× ଭାଷା ୟୁରୋପ | ଷିୟ | ବେଲାରୁଷିଆନ୍ ୟୁକ୍ରେନ୍ ପୋଲାଣ୍ଡ | ସର୍ବିଆ | ବୁଲଗେରିଆ | ସ୍ଲୋଭାକିଆନ୍ ଚେକ ରୋମାନିଆନ୍ ମଲଡୋଭିଆନ୍ | ଆଜେରବାଇଜାନ ଆର୍ମେନିଆ ଜର୍ଜିଆନ୍ ଆଲବାନ୍ ଆଭାର୍ | ବାସ୍କିର ଟାଟାର | ଚେଚେନ ସ୍ଲୋଭେନିଆନ୍ କ୍ରୋଏସିଆ ଇଷ୍ଟୋନିଆନ୍ | ଲାଟଭିଆନ୍ ଲିଥୁଆନିଆ ହଙ୍ଗେରୀ ଫିନଲ୍ୟାଣ୍ଡ ନରୱେଜ୍ ସ୍ୱେଡିସ୍ ଆଇସଲ୍ୟାଣ୍ଡ୍ ଗ୍ରୀକ୍ ମାକେଡୋନିଆନ୍ | ଜର୍ମାନ୍ ବାଭରିଆନ୍ | ଡଚ୍ ଡାନିଶ୍ ୱେଲ୍ସ | ଗେଲିକ୍ | ଇଂରେଜ୍ ଫରାସୀ ବାସ୍କେ | କାଟାଲାନ୍ ଇଟାଲୀୟ | ଗାଲାସିଆନ୍ | ରୋମାନି | Bosnian Kabardian ଉତ୍ତର ଆମେରିକା ଇଂରାଜୀ | ଦକ୍ଷିଣ ଆମେରିକା ସ୍ପାନିସ୍ ପର୍ତ୍ତୁଗୀଜ୍ ଗୁଆରାନି | କେଚୁଆନ୍ ଆୟମାରା କେନ୍ଦ୍ରୀୟ ଆମେରିକା | ଜାମାଇକାନ୍ ନାହୁତ୍ | କିଚେ Qeqchi ହାତିଆ ପୂର୍ବ ଏସିଆ ଚାଇନିଜ୍ ଜାପାନିଜ୍ କୋରିଆନ୍ ମଙ୍ଗୋଲିଆ ଉଇଗୁର୍ ହମଙ୍ଗ Tibetian ଦକ୍ଷିଣ ପୂର୍ବ ଏସିଆ ମାଲେସିଆ ବର୍ମା ଥୋଡି ନେପାଳୀ ସେବୁଆନୋ | ଟାଗଲଗ୍ | କାମ୍ବୋଡିଆ ଥାଇ ଇଣ୍ଡୋନେସିଆ ସୁନ୍ଦରୀ ଭିଏତନାମ ଯବାନ ଲାଓ ଇବାନ୍ ଆଇୟୁ ମିଏନ୍ କାଚିନ୍ ଲାହୁ Aceh Balinese Bugis Pampanga Sasak Shan Waray ଦକ୍ଷିଣ ଏସିଆ ହିନ୍ଦୀ ଓଡିଆ ଆୱାଡି | ମିଜୋ | କନ୍ନଡ | ମାଲାୟାଲମ୍ ମରାଠୀ ଗୁଜରାଟୀ ତାମିଲ୍ | ତେଲୁଗୁ ପଞ୍ଜାବୀ | କୁରୁଖ ଆସାମୀୟ | ମ ith ଥୀଲି | ବଙ୍ଗାଳୀ ଉର୍ଦ୍ଦୁ ସିହ୍ନା ଡୋଗ୍ରି ହରିୟାନଭି ମେଟେଇ | କନକାନି ସାନ୍ତାଲି ସିନ୍ଧି କୋୟା ଥାଡୋ ସଂସ୍କୃତ ଦେବନାଗରୀ Adilabad Gondi Ahirani ବାଲୁଚି Bundeli Chhattisgarhi Garhwali Kangri Kumaoni Mewari Munda Sadri Seraiki Shekhawati Sylheti Bagri Bhilali Bodo Braj Tulu ମଧ୍ୟ ଏସିଆ କିର୍ଗିଜ୍ ଉଜବେକିସ୍ତାନ ତାଜିକ୍ | ତୁର୍କମେନ କାଜାଖସ୍ତାନ କରକାଲପକ୍ ମଧ୍ୟ ପୂର୍ବ ତୁର୍କୀ ହିବ୍ରୁ ଆରବୀ | ପାର୍ସୀ | କୁର୍ଦ୍ଦ Mazanderani ପାଶ୍ଟୁ କପଟିକ୍ | ଆଫ୍ରିକା ଆଫ୍ରିକୀୟ ଜୋସା | ଜୁଲୁ Ndebele ସୋଥୋ | ଆମହାରିକ୍ | ୱୋଲାଇଟା | ନାଇଜେରିଆନ୍ ମୋସି ଇକା ଡିଙ୍କା | କାବିଲ୍ | ଇୱେ ସ୍ଵାହିଲି ମୋରୋକୋ ସୋମାଲିଆ ଶୋନା | ମାଡାଗାସ୍କର | ଇଗବୋ | ଲିଙ୍ଗଲା | ବାଉଲେ | ସିସବତୀ | ଟସଙ୍ଗା | ତସ୍ୱାନା | ଗାମ୍ବିଆନ୍ ଓଡ଼ିଆ କାମ୍ବା କିନ୍ନରୱାଣ୍ଡା | ହାଉସା ଚେୱା | ଲୁଓ | ମାକୁଆ | ଡ୍ୟୁଲା | ଫୁଲଫୁଲ୍ କାଲେନଜିନ କିକୁୟୁ କିକୱାଙ୍ଗୋ | କିରୁଣ୍ଡି କ୍ରିଓ ନାଇଜେରିଆନ୍ ପିଜିନ୍ ଓରୋମୋ | ତସିଲୁବା | Tshivenda ଟ୍ୱି ଉମ୍ବୁଣ୍ଡୁ | ଲୁଗବାରା ଲୁଗୁରୁ ପୁଲାର୍ ଗୁସି ମାସାଇ ତୁର୍କାନା ମୋବା ନ୍ୟୁର୍ ଶିଲୁକ୍ ତମାଶେକ୍ ମାକୋଣ୍ଡେ Bemba Fon Hadiyya Ibibio Kimbundu Kimiiru Lango Liberian Kreyol Lomwe Mende Morisyen Ndau Nyankole Sena Sidamo Soga Songe Sukuma Tarifit Teso Tiv Zande Dagbani Edo Kituba ଅଷ୍ଟ୍ରେଲିଆ ମାଳଦ୍ୱୀପ ନିଉଜିଲାଣ୍ଡ୍ ପାପୁଆ ନ୍ୟୁ ଗିନି ପୁରୁଣା ଭାଷା | ଆରାମିକ୍ | ଲାଟିନ୍ ଏସପେରାଣ୍ଟୋ | 1 1 1 ପବିତ୍ର ବାଇବଲ ERV ୨୦୦୪ [2004] ଇଣ୍ଡିୟାନ ରିୱାଇସ୍ଡ୍ IRV ୨୦୧୯ [2019]ପବିତ୍ର ବାଇବଲ BSI ୨୦୧୮ [2018]ଓଡିଆ ବାଇବେଲ IRV ୨୦୧୭ [2017]ପବିତ୍ର ବାଇବଲ OROV ୨୦୧୪ [2014]ପବିତ୍ର ବାଇବଲ ERV ୨୦୦୪ [2004]୧୮୪୦ [1840]1 1 1 ମାଥିଉ ଆଦିଯାତ୍ରାଲେବୀୟଗଣନାଦ୍ଵିତୀୟ ବିବରଣଯିହୋଶୂୟବିଚାରକର୍ତ୍ତାରତର ବିବରଣପ୍ରଥମ ଶାମୁୟେଲଦ୍ଵିତୀୟ ଶାମୁୟେଲପ୍ରଥମ ରାଜାବଳୀଦ୍ଵିତୀୟ ରାଜାବଳୀପ୍ରଥମ ବଂଶାବଳୀଦ୍ଵିତୀୟ ବଂଶାବଳୀଏଜ୍ରାନିହିମୀୟାଏଷ୍ଟରଆୟୁବଗୀତସଂହିତାହିତୋପଦେଶଉପଦେଶକପରମ ଗୀତଯିଶାଇୟଯିରିମୀୟବିଳାପଯିହିଜିକଲଦାନିୟେଲହୋଶେୟଯୋୟେଲଆମୋଷଓବଦୀୟଯୂନସମୀଖାନାହୂମହବକ୍କୂକସିଫନୀୟହାଗୟଯିଖରୀୟମଲାଖୀ--- --- ---ମାଥିଉମାର୍କଲୂକଯୋହନପ୍ରେରିତରୋମୀୟ୧ କରିନ୍ଥୀୟ୨ କରିନ୍ଥୀୟଗାଲାତୀୟଏଫିସୀୟଫିଲିପ୍ପୀୟକଲସୀୟ୧ ଥେସଲନୀକୀୟ୨ ଥେସଲନୀକୀୟ୧ ତୀମଥି୨ ତୀମଥିତୀତସଫିଲୀମୋନଏବ୍ରୀଯାକୁବ୧ ପିତର୨ ପିତର୧ ଯୋହନ୨ ଯୋହନ୩ ଯୋହନଯିହୂଦାପ୍ରକାଶିତ ବାକ୍ୟ1 1 1 ୧ ୧୨୩୪୫୬୭୮୯୧୦୧୧୧୨୧୩୧୪୧୫୧୬୧୭୧୮୧୯୨୦୨୧୨୨୨୩୨୪୨୫୨୬୨୭୨୮1 1 1 : ୧ ୧୨୩୪୫୬୭୮୯୧୦୧୧୧୨୧୩୧୪୧୫୧୬୧୭୧୮୧୯୨୦୨୧୨୨୨୩୨୪୨୫1 1 1 ପବିତ୍ର ବାଇବଲ ERV 2004 ମାଥିଉ ୧ ସଞ୍ଚୟ ଟିପ୍ପଣୀ ୧ [1]ଯୀଶୁଙ୍କ ବଂଶାବଳୀ ଯୀଶୁ ଖ୍ରୀଷ୍ଟଙ୍କ ବଂଶାବଳୀ ଏହିପରି। ସେ ଦାଉଦଙ୍କ ପୁତ୍ର। ଦାଉଦ ଅବ୍ରହାମଙ୍କ ବଂଶଧର।୨ [2]ଅବ୍ରହାମ ଇସ୍ହାକଙ୍କ ବାପା। ଇସ୍ହାକ ଯାକୁବଙ୍କ ବାପା। ଯାକୁବ, ଯିହୂଦା ଓ ତାହାଙ୍କ ଭାଇମାନଙ୍କର ବାପା।୩ [3]ଯିହୂଦା, ଫେରସ ଓ ସେରହଙ୍କ ବାପା। (ତାମର, ସେମାନଙ୍କ ମା) ଫେରସ ହିଷ୍ରୋଣଙ୍କ ବାପା। ହିଷ୍ରୋଣ ଅରାମଙ୍କ ବାପା।୪ [4]ଅରାମ ଅମ୍ମୀନାଦାବ ବାପା। ଅମ୍ମୀନାଦାବ ନହଶୋନଙ୍କ ବାପା। ନହଶୋନ ସଲମୋନଙ୍କ ବାପା।୫ [5]ସଲମୋନ ବୋୟାଜଙ୍କ ବାପା। (ବୋୟାଜଙ୍କ ମାଙ୍କ ନାମ ରାହାବ) ବୋୟାଜ ଓବେଦଙ୍କ ବାପା। (ରୂତ ଓବେଦଙ୍କ ମା) ଓବେଦ ଯିଶୟଙ୍କ ବାପା।୬ [6]ଯିଶୟ ରାଜା ଦାଉଦଙ୍କ ବାପା। ଦାଉଦ ଶଲୋମନଙ୍କ ବାପା। (ଶଲୋମନଙ୍କ ମା ଆଗରୁ ଉରୀୟଙ୍କ ସ୍ତ୍ରୀ ଥିଲେ)୭ [7]ଶଲୋମନ ରିହବିୟାମଙ୍କ ବାପା। ରିହବିୟାମ ଅବିୟଙ୍କ ବାପା। ଅବିୟ ଆସାଙ୍କ ବାପା।୮ [8]ଆସା ଯିହୋଶାଫଟଙ୍କ ବାପା। ଯିହୋଶାଫଟ ଯୋରାମଙ୍କ ବାପା। ଯୋରାମ ଉଜିୟଙ୍କ ବାପା।୯ [9]ଉଜିୟ ଯୋଥମଙ୍କ ବାପା। ଯୋଥମ୍ ଆହାସଙ୍କ ବାପା। ଆହାସ ହିଜକିୟଙ୍କ ବାପା।୧୦ [10]ହିଜକିୟ ମନଃଶିଙ୍କ ବାପା। ମନଃଶି ଅମୋନଙ୍କ ବାପା। ଅମୋନ ଯୋଶିୟଙ୍କ ବାପା।୧୧ [11]ଯୋଶିୟ, ଯିକନିୟ ଓ ତାହାଙ୍କ ଭାଇମାନଙ୍କ ବାପା। (ଏହା ଇସ୍ରାଏଲ ଲୋକଙ୍କୁ କ୍ରୀତଦାସ କରି ବାବିଲୋନ ନିଆଯାଉଥିବା ସମୟର କଥା।)୧୨ [12]ସେମାନଙ୍କୁ ବାବିଲୋନକୁ ନିଆଯିବା ପରେ: ଯିକନିୟ ଶଲ୍ଟୀୟେଲଙ୍କ ବାପା। ଶଲ୍ଟୀୟେଲ ଜିରୁବାବିଲଙ୍କ ଜେଜେ ବାପା।୧୩ [13]ଜିରୁବାବିଲ ଅବୀହୂଦଙ୍କ ବାପା। ଅବୀହୂଦ ଏଲିୟାକୀମଙ୍କ ବାପା। ଏଲିୟାକୀମ ଅଜ୍ଜୂରଙ୍କ ବାପା।୧୪ [14]ଅଜ୍ଜୂର ସାଦୋକଙ୍କ ବାପା। ସାଦୋକ ଯାଖୀନଙ୍କ ବାପା। ଯାଖୀନ ଏଲୀହୂଦଙ୍କ ବାପା।୧୫ [15]ଏଲୀହୂଦ ଇଲିୟାଜରଙ୍କ ବାପା। ଇଲିୟାଜର ମଥାନଙ୍କ ବାପା। ମଥାନ ଯାକୁବଙ୍କ ବାପା।୧୬ [16]ଯାକୁବ ଯୋଷେଫଙ୍କ ବାପା। ଯୋଷେଫ ମରିୟମଙ୍କ ସ୍ୱାମୀ। ମରିୟମଙ୍କ ଗର୍ଭରୁ ଯୀଶୁ ଜନ୍ମ ହେଲେ। ଯୀଶୁଙ୍କୁ ଖ୍ରୀଷ୍ଟ କୁହାଯାଏ।୧୭ [17]ଏହିଭଳି ଭାବରେ ଅବ୍ରହାମଙ୍କଠାରୁ ଦାଉଦଙ୍କ ପର୍ଯ୍ୟନ୍ତ ହେଲେ ମୋଟ ଚଉଦ ପୁରୁଷ। ଦାଉଦଙ୍କଠାରୁ କ୍ରୀତଦାସ ରୂପେ ବାବିଲୋନରେ ପହଞ୍ଚିବା ପର୍ଯ୍ୟନ୍ତ ଚଉଦ ପୁରୁଷ ଓ କ୍ରୀତଦାସ ରୂପେ ବାବିଲୋନରେ ପହଞ୍ଚିବା ପରଠାରୁ ଖ୍ରୀଷ୍ଟଙ୍କ ଜନ୍ମ ପର୍ଯ୍ୟନ୍ତ ହେଲେ ଚଉଦ ପୁରୁଷ।୧୮ [18]ଯୀଶୁ ଖ୍ରୀଷ୍ଟଙ୍କ ଜନ୍ମ ଯୀଶୁ ଖ୍ରୀଷ୍ଟଙ୍କ ମା ଥିଲେ ମରିୟମ। ଯୀଶୁ ଖ୍ରୀଷ୍ଟଙ୍କ ଜନ୍ମ ଏହିଭଳି ହୋଇଥିଲା। ମରିୟମଙ୍କର ଯୋଷେଫଙ୍କ ସହିତ ବିବାହ ସ୍ଥିର ହୋଇଥିଲା। କିନ୍ତୁ ବିବାହ ପୂର୍ବରୁ ଜଣା ପଡ଼ିଲା ଯେ, ମରିୟମ ପବିତ୍ରଆତ୍ମାଙ୍କ ଶକ୍ତି ବଳରେ ଗର୍ଭବତୀ ହୋଇଛନ୍ତି।