× ଭାଷା ୟୁରୋପ | ଷିୟ | ବେଲାରୁଷିଆନ୍ ୟୁକ୍ରେନ୍ ପୋଲାଣ୍ଡ | ସର୍ବିଆ | ବୁଲଗେରିଆ | ସ୍ଲୋଭାକିଆନ୍ ଚେକ ରୋମାନିଆନ୍ ମଲଡୋଭିଆନ୍ | ଆଜେରବାଇଜାନ ଆର୍ମେନିଆ ଜର୍ଜିଆନ୍ ଆଲବାନ୍ ଆଭାର୍ | ବାସ୍କିର ଟାଟାର | ଚେଚେନ ସ୍ଲୋଭେନିଆନ୍ କ୍ରୋଏସିଆ ଇଷ୍ଟୋନିଆନ୍ | ଲାଟଭିଆନ୍ ଲିଥୁଆନିଆ ହଙ୍ଗେରୀ ଫିନଲ୍ୟାଣ୍ଡ ନରୱେଜ୍ ସ୍ୱେଡିସ୍ ଆଇସଲ୍ୟାଣ୍ଡ୍ ଗ୍ରୀକ୍ ମାକେଡୋନିଆନ୍ | ଜର୍ମାନ୍ ବାଭରିଆନ୍ | ଡଚ୍ ଡାନିଶ୍ ୱେଲ୍ସ | ଗେଲିକ୍ | ଇଂରେଜ୍ ଫରାସୀ ବାସ୍କେ | କାଟାଲାନ୍ ଇଟାଲୀୟ | ଗାଲାସିଆନ୍ | ରୋମାନି | Bosnian Kabardian ଉତ୍ତର ଆମେରିକା ଇଂରାଜୀ | ଦକ୍ଷିଣ ଆମେରିକା ସ୍ପାନିସ୍ ପର୍ତ୍ତୁଗୀଜ୍ ଗୁଆରାନି | କେଚୁଆନ୍ ଆୟମାରା କେନ୍ଦ୍ରୀୟ ଆମେରିକା | ଜାମାଇକାନ୍ ନାହୁତ୍ | କିଚେ Qeqchi ହାତିଆ ପୂର୍ବ ଏସିଆ ଚାଇନିଜ୍ ଜାପାନିଜ୍ କୋରିଆନ୍ ମଙ୍ଗୋଲିଆ ଉଇଗୁର୍ ହମଙ୍ଗ Tibetian ଦକ୍ଷିଣ ପୂର୍ବ ଏସିଆ ମାଲେସିଆ ବର୍ମା ଥୋଡି ନେପାଳୀ ସେବୁଆନୋ | ଟାଗଲଗ୍ | କାମ୍ବୋଡିଆ ଥାଇ ଇଣ୍ଡୋନେସିଆ ସୁନ୍ଦରୀ ଭିଏତନାମ ଯବାନ ଲାଓ ଇବାନ୍ ଆଇୟୁ ମିଏନ୍ କାଚିନ୍ ଲାହୁ Aceh Balinese Bugis Pampanga Sasak Shan Waray Madurese ଦକ୍ଷିଣ ଏସିଆ ହିନ୍ଦୀ ଓଡିଆ ଆୱାଡି | ମିଜୋ | କନ୍ନଡ | ମାଲାୟାଲମ୍ ମରାଠୀ ଗୁଜରାଟୀ ତାମିଲ୍ | ତେଲୁଗୁ ପଞ୍ଜାବୀ | କୁରୁଖ ଆସାମୀୟ | ମ ith ଥୀଲି | ବଙ୍ଗାଳୀ ଉର୍ଦ୍ଦୁ ସିହ୍ନା ଡୋଗ୍ରି ହରିୟାନଭି ମେଟେଇ | କନକାନି ସାନ୍ତାଲି ସିନ୍ଧି କୋୟା ଥାଡୋ ସଂସ୍କୃତ ଦେବନାଗରୀ Adilabad Gondi Ahirani ବାଲୁଚି Bundeli Chhattisgarhi Garhwali Kangri Kumaoni Mewari Munda Sadri Seraiki Shekhawati Sylheti Bagri Bhilali Bodo Braj Tulu ମଧ୍ୟ ଏସିଆ କିର୍ଗିଜ୍ ଉଜବେକିସ୍ତାନ ତାଜିକ୍ | ତୁର୍କମେନ କାଜାଖସ୍ତାନ କରକାଲପକ୍ ମଧ୍ୟ ପୂର୍ବ ତୁର୍କୀ ହିବ୍ରୁ ଆରବୀ | ପାର୍ସୀ | କୁର୍ଦ୍ଦ Mazanderani ପାଶ୍ଟୁ କପଟିକ୍ | ଆଫ୍ରିକା ଆଫ୍ରିକୀୟ ଜୋସା | ଜୁଲୁ Ndebele ସୋଥୋ | ଆମହାରିକ୍ | ୱୋଲାଇଟା | ନାଇଜେରିଆନ୍ ମୋସି ଇକା ଡିଙ୍କା | କାବିଲ୍ | ଇୱେ ସ୍ଵାହିଲି ମୋରୋକୋ ସୋମାଲିଆ ଶୋନା | ମାଡାଗାସ୍କର | ଇଗବୋ | ଲିଙ୍ଗଲା | ବାଉଲେ | ସିସବତୀ | ଟସଙ୍ଗା | ତସ୍ୱାନା | ଗାମ୍ବିଆନ୍ ଓଡ଼ିଆ କାମ୍ବା କିନ୍ନରୱାଣ୍ଡା | ହାଉସା ଚେୱା | ଲୁଓ | ମାକୁଆ | ଡ୍ୟୁଲା | ଫୁଲଫୁଲ୍ କାଲେନଜିନ କିକୁୟୁ କିକୱାଙ୍ଗୋ | କିରୁଣ୍ଡି କ୍ରିଓ ନାଇଜେରିଆନ୍ ପିଜିନ୍ ଓରୋମୋ | ତସିଲୁବା | Tshivenda ଟ୍ୱି ଉମ୍ବୁଣ୍ଡୁ | ଲୁଗବାରା ଲୁଗୁରୁ ପୁଲାର୍ ଗୁସି ମାସାଇ ତୁର୍କାନା ମୋବା ନ୍ୟୁର୍ ଶିଲୁକ୍ ତମାଶେକ୍ ମାକୋଣ୍ଡେ Bemba Fon Hadiyya Ibibio Kimbundu Kimiiru Lango Liberian Kreyol Lomwe Mende Morisyen Ndau Nyankole Sena Sidamo Soga Songe Sukuma Tarifit Teso Tiv Zande Dagbani Edo Kituba ଅଷ୍ଟ୍ରେଲିଆ ମାଳଦ୍ୱୀପ ନିଉଜିଲାଣ୍ଡ୍ ପାପୁଆ ନ୍ୟୁ ଗିନି ପୁରୁଣା ଭାଷା | ଆରାମିକ୍ | ଲାଟିନ୍ ଏସପେରାଣ୍ଟୋ | 1 1 1 ପବିତ୍ର ବାଇବଲ ERV ୨୦୦୪ [2004] ଇଣ୍ଡିୟାନ ରିୱାଇସ୍ଡ୍ IRV ୨୦୧୯ [2019]ପବିତ୍ର ବାଇବଲ BSI ୨୦୧୮ [2018]ଓଡିଆ ବାଇବେଲ IRV ୨୦୧୭ [2017]ପବିତ୍ର ବାଇବଲ OROV ୨୦୧୪ [2014]ପବିତ୍ର ବାଇବଲ ERV ୨୦୦୪ [2004]୧୮୪୦ [1840]1 1 1 ଯିଶାଇୟ ଆଦିଯାତ୍ରାଲେବୀୟଗଣନାଦ୍ଵିତୀୟ ବିବରଣଯିହୋଶୂୟବିଚାରକର୍ତ୍ତାରତର ବିବରଣପ୍ରଥମ ଶାମୁୟେଲଦ୍ଵିତୀୟ ଶାମୁୟେଲପ୍ରଥମ ରାଜାବଳୀଦ୍ଵିତୀୟ ରାଜାବଳୀପ୍ରଥମ ବଂଶାବଳୀଦ୍ଵିତୀୟ ବଂଶାବଳୀଏଜ୍ରାନିହିମୀୟାଏଷ୍ଟରଆୟୁବଗୀତସଂହିତାହିତୋପଦେଶଉପଦେଶକପରମ ଗୀତଯିଶାଇୟଯିରିମୀୟବିଳାପଯିହିଜିକଲଦାନିୟେଲହୋଶେୟଯୋୟେଲଆମୋଷଓବଦୀୟଯୂନସମୀଖାନାହୂମହବକ୍କୂକସିଫନୀୟହାଗୟଯିଖରୀୟମଲାଖୀ--- --- ---ମାଥିଉମାର୍କଲୂକଯୋହନପ୍ରେରିତରୋମୀୟ୧ କରିନ୍ଥୀୟ୨ କରିନ୍ଥୀୟଗାଲାତୀୟଏଫିସୀୟଫିଲିପ୍ପୀୟକଲସୀୟ୧ ଥେସଲନୀକୀୟ୨ ଥେସଲନୀକୀୟ୧ ତୀମଥି୨ ତୀମଥିତୀତସଫିଲୀମୋନଏବ୍ରୀଯାକୁବ୧ ପିତର୨ ପିତର୧ ଯୋହନ୨ ଯୋହନ୩ ଯୋହନଯିହୂଦାପ୍ରକାଶିତ ବାକ୍ୟ1 1 1 ୧୧ ୧୨୩୪୫୬୭୮୯୧୦୧୧୧୨୧୩୧୪୧୫୧୬୧୭୧୮୧୯୨୦୨୧୨୨୨୩୨୪୨୫୨୬୨୭୨୮୨୯୩୦୩୧୩୨୩୩୩୪୩୫୩୬୩୭୩୮୩୯୪୦୪୧୪୨୪୩୪୪୪୫୪୬୪୭୪୮୪୯୫୦୫୧୫୨୫୩୫୪୫୫୫୬୫୭୫୮୫୯୬୦୬୧୬୨୬୩୬୪୬୫୬୬1 1 1 : ୧ ୧୨୩୪୫୬୭୮୯୧୦୧୧୧୨୧୩୧୪୧୫1 1 1 ପବିତ୍ର ବାଇବଲ ERV 2004 ଯିଶାଇୟ ୧୧ ସଞ୍ଚୟ ଟିପ୍ପଣୀ ୧ [1]ଶାନ୍ତିରାଜା ଅସୁଛନ୍ତି ଅନନ୍ତର ଯିଶୟର ଗଣ୍ଡିରୁ ଏକ କ୍ଷୁଦ୍ର ଶାଖା ବହନ କରିବ, ତା’ର ମୂଳରୁ ଶାଖା ବଢ଼ିବ,୨ [2]ସେହି ପିଲା ମଧ୍ୟରେ ସଦାପ୍ରଭୁଙ୍କର ଆତ୍ମା ସ୍ଥାନ ପାଇବ। ସେହି ଆତ୍ମା ଜ୍ଞାନ, ବିବେଚନା ମନ୍ତ୍ରଣା ଓ ପରାକ୍ରମ ପ୍ରଦାନ କରିବ। ଆଉ ମଧ୍ୟ ସେହି ଆତ୍ମା ସଦାପ୍ରଭୁଙ୍କୁ ଜାଣିବାକୁ ଓ ଅନୁସରଣ କରିବାକୁ ପିଲାକୁ ସାହାଯ୍ୟ କରିବେ।୩ [3]ସଦାପ୍ରଭୁଙ୍କୁ ଭକ୍ତି କରିବେ ଏବଂ ସଦାପ୍ରଭୁଙ୍କ ଅଭୟ ଯୋଗୁଁ ସୁଖୀ ହେବେ। ଏହି ପିଲା ନିଜ ଦୃଷ୍ଟି ବଳରେ ଲୋକମାନଙ୍କୁ ବିଗ୍ଭର କରିବ ନାହିଁ କିମ୍ବା ନିଜର ଶୁଣିବାନୁସାରେ ଅନୁଯୋଗ କରିବ ନାହିଁ।୪ [4]ସେ ସାଧୁ ଓ ନିରପେକ୍ଷ ରହିବେ, ଯେତେବେଳେ ଗରିବ ଏବଂ ଅସହାୟ ଲୋକଙ୍କର ବିଗ୍ଭର କରୁଥିବେ। ସେ ଯେତେବେଳେ ଲୋକଙ୍କୁ ଦଣ୍ଡ ଦେବାକୁ ସ୍ଥିର କରିବ, ସେତେବେଳେ ସେମାନେ ଦଣ୍ଡିତ ହେବେ। ପୁଣି ଯେତେବେଳେ ଦୁଷ୍ଟାଗ୍ଭରୀମାନଙ୍କୁ ସଂହାର କରିବାକୁ ଆଦେଶ ଦେବେ, ସେତେବେଳେ ସେମାନେ ନିହତ ହେବେ। ଧର୍ମ ଓ ନ୍ୟାୟ ସେ ପିଲାକୁ ଶକ୍ତି ଦେବ। ସେଗୁଡ଼ିକ ତା’ର ଅଣ୍ଟାର ବଳୟ ସଦୃଶ ହେବ।