× ଭାଷା ୟୁରୋପ | ଷିୟ | ବେଲାରୁଷିଆନ୍ ୟୁକ୍ରେନ୍ ପୋଲାଣ୍ଡ | ସର୍ବିଆ | ବୁଲଗେରିଆ | ସ୍ଲୋଭାକିଆନ୍ ଚେକ ରୋମାନିଆନ୍ ମଲଡୋଭିଆନ୍ | ଆଜେରବାଇଜାନ ଆର୍ମେନିଆ ଜର୍ଜିଆନ୍ ଆଲବାନ୍ ଆଭାର୍ | ବାସ୍କିର ଟାଟାର | ଚେଚେନ ସ୍ଲୋଭେନିଆନ୍ କ୍ରୋଏସିଆ ଇଷ୍ଟୋନିଆନ୍ | ଲାଟଭିଆନ୍ ଲିଥୁଆନିଆ ହଙ୍ଗେରୀ ଫିନଲ୍ୟାଣ୍ଡ ନରୱେଜ୍ ସ୍ୱେଡିସ୍ ଆଇସଲ୍ୟାଣ୍ଡ୍ ଗ୍ରୀକ୍ ମାକେଡୋନିଆନ୍ | ଜର୍ମାନ୍ ବାଭରିଆନ୍ | ଡଚ୍ ଡାନିଶ୍ ୱେଲ୍ସ | ଗେଲିକ୍ | ଇଂରେଜ୍ ଫରାସୀ ବାସ୍କେ | କାଟାଲାନ୍ ଇଟାଲୀୟ | ଗାଲାସିଆନ୍ | ରୋମାନି | Bosnian Kabardian ଉତ୍ତର ଆମେରିକା ଇଂରାଜୀ | ଦକ୍ଷିଣ ଆମେରିକା ସ୍ପାନିସ୍ ପର୍ତ୍ତୁଗୀଜ୍ ଗୁଆରାନି | କେଚୁଆନ୍ ଆୟମାରା କେନ୍ଦ୍ରୀୟ ଆମେରିକା | ଜାମାଇକାନ୍ ନାହୁତ୍ | କିଚେ Qeqchi ହାତିଆ ପୂର୍ବ ଏସିଆ ଚାଇନିଜ୍ ଜାପାନିଜ୍ କୋରିଆନ୍ ମଙ୍ଗୋଲିଆ ଉଇଗୁର୍ ହମଙ୍ଗ Tibetian ଦକ୍ଷିଣ ପୂର୍ବ ଏସିଆ ମାଲେସିଆ ବର୍ମା ଥୋଡି ନେପାଳୀ ସେବୁଆନୋ | ଟାଗଲଗ୍ | କାମ୍ବୋଡିଆ ଥାଇ ଇଣ୍ଡୋନେସିଆ ସୁନ୍ଦରୀ ଭିଏତନାମ ଯବାନ ଲାଓ ଇବାନ୍ ଆଇୟୁ ମିଏନ୍ କାଚିନ୍ ଲାହୁ Aceh Balinese Bugis Pampanga Sasak Shan Waray Madurese ଦକ୍ଷିଣ ଏସିଆ ହିନ୍ଦୀ ଓଡିଆ ଆୱାଡି | ମିଜୋ | କନ୍ନଡ | ମାଲାୟାଲମ୍ ମରାଠୀ ଗୁଜରାଟୀ ତାମିଲ୍ | ତେଲୁଗୁ ପଞ୍ଜାବୀ | କୁରୁଖ ଆସାମୀୟ | ମ ith ଥୀଲି | ବଙ୍ଗାଳୀ ଉର୍ଦ୍ଦୁ ସିହ୍ନା ଡୋଗ୍ରି ହରିୟାନଭି ମେଟେଇ | କନକାନି ସାନ୍ତାଲି ସିନ୍ଧି କୋୟା ଥାଡୋ ସଂସ୍କୃତ ଦେବନାଗରୀ Adilabad Gondi Ahirani ବାଲୁଚି Bundeli Chhattisgarhi Garhwali Kangri Kumaoni Mewari Munda Sadri Seraiki Shekhawati Sylheti Bagri Bhilali Bodo Braj Tulu ମଧ୍ୟ ଏସିଆ କିର୍ଗିଜ୍ ଉଜବେକିସ୍ତାନ ତାଜିକ୍ | ତୁର୍କମେନ କାଜାଖସ୍ତାନ କରକାଲପକ୍ ମଧ୍ୟ ପୂର୍ବ ତୁର୍କୀ ହିବ୍ରୁ ଆରବୀ | ପାର୍ସୀ | କୁର୍ଦ୍ଦ Mazanderani ପାଶ୍ଟୁ କପଟିକ୍ | ଆଫ୍ରିକା ଆଫ୍ରିକୀୟ ଜୋସା | ଜୁଲୁ Ndebele ସୋଥୋ | ଆମହାରିକ୍ | ୱୋଲାଇଟା | ନାଇଜେରିଆନ୍ ମୋସି ଇକା ଡିଙ୍କା | କାବିଲ୍ | ଇୱେ ସ୍ଵାହିଲି ମୋରୋକୋ ସୋମାଲିଆ ଶୋନା | ମାଡାଗାସ୍କର | ଇଗବୋ | ଲିଙ୍ଗଲା | ବାଉଲେ | ସିସବତୀ | ଟସଙ୍ଗା | ତସ୍ୱାନା | ଗାମ୍ବିଆନ୍ ଓଡ଼ିଆ କାମ୍ବା କିନ୍ନରୱାଣ୍ଡା | ହାଉସା ଚେୱା | ଲୁଓ | ମାକୁଆ | ଡ୍ୟୁଲା | ଫୁଲଫୁଲ୍ କାଲେନଜିନ କିକୁୟୁ କିକୱାଙ୍ଗୋ | କିରୁଣ୍ଡି କ୍ରିଓ ନାଇଜେରିଆନ୍ ପିଜିନ୍ ଓରୋମୋ | ତସିଲୁବା | Tshivenda ଟ୍ୱି ଉମ୍ବୁଣ୍ଡୁ | ଲୁଗବାରା ଲୁଗୁରୁ ପୁଲାର୍ ଗୁସି ମାସାଇ ତୁର୍କାନା ମୋବା ନ୍ୟୁର୍ ଶିଲୁକ୍ ତମାଶେକ୍ ମାକୋଣ୍ଡେ Bemba Fon Hadiyya Ibibio Kimbundu Kimiiru Lango Liberian Kreyol Lomwe Mende Morisyen Ndau Nyankole Sena Sidamo Soga Songe Sukuma Tarifit Teso Tiv Zande Dagbani Edo Kituba ଅଷ୍ଟ୍ରେଲିଆ ମାଳଦ୍ୱୀପ ନିଉଜିଲାଣ୍ଡ୍ ପାପୁଆ ନ୍ୟୁ ଗିନି ପୁରୁଣା ଭାଷା | ଆରାମିକ୍ | ଲାଟିନ୍ ଏସପେରାଣ୍ଟୋ | 1 1 1 ପବିତ୍ର ବାଇବଲ OROV ୨୦୧୪ [2014] ଇଣ୍ଡିୟାନ ରିୱାଇସ୍ଡ୍ IRV ୨୦୧୯ [2019]ପବିତ୍ର ବାଇବଲ BSI ୨୦୧୮ [2018]ଓଡିଆ ବାଇବେଲ IRV ୨୦୧୭ [2017]ପବିତ୍ର ବାଇବଲ OROV ୨୦୧୪ [2014]ପବିତ୍ର ବାଇବଲ ERV ୨୦୦୪ [2004]୧୮୪୦ [1840]1 1 1 ମାଥିଉ ଆଦିଯାତ୍ରାଲେବୀୟଗଣନାଦ୍ଵିତୀୟ ବିବରଣଯିହୋଶୂୟବିଚାରକର୍ତ୍ତାରତର ବିବରଣପ୍ରଥମ ଶାମୁୟେଲଦ୍ଵିତୀୟ ଶାମୁୟେଲପ୍ରଥମ ରାଜାବଳୀଦ୍ଵିତୀୟ ରାଜାବଳୀପ୍ରଥମ ବଂଶାବଳୀଦ୍ଵିତୀୟ ବଂଶାବଳୀଏଜ୍ରାନିହିମୀୟାଏଷ୍ଟରଆୟୁବଗୀତସଂହିତାହିତୋପଦେଶଉପଦେଶକପରମ ଗୀତଯିଶାଇୟଯିରିମୀୟବିଳାପଯିହିଜିକଲଦାନିୟେଲହୋଶେୟଯୋୟେଲଆମୋଷଓବଦୀୟଯୂନସମୀଖାନାହୂମହବକ୍କୂକସିଫନୀୟହାଗୟଯିଖରୀୟମଲାଖୀ--- --- ---ମାଥିଉମାର୍କଲୂକଯୋହନପ୍ରେରିତରୋମୀୟ୧ କରିନ୍ଥୀୟ୨ କରିନ୍ଥୀୟଗାଲାତୀୟଏଫିସୀୟଫିଲିପ୍ପୀୟକଲସୀୟ୧ ଥେସଲନୀକୀୟ୨ ଥେସଲନୀକୀୟ୧ ତୀମଥି୨ ତୀମଥିତୀତସଫିଲୀମୋନଏବ୍ରୀଯାକୁବ୧ ପିତର୨ ପିତର୧ ଯୋହନ୨ ଯୋହନ୩ ଯୋହନଯିହୂଦାପ୍ରକାଶିତ ବାକ୍ୟ1 1 1 ୧ ୧୨୩୪୫୬୭୮୯୧୦୧୧୧୨୧୩୧୪୧୫୧୬୧୭୧୮୧୯୨୦୨୧୨୨୨୩୨୪୨୫୨୬୨୭୨୮1 1 1 : ୧ ୧୨୩୪୫୬୭୮୯୧୦୧୧୧୨୧୩୧୪୧୫୧୬୧୭୧୮୧୯୨୦୨୧୨୨୨୩୨୪୨୫1 1 1 ପବିତ୍ର ବାଇବଲ (OROV) 2014 ମାଥିଉ ୧ ସଞ୍ଚୟ ଟିପ୍ପଣୀ ୧ [1]ଅବ୍ରହାମଙ୍କ ସନ୍ତାନ ଓ ଦାଉଦଙ୍କ ସନ୍ତାନ ଯୀଶୁ ଖ୍ରୀଷ୍ଟଙ୍କ ବଂଶାବଳୀ୨ [2]ଅବ୍ରହାମ ଇସ୍ହାକଙ୍କୁ ଜନ୍ମ ଦେଲେ, ଇସ୍ହାକ ଯାକୁବଙ୍କୁ ଜନ୍ମ ଦେଲେ, ଯାକୁବ ଯିହୁଦା ଓ ତାଙ୍କ ଭାଇମାନଙ୍କୁ ଜନ୍ମ ଦେଲେ,୩ [3]ଯିହୁଦା ତାମରଙ୍କ ଗର୍ଭରୁ ପେରସ ଓ ସେରହଙ୍କୁ ଜନ୍ମ ଦେଲେ, ପେରସ ହିଷ୍ରୋଣଙ୍କୁ ଜନ୍ମ ଦେଲେ,୪ [4]ହିଷ୍ରୋଣ ଅରାମଙ୍କୁ ଜନ୍ମ ଦେଲେ, ଅରାମ ଅମ୍ମୀନାଦବଙ୍କୁ ଜନ୍ମ ଦେଲେ, ଅମ୍ମୀନାଦବ ନହଶୋନଙ୍କୁ ଜନ୍ମ ଦେଲେ, ନହଶୋନ ସଲମୋନଙ୍କୁ ଜନ୍ମ ଦେଲେ,୫ [5]ସଲମୋନ ରାହାବଙ୍କ ଗର୍ଭରୁ ବୋୟାଜଙ୍କୁ ଜନ୍ମ ଦେଲେ, ବୋୟାଜ ରୂତଙ୍କ ଗର୍ଭରୁ ଓବେଦଙ୍କୁ ଜନ୍ମ ଦେଲେ, ଓବେଦ ଯିଶୟଙ୍କୁ ଜନ୍ମ ଦେଲେ,୬ [6]ଯିଶୟ ଦାଉଦ ରାଜାଙ୍କୁ ଜନ୍ମ ଦେଲେ । ଦାଉଦ ଉରୀୟଙ୍କ ଭାର୍ଯ୍ୟାଙ୍କ ଗର୍ଭରୁ ଶଲୋମନଙ୍କୁ ଜନ୍ମ ଦେଲେ,୭ [7]ଶଲୋମନ ରିହବୀୟାମଙ୍କୁ ଜନ୍ମ ଦେଲେ, ରିହବୀୟାମ ଅବୀୟଙ୍କୁ ଜନ୍ମ ଦେଲେ,୮ [8]ଅବୀୟ ଆସାଙ୍କୁ ଜନ୍ମ ଦେଲେ, ଆସା ଯିହୋଶାଫଟଙ୍କୁ ଜନ୍ମ ଦେଲେ, ଯିହୋଶାଫଟ ଯୋରାମଙ୍କୁ ଜନ୍ମ ଦେଲେ, ଯୋରାମ ଉଜୀୟଙ୍କୁ ଜନ୍ମ ଦେଲେ,୯ [9]ଉଜୀୟ ଯୋଥମଙ୍କୁ ଜନ୍ମ ଦେଲେ, ଯୋଥମ ଆହସଙ୍କୁ ଜନ୍ମ ଦେଲେ, ଆହସ ହିଜକୀୟଙ୍କୁ ଜନ୍ମ ଦେଲେ,୧୦ [10]ହିଜକୀୟ ମନଃଶିଙ୍କୁ ଜନ୍ମ ଦେଲେ, ମନଃଶି ଆମୋନଙ୍କୁ ଜନ୍ମ ଦେଲେ, ଆମୋନ ଯୋଶୀୟଙ୍କୁ ଜନ୍ମ ଦେଲେ,୧୧ [11]ବାବିଲୋନକୁ ନିର୍ବାସିତ ହେବା ସମୟରେ ଯୋଷୀୟ ଯିକନୀୟ ଓ ତାଙ୍କ ଭାଇମାନଙ୍କୁ ଜନ୍ମ ଦେଲେ ।୧୨ [12]ବାବିଲୋନକୁ ନିର୍ବାସିତ ହେବା ପରେ ଯିକନୀୟ ଶଲ୍ଟୀୟେଲଙ୍କୁ ଜନ୍ମ ଦେଲେ, ଶଲ୍ଟୀୟେଲ ଜିରୁବାବିଲଙ୍କୁ ଜନ୍ମ ଦେଲେ,୧୩ [13]ଜିରୁବାବିଲ ଅବୀହୁଦଙ୍କୁ ଜନ୍ମ ଦେଲେ, ଅବୀହୁଦ ଏଲୀୟାକିମଙ୍କୁ ଜନ୍ମ ଦେଲେ, ଏଲିୟାକିମ ଆସୋରଙ୍କୁ ଜନ୍ମ ଦେଲେ,୧୪ [14]ଆସୋର ସାଦୋକଙ୍କୁ ଜନ୍ମ ଦେଲେ, ସାଦୋକ ଆଖିମଙ୍କୁ ଜନ୍ମ ଦେଲେ, ଆଖିମ ଏଲିହୁଦଙ୍କୁ ଜନ୍ମ ଦେଲେ,୧୫ [15]ଏଲହୁଦ ଏଲୀୟାଜରଙ୍କୁ ଜନ୍ମ ଦେଲେ, ଏଲୀ ୟାଜର ମତ୍ତାନଙ୍କୁ ଜନ୍ମ ଦେଲେ,୧୬ [16]ମତ୍ତାନ ଯାକୁବଙ୍କୁ ଜନ୍ମ ଦେଲେ, ଯାକୁବ ମରୀୟମଙ୍କ ସ୍ଵାମୀ ଯୋଷେଫଙ୍କୁ ଜନ୍ମ ଦେଲେ, ଏହି ମରୀୟମଙ୍କ ଗର୍ଭରୁ ଯୀଶୁ ଜନ୍ମ ହେଲେ, ତାହାଙ୍କୁ ଖ୍ରୀଷ୍ଟ କୁହାଯାଏ ।୧୭ [17]ଏହିପ୍ରକାରେ ସର୍ବସୁଦ୍ଧା ଅବ୍ରହାମଙ୍କଠାରୁ ଦାଉଦଙ୍କ ପର୍ଯ୍ୟନ୍ତ ଚଉଦ ପୁରୁଷ, ଆଉ ଦାଉଦଙ୍କଠାରୁ ବାବିଲୋନ ନିର୍ବାସନ ପର୍ଯ୍ୟନ୍ତ ଚଉଦ ପୁରୁଷ, ପୁଣି ବାବିଲୋନ ନିର୍ବାସନଠାରୁ ଖ୍ରୀଷ୍ଟଙ୍କ ପର୍ଯ୍ୟନ୍ତ ଚଉଦ ପୁରୁଷ ।୧୮ [18]ଯୀଶୁ ଖ୍ରୀଷ୍ଟଙ୍କ ଜନ୍ମ ଏହିପ୍ରକାରେ ହେଲା । ତାହାଙ୍କ ମାତା ମରୀୟମଙ୍କର ଯୋଷେଫଙ୍କ ସହିତ ବିବାହନିର୍ବନ୍ଧ ହେଲା ପରେ ସେମାନଙ୍କ ସହବାସ ପୂର୍ବେ ସେ ପବିତ୍ର ଆତ୍ମାଙ୍କ କର୍ତ୍ତୃକ ଗର୍ଭବତୀ ହୋଇଅଛନ୍ତି ବୋଲି ଜଣାପଡ଼ିଲା ।