯେଉଁ ଲୋକମାନେ ପରମେଶ୍ବରଙ୍କ ଏହି ବାକ୍ଯ ପଢ଼ନ୍ତି, ଓ ଯେଉଁ ଲୋକମାନେ ଏହି ଭାବବାଣୀକୁ ଶୁଣନ୍ତି ଓ ଏଥି ରେ ଲଖାେଥିବା ବିଷୟଗୁଡ଼ିକୁ ପାଳନ କରନ୍ତି, ସମାନେେ ଧନ୍ଯ। କାରଣ ସମୟ ନିକଟବର୍ତ୍ତୀ।"୪ [4]"ଏସିଆ ପ୍ରଦେଶର ସାତାଟେି ମଣ୍ଡଳୀକୁ ମୁଁ, ଯୋହନ, ଏହା ଲେଖୁଅଛି: ଯେଉଁ ଈଶ୍ବର ଅତୀତ ରେ ଥିଲେ, ବର୍ତ୍ତମାନ ଅଛନ୍ତି ଓ ଭବିଷ୍ଯତ୍ ରେ ଆସୁଛନ୍ତି ଏବଂ ତାହାଙ୍କ ସିଂହାସନ ସମ୍ମୁଖ ରେ ଥିବା ସପ୍ତ ଆତ୍ମାଙ୍କଠାରୁ ଓ ଯୀଶୁଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କୁ ପ୍ରାପ୍ତ ହେଉ।"୫ [5]"ଯୀଶୁ ହେଉଛନ୍ତି ବିଶ୍ବସ୍ତ ସାକ୍ଷୀ। ମୃତ୍ଯୁରୁ ବଞ୍ଚି ଉଠିଥିବା ଲୋକଙ୍କ ମଧିଅରେ ପ୍ରଥମ ଓ ସେ ଏହି ଜଗତର ରାଜାମାନଙ୍କର ରାଜା।"୬ [6]"ଯୀଶୁ ଆମ୍ଭମାନଙ୍କୁ ଗୋଟିଏ ରାଜ୍ଯ ସ୍ବରୂପ କରିଛନ୍ତି ଓ ସେ ଆମ୍ଭମାନଙ୍କୁ ତାହାଙ୍କ ପିତା ପରମେଶ୍ବରଙ୍କର ସବୋ ରେ ଯାଜକ ରୂପେ ନିୟୁକ୍ତ କରିଛନ୍ତି। ତାହାଙ୍କର ଗୌରବ ଓ ପରାକ୍ରମ ୟୁଗେ ୟୁଗେ ହେଉ। ଆମେନ୍।"୭ [7]"ଦେଖ, ଯୀଶୁ ମେଘମାଳା ରେ ଆସୁଅଛନ୍ତି। ପ୍ରେତ୍ୟକକ ଲୋକର ଚକ୍ଷୁ ତାହାଙ୍କୁ ଦେଖିବ ଏପରିକି ତାହାଙ୍କୁ ବିଦ୍ଧ କରିଥିବା ଲୋକମାନେ ମଧ୍ଯ ତାହାଙ୍କୁ ଦେଖିବେ। ଏ ପୃଥିବୀର ସବୁ ଜାତିର ଲୋକମାନେ ତାହାଙ୍କ ଆଗମନ ରେ ଉଚ୍ଚସ୍ବର ରେ ରୋଦନ କରିବେ। ହଁ, ଏହା ଘଟିବ। ଆମେନ୍।"୮ [8]"ପ୍ରଭୁ ପରମେଶ୍ବର କହନ୍ତି, ମୁଁ ଆରମ୍ଭ ଓ ଶଷେ (ଆଲ୍ଫା ଓ ଓମଗୋ) ମୁଁ ବର୍ତ୍ତମାନ ଅଛି, ଅତୀତ ରେ ଥିଲି ଓ ଭବିଷ୍ଯତ୍ ରେ ମଧ୍ଯ ରହିଥିବି। ମୁଁ ସର୍ବଶକ୍ତିମାନ।"୯ [9]"ଯୀଶୁଙ୍କ ଦୁଃଖ ଭୋଗ ରାଜ୍ଯ ଓ ର୍ଧୈୟ୍ଯ ରେ ତୁମ୍ଭମାନଙ୍କର ସହଭାଗୀ ଭାଇ ମୁଁ ଯୋହନ, ପରମେଶ୍ବରଙ୍କ ବାକ୍ଯ ପ୍ରଚାର ଓ ଯୀଶୁଙ୍କର ସାକ୍ଷୀ ହବୋ ହତେୁ ନିର୍ବାସିତ ହାଇେ ପାତ୍ମ ଦ୍ବୀପରେ ଥିଲି କାରଣ ମୁଁ ପରମେଶ୍ବରଙ୍କର ବାକ୍ଯ ପ୍ରଚାର କଲି। ମୁଁ ଯୀଶୁଙ୍କ ବିଷୟ ରେ ସାକ୍ଷ୍ଯ ଦଲେି।"୧୦ [10]"ପ୍ରଭୁଙ୍କ ଦିନ ରେ ପବିତ୍ର ଆତ୍ମା ମାେତେ ସମ୍ପୂର୍ଣ୍ଣରୂପେ ଅଧିକାର କରି ନେଲେ। ମୁଁ ହଠାତ୍ ପଛପଟୁ ଗୋଟିଏ ଉଚ୍ଚ ଶବ୍ଦ ଶୁଣିଲି। ଏହି ଶବ୍ଦ ତୂରୀନାଦ ପରି ଥିଲା।"