ଦିନର ପଦ |ଜୁଲାଇ ୧୩ ୧ ତୀମଥି ୪:୧୨ ତୁମ୍ଭେ ଯୁବକ, କିନ୍ତୁ କେହି ତୁମ୍ଭକୁ ଯେପରି ତୁଚ୍ଛ ବୋଲି ଭାବି ତୁମ୍ଭ ସହିତ କୁବ୍ୟବହାର ନ କରେ। ବିଶ୍ୱାସୀମାନଙ୍କ ପାଇଁ, ସେମାନେ କିପରି ରହିବା କଥା ତାହା ଦେଖାଇବାକୁ ତୁମ୍ଭେ ଆଦର୍ଶବାନ ହୁଅ। ତୁମ୍ଭର କଥା ଓ ଜୀବନ ପ୍ରଣାଳୀ ପ୍ରେମ, ବିଶ୍ୱାସ, ପବିତ୍ର ଜୀବନ ଦ୍ୱାରା ତୁମ୍ଭେ ସେମାନଙ୍କୁ ତାହା ଦେଖାଇ ଦିଅ। Odia Bible ERV 2004 Odia Holy Bible: Easy-to-Read Version (OERV) @ 2004 Bible League International