୫ [5]ସେ ସମୟରେ ଗଧିଆଗୁଡ଼ିକ ମେଷ ଶାବକମାନଙ୍କ ସହିତ ଶାନ୍ତିରେ ବାସ କରିବେ। ଛେଳିଛୁଆ ସହିତ ବାଘ ଏକତ୍ର ଶାନ୍ତିରେ ଶୋଇବେ। ବାଛୁରି, ସିଂହ ଓ ଷଣ୍ଢଗୁଡ଼ିକ ଏକତ୍ର ସୁଖ ଶାନ୍ତିରେ ବାସ କରିବେ। ଏପରିକି ଗୋଟିଏ ଛୋଟ ପିଲା ସେମାନଙ୍କୁ ଅଡ଼ାଇବ।୬ [6]ଗାଈ ଓ ଭାଲୁଗୁଡ଼ିକ ଏକତ୍ର ଶାନ୍ତିରେ ବାସ କରିବେ। ସେ ସମସ୍ତଙ୍କର ପିଲାମାନେ ପରସ୍ପରକୁ ଆଘାତ ନ କରି ଏକତ୍ର ଶୋଇବେ। ସିଂହମାନେ ଗାଈପରି ନଡ଼ା ଖାଇବେ। ଏପରିକି ସର୍ପ ମଧ୍ୟ କାହାରିକୁ ଆଘାତ କରିବ ନାହିଁ।୭ [7]ଗୋଟିଏ ଶିଶୁ ବିଷଧର ସର୍ପର ଗର୍ତ୍ତରେ ଖେଳିବ। ଆଉ ମଧ୍ୟ ଶିଶୁଟି ନିର୍ଭୟରେ ସର୍ପ ଗର୍ତ୍ତରେ ହାତ ପୁରାଇବ।୮ [8]କୌଣସି ବ୍ୟକ୍ତି ଅନ୍ୟକୁ ଆଘାତ କରିବ ନାହିଁ। ମୋର ପବିତ୍ର ପର୍ବତରେ କୌଣସି ବ୍ୟକ୍ତି ଅନିଷ୍ଟ ଚିନ୍ତା କରିବ ନାହିଁ। କାରଣ ସଦାପ୍ରଭୁଙ୍କ ବିଷୟରେ ସେମାନଙ୍କ ପରିପୂର୍ଣ୍ଣ ଜ୍ଞାନ ହେବ। ସମୁଦ୍ର ଯେପରି ଜଳରେ ପରିପୂର୍ଣ୍ଣ ପୃଥିବୀ ସେହିପରି ସଦାପ୍ରଭୁ ବିଷୟକ ଜ୍ଞାନରେ ପରିପୂର୍ଣ୍ଣ ହେବ।୯ [9]ସେହି ସମୟରେ ଏକ ବିଶେଷ ବ୍ୟକ୍ତି ଯିଶୟର ପରିବାରରୁ ଧ୍ୱଜା ସ୍ୱରୂପ ଆସିବେ। ସେହି ଧ୍ୱଜା ତାଙ୍କ ଚତୁର୍ଦ୍ଦିଗରେ ଏକତ୍ରିତ ହେବାକୁ ଦେଖାଇବେ। ଆଉ ମଧ୍ୟ ଗୋଷ୍ଠୀୟମାନଙ୍କୁ ଉଚିତ୍ କର୍ମ କରିବାକୁ ନିର୍ଦ୍ଦେଶ ଦେବ। ସେହି ସ୍ଥାନ ତାଙ୍କର ବିଶ୍ରାମ ସ୍ଥାନ ହେବ ଓ ଗୌରବାନ୍ୱିତ ହେବ।୧୦ [10]ସେହି ସମୟରେ ମୋର ପ୍ରିୟ ପ୍ରଭୁ ପୁନର୍ବାର ଆସିବେ ଓ ଅବଶିଷ୍ଟାଂଶ ଲୋକଙ୍କୁ ନେବେ। ଏହା ଦ୍ୱିତୀୟ ଥର ଆପଣା ହସ୍ତ ସ୍ଥାପନ କରିବେ। ଏହି ପରମେଶ୍ୱରଙ୍କ ଲୋକମାନେ ଅଶୂର, ଉତ୍ତର ମିଶର, ଦକ୍ଷିଣ ମିଶର, ଇଥିଓପିଆ, ଏଲମ୍, ବାବିଲନୀୟ, ହମାଥରୁ ଏବଂ ପୃଥିବୀର ସମସ୍ତ ଦୁର ଦେଶରୁ ଆସିବେ।