× ଭାଷା ୟୁରୋପ | ଷିୟ | ବେଲାରୁଷିଆନ୍ ୟୁକ୍ରେନ୍ ପୋଲାଣ୍ଡ | ସର୍ବିଆ | ବୁଲଗେରିଆ | ସ୍ଲୋଭାକିଆନ୍ ଚେକ ରୋମାନିଆନ୍ ମଲଡୋଭିଆନ୍ | ଆଜେରବାଇଜାନ ଆର୍ମେନିଆ ଜର୍ଜିଆନ୍ ଆଲବାନ୍ ଆଭାର୍ | ବାସ୍କିର ଟାଟାର | ଚେଚେନ ସ୍ଲୋଭେନିଆନ୍ କ୍ରୋଏସିଆ ଇଷ୍ଟୋନିଆନ୍ | ଲାଟଭିଆନ୍ ଲିଥୁଆନିଆ ହଙ୍ଗେରୀ ଫିନଲ୍ୟାଣ୍ଡ ନରୱେଜ୍ ସ୍ୱେଡିସ୍ ଆଇସଲ୍ୟାଣ୍ଡ୍ ଗ୍ରୀକ୍ ମାକେଡୋନିଆନ୍ | ଜର୍ମାନ୍ ବାଭରିଆନ୍ | ଡଚ୍ ଡାନିଶ୍ ୱେଲ୍ସ | ଗେଲିକ୍ | ଇଂରେଜ୍ ଫରାସୀ ବାସ୍କେ | କାଟାଲାନ୍ ଇଟାଲୀୟ | ଗାଲାସିଆନ୍ | ରୋମାନି | Bosnian Kabardian ଉତ୍ତର ଆମେରିକା ଇଂରାଜୀ | ଦକ୍ଷିଣ ଆମେରିକା ସ୍ପାନିସ୍ ପର୍ତ୍ତୁଗୀଜ୍ ଗୁଆରାନି | କେଚୁଆନ୍ ଆୟମାରା କେନ୍ଦ୍ରୀୟ ଆମେରିକା | ଜାମାଇକାନ୍ ନାହୁତ୍ | କିଚେ Qeqchi ହାତିଆ ପୂର୍ବ ଏସିଆ ଚାଇନିଜ୍ ଜାପାନିଜ୍ କୋରିଆନ୍ ମଙ୍ଗୋଲିଆ ଉଇଗୁର୍ ହମଙ୍ଗ Tibetian ଦକ୍ଷିଣ ପୂର୍ବ ଏସିଆ ମାଲେସିଆ ବର୍ମା ଥୋଡି ନେପାଳୀ ସେବୁଆନୋ | ଟାଗଲଗ୍ | କାମ୍ବୋଡିଆ ଥାଇ ଇଣ୍ଡୋନେସିଆ ସୁନ୍ଦରୀ ଭିଏତନାମ ଯବାନ ଲାଓ ଇବାନ୍ ଆଇୟୁ ମିଏନ୍ କାଚିନ୍ ଲାହୁ Aceh Balinese Bugis Pampanga Sasak Shan Waray Madurese ଦକ୍ଷିଣ ଏସିଆ ହିନ୍ଦୀ ଓଡିଆ ଆୱାଡି | ମିଜୋ | କନ୍ନଡ | ମାଲାୟାଲମ୍ ମରାଠୀ ଗୁଜରାଟୀ ତାମିଲ୍ | ତେଲୁଗୁ ପଞ୍ଜାବୀ | କୁରୁଖ ଆସାମୀୟ | ମ ith ଥୀଲି | ବଙ୍ଗାଳୀ ଉର୍ଦ୍ଦୁ ସିହ୍ନା ଡୋଗ୍ରି ହରିୟାନଭି ମେଟେଇ | କନକାନି ସାନ୍ତାଲି ସିନ୍ଧି କୋୟା ଥାଡୋ ସଂସ୍କୃତ ଦେବନାଗରୀ Adilabad Gondi Ahirani ବାଲୁଚି Bundeli Chhattisgarhi Garhwali Kangri Kumaoni Mewari Munda Sadri Seraiki Shekhawati Sylheti Bagri