୧୧ [11]"ସହେି ସ୍ବର ମାେତେ କହିଲା, ତୁମ୍ଭେ ଯାହା ଦେଖୁଛ, ସବୁ ଗୋଟିଏ ପୁସ୍ତକରେ ଲେଖ ଓ ତାହାକୁ ସାତାଟେି ମଣ୍ଡଳୀ ଏଫିସ, ସ୍ମର୍ଣ୍ଣା, ପର୍ଗମ, ଥିୟତୀର ସାର୍ଦ୍ଦୀ, ଫିଲାଦଲଫେିଆ ଓ ଲାଓଦିକିଆକୁ ପଠାଅ।"୧୨ [12]"ମୁଁ ବୁଲିପଡ଼ି ଦେଖିବାକୁ ଚାହିଁଲି ଯେ, କିଏ ମାେତେ ଏହିକଥା କହୁଛନ୍ତି। ମୁଁ ଯେତବେେଳେ ବୁଲିପଡ଼ିଲି, ସେତବେେଳେ ସାତାଟେି ସୁନାର ଦୀପରୁଖା ଦେଖିଲି।"୧୩ [13]"ସହେି ସାତାଟେି ସୁନାର ଦୀପରୁଖା ମଝି ରେ: ମନୁଷ୍ଯ ପୁତ୍ରଙ୍କ ପରି ଜଣେ ଠିଆ ହାଇେଛନ୍ତି। ସେ ଗୋଟିଏ ଲମ୍ବା ପୋଷାକ ପିନ୍ଧିଥିଲେ। ସେ ତାହାଙ୍କ ଛାତି ରେ ଗୋଟିଏ ସୁନାର ପଟୁକା ପିନ୍ଧିଲେ।"୧୪ [14]"ତାହାଙ୍କ ମୁଣ୍ଡ ଓ ବାଳ ଶୁଭ୍ର ପଶମ ଓ ହିମ ପରି ଶୁଭ୍ର ଥିଲା। ତାହାଙ୍କ ଆଖି ଅଗ୍ନିଶିଖା ପରି ଦଖାଯାେଉଥିଲା।"୧୫ [15]"ତାହାଙ୍କ ପାଦ ଯେପରି, ପିତ୍ତଳ ନିଆଁ ଭାଟି ରେ ଦଖାଯାେଏ ସହେିପରି ଶୁଦ୍ଧ ଦଖାଯାେଉଥିଲା। ତାହାଙ୍କ ସ୍ବର ବନ୍ଯାଜଳର ଗର୍ଜନ ଭଳି ଥିଲା।"୧୬ [16]"ସେ ତାହାଙ୍କ ଡାହାଣ ହାତ ରେ ସାତାଟେି ନକ୍ଷତ୍ର ଧରିଥିଲେ। ତାହାଙ୍କ ମୁଖ ଭିତରୁ ତୀକ୍ଷ୍ଣ ଦୁଇଧାର ୟୁକ୍ତ ଖଡ୍ଗ ବାହାରି ଆସିଲା। ସେ ମଧ୍ଯାହ୍ନ ସୂର୍ୟ୍ଯଭଳି ତଜେୋମୟ ଦଖାଯାେଉଥିଲେ।"୧୭ [17]"ମୁଁ ତାହାଙ୍କୁ ଦେଖି, ତାହାଙ୍କ ପାଦତଳେ ଗୋଟିଏ ମୃତ ମଣିଷ ପରି ପଡ଼ିଗଲି। ମାେ ଉପରେ ଆପଣା ଡ଼ାହାଣ ହାତ ରଖି ସେ କହିଲେ, ଭୟ କର ନାହିଁ। ମୁଁ ପ୍ରଥମ ଓ ଶଷେ।"୧୮ [18]"ମୁଁ ଜୀବିତ। ମୁଁ ମରି ଯାଇଥିଲି କିନ୍ତୁ ଦେଖ, ମୁଁ ସବୁବଳେ ପାଇଁ ଜୀବିତ ହାଇେଅଛି। ମାେ ପାଖ ରେ ମୃତ୍ଯୁ ଓ ପାତାଳର ଚାବି ରହିଛି।"୧୯ [19]"ତେଣୁ ତୁମ୍ଭେ ଦେଖିଥିବା କଥା ଲେଖ। ବର୍ତ୍ତମାନ ଯାହା ଘଟୁଛି ଓ ଭବିଷ୍ଯତ୍ ରେ ଯାହା ଘଟିବ, ସେ ସବୁ ଲେଖ।"୨୦ [20]"ମାରେ ଡ଼ାହାଣ ହାତ ରେ ଯେଉଁ ସାତାଟେି ନକ୍ଷତ୍ର ଦେଖିଲ, ତାହାର ଓ ସାତଟି ସୁନାର ଦୀପରୁଖାର ନିଗୂଢ଼ ଅର୍ଥ ଏହିପରି ଅଟେ: ସାତ ଦୀପରୁଖା ହେଉଛି ସାତାଟେି ମଣ୍ଡଳୀ। ସାତ ନକ୍ଷତ୍ର ହେଉଛନ୍ତି ସାତାଟେି ମଣ୍ଡଳୀର ଦୂତ।"Odia Bible 1840 Public Domain: Odia 1840 [ପବିତ୍ର ବାଇବେଲ] Odia Bible 1840 ପ୍ରକାଶିତ ବାକ୍ୟ ୧ 00:00:00 00:00:00 0.5x 2.0x https://beblia.bible:81/BibleAudio/odia/revelation/001.mp3 22 1