୧୯ [19]କିନ୍ତୁ ତାହଙ୍କର ଭାବୀପତି ଯୋଷେଫ ଜଣେ ଧାର୍ମିକ ଲୋକ ଥିଲେ। ଲୋକମାନଙ୍କ ଆଗରେ ମରିୟମଙ୍କୁ ଅପମାନ କରିବା ସେ ଗ୍ଭହୁଁ ନ ଥିଲେ। ସେ ତାହାଙ୍କୁ ଛାଡ଼ପତ୍ର ଦେବା ପାଇଁ ଗୋପନରେ ଯୋଜନା କଲେ।୨୦ [20]କିନ୍ତୁ ଯୋଷେଫ ଯେତେବେଳେ ଏ କଥା ଭାବୁଥିଲେ, ସେତେବେଳେ ସ୍ୱପ୍ନରେ ଦର୍ଶନ ପାଇଲେ ପ୍ରଭୁଙ୍କର ଜଣେ ଦୂତ ତାହାଙ୍କ ପାଖକୁ ଆସି କହିଲେ, “ହେ ଦାଉଦଙ୍କ ସନ୍ତାନ ଯୋଷେଫ, ତୁମ୍ଭେ ମରିୟମଙ୍କୁ ଆପଣା ସ୍ତ୍ରୀ ରୂପେ ଗ୍ରହଣ କରିବାକୁ ଭୟ କର ନାହିଁ। କାରଣ ତାହାଙ୍କ ଗର୍ଭରେ ଥିବା ଶିଶୁଟି ପବିତ୍ରଆତ୍ମାଙ୍କର।୨୧ [21]ମରିୟମ ପୁତ୍ର ସନ୍ତାନଟିଏ ଜନ୍ମ ଦେବେ। ତୁମ୍ଭେ ତାହାଙ୍କ ନାମ ଯୀଶୁ ରଖିବ। କାରଣ ସେ ନିଜ ଲୋକମାନଙ୍କୁ ସେମାନଙ୍କ ପାପରୁ ରକ୍ଷା କରିବେ।” ୨୨ [22]ଭବିଷ୍ୟଦ୍ବକ୍ତାଙ୍କ ମାଧ୍ୟମରେ ପ୍ରଭୁ ଯାହା କହିଥିଲେ, ତାହା ସଫଳ କରିବା ନିମନ୍ତେ ଏହା ଘଟିଲା।୨୩ [23]“ଜଣେ କୁମାରୀ କନ୍ୟା ଗର୍ଭବତୀ ହୋଇ ପୁତ୍ର ସନ୍ତାନଟିଏ ଜନ୍ମ ଦେବ। ଲୋକେ ତାହାଙ୍କ ନାମ ଇମ୍ମାନୁୟେଲ ଦେବେ।” (ଇମ୍ମାନୁୟେଲର ଅର୍ଥ, “ପରମେଶ୍ୱର ଆମ୍ଭ ସହିତ ଅଛନ୍ତି।”)୨୪ [24]ଯୋଷେଫ ନିଦରୁ ଉଠି ପ୍ରଭୁଙ୍କ ଦୂତ ତାହାଙ୍କୁ ଯେଉଁଭଳି ଆଦେଶ ଦେଲେ, ସେହିପରି କଲେ। ସେ ମରିୟମଙ୍କୁ ବିବାହ କଲେ।୨୫ [25]କିନ୍ତୁ ମରିୟମ ପୁତ୍ର ସନ୍ତାନକୁ ଜନ୍ମ ନ ଦେବା ପର୍ଯ୍ୟନ୍ତ ସେ ତାହାଙ୍କ ସହିତ ସହବାସ କରି ନ ଥିଲେ। ଆଉ ଯୋଷେଫ ପୁଅଟିର ନାମ ଯୀଶୁ ରଖିଲେ।Odia Bible ERV 2004 Odia Holy Bible: Easy-to-Read Version (OERV) @ 2004 Bible League International ପବିତ୍ର ବାଇବଲ ERV 2004 ମାଥିଉ ୧ 00:00:00 00:00:00 0.5x 2.0x https://beblia.bible:81/BibleAudio/odiaerv/matthew/001.mp3 28 1