Bhilali Bodo Braj Tulu ମଧ୍ୟ ଏସିଆ କିର୍ଗିଜ୍ ଉଜବେକିସ୍ତାନ ତାଜିକ୍ | ତୁର୍କମେନ କାଜାଖସ୍ତାନ କରକାଲପକ୍ ମଧ୍ୟ ପୂର୍ବ ତୁର୍କୀ ହିବ୍ରୁ ଆରବୀ | ପାର୍ସୀ | କୁର୍ଦ୍ଦ Mazanderani ପାଶ୍ଟୁ କପଟିକ୍ | ଆଫ୍ରିକା ଆଫ୍ରିକୀୟ ଜୋସା | ଜୁଲୁ Ndebele ସୋଥୋ | ଆମହାରିକ୍ | ୱୋଲାଇଟା | ନାଇଜେରିଆନ୍ ମୋସି ଇକା ଡିଙ୍କା | କାବିଲ୍ | ଇୱେ ସ୍ଵାହିଲି ମୋରୋକୋ ସୋମାଲିଆ ଶୋନା | ମାଡାଗାସ୍କର | ଇଗବୋ | ଲିଙ୍ଗଲା | ବାଉଲେ | ସିସବତୀ | ଟସଙ୍ଗା | ତସ୍ୱାନା | ଗାମ୍ବିଆନ୍ ଓଡ଼ିଆ କାମ୍ବା କିନ୍ନରୱାଣ୍ଡା | ହାଉସା ଚେୱା | ଲୁଓ | ମାକୁଆ | ଡ୍ୟୁଲା | ଫୁଲଫୁଲ୍ କାଲେନଜିନ କିକୁୟୁ କିକୱାଙ୍ଗୋ | କିରୁଣ୍ଡି କ୍ରିଓ ନାଇଜେରିଆନ୍ ପିଜିନ୍ ଓରୋମୋ | ତସିଲୁବା | Tshivenda ଟ୍ୱି ଉମ୍ବୁଣ୍ଡୁ | ଲୁଗବାରା ଲୁଗୁରୁ ପୁଲାର୍ ଗୁସି ମାସାଇ ତୁର୍କାନା ମୋବା ନ୍ୟୁର୍ ଶିଲୁକ୍ ତମାଶେକ୍ ମାକୋଣ୍ଡେ Bemba Fon Hadiyya Ibibio Kimbundu Kimiiru Lango Liberian Kreyol Lomwe Mende Morisyen Ndau Nyankole Sena Sidamo Soga Songe Sukuma Tarifit Teso Tiv Zande Dagbani Edo Kituba ଅଷ୍ଟ୍ରେଲିଆ ମାଳଦ୍ୱୀପ ନିଉଜିଲାଣ୍ଡ୍ ପାପୁଆ ନ୍ୟୁ ଗିନି ପୁରୁଣା ଭାଷା | ଆରାମିକ୍ | ଲାଟିନ୍ ଏସପେରାଣ୍ଟୋ | 1 1 1 ପବିତ୍ର ବାଇବଲ ERV ୨୦୦୪ [2004] ଇଣ୍ଡିୟାନ ରିୱାଇସ୍ଡ୍ IRV ୨୦୧୯ [2019]ପବିତ୍ର ବାଇବଲ BSI ୨୦୧୮ [2018]ଓଡିଆ ବାଇବେଲ IRV ୨୦୧୭ [2017]ପବିତ୍ର ବାଇବଲ OROV ୨୦୧୪ [2014]ପବିତ୍ର ବାଇବଲ ERV ୨୦୦୪ [2004]୧୮୪୦ [1840]1 1 1 ହିତୋପଦେଶ ଆଦିଯାତ୍ରାଲେବୀୟଗଣନାଦ୍ଵିତୀୟ ବିବରଣଯିହୋଶୂୟବିଚାରକର୍ତ୍ତାରତର ବିବରଣପ୍ରଥମ ଶାମୁୟେଲଦ୍ଵିତୀୟ ଶାମୁୟେଲପ୍ରଥମ ରାଜାବଳୀଦ୍ଵିତୀୟ ରାଜାବଳୀପ୍ରଥମ ବଂଶାବଳୀଦ୍ଵିତୀୟ ବଂଶାବଳୀଏଜ୍ରାନିହିମୀୟାଏଷ୍ଟରଆୟୁବଗୀତସଂହିତାହିତୋପଦେଶଉପଦେଶକପରମ ଗୀତଯିଶାଇୟଯିରିମୀୟବିଳାପଯିହିଜିକଲଦାନିୟେଲହୋଶେୟଯୋୟେଲଆମୋଷଓବଦୀୟଯୂନସମୀଖାନାହୂମହବକ୍କୂକସିଫନୀୟହାଗୟଯିଖରୀୟମଲାଖୀ--- --- ---ମାଥିଉମାର୍କଲୂକଯୋହନପ୍ରେରିତରୋମୀୟ୧ କରିନ୍ଥୀୟ୨ କରିନ୍ଥୀୟଗାଲାତୀୟଏଫିସୀୟଫିଲିପ୍ପୀୟକଲସୀୟ୧ ଥେସଲନୀକୀୟ୨ ଥେସଲନୀକୀୟ୧ ତୀମଥି୨ ତୀମଥିତୀତସଫିଲୀମୋନଏବ୍ରୀଯାକୁବ୧ ପିତର୨ ପିତର୧ ଯୋହନ୨ ଯୋହନ୩ ଯୋହନଯିହୂଦାପ୍ରକାଶିତ ବାକ୍ୟ1 1 1 ୨୫ ୧୨୩୪୫୬୭୮୯୧୦୧୧୧୨୧୩୧୪୧୫୧୬୧୭୧୮୧୯୨୦୨୧୨୨୨୩୨୪୨୫୨୬୨୭୨୮୨୯୩୦୩୧1 1 1 : ୧ ୧୨୩୪୫୬୭୮୯୧୦୧୧୧୨୧୩୧୪୧୫୧୬୧୭୧୮୧୯୨୦୨୧୨୨୨୩୨୪୨୫୨୬୨୭୨୮1 1 1 ପବିତ୍ର ବାଇବଲ ERV 2004 ହିତୋପଦେଶ ୨୫ ସଞ୍ଚୟ ଟିପ୍ପଣୀ ୧ [1]ଶଲୋମନଙ୍କ ହିତୋପଦେଶ ଏଗୁଡ଼ିକ ହେଉଛି ଶଲୋମନଙ୍କ ରଚିତ ହିତୋପଦେଶ। ଏହି ହିତୋପଦେଶ ଗୁଡ଼ିକ ଯିହୁଦାର ରାଜା ହିଷ୍କୀୟର ଲୋକମାନେ ଲେଖି ଥିଲେ।୨ [2]ବିଷୟ ଗୋପନ କରିବା ପରମେଶ୍ୱରଙ୍କ ଗୌରବ। ଏହି ବିଷୟ ଅନୁସନ୍ଧାନ କରିବା ରାଜାଙ୍କର ଗୌରବ।୩ [3]ଆକାଶର ଉଚ୍ଚତା ପୃଥିବୀର ଗଭୀରତା ପରି ରାଜାଙ୍କର ମନରେ କ’ଣ ଅଛି, ଆମ୍ଭେ ତାହା ବୁଝିପାରିବା ନାହିଁ।୪ [4]ରୂପାର ଖାଦ କାଢ଼ି ପକାଅ, ତେବେ ସୁନାରି ଏକ ପାତ୍ର ତିଆରି କରି ପାରିବ।୫ [5]ରାଜାର ଉପସ୍ଥିତିରୁ ଦୁଷ୍ଟ ଉପଦେଷ୍ଟାମାନଙ୍କୁ ହଟାଇ ଦିଅ, ତାହାହେଲେ ତାଙ୍କର ସିଂହାସନ ଧାର୍ମିକତାରେ ସ୍ଥାପିତ ହେବ।୬ [6]ରାଜାର ଛାମୁରେ ଆପଣାର ବଡ଼ିମା କର ନାହିଁ। ପ୍ରଧାନ ଲୋକଙ୍କ ସମୂହରେ ନିଜର ସ୍ଥାନ ପାଇଁ ଦାବି କର ନାହିଁ।୭ [7]ଯେଉଁ କୁଳୀନକୁ ତୁମ୍ଭର ଚକ୍ଷୁ ଦେଖିଅଛି। ତାହା ଛାମୁରେ ତୁମ୍ଭର ନୀଚୀକୃତ ହେବା ଅପେକ୍ଷା ବରଂ ଏଠାକୁ ଆସ ବୋଲି କହିବା ଭଲ।୮ [8]ବିବାଦ କରିବାକୁ ହଠାତ୍ ବାହାରକୁ ଯାଅ ନାହିଁ। ଯଦି କେହି ତୁମ୍ଭକୁ ଭୁଲ୍ ବୋଲି ପ୍ରମାଣିତ କରେ, ତେବେ ତୁମ୍ଭେ ଲଜ୍ଜିତ ହେବ।୯ [9]ଯଦି ପ୍ରତିବାସୀ ସହିତ ବିବାଦ ଅଛି, ତୁମ୍ଭେ ତୁମ୍ଭର ମକଦ୍ଦମା ପାଇଁ ତର୍କ କର, କିନ୍ତୁ ଅନ୍ୟର ଗୋପନୀୟତାକୁ ପ୍ରକଟ କର ନାହିଁ।୧୦ [10]ଯଦି ତୁମ୍ଭେ କୌଣସି ଲୋକର ଗୋପନୀୟତାକୁ ପ୍ରକାଶ କର, ତେବେ ତୁମ୍ଭେ ଦୁର୍ନାମ ଅର୍ଜ୍ଜନ କରିବ। ତୁମ୍ଭର ଏହି ଦୁର୍ନାମ କେବେ ଦୂର ହେବ ନାହିଁ।୧୧ [11]ଯଥା ସମୟରେ ଉଚିତ୍ କଥା କହିବା ଠିକ୍। ଏକ ସୁବର୍ଣ୍ଣର ସେହି ରୂପାର ରଗ୍ଭଇ ରଖିବା ପରି।୧୨ [12]ଯଦି ଜଣେ ଜ୍ଞାନୀ ଲୋକର ଗାଳି ପରି ଧ୍ୟାନ ଦିଅ, ଏହା ଖାଣ୍ଟି ସୁବର୍ଣ୍ଣର ମୁଦିଠାରୁ କିମ୍ବା ସବୁଠୁ ଖାଣ୍ଟି ସୁବର୍ଣ୍ଣର ଅନ୍ୟାନ୍ୟ ଅଳଙ୍କାରଠାରୁ ମୂଲ୍ୟବାନ ଅଟେ।୧୩ [13]ଫସଲ ସମୟରେ ହିମର ଶୀଥିଳତା ଯେପରି, ପ୍ରେରକଗଣ ପ୍ରତି ବିଶ୍ୱସ୍ତ ଦୂତ ସେପରି। କାରଣ ସେ ଆପଣା କର୍ତ୍ତାମାନଙ୍କ ପ୍ରାଣରେ ଆଶ୍ୱାସ ଦିଏ।୧୪ [14]ବୃଷ୍ଟିହୀନ ମେଘ ଓ ବାୟୁ ଯେପରି ଅଟେ, ଦାନ ଦେବା ପାଇଁ ପ୍ରତିଜ୍ଞା କରିବା ଏବଂ ନ ଦେବା ହେଉଛି ଠିକ୍ ସେହିପରି।୧୫ [15]ଧୈର୍ଯ୍ୟ କଥାବାର୍ତ୍ତା ମାଧ୍ୟମରେ ଜଣେ ଶାସକ ଶାନ୍ତି ଦେବ। ଭଦ୍ର କଥାବାର୍ତ୍ତା ଅଧିକ ଭାବରେ ଶକ୍ତିଶାଳୀ।୧୬ [16]ମଧୁ ନିଶ୍ଚିତ ଉତ୍ତମ। ମାତ୍ର ତୁମ୍ଭର ଆବଶ୍ୟକତାଠାରୁ ଅଧିକ ନିଅ ନାହିଁ। ଯଦି ତୁମ୍ଭେ ଅଧିକ ଖାଇବ, ତେବେ ତୁମ୍ଭେ ଅସୁସ୍ଥ ହେବ।୧୭ [17]ଠିକ୍ ସେହିପରି, ତୁମ୍ଭର ପ୍ରତିବାସୀ ଗୃହକୁ ଅଧିକ ଯାଅ ନାହିଁ। ଯଦି ତୁମ୍ଭେ ଏପରି କର ତେବେ ସେ ତୁମ୍ଭକୁ ଘୃଣା କରିବ।