୧୧ [11]ପରମେଶ୍ୱର ଏହି “ଧ୍ୱଜାକୁ’ ସମସ୍ତ ଜାତିଗଣମାନଙ୍କ ନିମନ୍ତେ ସଙ୍କେତ ସ୍ୱରୂପ ଉଠାଇବେ। ଇସ୍ରାଏଲ ଓ ଯିହୁଦାର ବିଚ୍ଛିନ୍ନ ହୋଇଥିବା ଲୋକମାନେ ଏକତ୍ର ହେବେ। ଯେଉଁମାନେ ପୃଥିବୀର ଲମ୍ବ ଏବଂ ପ୍ରସ୍ଥରେ ବିଚ୍ଛିନ୍ନ ହୋଇଯାଇଥିଲେ। କିନ୍ତୁ ପରମେଶ୍ୱର ସେ ସମସ୍ତଙ୍କୁ ଏକତ୍ରିତ କରିବେ।୧୨ [12]ସେ ସମୟରେ ଇଫ୍ରୟିମ ଯିହୁଦାକୁ ଈର୍ଷା କରିବ ନାହିଁ। ଯିହୁଦାର କେହି ଶତ୍ରୁ ରହିବେ ନାହିଁ। ଯିହୁଦା ଇଫ୍ରୟିମକୁ କଷ୍ଟ ଦେବ ନାହିଁ।୧୩ [13]ମାତ୍ର ଇଫ୍ରୟିମ ଓ ଯିହୁଦା ଉଭୟେ ପଲେଷ୍ଟୀୟ ଆକ୍ରମଣ କରିବେ। ଏହି ଉଭୟ ଗୋଷ୍ଠୀ ପକ୍ଷୀ ସଦୃଶ କ୍ଷୁଦ୍ର ପ୍ରାଣୀଙ୍କ ଉପରୁ ଝାମ୍ପ ମାରିବେ। ପୂର୍ବଦେଶୀୟ ଲୋକମାନଙ୍କର ସେମାନେ ଧନସମ୍ପଦ ଲୁଣ୍ଠନ କରିବେ। ସେ ଉଭୟେ ଗୋଷ୍ଠୀ ଇଦୋମ, ମୋୟାବ ଓ ଅମ୍ମୋନର ସନ୍ତାନଗଣଙ୍କୁ ଆୟତ୍ତ କରିବେ।୧୪ [14]ସଦାପ୍ରଭୁ କ୍ରୋଧିତ ହୋଇ ମିଶରୀୟ ସମୁଦ୍ରକୁ ଭାଗ ଭାଗ କରିବେ। ସେହିପରି ଭାବରେ ତାଙ୍କର ପ୍ରବଳ ବାୟୁ ଦ୍ୱାରା ଇଉଫ୍ରେଟିସ୍ ନଦୀ ଉପରେ ନିଜର ହସ୍ତ ହଲାଇବେ। ତାଙ୍କର ପ୍ରହାର ଦ୍ୱାରା ସେହି ନଦୀ ସାତୋଟି କ୍ଷୁଦ୍ର ନଦୀରେ ବିଭକ୍ତ ହେବ। ସେଗୁଡ଼ିକର ଗଭୀରତା ହ୍ରାସ ହେବ ଓ ଶୁଷ୍କ ପାଲଟିବ। ତେଣୁ ଲୋକମାନେ ପାଦରେ ଗ୍ଭଲି ତାକୁ ଅତିକ୍ରମ କରିବେ।୧୫ [15]ପରମେଶ୍ୱରଙ୍କ ଅବଶିଷ୍ଟାଂଶ ଲୋକେ ଏହି ରାଜପଥରେ ଗମନ କରିବେ। ଏହା ମିଶର ଦେଶରୁ ଲୋକଙ୍କୁ କାଢ଼ିବା ପରମେଶ୍ୱରଙ୍କ ପରି ହେବ।Odia Bible ERV 2004 Odia Holy Bible: Easy-to-Read Version (OERV) @ 2004 Bible League International ପବିତ୍ର ବାଇବଲ ERV 2004 ଯିଶାଇୟ ୧୧ 00:00:00 00:00:00 0.5x 2.0x https://beblia.bible:81/BibleAudio/odiaerv/isaiah/011.mp3 66 11