୧୯ [19]ଏଥିରେ ତାଙ୍କ ସ୍ଵାମୀ ଯୋଷେଫ ଧାର୍ମିକ ଥିବାରୁ ଏବଂ ତାଙ୍କୁ ପ୍ରକାଶରେ ନିନ୍ଦାର ପାତ୍ର କରିବାକୁ ଇଚ୍ଛା ନ କରିବାରୁ ଗୋପନରେ ତାଙ୍କୁ ପରିତ୍ୟାଗ କରିବାକୁ ସ୍ଥିର କଲେ ।୨୦ [20]କିନ୍ତୁ ସେ ଏହା ମନସ୍ଥ କଲା ପରେ, ଦେଖ, ପ୍ରଭୁଙ୍କର ଜଣେ ଦୂତ ସ୍ଵପ୍ନରେ ତାଙ୍କୁ ଦର୍ଶନ ଦେଇ କହିଲେ, ହେ ଦାଉଦଙ୍କ ସନ୍ତାନ ଯୋଷେଫ, ତୁମ୍ଭର ଭାର୍ଯ୍ୟା ମରୀୟମଙ୍କୁ ଗ୍ରହଣ କରିବାକୁ ଭୟ କର ନାହିଁ, କାରଣ ତାହାର ଗର୍ଭ ପବିତ୍ର ଆତ୍ମାଙ୍କ କର୍ତ୍ତୃକ ହୋଇଅଛି ।୨୧ [21]ସେ ପୁତ୍ର ପ୍ରସବ କରିବେ, ଆଉ ତୁମ୍ଭେ ତାହାଙ୍କ ନାମ ଯୀଶୁ ଦେବ, କାରଣ ସେ ଆପଣା ଲୋକଙ୍କୁ ସେମାନଙ୍କର ସମସ୍ତ ପାପରୁ ପରିତ୍ରାଣ କରିବେ ।୨୨ [22]ଭାବବାଦୀଙ୍କ ଦ୍ଵାରା ପ୍ରଭୁଙ୍କ ଉକ୍ତ ଏହି ବାକ୍ୟ ଯେପରି ସଫଳ ହୁଏ, ଏଥିନିମନ୍ତେ ଏସମସ୍ତ ଘଟିଲା,୨୩ [23]ଦେଖ, ଜଣେ କନ୍ୟା ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବେ, ଆଉ ଲୋକେ ତାହାଙ୍କ ନାମ ଇମ୍ମାନୁୟେଲ ଦେବେ, ଏହି ନାମର ଅର୍ଥ ‘ଆମ୍ଭମାନଙ୍କ ସହିତ ଈଶ୍ଵରʼ ।୨୪ [24]ଏଥିରେ ଯୋଷେଫ ନିଦ୍ରାରୁ ଉଠି ପ୍ରଭୁଙ୍କ ଦୂତ ତାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ସେହିପରି କଲେ ଓ ନିଜ ଭାର୍ଯ୍ୟାଙ୍କୁ ଗ୍ରହଣ କଲେ;୨୫ [25]କିନ୍ତୁ ସେ ପୁତ୍ର ପ୍ରସବ ନ କରିବା ପର୍ଯ୍ୟନ୍ତ ତାଙ୍କ ସହବାସ କଲେ ନାହିଁ, ଆଉ ସେ ପୁତ୍ରଙ୍କ ନାମ ଯୀଶୁ ଦେଲେ ।Odia Bible (OROV) 2014 ODIA-OV (Re-edited) - ପବିତ୍ର ବାଇବଲ (Re-edited) Copyright © 2014 by The Bible Society of India Used by permission. worldwide ପବିତ୍ର ବାଇବଲ (OROV) 2014 ମାଥିଉ ୧ 00:00:00 00:00:00 0.5x 2.0x https://beblia.bible:81/BibleAudio/odiaorov/matthew/001.mp3 28 1