୧୮ [18]ଜଣେ ଯିଏ ତା’ର ପଡ଼ୋଶୀ ବିପକ୍ଷରେ ମିଥ୍ୟା ସାକ୍ଷ୍ୟ ଦିଏ, ସେ ଗଦା, ଖଡ଼୍ଗ ଓ ତୀକ୍ଷ୍ଣ ବାଣ ସ୍ୱରୂପ ଭୟଙ୍କର ଅଟେ।୧୯ [19]ଦୁର୍ଦ୍ଦଶା ସମୟରେ ବିଶ୍ୱାସଘାତକ ଲୋକଠାରେ ପ୍ରତ୍ୟୟ, ଭଗ୍ନଦନ୍ତ ଓ ଖଞ୍ଜଖସା ଚରଣ ତୁଲ୍ୟ।୨୦ [20]ଦୁଃଖପୂର୍ଣ୍ଣ ଲୋକ ନିକଟରେ ଖୁସୀ ଗୀତ ଗାଇବା ଶୀତକାଳରେ ବସ୍ତ୍ର କାଢ଼ିନେବା ଓ ସୋଢ଼ା ଉପରେ ଅମ୍ଳରସ ମିଶାଇବା ପରି ଅଟେ।୨୧ [21]ତୁମ୍ଭର ଶତ୍ରୁ କ୍ଷୁଧିତ ହେଲେ, ତାହାକୁ ଅନ୍ନ ଭୋଜନ କରାଅ। ସେ ଯେବେ ତୃଷିତ ହୁଏ, ତାହାକୁ ଜଳପାନ କରାଅ।୨୨ [22]ତହିଁରେ ତୁମ୍ଭେ ତାହହାର ମସ୍ତକରେ ଜ୍ୱଳନ୍ତ ଅଙ୍ଗାର ରାଶି କରି ଥୋଇବ। ପୁଣି ସଦାପ୍ରଭୁ ତୁମ୍ଭକୁ ପୁରସ୍କାର ଦେବେ।୨୩ [23]ଯେପରି ଉତ୍ତରୀୟ ବାୟୁ ବୃଷ୍ଟିର ଉତ୍ପାଦକ, ସେହିପରି ଖଚୁଆର ଜିହ୍ୱା କ୍ରୋଧ ଦୃଷ୍ଟିର ଉତ୍ପାଦକ।୨୪ [24]କଳିହୁଡ଼ୀ ସ୍ତ୍ରୀ ସଙ୍ଗରେ ଏକା ଗୃହରେ ବାସ କରିବା ଅପେକ୍ଷା ଛାତର ଏକ କୋଣରେ ବାସ କରିବା ଭଲ।୨୫ [25]ତୃଷିତ ପ୍ରାଣକୁ ଶୀତଳ ଜଳ ଯେପରି, ଦୂର ଦେଶରୁ ଆସିଥିବା ସୁସମାଗ୍ଭର ସେହିପରି ଅଟେ।୨୬ [26]ଗୋଳିଆ ଜଳାଶୟ ଓ ମଳିନ ନିର୍ଝର ଯେପରି ଅଟେ, ଦୁଷ୍ଟ ଆଗରେ ବିଚଳିତ ଧାର୍ମିକ ଠିକ୍ ସେହିପରି ଅଟେ।୨୭ [27]ବହୁତ ମହୁ ଖାଇବା ଯେପରି ଉତ୍ତମ ନୁହେଁ। ସେହିପରି ମନୁଷ୍ୟମାନେ ଆପଣା ଗୌରବ ଅନୁସନ୍ଧାନ କରିବା ଭଲ ନୁହେଁ।୨୮ [28]ଜଣେ ଯିଏ ନିଜକୁ ଆୟତ୍ତ କରିବାକୁ ଅସମର୍ଥ, ସେ ବିନା ପ୍ରାଚୀରର ନଗର ତୁଲ୍ୟ ଅଟେ।Odia Bible ERV 2004 Odia Holy Bible: Easy-to-Read Version (OERV) @ 2004 Bible League International ପବିତ୍ର ବାଇବଲ ERV 2004 ହିତୋପଦେଶ ୨୫ 00:00:00 00:00:00 0.5x 2.0x https://beblia.bible:81/BibleAudio/odiaerv/proverbs/025.mp3 31 25